Home

ଏହି ସମୟରେ କୋଲ୍ଡଡ୍ରିଙ୍କସ୍‌ ପିଇବା ମନା…

ଗର୍ଭାବସ୍ଥାରେ ମହିଳାମାନେ ଉତ୍ତମ ଖାଦ୍ୟପେୟ ସହିତ ସ୍ବାସ୍ଥ୍ୟର ସଠିକ୍‌ ଯତ୍ନ ନେବା ଆବଶ୍ୟକତା ପଡ଼ିଥାଏ। ଏହି ସମୟରେ ସାମାନ୍ୟ ଏକ ତ୍ରୁଟି ମା’ ଓ ଛୁଆ ଉଭୟଙ୍କୁ କ୍ଷତି ପହଞ୍ଚାଇଥାଏ । ରକ୍ତ ଶର୍କରା, ବ୍ଲଡ୍‌ ପ୍ରେସର ଓ ଶରୀରର ଓଜନ…

ଟିଆରପି ଠକେଇ ମାମଲା: ଅର୍ଣ୍ଣବଙ୍କ ବିରୋଧରେ ପୋଲିସ ନିକଟରେ ରହିଛି ପ୍ରମାଣ

ମୁମ୍ବାଇ,୬।୧- ଟେଲିଭିଜନ ରେଟିଂ ପଏଣ୍ଟସ (ଟିଆରପି) ଠକେଇ ମାମଲା ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ପଦାକୁ ଆସିଛି। ରିପବ୍ଲିକ ଟିଭି ଓ ଏହାର ଏଡିଟର ଇନ୍‌ ଚିଫ ଅର୍ଣ୍ଣବ ଗୋସ୍ବାମୀଙ୍କ ବିରୋଧରେ କିଛି ପ୍ରମାଣ ମିଳିଥିବା ମୁମ୍ବାଇ ପୋଲିସ ବୁଧବାର ହାଇକୋର୍ଟରେ…

ଯୁବକରୁ ଟ୍ରାନ୍ସଓମ୍ୟାନ୍‌ ପାଲଟିଲେ ବଲିଉଡ୍‌ର ଏହି ଟପ୍‌ ଡିଜାଇନର: କହିଲେ ‘ମୁଁ ସ୍ବପ୍ନିଲ ନୁହେଁ ସାୟଶା’

ବମ୍ବେ: ବଲିଉଡ୍‌ର ନାମୀଦାମୀ ଅଭିନେତ୍ରୀ ଦୀପିକା ପାଦ୍ୟୁକୋନ, କରିନା କପୁର ଖାନ୍‌, ଅନୁଷ୍କା ଶର୍ମା, ସନି ଲିଓନି, କଟ୍ରିନା କୈଫ, ଶ୍ରଦ୍ଧା କପୁରଙ୍କ ଡିଜାଇନର ସ୍ବପ୍ନିଲ ସିନ୍ଦେ ଏବେ ଟ୍ରାନ୍ସଓମ୍ୟାନ୍‌ ପାଲଟିଛନ୍ତି। ସେ ନିଜ ନାମକୁ ବଦଳାଇ ସାୟଶା ସିନ୍ଦେ କରିଛନ୍ତି।…

ଶାହିଦଙ୍କ ଭାଇଙ୍କ ପ୍ରେମରେ ପଡ଼ିଛନ୍ତି ଅନନ୍ୟା !

ବମ୍ବେ: କଥାରେ ଅଛି ଲୁଚିଛି ନା ଗୋଡ ଦୁଇଟା ଦିଶୁଛି। ସେଭଳି କିଛି ଘଟିଛି ଚୁଲବୁଲି ଅନନ୍ୟା ପାଣ୍ଡେଙ୍କ କ୍ଷେତ୍ରରେ। ଏବେ ସେ ବଲିଉଡ୍‌ ଅଭିନେତା ଶାହିଦ କପୁରଙ୍କ ଭାଇଙ୍କ ପ୍ରେମରେ ପଡ଼ିଛନ୍ତି । ଛୁଟି କଟାଇବା ହେଉ ଅଥବା କୌଣସି…

ସିଡନୀ ଟେଷ୍ଟ ପାଇଁ ଭାରତ ଏକାଦଶ ଘୋଷଣା: ରୋହିତ ସାମିଲ, ଏହି ଖେଳାଳିଙ୍କୁ ମିଳିଲା ଡେବ୍ୟୁର ସୁଯୋଗ

