କ୍ଷୀର ବିକି କୋଟିପତି ଏହି ମହିଳା, ପ୍ରତିମାସକୁ ରୋଜଗାର…
ଗାନ୍ଧୀନଗର,୭।୧: ଜଣେ ମହିଳା କହିଛନ୍ତି କୌଣସି ବି ବ୍ୟବସାୟ ଛୋଟ ନୁହେଁ। କୌଣସି ଧର୍ମ ବି ବ୍ୟବସାୟଠାରୁ ବଡ଼ ନୁହେଁ। ୨୦୨୦ ମସିହାରେ, ଯେଉଁଠି ଲୋକମାନେ ଚାକିରି ହରାଇଥିଲେ, ତାଙ୍କ ନିକଟରେ କୌଣସି ବ୍ୟବସାୟ ନ ଥିଲା। ସେତେବେଳେ ବନାସକଣ୍ଠା ଜିଲାର…
ଶେଷରେ ବାଇଡେନ୍ଙ୍କ ବିଜୟରେ ଲାଗିଲା ମୋହର: ୨୦ରେ ଶପଥ ଗ୍ରହଣ
ଓ୍ବାଶିଂଟନ୍,୭।୧: ବହୁ ବାଦବିବାଦ ଏବଂ ହିଂସାକାଣ୍ଡ ପରେ ଶେଷରେ ଆମେରିକା କଂଗ୍ରେସ ଜୋ ବାଇଡେନ୍ଙ୍କ ବିଜୟରେ ମୋହର ମାରିଛି। ଆମେରିକା ସଂସଦ ଗୁରୁବାର ବାଇଡେନଙ୍କ ବିଜୟକୁ ସୁନିଶ୍ଚିତ କରିଥିବାରୁ ସେ ଆସନ୍ତା ୨୦ ତାରିଖରେ ରାଷ୍ଟ୍ରପତି ଭାବେ ଶପଥ ଗ୍ରହଣ କରିବେ।…
ପ୍ରଥମ ଦିନରେ ନିରାଶ କଲେ ବୋଲର୍
ସିଡନୀ,୭।୧୨: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଟେଷ୍ଟର ପ୍ରଥମ ଦିନ ମାତ୍ର ୫୫ ଓଭର ଖେଳ ହୋଇଛି। ସିଡନୀ କ୍ରିକେଟ ଗ୍ରାଉଣ୍ଡରେ ଆରମ୍ଭ ହୋଇଥିବା ଟେଷ୍ଟରେ ଅଷ୍ଟ୍ରେଲିଆ କ୍ୟାପଟେନ ଟିମ ପେନ ଟସ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ।…
ଏହି ଖାସ୍ ବନ୍ଧୁଙ୍କ ପାଇଁ ଭାବପ୍ରବଣ ହେଲେ ଗାଙ୍ଗୁଲି
କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ସୌରଭ ଗାଙ୍ଗୁଲିଙ୍କୁ ଗୁରୁବାର କୋଲକାତାର ଉଡଲାଣ୍ଡ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଛି। ଡାକ୍ତରଖାନାରୁ ଡିସଚାର୍ଜ ହେବା ପରେ ସେ ତାଙ୍କ ପିଲାଦିନର ବନ୍ଧୁ ଜୟଦୀପଙ୍କୁ ଜୀବନର କଠିନ ସମୟରେ ତାଙ୍କ ପାଖରେ ଠିଆ ହୋଇଥିବାରୁ ଧନ୍ୟବାଦ…
ଅନୁଷ୍କାଙ୍କ ହାତଧରି କ୍ଲିନିକ୍ ନେଇ ଗଲେ ବିରାଟ କୋହଲି
ବଲିଉଡ୍ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବ୍ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଏହି ସମୟରେ ସେ ବେଶ୍ ଆକ୍ଟିଭ୍ ରହୁଛନ୍ତି। କେବଳ ସୋସିଆଲ ମିଡିଆରେ ନୁହେଁ, ନିଜ ଶୁଟିଂରେ ମଧ୍ୟ ବ୍ୟସ୍ତ ରହୁଛନ୍ତି। ଏହାସହ ସେ ଚେକ୍ଅପ୍ ପାଇଁ ମଧ୍ୟ କ୍ଲିନିକ୍ ଯାଉଛନ୍ତି।…
ପ୍ରବଳ ଶୀତରେ ରେଜେଇ ଘୋଡ଼େଇ ହୋଇ ଶୋଇଥିଲେ ଏହି ବ୍ୟକ୍ତି, କୁକୁଡ଼ା ଆସି ଯାହା କଲା ଭିଡିଓ ଦେଖିଲେ ହସିହସି ଗଡ଼ିବେ
ଭାରତରେ ବର୍ତ୍ତମାନ ବହୁତ ଶୀତ ପଡ଼ିଛି। ସକାଳୁ ଉଠିବାକୁ ମନ ଚାହୁଁନି। ଏପରିକି ଉଠିବାରେ ବିଳମ୍ବ ହେଉଛି ମଧ୍ୟ। ଆଲାର୍ମ ବାଜି ବାଜି ବନ୍ଦ ହୋଇଗଲେ ବି ନିଦ ସହଜରେ ଭାଙ୍ଗୁନି। ଏପରି ପରିସ୍ଥିତିରେ ଜଣେ ବ୍ୟକ୍ତି ଶୀଘ୍ର ଉଠିବେ ବୋଲି…
