ପ୍ରଭାବଶାଳୀଙ୍କ ହାତରେ ଭୂମିହୀନ ପଟ୍ଟା
ମହାକାଳପଡା,୪ା୧୨(ଡି.ଏନ.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଗ୍ରାମାଞ୍ଚଳରେ ଅନୁସୂଚିତ ଜାତି ଓ ଜନଜାତି ଭୂମିହୀନ ପରିବାରକୁ ବସୁନ୍ଧରା ଯୋଜନାରେ ସରକାରୀ ଜମି, ବାସଗୃହ ଯୋଗାଇ ଦେବାକୁ ସ୍ବତନ୍ତ୍ର ଯୋଜନା କାର୍ଯ୍ୟକାରୀ କରିଛନ୍ତି। ହେଲେ କେନ୍ଦ୍ରାପଡା ଜିଲା ମହାକାଳପଡା ତହସିଲ ଅଞ୍ଚଳରେ ପ୍ରଭାବଶାଳୀ…
ଅନ୍ନ ଛୁଇଁଲେନି, ଚା ପିଇଲେନି
ନୂଆଦିଲ୍ଲୀ,୪ା୧୨: (ପି.ଟି./ଆଇଏଏନ୍ଏସ୍): ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଚାଷୀ ନେତାମାନେ ଗୁରୁବାର କେନ୍ଦ୍ର ସରକାରଙ୍କ ସହ ଆଲୋଚନା କରିଛନ୍ତି। ଚତୁର୍ଥ ପର୍ଯ୍ୟାୟ ଆଲୋଚନା ବେଳେ ସେମାନେ ସରକାରଙ୍କ ଆଗରେ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) ଉପରେ ନୂଆ ଆଇନ ପ୍ରଣୟନ…
ଲକ୍ଷ୍ୟଠାରୁ ଦୂରରେ ରୁଷା
ଭୁବନେଶ୍ୱର,୪।୧୨(ବ୍ୟୁରୋ): ରାଜ୍ୟରେ ଉଚ୍ଚଶିକ୍ଷାରେ ବିକାଶ ଲାଗି ରାଷ୍ଟ୍ରୀୟ ଉଚ୍ଚତର ଶିକ୍ଷା ଅଭିଯାନ(ରୁଷା)ରୁ ପ୍ରଚୁର ଅର୍ଥ ଆସୁଛି। ପ୍ରତି ଆର୍ଥିକବର୍ଷରେ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟଗୁଡ଼ିକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ରୁଷା ପାଣ୍ଠିରୁ ଅନୁଦାନ ମିଳୁଛି। ହେଲେ ଏସବୁକୁ…
ହୀରାକୁଦ ଜଳଭଣ୍ଡାରରେ କେଜ୍ କଲ୍ଚର ମାଛ ଚାଷ
ଭୁବନେଶ୍ୱର,୪।୧୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍ଫରେନ୍ସ ଜରିଆରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ବିଭାଗର ୧୫ ଅନ୍ଲାଇନ ସେବା ଶୁଭାରମ୍ଭ କରିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ହୀରାକୁଦ ଜଳଭଣ୍ଡାର ମଧ୍ୟରେ ପଞ୍ଜୁରି (କେଜ୍ କଲ୍ଚର) ମାଛ ଚାଷ ପାଇଁ…
ଟସର ଚାଷକୁ ପ୍ରୋତ୍ସାହନ
ଭୁବନେଶ୍ୱର,୪।୧୨(ବ୍ୟୁରୋ): କୋଭିଡ୍-୧୯ ସତ୍ତ୍ୱେ ରାଜ୍ୟ ସରକାର ବୁଣାକାର, ହସ୍ତଶିଳ୍ପୀ ଏବଂ ଚିତ୍ରକରମାନଙ୍କ ପାଇଁ ୧୧ ଲକ୍ଷ ମାନବ ଦିବସ ସୃଷ୍ଟି କରିପାରିଛନ୍ତି। ବୁଣାକାର, ହସ୍ତଶିଳ୍ପୀ ଓ ଚିତ୍ରକରମାନଙ୍କ ଉତ୍ପାଦିତ ୧୩୨.୨୯ କୋଟି ଟଙ୍କାର ସାମଗ୍ରୀ କ୍ରୟ କରାଯାଇଛି। ଗୁରୁବାର ମୁଖ୍ୟ ଶାସନ…
ଆଦର୍ଶ ଗୁହାଳ ନିର୍ମାଣ ଶେଷକିସ୍ତି ଟଙ୍କା ମିଳିନି
ଦେଓଗାଁ, ୪ା୧୨(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଉପରଝର ପଞ୍ଚାୟତ ଅନ୍ତର୍ଗତ ଉପରଝର ଓ ଫଟାମୁଣ୍ଡା ଗାଁର ୭ ଜଣ ଆଦର୍ଶ ଗୁହାଳ ହିତାଧିକାରୀଙ୍କୁ ଶେଷକିସ୍ତି ଟଙ୍କା ମିଳିନି। ନିର୍ମାଣ ସରିବାର ୬ମାସ ପରେ ଟଙ୍କା ନ ମିଳିବାରୁ ଗୁରୁବାର ବିଡିଓଙ୍କ…
