ସୟଦ ୟାସିର ନୱାଜ ଓଡିଶା ଛାତ୍ର କଂଗ୍ରେସର ନୂଆ ସଭାପତି ନିଯୁକ୍ତ
ଭୁବନେଶ୍ୱର,୬।୧୨-ଓଡ଼ିଶା ଛାତ୍ର କଂଗ୍ରେସର ନୂତନ ସଭାପତି ବାଛିଛି ଏଆଇସିସି। ନ୍ୟାସନାଲ ଷ୍ଟୁଡେଣ୍ଟ ୟୁନିଅନ୍ ଅଫ ଇଣ୍ଡିଆ(ଏନ୍ଏସ୍ୟୁଆଇ) ଓଡ଼ିଶା ଶାଖାର ନୂଆ ସଭାପତି ଭାବେ ସୟଦ ୟାସିର ନୱାଜଙ୍କୁ ନିଯୁକ୍ତି ଦିଆଯାଇଛି। ଅଲ୍ ଇଣ୍ଡିଆ କଂଗ୍ରେସ କମିଟି(ଏଆଇସିସି) ସଭାପତିଙ୍କ ଅନୁମୋଦନକ୍ରମେ ନୱାଜଙ୍କ ନାମରେ…
‘ଭାରତ ବନ୍ଦ’ ସମର୍ଥନରେ ୧୮ରୁ ଅଧିକ ବିପକ୍ଷ ଦଳ
ନୂଆଦିଲ୍ଲୀ,୬।୧୨:ଦିଲ୍ଲୀ ସୀମାରେ କୃଷକମାନେ ସେମାନଙ୍କର ଦାବି ଗ୍ରହଣ କରିବାକୁ ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଇଛନ୍ତି। ସରକାରଙ୍କ ବିରୋଧରେ କୃଷକଙ୍କ ପକ୍ଷରୁ ଭାରତ ବନ୍ଦ ଡାକରାକୁ ୧୮ଟି ବିରୋଧୀ ଦଳର ସମର୍ଥନ ମିଳିଛି। ନିକଟରେ ରାଷ୍ଟ୍ରୀୟ କଂଗ୍ରେସ ପାର୍ଟି ମୁଖ୍ୟ…
ରାଜ୍ୟରେ ସୁସ୍ଥ ହେଲେ ୫୭୦ କରୋନା ଆକ୍ରାନ୍ତ: ଅନୁଗୋଳରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୬।୧୨(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୫୭୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅନୁଗୋଳ ଜିଲାରୁ ସର୍ବାଧିକ ୭୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୫୪, ମୟୂରଭଞ୍ଜରୁ ୫୧, ସୁନ୍ଦରଗଡରୁ ୪୩, ବଲାଙ୍ଗିରିରୁ ୪୧, ଖୋର୍ଦ୍ଧାରୁ ୪୦, ପୁରୀରୁ ୩୭, ବାଲେଶ୍ବରରୁ ୩୪, କଳାହାଣ୍ଡିରୁ…
ଭୁବନେଶ୍ୱରରୁ ଆଜି ୩୧ ପଜିଟିଭ ଚିହ୍ନଟ: ଲୋକାଲ କେସ୍ ୨୫
ଭୁବନେଶ୍ୱର,୬ା୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୬ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୫ ରହିଛି। ସେହିପରି ଭୁବନେଶ୍ୱରରୁ ୪୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ…
ମାଳଦ୍ୱୀପରେ ଚାଦର ଗୁଡେଇ ଫଟୋଶୁଟ୍ କଲେ ହିନା ଖାନ: ଫ୍ୟାନମାନେ କହିଲେ ଏମିତି…
ମୁମ୍ବାଇ,୬।୧୨-ବଲିଉଡ ଅଭିନେତ୍ରୀ ହିନା ଖାନ ସୋସିଆଲ ମିଡିଆରେ ସବୁବେଳେ ଆକ୍ଟିଭ ରହିଥାନ୍ତି। ସେ ଇନ୍ଷ୍ଟାଗ୍ରାମରେ ନିଜର ଫଟୋ ଶେୟାର କରି ଚର୍ଚ୍ଚାରେ ମଧ୍ୟ ରହିଥାନ୍ତି। ବର୍ତ୍ତମାନ ହିନା ନିଜର ଇନ୍ଷ୍ଟାଗ୍ରାମରେ ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ସମୁଦ୍ର କୂଳରେ…
କଂଗ୍ରେସରୁ ଇସ୍ତଫା ଦେଲେ ବିଜୟାଶାନ୍ତି: ଭାଜପାରେ ହେବେ ସାମିଲ
ହାଇଦ୍ରାବାଦ,୬।୧୨-କଂଗ୍ରେସର ବରିଷ୍ଠ ନେତ୍ରୀ ତଥା ଅଭିନେତ୍ରୀ ବିଜୟା ଶାନ୍ତି ରବିବାର ଦଳରୁ ଇସ୍ତଫା ଦେଇଛନ୍ତି। ଫଳରେ ତେଲେଙ୍ଗାନା କଂଗ୍ରେସକୁ ଶକ୍ତ ଝଟକା ଲାଗିଛି। ସୋମବାର ବିଜୟା ଦିଲ୍ଲୀରେ ଭାଜପା ସଭାପତି ଜେପି ନଡ୍ଡାଙ୍କ ଉପସ୍ଥିତିରେ ଭାଜପାରେ ସାମିଲ ହେବେ। ଏହାପୂର୍ବରୁ ଆଜି…
