ସ୍ବର୍ଗଦ୍ୱାରରୁ ହଟିଲା କଟକଣା
ପୁରୀ ଅଫିସ,୧୯ା୧୦: ମହାମାରୀ କରୋନା ପାଇଁ ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଉପରେ ଲଗାଯାଇଥିବା କଟକଣା ହଟିଛି । ସୋମବାର ଜିଲାପାଳ ବଲୱନ୍ତ ସିଂ ଏ ସମ୍ପର୍କରେ ସ୍ପଷ୍ଟ କରିଛନ୍ତି । ଏଣିକି ସରକାରଙ୍କ କୋଭିଡ୍ ଗାଇଡ୍ ଲାଇନ ଅନୁପାଳନ କରି ଜିଲା…
ନାଁ ମନେ ନ ପଡିବାରୁ ଆଇଟମ୍ କହିଥିଲି: କମଳନାଥ
ଭୋପାଳ,୧୯।୧୦: ମଧ୍ୟପ୍ରଦେଶ ବିଧାନସଭାର ୨୮ଟି ଆସନରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। କଂଗ୍ରେସର ବରିଷ୍ଠ ନେତା ତଥା ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ କମଳନାଥ କ୍ୟାବିନେଟ୍ ମନ୍ତ୍ରୀ ଇମର୍ତି ଦେବୀଙ୍କୁ ଆଇଟମ୍ କହିବାକୁ ନେଇ ରାଜନୀତି ତୀବ୍ର ହୋଇଛି। ଏହି ବିବୃତ୍ତି ବିରୋଧରେ…
ଦୁରାରୋଗ୍ୟରେ ପୀଡିତ ପିଲାଙ୍କୁ ଦିଆଯିବ ମୃତ୍ୟୁଦଣ୍ଡ: ଡଚ୍ ସରକାର ଦେଲେ ଅନୁମତି
ନେଦରଲାଣ୍ଡରେ କିଛି ପିଲା ଏବେ ଏକ ଅଜଣା ରୋଗ ବା ଦୁରାରୋଗ୍ୟରେ ଆକ୍ରାନ୍ତ ହୋଇଛନ୍ତି। ଯାହାର ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଚିକିତ୍ସା ବାହାରିପାରି ନାହିଁ। ଉକ୍ତ ଶିଶୁଙ୍କ ପରିବାର ଲୋକେ ସେମାନଙ୍କ କଷ୍ଟ ସହିପାରୁ ନାହାନ୍ତି କି ଦେଖି ମଧ୍ୟ ପାରୁ…
ହୃତ୍ପିଣ୍ଡକୁ ସୁସ୍ଥ ରଖେ ସନ୍ତୁଳିତ ଖାଦ୍ୟ
ସୁସ୍ଥ ହୃତ୍ପିଣ୍ଡ ପାଇଁ ଆମେ ଖାଦ୍ୟପେୟ ପ୍ରତି ସତର୍କ ରହିବା ନିହାତି ଆବଶ୍ୟକ। ବିଭିନ୍ନ ପ୍ରକାର ଖାଦ୍ୟ ଖାଆନ୍ତୁ। ଅତି ଅଧିକ ଖାଆନ୍ତୁ ନାହିଁ କିମ୍ବା ଅତି କମ ଖାଆନ୍ତୁ ନାହିଁ। ତେଲ, ଚର୍ବି, ଘିଅ, ଲହୁଣି ଇତ୍ୟାଦି ସ୍ୟାଚୁରେଟେଡ ଫ୍ୟାଟ୍…
ସୁପର ଓଭର୍ ପୂର୍ବରୁ ରାଗି ଯାଇଥିଲେ କ୍ରିସ୍ ଗେଲ୍
ଦୁବାଇ,୧୯।୧୦: ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷ ମ୍ୟାଚ୍ ଦୁଇଟି ସୁପର ଓଭରରେ ଜିତିବା ପରେ କିଙ୍ଗସ ଏକାଦଶ ପଞ୍ଜାବ ଦଳର ମନୋବଳ ଦୃଢ ହୋଇଛି। ସୁପର ଓଭର ପୂର୍ବରୁ ପଞ୍ଜାବ ଖେଳାଳିମାନେ ନର୍ଭସ ଥିବା ଜଣାପଡୁଥିଲେ। କିନ୍ତୁ ଟି-୨୦ର ସବୁଠାରୁ ବିସ୍ଫୋରକ ବ୍ୟାଟ୍ସମ୍ୟାନ…
କାର୍ଯ୍ୟଦକ୍ଷତାକୁ ପ୍ରଭାବିତ କରେ ମେଦବହୁଳତା
