୧୦୦ ବର୍ଷ ପଛକୁ ଫେରିଗଲା କଟକ ଦଶହରା
କଟକଣା ଭିତରେ ହଜିଗଲା ପୁରୁଣା ପରମ୍ପରା। ଯାହା ସହରର ପୁରୁଖା ତଥା ବୟୋଜ୍ୟେଷ୍ଠ ବ୍ୟକ୍ତିବିଶେଷ କେବେ ଦେଖି ନ ଥିଲେ, ତାହା ଚଳିତବର୍ଷ ଦେଖିବାକୁ ମିଳିଛି। ବିଭିନ୍ନ ମଣ୍ଡପରେ ମା’ଙ୍କ ଆରାଧନା ପାଇଁ ପ୍ରସ୍ତୁତି ହେଲାଣି, ହେଲେ ଆକର୍ଷଣୀୟ ସାଜସଜ୍ଜା ନ…
‘ଆତ୍ମସନ୍ତୋଷର ସ୍ଥାନ ନାହିଁ, ଅଧିକ ସତର୍କ ହୁଅ’
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ରାଜ୍ୟରେ କୋଭିଡ୍ ସ୍ଥିତି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ଭିଡିଓ କନଫରେନ୍ସ ଜରିଆରେ ସମୀକ୍ଷା କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ରାଜ୍ୟର ସବୁ ଡାକ୍ତର, ସ୍ବାସ୍ଥ୍ୟକର୍ମୀ, ପୋଲିସ ଏବଂ କୋଭିଡ୍ ଯୋଦ୍ଧାଙ୍କ କଠିନ ପରିଶ୍ରମ ତଥା ସମ୍ପୃକ୍ତ…
ଆର୍ଟିଆଇ: ଉଦାସୀନତାରୁ ଅଚଳାବସ୍ଥା
ନୂଆଦିଲ୍ଲୀ,୨୨ା୧୦: ସୂଚନା ଅଧିକାର (ଆର୍ଟିଆଇ) ଆଇନ ପ୍ରଣୟନ ହେବାର ୧୫ ବର୍ଷ ବିତିଗଲାଣି। କିନ୍ତୁ ଏହା ଲୋକଙ୍କ କାମରେ କେତେ ଆସିପାରୁଛି। ଏହି ପ୍ରଶ୍ନ ଏଇଥିପାଇଁ ଉଠୁଛି ଯେ, କେନ୍ଦ୍ରୀୟ ସୂଚନା କମିଶନ (ସିଆଇସି) ଏବଂ ରାଜ୍ୟ ସୂଚନା କମିଶନଗୁଡ଼ିକରେ କମିଶନର…
ଅବହେଳାରୁ ଐତିହ୍ୟ ନଷ୍ଟ
ଭୁବନେଶ୍ୱର,୨୨।୧୦(ବ୍ୟୁରୋ):ଅବହେଳିତ ଓ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି ରାଜ୍ୟର ବହୁ ଐତିହ୍ୟସ୍ଥଳ। ରକ୍ଷଣାବେକ୍ଷଣ ଅଭାବରୁ ଧୀରେ ଧୀରେ ମାଟିରେ ମିଶୁଛି ଐତିହାସିକ କୀର୍ତ୍ତିରାଜି। ଇତିମଧ୍ୟରେ ମନ୍ଦିରମାଳିନୀ ସହର ଭୁବନେଶ୍ୱରରେ ଅନେକ ଐତିହ୍ୟ ସତ୍ତା ହରାଇ ବସିଥିବାବେଳେ ଆଉ କିଛି ଧୀରେ ଧୀରେ ନଜରରୁ…