ଅନ୍ଲାଇନ୍ରେ ଅବଢ଼ା ବିକ୍ରିକୁ ନେଇ ଅସନ୍ତୋଷ
ଭୁବନେଶ୍ୱର,୬ା୧୨(ବ୍ୟୁରୋ): ଅନ୍ଲାଇନରେ ଲିଙ୍ଗରାଜ ଓ ଅନନ୍ତ ବାସୁଦେବଙ୍କ ଅବଢ଼ା ବିକ୍ରିକୁ ନେଇ ଅସନ୍ତୋଷ ଦେଖାଦେଇଛି। ଅନ୍ଲାଇନ୍ରେ କିଛି ସଂସ୍ଥା ଏହି ଦୁଇ ମନ୍ଦିରର ଅବଢ଼ା ଯୋଗାଉଥିବାରୁ ଏହାକୁ ନେଇ ଥାନାରେ ଏତଲା ହୋଇଛି। ଭୁବନେଶ୍ୱର ଲିଙ୍ଗରାଜ ଥାନାରେ ସଂପୃକ୍ତ ସଂସ୍ଥା ନାଁରେ…
କିମ୍-ଜୋଙ୍ଗ୍-ଉନ୍ଙ୍କ କଠୋର ନିଷ୍ପତ୍ତି: କରୋନା ନିୟମ ଭାଙ୍ଗିବାରୁ ଗୁଳି କରି ହତ୍ୟା
ପ୍ୟୋଙ୍ଗୟାଙ୍ଗ୍,୬ା୧୨: ଉତ୍ତରକୋରିଆର ଏକଛତ୍ରବାଦ ଶାସକ କିମ୍-ଜୋଙ୍ଗ-ଉନ୍ଙ୍କ ନିଷ୍ଠୁରତା ବିଷୟରେ କାହାକୁ ବା ଅଜଣା । ପୁଣି ଥରେ ସେ ତାଙ୍କର ନିଷ୍ଠୁରତା ପାଇଁ ଚର୍ଚ୍ଚାକୁ ଆସିଛନ୍ତି । କରୋନା ଭାଇରସ ସଂକ୍ରମଣକୁ ନେଇ ଉତ୍ତରକୋରିଆରେ ଖାଲି କଡ଼ା ନିୟମ ଲାଗୁ କରାଯାଇନି,…
ଅଭିନେତା ରବି ପଟବର୍ଦ୍ଧନଙ୍କ ପରଲୋକ
ମୁମ୍ବାଇ,୬।୧୨- ଭେଟେରାନ ଅଭିନେତା ରବି ପଟବର୍ଦ୍ଧନଙ୍କର ରବିବାର ହୃଦଘାତରେ ପରଲୋକ ହୋଇଯାଇଛି। ୮୪ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଶନିବାର ରାତିରେ ରବିଙ୍କୁ ନିଶ୍ୱାସ ନେବାରେ ସମସ୍ୟା ହୋଇଥିଲା। ପରେ ତାଙ୍କୁ ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି…
ମଙ୍ଗଳସୂତ୍ର, ସିନ୍ଦୁର ଧରି ଶ୍ରେଣୀଗୃହରେ ପଶିଲେ ନାବାଳକ, ଆଉ ତା’ ପରେ…
ହାଇଦ୍ରାବାଦ,୬ା୧୨: ବାଲ୍ୟ ବିବାହ ପ୍ରଥା ଆଇନସଙ୍ଗତ ହୋଇ ନ ଥିବା ବେଳେ ଦୁଇ ନାବାଳିକା-ନାବାଳକ ଶ୍ରେଣୀଗୃହରେ ବିବାହ କରିବା ଘଟଣା ସାମ୍ନାକୁ ଆସିଛି। ଏହି ବିବାହ ସମୟର ଭିଡିଓ ଏବଂ ଫଟୋ ସୋସିଆଲ ମିଡିଆରେ ଏବେ ଭାଇରାଲ ହେବାରେ ଲାଗିଛି। ଏକ…
ମୃତ୍ୟୁ ପୂର୍ବରୁ ପଡ଼ୋଶୀଙ୍କ ନାମରେ ୫୫ କୋଟିର ସମ୍ପତ୍ତି ଲେଖିଦେଲେ ବୃଦ୍ଧା, ଜଣାପଡ଼ିବା ପରେ…
ସାଧାରଣତଃ ଯଦି ପରିବାରରେ କୌଣସି ଝଗଡ଼ା ହୁଏ ତେବେ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହୋଇଥାଏ। ଏପରି ସ୍ଥିତିରେ କୌଣସି ବ୍ୟକ୍ତି ଇଞ୍ଚେ ଜାଗା ବି କାହାକୁ ଛାଡ଼ିବା ପାଇଁ ରାଜି ହୋଇ ନ ଥାନ୍ତି। ଫଳରେ ମାମଲା କୋର୍ଟ କଚେରୀ ପର୍ଯ୍ୟନ୍ତ…
ରାହୁଲ ମହାଜନଙ୍କ ପାଇଁ ହିନ୍ଦୁ ଧର୍ମ ଗ୍ରହଣ କଲେ ରୁଷୀୟ ପତ୍ନୀ: ନୀତି ପଢ଼ୁଛନ୍ତି ଗୀତା
ବମ୍ବେ: ଏକାଧିକ ଥର ବିବାହକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ବିଗ୍ବସ୍ ଫେମ୍ ରାହୁଲ ମହାଜନ। ଦୁଇ ଦୁଇ ଥର ବିବାହ କରି ବିଫଳ ହେବା ପରେ ଏବେ ସେ ନିଜର ରୁଷୀୟ ପ୍ରେମିକା ନତାଳୟାଙ୍କ ହାତ ଧରିଛନ୍ତି। ନତାଳୟା ବିବାହ ପରେ…
Archives