ସିଡନୀ,୬।୧: ଗୁରୁବାରଠାରୁ ସିଡନୀରେ ହେବାକୁ ଯାଉଥିବା ଅଷ୍ଟ୍ରେଲିଆ ବିପକ୍ଷ ସିରିଜର ତୃତୀୟ ଟେଷ୍ଟ ମ୍ୟାଚ ପାଇଁ ଭାରତୀୟ କ୍ରିକେଟ ଦଳ ଏକାଦଶ ଘୋଷଣା କରିଛି। ଯୁବ ଫାଷ୍ଟ ବୋଲର ନବଦୀପ ସାଇନିଙ୍କୁ ଦଳରେ ସାମିଲ କରାଯାଇଛି। ସାଇନି ତାଙ୍କର ଟେଷ୍ଟ ଡେବ୍ୟୁ…

ବିଶ୍ୱର ଶ୍ରେଷ୍ଠ ଟେଷ୍ଟ ଟିମ୍‌ ପାଲଟିଲା ନ୍ୟୁଜିଲାଣ୍ଡ, ପଛରେ ପଡ଼ିଲା ଚିର ପ୍ରତିନ୍ଦ୍ୱନ୍ଦ୍ୱୀ ଅଷ୍ଟ୍ରେଲିଆ

ଖ୍ରୀଷ୍ଟଚର୍ଚ୍ଚ,୬।୧: ବିଶ୍ୱର ଏକ ନମ୍ବର ଟେଷ୍ଟ କ୍ରିକେଟ୍‌ ଟିମ୍‌ ହୋଇଛି ନ୍ୟୁଜିଲାଣ୍ଡ। ଚିରପ୍ରତିନ୍ଦ୍ୱନ୍ଦୀ ଅଷ୍ଟ୍ରେଲିଆକୁ ପଛରେ ପକାଇ ଆଇସିସି ର଼୍ୟାକିଂରେ ପ୍ରଥମ ସ୍ଥାନ ହାସଲ କରିଛି ଦଳ। ଜାନୁୟାରୀ ୩ରୁ ଏଠାରେ ଖେଳାଯାଉଥିବା ସିରିଜର ଦ୍ୱିତୀୟ ତଥା ଶେଷ ଟେଷ୍ଟର ଚତୁର୍ଥ…

କାର୍‌ ଛାତରେ ୧୦ରୁ ଊର୍ଦ୍ଧ୍ୱ ସାଇକେଲ ରଖି ନେଉଛନ୍ତି ଚାଳକ, ଲୋକେ କହିଲେ…

ପ୍ରତ୍ୟେକ ଦେଶରେ ନିଜସ୍ବ ଟ୍ରାଫିକ ନିୟମ ରହିଛି। ଯଦି ଏହା ଦେଶର ଏକ ବଡ଼ ସହର ହୋଇଥାଏ ତେବେ ଏଥିପ୍ରତି ଅଧିକ ଧ୍ୟାନ ଦିଆଯାଇଥାଏ। ସେହିପରି ଏକ ଦେଶ ହେଉଛି ଅଷ୍ଟ୍ରେଲିଆ। ଏହାକୁ ବିଚିତ୍ର ଦେଶ କୁହାଯାଏ। ଏବେ ଏକ ଅଜବ…

ଏ ହେଉଛନ୍ତି ‘ପାକିସ୍ତାନର ହଲ୍କ’: ବ୍ରେକ୍‌ଫାଷ୍ଟରେ ଖାଆନ୍ତି ୪ କୁକୁଡା, ୩୬ ଅଣ୍ଡା, ୩ କିଗ୍ରା ମାଂସ, ୫ ଲିଟର କ୍ଷୀର

ଦୁନିଆର ସବୁଠାରୁ ଶକ୍ତିଶାଳୀ ବ୍ୟକ୍ତି କିଏ, ଆପଣ ଜାଣନ୍ତି କି ? ହୁଏତ ଏହାର ଉତ୍ତର ହୁଏତ ବ୍ରାୟନ ଶୋ, ଏଡି ହଲ୍‌ ଅଥବା ହାଫଥୋର ଜନ୍‌ସନ୍‌ ହୋଇପାରେ। କିନ୍ତୁ ପାକିସ୍ତାନର ଜଣେ ବ୍ୟକ୍ତି ଅଛନ୍ତି ଯିଏ ନିଜକୁ ସବୁଠାରୁ ଶକ୍ତିଶାଳୀ…

