Home

କ୍ଷମା ତାଲିକାରେ ରହିପାରନ୍ତି ଟ୍ରମ୍ପ୍‌

ଓ୍ବାଶିଂଟନ, ୯।୧(ପି.ଟି.):ଆମେରିକାର ଗଣତନ୍ତ୍ର ଇତିହାସରେ ବୁଧବାର ରାତିରେ ଏକ କଳଙ୍କିତ ଅଧ୍ୟାୟ ସୃଷ୍ଟି ହୋଇଥିଲା। ନିର୍ବାଚନ ହାରିବା ସତ୍ତ୍ୱେ କ୍ଷମତା ମୋହ ଛାଡ଼ିପାରି ନ ଥିବା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ୬ ତାରିଖ ରାତିରେ କ୍ୟାପିଟୋଲ ବିଲ୍ଡି (ଆମେରିକୀୟ ସଂସଦ ଭବନ)ରେ…

୩ ବ୍ୟାଡ୍‌ମିଣ୍ଟନ ଖେଳାଳି ଆଜୀବନ ବାସନ୍ଦ

ନୂଆଦିଲ୍ଲୀ, ୯ା୧ (ପି.ଟି.)-ବ୍ୟାଡ୍‌ମିଣ୍ଟନ ଓ୍ବାଲର୍‌ଡ ଫେଡେରେଶନ (ବିଡବ୍ଲ୍ୟୁଏଫ୍‌) ଶୁକ୍ରବାର ଇଣ୍ଡୋନେସିଆର ୩ଜଣ ବ୍ୟାଡ୍‌ମିଣ୍ଟନ ଖେଳାଳିଙ୍କୁ ଆଜୀବନ ବାସନ୍ଦ କରିଛି। ଏହି ଖେଳାଳି ତ୍ରୟଙ୍କ ବିରୋଧ ମ୍ୟାଚ ଫିକ୍ସିଂ, ମ୍ୟାଚ ଜାଲିଆତି ଓ ବେଟିଂରେ ଲିପ୍ତ ଥିବା ଅଭିଯୋଗ ହୋଇଥିଲା। ପରସ୍ପରକୁ ଜାଣିଥିବା…

ଲାଲ୍‌ ଗଣପତିଙ୍କୁ ପୂଜା କଲେ ହୁଏ ସର୍ବ କାର୍ଯ୍ୟ ସିଦ୍ଧି…

ଲାଲ୍‌ ରଙ୍ଗ ଅର୍ଥାତ୍‌ ସିନ୍ଦୁରିଆ ଗଣପତିଙ୍କୁ ପୂଜା କଲେ ସର୍ବ କାର୍ଯ୍ୟ ସିଦ୍ଧି ହୋଇଥାଏ ବୋଲି ଶାସ୍ତ୍ରରେ ଉଲ୍ଲେଖ ରହିଛି। ଲମ୍ବୋଦରଙ୍କୁ ପୁଷ୍ପ, ଧୂପ, ଦୀପ, କର୍ପୂର, କୁଙ୍କୁମ, ଲାଲ୍‌ ସୂତା, ଚନ୍ଦନ ଓ ମୋଦକ ଲାଗି କଲେ ସେ ପ୍ରସନ୍ନ…

ଜୁନିୟର ମହିଳା ହକି ଦଳ ଚିଲି ଗସ୍ତ କରିବ: ଭାରତୀୟ ଦଳରେ ୩ ଓଡ଼ିଆ

ନୂଆଦିଲ୍ଲୀ,୯।୧(ପି.ଟି.): ଭାରତୀୟ ଜୁନିୟର ମହିଳା ହକି ଦଳ ଗୋଟିଏ ବର୍ଷ ପରେ ପୁଣି ଥରେ ପେସାଦାର ଖେଳକୁ ଫେରିିବ। କୋଡିଡ୍‌-୧୯ କାରଣରୁ ପାଖାପାଖି ଗୋଟିଏ ବର୍ଷର ବ୍ରେକ୍‌ ପରେ ଭାରତୀୟ ଦଳ ଏବେ ଚିଲି ଗସ୍ତ କରିବ। ଏହି ଗସ୍ତରେ ଭାରତ…

