Home

ପ୍ରେମିକାଙ୍କୁ ରାସ୍ତା ମଝିରେ ଜୋର୍‌ରେ ଚାପୁଡା ମାରିଲେ ପ୍ରେମିକ: କାରଣ ଜାଣିଲେ…

ଅହମ୍ମଦାବାଦ,୮।୧: ଗୁଜରାଟର ଅହମ୍ମଦାବାଦର ଲ’ ଉଦ୍ୟାନ ସାମ୍ନାରେ ଏକ ଜବରଦସ୍ତ ଝଗଡା ଦେଖିବାକୁ ମିଳିଥିଲା। ରାସ୍ତାରେ ଜଣେ ଯୁବକ ରାସ୍ତା ପାର ହେଉଥିବା ଏକ ଯୁବତୀଙ୍କୁ ଚାପୁଡ଼ା ମାରିଥିଲେ। ଚାପୁଡ଼ା ମାରିବା ପରେ ମଧ୍ୟ ସମ୍ପୃକ୍ତ ଯୁବକ ତାଙ୍କୁ ମାରିବାକୁ ଉତ୍ତ୍ୟକ୍ତ…

କାର୍ଯ୍ୟରେ ଅବହେଳା: ୨ ତହସିଲ କର୍ମଚାରୀ ନିଲମ୍ବିତ

ପଦ୍ମପୁର, ୭।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ତହସିଲର ପୂର୍ବତନ ରାଜସ୍ବ ନିରୀକ୍ଷକ ଓ ନଥିପତ୍ର ରକ୍ଷକଙ୍କୁ ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ପୂର୍ବତନ ରାଜସ୍ବ ନିରୀକ୍ଷକ ଦେବୀପ୍ରସନ୍ନ ବାରିକ ଏବଂ ନଥିପତ୍ର ରକ୍ଷକ ମାଧବାନନ୍ଦ ଦାସଙ୍କୁ ସରକାରୀ କାର୍ଯ୍ୟରେ…

ପିଜି ନାମଲେଖା ପାଇଁ ସ୍ପଟ୍‌ ଆଡ୍‌ମିଶନ

ଭୁବନେଶ୍ୱର,୮।୧(ବ୍ୟୁରୋ): ରାଜ୍ୟରେ ଥିବା ସରକାରୀ ବିଶ୍ବବିଦ୍ୟାଳୟଗୁଡ଼ିକରେ ଖାଲିଥିବା ପିଜି ତଥା ସ୍ନାତକୋତ୍ତର ସିଟ୍‌ ପୂରଣ ଲାଗି ସ୍ପଟ୍‌ ଆଡ୍‌ମିଶନ ହେବ। ପ୍ରଥମ, ଦ୍ବିତୀୟ ଓ ତୃତୀୟ ପର୍ଯ୍ୟାୟ ଚୟନ ପ୍ରକ୍ରିୟାରେ ନାମ ଲେଖାଇ ପାରି ନ ଥିବା ଛାତ୍ରୀଛାତ୍ର ସ୍ପଟ୍‌ ନାମଲେଖା…

୯ରେ ସ୍ବଚ୍ଛ ବିନ୍ଦୁସାଗର ପ୍ରକଳ୍ପର ଶୁଭାରମ୍ଭ: ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୮।୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ପେଟ୍ରୋଲିୟମ, ପ୍ରାକୃତିକ ଗ୍ୟାସ୍‌ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆସନ୍ତା ଶନିବାର ଭୁବନେଶ୍ୱର ଏକାମ୍ର କ୍ଷେତ୍ରରେ ସ୍ବଚ୍ଛ ବିନ୍ଦୁ ସାଗର ପ୍ରକଳ୍ପର ଶୁଭାରମ୍ଭ କରିବେ। ଏହି ପ୍ରକଳ୍ପ ପାଇଁ ଇଣ୍ଡିଆନ ଅଏଲ୍‌ର ସିଏସ୍‌ଆର୍‌ ପାଣ୍ଠିରୁ…

ଆଇପିଏଲ୍‌ରେ ବିଶ୍ୱରେକର୍ଡ ହାସଲ କରିବେ ଧୋନୀ

ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଇଣ୍ଡିଆନ୍‌ ପ୍ରିମିୟମ ଲିଗ୍‌ର ୧୩ତମ ସିଜିନରେ ସେମିତି କିଛି ଖାସ୍‌ ପ୍ରଦର୍ଶନ କରିପାରି ନ ଥିଲେ। ଏବେ ୧୪ତମ ସିଜିନ୍‌ରେ ସେ ଇତିହାସ ରଚିବାକୁ ଯାଉଛନ୍ତି। ଧୋନୀ ଆଇପିଏଲ୍‌ ୨୦୨୧ରେ…

ଜୁଲାଇ ୩ରେ ଜେଇଇ ଆଡ୍‌ଭାନ୍ସ

ଭୁବନେଶ୍ୱର,୮।୧(ବ୍ୟୁରୋ): ଆଇଆଇଟି ସମେତ ଦେଶର ପ୍ରମୁଖ ବେଷୟିକ ଶିକ୍ଷାନୁଷ୍ଠାନରେ ନାମଲେଖା ଲାଗି ସର୍ବଭାରତୀୟସ୍ତରୀୟ ଜେଇଇ ଆଡଭାନ୍ସଡ୍‌ ପରୀକ୍ଷା ଆସନ୍ତା ଜୁଲାଇ ୩ରେ ଅନୁଷ୍ଠିତ ହେବ। ଚଳିତବର୍ଷ ଆଇଆଇଟି ଖଡ଼ଗପୁର ଏହି ପରୀକ୍ଷା ଆୟୋଜନ କରିବ। ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ…