ଏକଦା ଟ୍ରକ୍ ଡ୍ରାଇଭରଙ୍କ କଲୋନୀରେ ରହୁଥିଲେ ବିପାଶା, ଏହି କାରଣରୁ ସବୁବେଳେ ପାଖରେ ରଖୁଥିଲେ ହାତୁଡ଼ି
ବମ୍ବେ: ବ୍ୟକ୍ତିଗତ ଜୀବନ ହେଉ ଅଥବା ଅଭିନୟ, ସବୁଥିରେ ଚର୍ଚ୍ଚାରେ ରହିଥାନ୍ତି ଅଭିନେତ୍ରୀ ବିପାଶା ବସୁ। ହେଲେ ଜଣେ ମଡେଲରୁ ସୁପର ମଡେଲ ଓ ପରେ ଅଭିନେତ୍ରୀ ହେବାର ଯାତ୍ରା ସେତେଟା ସହଜ ନ ଥିଲା। ଅନେକ ସଂଘର୍ଷ ପରେ ସେ…
ହସ୍ପିଟାଲରୁ ଡିସ୍ଚାର୍ଜ ହେଲେ ଗାଙ୍ଗୁଲି
କୋଲକାତା,୭।୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି ଗୁରୁବାର ହସ୍ପିଟାଲରୁ ଡିସ୍ଚାର୍ଜ ହୋଇଛନ୍ତି। ହସ୍ପିଟାଲରୁ ବାହାରକୁ ଆସି ଗାଙ୍ଗୁଲି କହିଛନ୍ତି, ମୁଁ ଏବେ ଠିକ୍ ଅଛି ଏବଂ ଖୁବ୍ଶୀଘ୍ର ଫେରିବି। କୋଲକାତାର ଉଡ୍ଲ୍ୟାଣ୍ଡ୍ ହସ୍ପିଟାଲରେ ଗାଙ୍ଗୁଲିଙ୍କ ଚିକିତ୍ସା…
ଗାଈଙ୍କ ଉପରେ ହେବ ଅନ୍ଲାଇନ୍ ପରୀକ୍ଷା, ଜାଣନ୍ତୁ ଏହା ପଛରେ କ’ଣ ରହିଛି କାରଣ
ନୂଆଦିଲ୍ଲୀ,୭।୧: କେନ୍ଦ୍ରୀୟ ପଶୁପାଳନ ବିଭାଗ ଗାଈଙ୍କୁ ନେଇ ଦେଶବ୍ୟାପୀ ପରୀକ୍ଷା କରିବାକୁ ଯାଉଛି। ବାସ୍ତବରେ ପଶୁପାଳନ ଏବଂ ଦୁଗ୍ଧ ମନ୍ତ୍ରଣାଳୟ ଅଧୀନରେ ‘ରାଷ୍ଟ୍ରୀୟ କାମଧେନୁ’ ନାମକ ଏକ କମିଶନ ଗଠନ କରାଯାଇଛି। ଜାତୀୟ କାମଧେନୁ ଆୟୋଗ ଏହାର ପ୍ରଥମ କାମଧେନୁ ଗୋ…
ଦେଢ଼ କୋଟି ଟଙ୍କା ଖର୍ଚ୍ଚ କରି ‘ବିବାହିତ ପ୍ରେମିକ’ଙ୍କୁ କିଣିଲେ ପ୍ରେମିକା, କାରଣ ଜାଣିଲେ..
ଆଗରୁ କୁହାଯାଉଥିଲା ପ୍ରେମକୁ ଟଙ୍କାରେ କିଣି ହେବ ନାହିଁ। ହେଲେ ଆଜିକାଲିର ସମୟରେ କିଛି ବି ସମ୍ଭବ। ମଧ୍ୟପ୍ରଦେଶର ରାଜଧାନୀ ଭୋପାଳରେ ଏକ ଅଜବ ପ୍ରେମକାହାଣୀ ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ନିଜ ପ୍ରେମକୁ ପାଇବା ପାଇଁ ଦେଢ଼ କୋଟି…
୨୦୫୦ ସୁଦ୍ଧା ଦେଶରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ୩ ଗୁଣା ହେବ
ନୂଆଦିଲ୍ଲୀ,୭।୧: ଦେଶରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ଆସନ୍ତା ୨୦୫୦ ସୁଦ୍ଧା ୩ ଗୁଣା ହେବ। ୨୦୧୧ ଜନଗଣନା ଅନୁସାରେ ବରିଷ୍ଠ ନାଗରିକଙ୍କ ସଂଖ୍ୟା ୧୦ କୋଟି ରହିଛି। ତେବେ ଆଉ ୩୦ ବର୍ଷ ପରେ ଏହି ସଂଖ୍ୟା ୩୧ କୋଟିରୁ ଅଧିକରେ…
ବିବାହର ତିନି ଘଣ୍ଟା ପରେ ଡ୍ରାମା କୁଇନ୍କୁ ଛାଡ଼ି ପଳାଇଥିଲେ ସ୍ବାମୀ
ବମ୍ବେ: ବିଗ୍ବସ୍ରେ ଭଳିକି ଭଳି ଡ୍ରାମା କରୁଛନ୍ତି ଡ୍ରାମା କୁଇନ୍ ରାକ୍ଷୀ। କିଛିଦିନ ପୂର୍ବେ ନିଜ ବିବାହକୁ ନେଇ ସମସ୍ତଙ୍କୁ ଚମକାଇ ଦେଇଥିଲେ ସେ। ହେଲେ ସ୍ବାମୀଙ୍କ ପରିଚୟ କିମ୍ବା ଫଟୋ ଶେୟାର କରୁ ନ ଥିଲେ। ଏବେ ରାକ୍ଷୀ ସ୍ବାମୀଙ୍କ…