ଶ୍ରଦ୍ଧା କପୁରଙ୍କ ସହିତ ଫରହାନଙ୍କ ସମ୍ପର୍କ ନେଇ ହୋଇଥିଲା ଚର୍ଚ୍ଚା…

ମୁମ୍ବାଇ,୯।୧: ବଲିଉଡ୍‌ ଅଭିନେତା ତଥା ଫିଲ୍ମ ନିର୍ମାତା ଫରହାନ ଅଖତରଙ୍କୁ ଶନିବାର ୪୬ ପୂରଣ ହୋଇଛି। ୧୯୭୪ ଜାନୁୟାରୀ ୯ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ସେ ଅଧାରୁ ପାଠ ଛାଡି ରିତେଶ ସିଧ୍ୟଓ୍ବାନୀଙ୍କ ସହିତ ମିଶି ଏକ ପ୍ରଡକସନ୍‌ ହାଉସ୍‌ ୧୭…

‘ମୁନ୍ନୀ ବଦନାମ୍‌ ହୁଇ…’ ଫରହା ଖାଁଙ୍କ ପାଇଁ ଆଣିଥିଲା ଖ୍ୟାତି

ମୁମ୍ବାଇ,୯।୧: ବଲିଉଡ୍‌ର ପ୍ରସିଦ୍ଧ କୋରିଓଗ୍ରାଫର ଫରହା ଖାଁଙ୍କୁ ଶନିବାର ୫୫ ବର୍ଷ ପୂରଣ ହୋଇଛି। ସେ ୫୬ ବର୍ଷରେ ପାଦ ଦେଇଛନ୍ତି। ୧୯୬୫ ଜାନୁୟାରୀ ୯ରେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ଶିଲା କି ଜବାନୀ, ମୁନ୍ନୀ ବଦନାମ୍‌ ହୁଇ ଭଳି ଗୀତରେ…

କେବଳ ଗ୍ରୀନ୍‌ କାର୍ଡ ପାଇଁ ବିଦେଶୀ ମହିଳାଙ୍କୁ ବିବାହ କରି ଛାଡ଼ିଦେଲେ ଏହି ଅଭିନେତା !

ବମ୍ବେ: ଏକତା କପୁରଙ୍କ ଧାରାବାହିକ ‘କସୌଟି ଜିନ୍ଦେଗୀ କେ’ରେ ନାୟକ ଭୂମିକାରେ ନଜର ଆସିଥିଲେ ଅଭିନେତା ସିଜେନ୍‌ ଖାନ୍‌। ଶ୍ୱେତା ତିଓ୍ବାରୀଙ୍କ ସହ ତାଙ୍କର ଯୋଡ଼ିକୁ ଦର୍ଶକେ ବେଶ୍‌ ପସନ୍ଦ କରିଥିଲେ। ଏବେ କିନ୍ତୁ ସେ ଲାଇମ୍‌ଲାଇଟ୍‌ରୁ ଦୂରେଇ ଯାଇଥିବା ବେଳେ…

ସିକ୍ୟୁରିଟି ଗାର୍ଡ ଭାବେ କରୁଥିଲେ କାମ: ଏବେ ଚା’ ଷ୍ଟାଟ୍‌ଅପ୍‌ କରି ମାସକୁ ୨ ଲକ୍ଷ କମାଉଛନ୍ତି ଏହି ଯୁବକ

ପୁଣେ: ଚା’ ଷ୍ଟାଟ୍‌ଅପ୍‌ରୁ ଲକ୍ଷପତି। ଏଭଳି କିଛି କାରନାମା କରିଦେଖାଇଛନ୍ତି ମହାରାଷ୍ଟ୍ରର ପୁଣେରେ ରହୁଥିବା ରେଭେନ୍‌ ସିନ୍ଦେ। ୨୦୧୯ରେ ସେ ଷ୍ଟାଟ୍‌ଅପ୍‌ ଆରମ୍ଭ କରିଥିବା ବେଳେ ଏବେ ସେ ମାସକୁ ୨ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି। ରେଭେନ୍‌ ପୂର୍ବରୁ ସିକ୍ୟୁରିଟି…

ବିଗ୍‌ ବିଙ୍କ ସହ କେବେ ବି କାମ କରିନାହାନ୍ତି ଧକ୍‌ ଧକ୍‌ ଗର୍ଲ, କାରଣ ଜାଣିଲେ..

