Home

ହାଇକୋର୍ଟଙ୍କ ନିର୍ଦ୍ଦେଶ: ‘କୋଭିଡ୍‌ରେ ନିଯୁକ୍ତ ସ୍ବାସ୍ଥ୍ୟକର୍ମୀଙ୍କୁ ବାହାର କରନାହିଁ’

କଟକ ଅଫିସ,୭।୧:ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞାପନ ଅନୁଯାୟୀ ନିଯୁକ୍ତି ପାଇଥିବା କର୍ମଚାରୀଙ୍କୁ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଚାକିରିରୁ ବାହାର କରାଯାଇ ପାରିବ ନାହିଁ ବୋଲି ବୁଧବାର ହାଇକୋର୍ଟ ଏକ ଅନ୍ତରୀଣ ନିର୍ଦ୍ଦେଶନାମା ଜାରି କରିଛନ୍ତି। ବିଚାରପତି ଜଷ୍ଟିସ ବିଶ୍ୱନାଥ…

ଭାଙ୍ଗିଲା ଗତବର୍ଷର ରେକର୍ଡ

ସୋନପୁର,୭।୧(ନି.ପ୍ର.):ନଦୀ, ନାଳ ଓ ବନ୍ଧ ପରିବେଷ୍ଟିତ ସୁବର୍ଣ୍ଣପୁର ଜିଲାରେ ଶୀତକାଳୀନ ପକ୍ଷୀ ଗଣନା ଶେଷ ହୋଇଛି। ଗତବର୍ଷ ତୁଳନାରେ ଚଳିତବର୍ଷ ରେକର୍ଡ ସଂଖ୍ୟକ ପକ୍ଷୀ ଜିଲାକୁ ଆସିଥିବା ଜଣାପଡିଛି। ଏଥର ୯୧ ପ୍ରଜାତିର ମୋଟ ୩୫ ହଜାର ୪୬୦ରୁ ଅଧିକ ପକ୍ଷୀ…

ଏହି ମହିଳା ରଚିଲେ ଇତିହାସ, ପୁରୁଷ ଟେଷ୍ଟ ମ୍ୟାଚ୍‌ରେ ପ୍ରଥମ ମହିଳା ଭାବେ କଲେ ଅମ୍ପାୟାରିଂ

ସିଡନୀ,୭।୧: ସିଡନୀ କ୍ରିକେଟ ଗ୍ରାଉଣ୍ଡରେ (ଏସସିଜି) ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତୃତୀୟ ଟେଷ୍ଟରେ କ୍ଲେର୍‌ ପୋଲୋସାକ ଅମ୍ପାୟାର୍‌ ହୋଇଛନ୍ତି। ଏହା ସହ ସେ ପୁରୁଷ କ୍ରିକେଟ ମ୍ୟାଚରେ ଅଫିସିଆଲ ପ୍ରଥମ ମହିଳା ଅମ୍ପାୟାର ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି।…

ରବିବାର ଶିକ୍ଷାନୁଷ୍ଠାନ ନ ଖୋଲିବାକୁ ଦାବି

ଭୁବନେଶ୍ୱର, ୭।୧(ବ୍ୟୁରୋ):ଆସନ୍ତା ୮ ତାରିଖରୁ ରାଜ୍ୟରେ ସ୍କୁଲ ଖୋଲିବ। ସବୁଦିନ ପାଠ ପଢ଼ାଇବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ରବିବାର ପାଠ ପଢ଼ାକୁ ଶିକ୍ଷକମାନେ ନାପସନ୍ଦ କରିଛନ୍ତି। ସରକାରଙ୍କ ସ୍କୁଲ ଖୋଲିବା ନିଷ୍ପତ୍ତିକୁ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ…

ଟିକାକରଣ ପାଇଁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର, ୭।୧(ବ୍ୟୁରୋ):ବର୍ତ୍ତମାନ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ସମ୍ପୂର୍ଣ୍ଣ ଭାବେ ଖୋଲିଥିବା ବେଳେ ଖୁବ୍‌ଶୀଘ୍ର ଶିକ୍ଷାନୁଷ୍ଠାନ ଖୋଲିବାକୁ ଯାଉଛି। ଆଗାମୀ ୨ ମାସ ଆମକୁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଦନ…

ଦିନେ ତାଙ୍କ ପ୍ରତିଭାକୁ ଚିହ୍ନିଥିଲେ ଗୌତମ ଗମ୍ଭୀର, ଆଜି ଭାରତୀୟ ଦଳରେ ପାଇଲେ ସ୍ଥାନ

ସିଡନୀ,୭।୧: ଭାରତୀୟ ଦ୍ରୁତ ବୋଲର ନବଦୀପ ସଇନି ଅଷ୍ଟ୍ରେଲିଆ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଛନ୍ତି। ଫଳରେ ସେ ଭାରତର ୨୯୯ତମ ଟେଷ୍ଟ କ୍ରିକେଟର ହୋଇଛନ୍ତି। ଆହତ ଉମେଶ ଯାଦବଙ୍କ ସ୍ଥାନରେ ଅଷ୍ଟ୍ରେଲିଆ ବିପକ୍ଷ ତୃତୀୟ ଟେଷ୍ଟ ପାଇଁ ସେ ଏକାଦଶରେ ସ୍ଥାନ…

