ଅଧାରେ ରହିଛି ପୋଲ କାମ, ଭରସା ଦେଶୀ ଡଙ୍ଗା
ବ୍ରହ୍ମପୁର ଅଫିସ,୪ା୧୨: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ହରିପୁର ପଞ୍ଚାୟତରୁ ଗୋପାଳପୁର ବେଳାଭୂମିକୁ ସଂଯୋଗ ପାଇଁ ଚାଲିଥିବା ପୋଲ କାମ ଦୁଇବର୍ଷ ହେଲାଣି ଶେଷ ହୋଇନାହିଁ। ୨୦୧୯ ଫେବୃୟାରୀରେ ୧୧ କୋଟି ୩୬ଲକ୍ଷ ଟଙ୍କା ବ୍ୟୟ ଅଟକଳରେ ସେତୁ କାମ ଆରମ୍ଭ…
ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୭ ମାସର ଗର୍ଭବତୀ ସ୍ତ୍ରୀଙ୍କ ଜୀବନ ଗଲା
ବଣାଇ,୪ା୧୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡର କୋଇଡ଼ା ଥାନା ଅନ୍ତର୍ଗତ ପୋଡାଡିହି ବସ୍ତିରେ ଘରୋଇ କଳିକୁ କେନ୍ଦ୍ର କରି ସ୍ବାମୀଙ୍କ ଅମାନୁଷିକ କାଣ୍ଡ ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି l ସାମାନ୍ୟ ବଚସାକୁ କେନ୍ଦ୍ରକରି ସ୍ବାମୀ ଟାଙ୍ଗିଆ ଚୋଟରେ ୭…
ଆଜି ରାଜ୍ୟରେ ୩୭୭ କରୋନା ଆକ୍ରାନ୍ତ ଚିହ୍ନଟ, ୫ ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର,୪ା୧୨(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଛି। ଆଜି ୩୭୭ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୦,୩୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା…
ଏହି ବ୍ୟକ୍ତିଙ୍କଠାରୁ ପ୍ରତିଶୋଧ ନେଉଛନ୍ତି ସାପ: ଥରେ କି ଦୁଇଥର ନୁହେଁ, କାମୁଡ଼ିଲେଣି ୭୨ ଥର; ତଥାପି..
ଅନିଷ୍ଟ କରିଥିବା ବ୍ୟକ୍ତିଠାରୁ ସାପ ପ୍ରତିଶୋଧ ନିଏ ବୋଲି କୁହାଯାଏ। ଏହା କେତେ ସତ କେତେ ମିଛ କେହି ବି ଜାଣେନା। ମାତ୍ର ଏଭଳି ଏକ ଘଟଣାକ୍ରମରେ ଆନ୍ଧ୍ରପ୍ରଦେଶର ଚିତ୍ତୁର ଜିଲାର କୁମ୍ମାରା ଗୁଣ୍ଟା ଗ୍ରାମର ଜଣେ ବ୍ୟକ୍ତିଙ୍କ ସହ ଯାହା…
ଚାଷୀଙ୍କ ଛାତିରେ ପାଦ ରଖି ଦଳିଦେଲା ହାତୀ
ଚୌଦ୍ୱାର,୪ା୧୨(ଡି.ଏନ୍.ଏ.): ହାତୀ ପାଦ ତଳେ ଜଣେ ଚାଷୀଙ୍କ ଜୀବନ ଯାଇଛି। ଏଭଳି ଘଟଣା ଘଟିଛି ଚୌଦ୍ୱାର ଆଗ୍ରାହାଟ ପଞ୍ଚାୟତ ଭରାଣ୍ଡୀ ଚାଷଜମିରେ। ଶୁକ୍ରବାର ସକାଳୁ ଧାନ କାଟିବା ପାଇଁ ଆସିଥିବା ବୁଢାଲିଙ୍ଗ ଗ୍ରାମର ବୃଦ୍ଧ ରତ୍ନାକର ବେହେରା। ଧାନ କାଟୁଥିବା ସମୟରେ…
ଚାଷୀଙ୍କୁ ସମର୍ଥନ କରି ପୁଣି ଚର୍ଚ୍ଚାରେ ସୋନୁ ସୁଦ୍
ମୁମ୍ବାଇ: କରୋନା ମହାମାରୀ ସମୟରେ ଲୋକଙ୍କୁ ସହାୟତାର ହାତ ବଢ଼ାଇ ଚର୍ଚ୍ଚାକୁ ଆସିଥିବା ଅଭିନେତା ସୋନୁ ସୁଦ୍ଙ୍କୁ ଲୋକେ ଭଗବାନ ଭଳି ମାନୁଛନ୍ତି। ଏବେ ତାଙ୍କ ଗୁରୁତ୍ୱ ପୂର୍ବାପେକ୍ଷା ଆହୁରି ବଢ଼ିଯାଇଛି। ବର୍ତ୍ତମାନ ପରିସ୍ଥିତିରେ ସୋନୁ କୌଣସି ପ୍ରସଙ୍ଗରେ ନିଜର ମତାମତ…
୪୬ ଚୋରା ଗାଡ଼ି ଜବତ: ୫ ଗିରଫ
ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜଧାନୀରେ ସକ୍ରିୟ ଥିବା ଦୁଇଟି ଗାଡ଼ି ଚୋରି ଗ୍ୟାଙ୍ଗ୍ ଧରିଛି କମିଶନରେଟ ପୋଲିସ। ନୟାପଲ୍ଲୀ ଥାନା ପୋଲିସ ଦୁଇ ପୃଥକ ମାମଲାରେ ୪୬ ବାଇକ୍ ଜବତ କରିବା ସହ ସମ୍ପୃକ୍ତ ଥିବା ଦୁଇ ଗ୍ୟାଙ୍ଗ୍ର ୫ ଜଣଙ୍କୁ ଗିରଫ କରିଛି।…
୭୦ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କାର ଚନ୍ଦନ କାଠ ଜବତ: ୩ ଗିରଫ
କଟକ ଅଫିସ,୪ା୧୨: କଟକ ଜିଲା ଟାଙ୍ଗୀ ପୋଲିସ ଷ୍ଟେଶନ ଅଧୀନ ଦଳଯୋଡି ଜଙ୍ଗଲରୁ ଶୁକ୍ରବାର ଲକ୍ଷାଧିକ ଟଙ୍କାର ଚୋରା ଚନ୍ଦନ କାଠ ଜବତ ହୋଇଥିବା ଜଣାପଡ଼ିଛି। ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଛି। ପ୍ରାୟ ୪ କ୍ୱିଣ୍ଟାଲ ୬୦ କେଜି…
ଥମୁନି ହାତୀ ମୃତ୍ୟୁ: ଘୁମୁସର ବନଖଣ୍ଡରେ ହାତୀର ଜୀବନ ଗଲା
ଭଞ୍ଜନଗର,୪ା୧୨(ଡି.ଏନ୍.ଏ.): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଉତ୍ତର ଘୁମୁସର ବନଖଣ୍ଡ ଅନ୍ତର୍ଗତ ମୁଜାଗଡ଼ ରେଞ୍ଜ ଦୁର୍ଗାପ୍ରସାଦ ଜଙ୍ଗଲରେ ଏକ ହାତୀର ଶୁକ୍ରବାର ପ୍ରତ୍ୟୁଷରେ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଖବରପାଇ ଡିଏଫ୍ଓ ଅଭୟକାନ୍ତ ଦଳେଇ, ଏସିଏଫ୍ ସୁଦର୍ଶନ ବାଦୀ ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ଘଟଣାର…
ମଠ ଅସ୍ତିତ୍ୱ ରକ୍ଷା ପାଇଁ ମିଳିତ ପ୍ରୟାସ ଲୋଡ଼ା
ପୁରୀ ଅଫିସ,୪ା୧୨: ପୁରୀର ପ୍ରାଚୀନ ମଠ ଶ୍ରୀଶଙ୍କରାନନ୍ଦ ମଠ ଦୀର୍ଘବର୍ଷ ଧରି ଅବହେଳିତ ଅବସ୍ଥାରେ ରହିଛି। ଏହି ମଠର ଅସ୍ତିତ୍ୱ ଓ ଆଦର୍ଶ ରକ୍ଷା ପାଇଁ ମିଳିମିଶି ପ୍ରୟାସ କରାଯିବା ଆବଶ୍ୟକ ବୋଲି ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ସ୍ବାମୀ ନିଶ୍ଚଳାନନ୍ଦ ସରସ୍ବତୀ…
ଖରସ୍ରୋତାରୁ ଭଦ୍ରକକୁ ପାଣି ଦେବା ବିବାଦ: ପରିବେଶ ପ୍ରଭାବ ସମ୍ପର୍କରେ ଅନୁଧ୍ୟାନ ହେବ
କେନ୍ଦ୍ରାପଡା ଅଫିସ/ରାଜକନିକା/ଆଳି,୪ା୧୨(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ରାଜକନିକା ବ୍ଲକ ବରୁଣାଡିହାଠାରେ ଖରସ୍ରୋତା ନଦୀରେ ମେଗା ପାନୀୟ ଜଳ ପ୍ରକଳ୍ପରୁ ଭଦ୍ରକ ଜିଲାକୁ ପାନୀୟ ଜଳ ଯୋଗାଣ ନେଇ ବିବାଦ ଏକ ଭିନ୍ନ ସ୍ଥିତିରେ ପହଞ୍ଚତ୍ଛି। ଜିଲାପାଳଙ୍କ ଆବାସିକ କାର୍ଯ୍ୟାଳୟରେ ଏହି ପ୍ରକଳ୍ପରୁ ଭଦ୍ରକକୁ…
ଆସନ୍ତା ଜୁଲାଇରେ କ୍ଷତିପୂରଣ ମିଳିବା ସମ୍ଭାବନା
ରସୁଲପୁର,୪ା୧୨(ଡି.ଏନ.ଏ.): ରସୁଲପୁର ବ୍ଲକ୍ ଅଞ୍ଚଳରେ ଗତ ଅଗଷ୍ଟ ବନ୍ୟାରେ କ୍ଷତିଗ୍ରସ୍ତ ହୋଇଥିବା ଧାନଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ମିଳିବ ସହାୟତା। ଏନେଇ ବ୍ଲକ ଅଞ୍ଚଳରେ କ୍ଷେତ୍ର ସର୍ବେକ୍ଷଣ କାର୍ଯ୍ୟ ଆରମ୍ଭ ହୋଇଛି। ତେବେ ଏହି ବୀମାରାଶି ୨୦୨୧ ଜୁଲାଇରେ ମିଳିବା…
Archives