ଏସିଆ ବୁକ୍ ଅଫ୍ ରେକର୍ଡ୍ସରେ ବିଶ୍ୱଜିତ
ପୁରୀ ଅଫିସ,୨୧ା୧୦:ଆଇସ୍କ୍ରିମ କାଠିରେ ମହାପ୍ରଭୁଙ୍କ ନନ୍ଦିଘୋଷ ରଥ ତିଆରି କରି ନିଜ ନଁା ଏସିଆ ବୁକ୍ ଅଫ୍ ରେକର୍ଡ୍ସରେ ସ୍ଥାନିତ କରିଛନ୍ତି ପୁରୀର ଯୁବ ଶିଳ୍ପୀ ବିଶ୍ୱଜିତ୍ ନାୟକ। ୧୯ ବର୍ଷ ବୟସରେ ନିଜର ନିଆରା କୃତି ପାଇଁ ସେ ଏହି…
୨୦୧୯ରେ ୧.୧୬ ଲକ୍ଷ ଶିଶୁ ମୃତ
ନୂଆଦିଲ୍ଲୀ, ୨୨ା୧୦: ପରିବେଶ ପ୍ରଦୂଷିତ ହେବାରେ ଲାଗିଛି। ବିଶ୍ୱରେ ଏହାର ପ୍ରଭାବ ବଢ଼ିି ବିଭିନ୍ନ ସମସ୍ୟା ଦେଖାଯାଉଛି। ଭାରତରେ ବାୟୁ ପ୍ରଦୂଷଣ ଉଗ୍ରରୂପ ଧାରଣ କରିଥିବାବେଳେ ଏହାର ପ୍ରଭାବରେ ୨୦୧୯ରେ ୧.୧୬ ଲକ୍ଷ ଶିଶୁଙ୍କ ପ୍ରାଣହାନି ଘଟିଥିବା ଏକ ରିପୋର୍ଟରୁ ଜଣାପଡ଼ିଛି।…
ଧର୍ମପଦ ପୁରସ୍କାର ଗ୍ରହଣ କଲେ ଯତୀନ ଦାସ
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ଓଡ଼ିଶା ଲଳିତ କଳା ଏକାଡ଼େମୀ ତରଫରୁ ଖ୍ୟାତନାମା ଚିତ୍ରଶିଳ୍ପୀ ଯତୀନ ଦାସଙ୍କୁ ଏକଡ଼େମୀର ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ପ୍ରଦାନ କରାଯାଇଛି। ୨୦୧୩ ମସିହା ଲାଗି ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଗତ ଅଗଷ୍ଟ ୧୦ରେ ଓଡ଼ିଆ ଭାଷା…
ଏଲ୍ଏସିରେ ଲ୍ୟାଣ୍ଡମାଇନ ବିଛାଉଛି ଚାଇନା
ନୂଆଦିଲ୍ଲୀ,୨୨ା୧୦: ଭାରତ-ଚାଇନା ସୀମା ବିବାଦ ଥମିବାର ନାଁ ନେଉନାହିଁ। ଗତ ଜୁନ୍ ମାସରୁ ଦୁଇଦେଶ ମୁହଁାମୁହିଁ ଅବସ୍ଥାରେ ଥିବାବେଳେ ଚାଇନାର ପିପୁଲ୍ସ ଲିବରେଶନ ଆର୍ମି (ପିଏଲ୍ଏ) ପ୍ରକୃତ ନିୟନ୍ତ୍ରଣରେଖା (ଏଲ୍ଏସି)ରେ ଲ୍ୟାଣ୍ଡମାଇନ୍ ବିଛାଇବା ଆରମ୍ଭ କରିଛି। ଲ୍ୟାଣ୍ଡମାଇନ୍ ପାଇଁ ପିଏଲ୍ଏ ଏକ…