ଆତଙ୍କବାଦୀଙ୍କ ହାତରେ ରାସାୟନିକ ଅସ୍ତ୍ରଶସ୍ତ୍ର: ଜାତିସଂଘ ସୁରକ୍ଷା ପରିଷଦକୁ ସତର୍କ କଲା ଭାରତ

ଜେନେଭା,୬।୧: ଆତଙ୍କବାଦୀଙ୍କ ହାତରେ ରାସାୟନିକ ଅସ୍ତ୍ରଶସ୍ତ୍ର ରହିଛି। ଏନେଇ ଭାରତ ପକ୍ଷରୁ ଜାତିସଂଘ ସୁରକ୍ଷା ପରିଷଦକୁ ସତର୍କ କରାଯାଇଛି। ଏହା ବିରୋଧରେ ବିଶ୍ୱସ୍ତରରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଆବଶ୍ୟକ ବୋଲି ଜାତିସଂଘ ସୁରକ୍ଷା ପରିଷଦରେ ଥିବା ଭାରତର ସ୍ଥାୟୀ ପ୍ରତିନିଧି…

ଆକାଶରେ ନଜର ଆସିଲା ନୀଳ ରଙ୍ଗର ୟୁଏଫ୍‌ଓ ! ଏଲିୟନ ଆସିଥିବା ଭାବି କ୍ୟାମେରାରେ କଏଦ କଲେ ଲୋକେ

ୱାଶିଂଟନ: ମହାକାଶରେ ଜୀବନ ତଥା ଏଲିୟନଙ୍କ ସତ୍ତାକୁ ନେଇ ଗବେଷଣା କରାଯାଉଛି। ଅନେକ ସମୟରେ ଏଲିୟନମାନେ ପୃଥିବୀକୁ ଆସୁଥିବାର ଚର୍ଚ୍ଚା ହୁଏ। ଏହା କେତେ ସତ କେତେ ମିଥ୍ୟା ସ୍ପଷ୍ଟ ହୋଇ ନ ଥିଲେ ହେଁ ବାରମ୍ବାର ୟୁଏଫ୍‌ଓକୁ ଦେଖିବାକୁ ନେଇ…

ରୋହିଙ୍ଗ୍ୟା-ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲା: ଏଟିଏସ୍‌ ହେପାଜତରେ ୪ ସନ୍ଦିଗ୍ଧ

ଲକ୍ଷ୍ନୌ,୬।୧: ରୋହିଙ୍ଗ୍ୟା ଏବଂ ଆତଙ୍କବାଦୀଙ୍କୁ ପାଣ୍ଠି ଯୋଗାଣ ମାମଲାରେ ଉତ୍ତରପ୍ରଦେଶ ଏଟିଏସ୍‌ ପକ୍ଷରୁ ବୁଧବାର ଚଢ଼ାଉ କରାଯାଇଛି। ୪ ଜଣ ସନ୍ଦିଗ୍ଧଙ୍କୁ ଏଟିଏସ୍‌ ହେପାଜତରେ ରଖାଯାଇଛି। ସେମାନଙ୍କୁ ପଚରା ଉଚରା ଜାରି ରହିଛି। ଗୋରଖପୁର, ଖଲିଲାବାଦ୍‌,ଅଲିଗଡ଼ ସମେତ ୫ ଜିଲାରେ ଚଢ଼ାଉ…

ଲଦାଖରୁ ଫେରି ଅମିତାଭ ଶେୟାର କଲେ ଫଟୋ, ଲେଖିଲେ ଏମିତି କିଛି…

ମୁମ୍ବାଇ: ଆଜିକାଲି ସାରା ଦେଶରେ ଶୀତର ଲହରୀ ଜାରି ରହିଛି। ଅନେକ ସ୍ଥାନରେ ବର୍ଷା ହେତୁ ତାପମାତ୍ରା ଯଥେଷ୍ଟ ହ୍ରାସ ପାଇଛି। ନିକଟରେ ବିଗ୍‌ ବି ଅମିତାଭ ବଚ୍ଚନ ଲଦାଖ ଟ୍ରିପ୍‌ରୁ ଫେରିଛନ୍ତି। ଏହା ଖୁବ୍‌ କମ୍‌ଦିନର ଯାତ୍ରା ଥିଲା। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?