ଡମ୍ଫର ସହିତ ବାଇକ ମୁହାଁମୁହିଁ ଧକ୍କା

ବାଲେଶର ଅଫିସ ୭/୧- ବାଲେଶ୍ବର ଜିଲାର ୫୭ ତମ ରାଜ୍ୟ ରାଜପଥର ଜଳେଶ୍ୱର – ଚନ୍ଦନେଶର ମୁଖ୍ୟରାସ୍ତାର ବାରମାଇଲ ଛକଠାରେ ଗୁରୁବାର ସକାଳୁ ଡମ୍ଫର ସହିତ ବାଇକ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ବାଇକ ଆରୋହୀ ଜଣକ ଗୁରୁତର ହେଇ ଜଳେଶରପୁର…

ଆମେରିକା ହିଂସାକୁ ବିଶ୍ୱବ୍ୟାପୀ ନିନ୍ଦା: କ୍ଷମତା ହସ୍ତାନ୍ତର ଶାନ୍ତିପୂର୍ଣ୍ଣ ଭାବେ ହେବା ଆବଶ୍ୟକ ବୋଲି କହିଲେ ମୋଦି

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୧: ଆମେରିକାରେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ଙ୍କ ସମର୍ଥକମାନଙ୍କ ଯୋଗୁ ହୋଇଥିବା ହିଂସାକୁ ବିଶ୍ୱବ୍ୟାପୀ ନିନ୍ଦା କରାଯାଇଛି। ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ କଡ଼ା ସ୍ବରରେ ନିନ୍ଦା କରିଛନ୍ତି। ଦେଶରେ କ୍ଷମତା ହସ୍ତାନ୍ତର ଶାନ୍ତିପୂର୍ଣ୍ଣ ଭାବେ ହେବା ଆବଶ୍ୟକ ବୋଲି ଗୁରୁବାର…

‘ଖାଦ୍ୟରେ ବିଷ ଦେଇଥିଲେ’

ଭୁବନେଶ୍ୱର,୭।୧(ବ୍ୟୁରୋ):ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ)ରେ କାର୍ଯ୍ୟରତ ବରିଷ୍ଠ ଓଡ଼ିଆ ବୈଜ୍ଞାନିକ ତଥା ଅହମ୍ମଦାବାଦସ୍ଥିତ ସ୍ପେସ୍‌ ଆପ୍ଲିକେଶନ ସେଣ୍ଟରର ପୂର୍ବତନ ନିର୍ଦ୍ଦେଶକ ତପନ ମିଶ୍ର ଏକ ଗୁରୁତର ଅଭିଯୋଗ ସାମ୍ନାକୁ ଆଣିଛନ୍ତି। ୩ବର୍ଷ ପୂର୍ବେ ତାଙ୍କୁ ଖାଦ୍ୟରେ ବିଷ ଦେଇ ମାରିବାକୁ ଉଦ୍ୟମ…

ଶ୍ରୀଲିଙ୍ଗରାଜ ମନ୍ଦିର: ନେଗେଟିଭ ରିପୋର୍ଟ ଜରୁରୀ ନୁହେଁ

ଭୁବନେଶ୍ୱର, ୭।୧(ବ୍ୟୁରୋ) :ଶ୍ରୀଲିଙ୍ଗରାଜ ମନ୍ଦିରକୁ ପ୍ରବେଶ ପାଇଁ କରୋନା ନେଗେଟିଭ ରିପୋର୍ଟ ଜରୁରୀ ନୁହେଁ। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) କମିଶନର ପ୍ରେମଚନ୍ଦ୍ର ଚୌଧାରୀ ବୁଧବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ମନ୍ଦିର ପ୍ରବେଶ ପଥରେ ସମସ୍ତଙ୍କର ସ୍କ୍ରିନିଂ କରାଯିବ। ଯଦି…

ଅନ୍‌ଲାଇନରେ ମାଟ୍ରିକ ଫର୍ମ ପୂରଣ

ଭୁବନେଶ୍ୱର, ୭।୧(ବ୍ୟୁରୋ) :ଆସନ୍ତା ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ। ମେ’ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ତେବେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବୁଧବାର…

ଟ୍ରମ୍ପ୍‌ ସମର୍ଥକଙ୍କ ସିନେଟ୍‌ ଦଖଲ ଉଦ୍ୟମ : ଓ୍ବାଶିଂଟନରେ କର୍ଫ୍ୟୁ

ଓ୍ବାଶିଂଟନ,୭।୧: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବିଦାୟ ନେବାକୁ ଯାଉଛନ୍ତି। ତେବେ ଅନ୍ତିମ ଦିନ ପାଖେଇ ଆସୁଥିବାବେଳେ ମଧ୍ୟ ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ବିଜୟକୁ ବିରୋଧ କରି ଟ୍ରମ୍ପ୍‌ ସମର୍ଥକ ହିଂସାକାଣ୍ଡ ଭିଆଇଛନ୍ତି। ସମର୍ଥକମାନେ ଆମେରିକା ସଂସଦ ପରିସରରେ ଥିବା ସିନେଟ୍‌କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?