ଇଣ୍ଡିଆନ ସୁପରଲିଗ୍: ଶେଷ ମୁହୂର୍ତ୍ତ ଗୋଲରେ ହାରିଲା ଓଡ଼ିଶା
ଫତୋର୍ଡା, ୪।୧୨- ୯୦ ମିନିଟରେ କଡ଼ା ଟକ୍କର। ଉଭୟ ଓଡ଼ିଶା ଏଫ୍ସି ଓ ଏଟିକେ ମୋହନବାଗାନ ଗୋଲଶୂନ୍ୟଭାବେ ୪ ମିନିଟ ଇଞ୍ଜୁରି ଟାଇମ୍ ଖେଳିଲେ। ଏହାର ୩ ମିନିଟ ପର୍ଯ୍ୟନ୍ତ ମଧ୍ୟ ଗୋଲ ନାହିଁ। ମାତ୍ର ଶେଷ ମୁହୂର୍ତ୍ତରେ ଗୋଲ ବରଣ…
ଏନ୍ବିଏ: ୪୮ ଖେଳାଳି କରୋନା ପଜିଟିଭ
ନ୍ୟୁୟର୍କ, ୪ା୧୨ (ପି.ଟି.)-ଗତ ସପ୍ତାହରେ ପୁନର୍ବାର ଟେଷ୍ଟ ଆରମ୍ଭ ହେବାପରେ ୪୮ ଜଣ ଖେଳାଳି କରୋନା ପଜିଟିଭ ବୋଲି ଜଣାପଡ଼ିଛି। ଟିମ୍ ମାର୍କେଟକୁ ଫେରିବା ନଭେମ୍ବର ୨୪ରୁ ୩୦ ମଧ୍ୟରେ ୫୪୬ ଖେଳାଳିଙ୍କ ଟେଷ୍ଟ କରାଯାଇଥିବା ଲିଗ୍ ଓ ନ୍ୟାଶନାଲ ବାସ୍କେଟବଲ…
ଜେଲ ଗଲେ ବିଧାୟକ ପ୍ରଦୀପ ପାଣିଗ୍ରାହୀ
ଭୁବନେଶ୍ୱର, ୩ା୧୨(ବ୍ୟୁରୋ): ଗୋପାଳପୁର ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଗୁରୁବାର ସନ୍ଧ୍ୟାରେ କ୍ରାଇମ୍ବ୍ରାଞ୍ଚ ଗିରଫ କରିଛି। ସାଇବର ପୋଲିସ ଷ୍ଟେଶନ କେସ୍ ନଂ. ୨୬/୨୦୨୦(ଆଇପିସି ଦଫା ୪୧୯, ୪୨୦, ୪୬୭, ୪୬୮, ୪୬୯, ୪୭୧, ୧୨୦(ବି) ଏବଂ ଆଇଟି…
ଗିରଫ ହେଲେ ପ୍ରଦୀପ
ଭୁବନେଶ୍ୱର,୩ା୧୨- ବିଜେଡିରୁ ବହିଷ୍କୃତ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଗିରଫ କଲା କ୍ରାଇମ ବ୍ରାଞ୍ଚ। ଠକେଇ, ଜାଲିଆତି, ଅପରାଧିକ ଷଡ଼ଯନ୍ତ୍ର, ସାଇବର ଅପରାଧ ଭଳି ମାମଲାରେ ତାଙ୍କୁ ଗିରଫ କରାଯାଇଛି। ଗୁରୁବାର ସନ୍ଧ୍ୟାବେଳେ ପ୍ରଦୀପଙ୍କୁ ତାଙ୍କ ବାସଭବନରୁ କ୍ରାଇମବ୍ରାଞ୍ଚ ଉଠାଇ ନେଇଥିଲା।…
ଭୁବନେଶ୍ୱରରୁ ପୁଣି ୩୨ ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୩୪
ଭୁବନେଶ୍ୱର, ୩।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଗୁରୁବାର ଆଉ ୩୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୧ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୮ ଲୋକାଲ କେସ୍ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
ଏହି ମାସରେ ଜନ୍ମିତ ବ୍ୟକ୍ତି ହୋଇଥାନ୍ତି ଭାଗ୍ୟଶାଳୀ
ଜଣେ ବ୍ୟକ୍ତିର ସ୍ବଭାବ ତା’ର ନାମ ଏବଂ ଜନ୍ମ ବେଳାରୁ ଜଣାପଡ଼ିଥାଏ। ତେବେ ନଭେମ୍ବର ମାସରେ ଜନ୍ମ ହୋଇଥିବା ଲୋକମାନେ ସବୁଠାରୁ ଅଧିକ ଭାଗ୍ୟଶାଳୀ ହୋଇଥାନ୍ତି। ଏଥିସହ ସେମାନେ ଧନୀ ଏବଂ ଖୁସି ମିଜାଜ୍ର ହୋଇଥାନ୍ତି। ଏମାନେ ସଫଳତା ପାଇବା ପାଇଁ…
Archives