ବମ୍ବେ: ମହାନାୟକ ଅମିତାଭ ବଚ୍ଚନଙ୍କ ଫିଲ୍ମରେ କାମ କରିବାକୁ ଚାହିଁ ବସିଥାନ୍ତି ଅଭିନେତ୍ରୀମାନେ। ହେଲେ ବଲିଉଡ୍‌ର ଏଭଳି ଜଣେ ନାୟିକା ଅଛନ୍ତି ଯିଏ ବିଗ୍‌ ବିଙ୍କ ସହ ଗୋଟିଏ ଫିଲ୍ମରେ ବି କାମ କରିନାହିନ୍ତି। ସେ ହେଲେ ମାଧୁରୀ ଦିକ୍ଷୀତ। ଆଶ୍ଚର୍ଯ୍ୟ…

ବଲିଉଡ୍‌ରେ ଡେବ୍ୟୁ ପାଇଁ ସଜ ହେଲେଣି କପୁର ଲଳନା

ମୁମ୍ବାଇ: ସଞ୍ଜୟ କପୁରଙ୍କ ଝିଅ ଶାନୟା କପୁର ବଲିଉଡ୍‌ରେ ଡେବ୍ୟୁ ପାଇଁ ପ୍ରସ୍ତୁତ ହେଉଛନ୍ତି। ତାଙ୍କର ଫଟୋଶୁଟ୍‌କୁ ଦେଖିଲେ ଏହା ପ୍ରମାଣିତ ହେଉଛି ଯେ, ଶାନୟା ଶୀଘ୍ର ଭଉଣୀ ସୋନମ ଏବଂ ଜାହ୍ନବୀଙ୍କ ସହ ଯୋଗଦେବାକୁ ଯାଉଛନ୍ତି। ଶାନୟାଙ୍କ ନୂଆ ଫଟୋ…

ଭାରତ ବିଷୟରେ ଏଭଳି ଭାବନ୍ତି ଏହି ୧୧ ବର୍ଷର ପାକିସ୍ତାନୀ ବାଳକ; ଭିଡିଓ ଦେଖିଲେ ଅବାକ ହେବେ..

ଇସଲାମାବାଦ: ଭାରତ-ପାକିସ୍ତାନ ମଧ୍ୟରେ ସମ୍ପର୍କ ସର୍ବଦା ଜଟିଳ। କଶ୍ମୀର ପ୍ରସଙ୍ଗ ହେଉ ଅବା ଆତଙ୍କବାଦକୁ ପୋତ୍ସାହନ, ସବୁ କ୍ଷେତ୍ରରେ ପାକିସ୍ତାନର ଭୂମିକା ସନ୍ଦେହ ଘେରରେ ରହିଥାଏ। ଏଥିଯୋଗୁ ପାକିସ୍ତାନବାସୀ ଭାରତ ବିଷୟରେ କ’ଣ ଚିନ୍ତା କରନ୍ତି ତାହା ଭାରତୀୟଙ୍କ ମନରେ ପ୍ରଶ୍ନ…

ମୃତ ସ୍ତ୍ରୀଙ୍କ ଫଟୋ ସହ ସେଲ୍‌ଫି ନେଇ ଲାଇଭ୍‌ ଭିଡିଓ କରି ଜୀବନ ହାରିଲେ ଏହି ବ୍ୟକ୍ତି, କାରଣ …

ପାଟଣା,୮।୧: ବିହାରର ହାଜିପୁରରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ଜଣେ ବ୍ୟକ୍ତି ନିଜର ସମସ୍ତ ଆତ୍ମହତ୍ୟା ଘଟଣାକୁ ଲାଇଭ୍‌ ଭିଡିଓରେ ରେକର୍ଡ କରି ଆତ୍ମହତ୍ୟା କରିଛନ୍ତି। ଏହି ବ୍ୟକ୍ତିଙ୍କ ନାମ ଅମରେଶ। ସେ ତାଙ୍କ ମୃତ ସ୍ତ୍ରୀଙ୍କ ଫଟୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?