ଆରୋଗ୍ୟ ପରବର୍ତ୍ତୀ ପରିଚାଳନା ପାଇଁ ଆଡ୍ଭାଇଜରି
ଭୁବନେଶ୍ୱର,୨୨।୧୦(ବ୍ୟୁରୋ):କରୋନାରୁ ଆରୋଗ୍ୟ ପରବର୍ତ୍ତୀ ପରିଚାଳନା ସଂକ୍ରାନ୍ତରେ ବୁଧବାର ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏକ ଆଡ଼ଭାଇଜରି ଜାରି ହୋଇଛି। ସୁସ୍ଥ ହେବା ପରେ ମଧ୍ୟ ଅଧିକାଂଶ ଆକ୍ରାନ୍ତଙ୍କ ପାଖରେ ଅନ୍ୟକିଛି ରୋଗର ଲକ୍ଷଣ ଦେଖାଯାଉଛି। ତେଣୁ ଏକ୍ଷେତ୍ରରେ…
ଦାନ ସୁନାରେ ମହାପ୍ରଭୁଙ୍କ ଆଭୂଷଣ
ପୁରୀ ଅଫିସ,୨୨।୧୦:ମହାପ୍ରଭୁଙ୍କୁ ଦାନ ଦେବାକୁ ଦାତାଙ୍କ ମଧ୍ୟରେ ଆଗ୍ରହ ବଢିଛି। ଶ୍ରୀମନ୍ଦିରର ୩ଟି କବାଟ ରୁପା ଛାଉଣି ପାଇଁ ଆବଶ୍ୟକ ରୁପା ଏବଂ ଅନ୍ୟାନ୍ୟ ଖର୍ଚ୍ଚ ବହନ କରିବାକୁ ଜଣେ ଦାତା ପୂର୍ବରୁ ଆଗେଇ ଆସିଥିବାବେଳେ ଏବେ ଆଉଜଣେ ଦାତା ମହାପ୍ରଭୁଙ୍କ…
ଆଜି ୧୫ ମିନିଟ୍ ବିଦ୍ୟୁତ୍ ନ ଜାଳିବାକୁ ନିବେଦନ
ଭୁବନେଶ୍ୱର, ୨୨।୧୦(ବ୍ୟୁରୋ):ବିଦ୍ୟୁତ୍ ଦର ବୃଦ୍ଧିକୁ ବିରୋଧ କରି ପ୍ରତୀକାତ୍ମକ ପ୍ରତିବାଦ ଲାଗି ବିଦ୍ୟୁତ୍ ଉପଭୋକ୍ତା ମହାସଂଘ ସହ ଅନ୍ୟାନ୍ୟ ସଙ୍ଗଠନ ପକ୍ଷରୁ ଆହ୍ବାନ ଦିଆଯାଇଛି। ଗୁରୁବାର ସା ୬ଟାରୁ ୬ଟା ୧୫ ମିନିଟ୍ ପର୍ଯ୍ୟନ୍ତ ବିଜୁଳି ନ ଜାଳିବାକୁ ଲୋକଙ୍କୁ ନିବେଦନ…
ବିଲୀନ ହେବ ବୌଦ୍ଧସ୍ତୂପ ପାରାଭାଡ଼ି
ଚଣ୍ଡିଖୋଲ, ୨୨।୧୦:ମାନବ ସଭ୍ୟତାକୁ ଶାନ୍ତିର ବାର୍ତ୍ତା ଦେଇଛି ବୈଦ୍ଧ ଧର୍ମ। ପ୍ରାଚୀନ ବୌଦ୍ଧ କୀର୍ତ୍ତିରାଜି ପାଇଁ ଜାତୀୟ ଓ ଅନ୍ତର୍ଜାତୀୟସ୍ତରରେ ଓଡ଼ିଶା ହାସଲ କରିଛି ସ୍ବତନ୍ତ୍ର ପରିଚୟ। ଲଳିତଗିରି, ରତ୍ନଗିରି ଓ ଉଦୟଗିରିକୁ ନେଇ ପରିକଳ୍ପିତ ‘ହୀରକ ତ୍ରିଭୂଜ’ ବିଶ୍ୱ ମାନଚିତ୍ରରେ…
Archives