ତୈମୁରଙ୍କୁ ବିବାହ କରିବାକୁ ଚାହୁଁଛନ୍ତି ଏହି ଅଭିନେତ୍ରୀ

ବି-ଟାଉନରେ ନିଜର ଆଇଟମ୍‌ ନୃତ୍ୟକୁ ନେଇ ସବୁବେଳେ ଚର୍ଚ୍ଚାରେ ରହୁଥିବା ଅଭିନେତ୍ରୀ ହେଉଛନ୍ତି ନୋରା ଫତେହି। ଏବେ ସେ ନିଜର ବିବାହକୁ ନେଇ ହେଡ୍‌ଲାଇନ୍‌ରେ ରହିଛନ୍ତି। ନୋରା ଲୋକପ୍ରିୟ ଷ୍ଟାରକିଡ୍‌ ତଥା ସୈଫ୍‌ ଅଲ୍ଲୀ ଖାନ୍‌ ଏବଂ କରିନା କପୁରଙ୍କ ପୁଅ…

ଲଣ୍ଡନରେ ନିୟମ ଭାଙ୍ଗିଲେ ପ୍ରିୟଙ୍କା ଚୋପ୍ରା

ବଲିଉଡ୍‌ ଏବଂ ହଲିଉଡ୍‌ ଫିଲ୍ମରେ ନିଜର ଅଭିନୟର ଯାଦୁ ଦେଖାଇସାରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ସ୍ବାମୀ ନିକ୍‌ ଜୋନାସ୍‌ଙ୍କ ସହ ଲକ୍‌ଡାଉନ୍‌ ପାଇଁ ଲଣ୍ଡନରେ ଫସିଯାଇଛନ୍ତି। ତେବେ ପ୍ରିୟଙ୍କା ଲଣ୍ଡନରେ ଲକ୍‌ଡାଉନ୍‌ ନିୟମ ଭାଙ୍ଗି ସେଲୁନ୍‌ ଯାଇଥିବା ଅଭିଯୋଗ ହୋଇଛି।…

ଏମିତି ଘଡ଼ି: ଏଥିରେ ନାହିଁ ୧୨ ସଂଖ୍ୟା, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବିଶ୍ୱରେ ଏମିତି ଏକ ଦେଶ ରହିଛି, ଯେଉଁଠି ଘଡ଼ିରେ ୧୨ ସଂଖ୍ୟା ନାହିଁ କି ଲୋକେ ଘଡ଼ିରେ କେବେ ୧୨ଟା ବାଜୁ ବୋଲି ଚାହାନ୍ତି ନାହିଁ। ଏହି ଦେଶରେ ୧୨ ସଂଖ୍ୟାକୁ ଅଶୁଭ ବୋଲି କୁହାଯାଏ। ସେଥିପାଇଁ ଲୋକେ ପ୍ରତି କଥାରେ…

କମିଟି ପ୍ରସ୍ତାବକୁ ମାନିବେ ଘରୋଇ ସ୍କୁଲ

କଟକ ଅଫିସ୍‌,୮।୧:ଘରୋଇ ସ୍କୁଲ୍‌ରେ ଫି’ ହ୍ରାସକୁ ନେଇ ଆଗତ ମାମଲାରେ ଗୁରୁବାର ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ଫି’ ହ୍ରାସ ସମ୍ପର୍କରେ ହାଇକୋର୍ଟଙ୍କ ଦ୍ୱାରା ଗଠିତ ଉଚ୍ଚସ୍ତରୀୟ କମିଟି ଯେଉଁ ସୁପାରିସ କରିଥିଲେ, ସେହି ଆଧାରରେ ଘରୋଇ ସ୍କୁଲ୍‌ ଗୁଡ଼ିକ…

୩ ଗ୍ରାମକୁ ସୁକନ୍ୟା ସମୃଦ୍ଧି ଟ୍ୟାଗ୍‌

ଢେଙ୍କାନାଳ ଅଫିସ, ୮।୧ ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ଢେଙ୍କାନାଳ ଜିଲାର ୩ ଗ୍ରାମକୁ ସମ୍ପୂର୍ଣ୍ଣ ସୁକନ୍ୟା ସମୃଦ୍ଧି ଟ୍ୟାଗ୍‌ ମିଳିଛି। ଗଁଦିଆ ବ୍ଲକ କାବେରା ମାଧପୁର ପଞ୍ଚାୟତର ଚମଦଳ, ସଦର ବ୍ଲକ ତରଭା ପଞ୍ଚାୟତର ଖଳିବନ୍ଧ ଏବଂ ଭାଲିଆବୋଲକାଟେଣୀ…

ବୃତ୍ତିକୁ ନେଇ ବିବାଦ

ବନ୍ତଳା,୮ା୧(ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ସାତକୋଶିଆ ମହାନଦୀ ଗଣ୍ଡରେ ମାଛ ମାରି ଜୀବିକା ନିର୍ବାହ କରୁଥିବା ୨୦୪ ମତ୍ସ୍ୟଜୀବୀ ପରିବାରର କୌଳିକ ବୃତ୍ତିକୁ ନେଇ ବିବାଦ ଦେଖାଦେଇଛି। ଘଡ଼ିଆଳ ବଂଶବୃଦ୍ଧି ପାଇଁ ଗଣ୍ଡର ୧୦ କିଲୋମିଟର ମଧ୍ୟରେ ମାଛ ମାରିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?