ମେଦବହୁଳତା ଆଜିକାଲି ଏକ ସାଧାରଣ ସମସ୍ୟା ପାଲିଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ତେବେ ଏହାଦ୍ୱାରା ଜଣେ ବ୍ୟକ୍ତିଙ୍କର କାର୍ଯ୍ୟଦକ୍ଷତା ପ୍ରଭାବିତ ହେବାର ଯଥେଷ୍ଟ ଆଶଙ୍କା ରହିଛି ବୋଲି ସତର୍କ କରାଇ ଦେଇଛନ୍ତି ୟୁନିଭର୍ସିଟି ଅଫ ଲଣ୍ଡନର ବିଶେଷଜ୍ଞମାନେ।…
ଡେମଚୋକ୍ରୁ ଧରାପଡ଼ିଲେ ଚାଇନା ସୈନ୍ୟ: ଗୁପ୍ତ କାଗଜପତ୍ର ଜବତ
ଲେହ, ୧୯।୧୦: ଏଲ୍ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା କମିବାର ନା ଧରୁନି। ସୋମବାର ଲଦାଖର ଡେମଚୋକ୍ ଅଞ୍ଚଳରୁ ଜଣେ ଚାଇନା ସୈନ୍ୟଙ୍କୁ ଭାରତୀୟ ଯବାନମାନେ ଧରିଛନ୍ତି। ସେ ସନ୍ଦିଗ୍ଧ ଅବସ୍ଥାରେ ବୁଲୁଥିଲେ। ତାଙ୍କ ପାଖରୁ ବହୁ ଗୁପ୍ତ କାଗଜପତ୍ର ଜବତ…
ଜାଣନ୍ତି ଅପରେଶନ ସମୟରେ ଡାକ୍ତରମାନେ କାହିଁକି ପିନ୍ଧିଥାନ୍ତି ସବୁଜ କିମ୍ବା ନୀଳ ରଙ୍ଗର ପୋଷାକ
ହସ୍ପିଟାଲରେ ଡାକ୍ତରମାନେ ଅପରେଶନ କରିବା ସମୟରେ ସବୁଜ କିମ୍ବା ନୀଳ ରଙ୍ଗର ପୋଷାକ ପିନ୍ଧୁଥିବା ନିଶ୍ଚିତ ଦେଖିଥିବେ। କେବେ ମନକୁ ପ୍ରଶ୍ନ ଆସିଛି କି ଏତେ ରଙ୍ଗ ଥାଇ ଡାକ୍ତରମାନେ କାହିଁକି ଏହି ଦୁଇ ରଙ୍ଗର କପଡ଼ା ପିନ୍ଧୁଛନ୍ତି। ତେବେ ଆସନ୍ତୁ…
ବରଗଡ଼ରୁ ୪୬ ନୂଆ କରୋନା ପଜିଟିଭ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୮ହଜାର ଟପିଲା
ବରଗଡ଼ ଅଫିସ,୧୯।୧୦: ବରଗଡ଼ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଜିଲାରୁ ପୁଣି ୪୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରୁ ୬ ଝଣ ରହିଥିବା ବେଳେ ବରଗ ବ୍ଲକର ୬,…
ମଡେଲିଂ କରୁଛି ଭାଲୁ!
ଭାଲୁ କରୁଛି ମଡେଲିଂ। କଥାଟା ଆଶ୍ଚର୍ଯ୍ୟ ଲାଗୁଥାଇପାରେ କିନ୍ତୁ ସତ। ରୁଷରେ ରହୁଥିବା ଏକ ୨୮ ବର୍ଷୀୟ ଭାଲୁ ମଡେଲିଂ କରୁଛି। ଭେଟଲାନା ଏବଂ ୟୁରି ପାଣ୍ଟେଲିଙ୍କୋଙ୍କ ଘରେ ରହୁଥିବା ଏହି ଭାଲୁଟିର ପ୍ରତିଭାକୁ ଚିହ୍ନିଥିଲେ ମସ୍କୋରେ ରହୁଥିବା ବିଶିଷ୍ଟ ଫଟୋଗ୍ରାଫର…
ଦୁର୍ଗା ମୂର୍ତ୍ତି ଉଚ୍ଚତା ବିବାଦ: ୯ ପୂଜା କମିଟିକୁ ମିଳିଲା ଅନୁମତି
କଟକ ଅଫିସ, ୧୯।୧୦: ଚଳିତ ବର୍ଷ କରୋନା କଟକଣା ମଧ୍ୟରେ ଦୁର୍ଗା ମୁର୍ତ୍ତିର ଉଚ୍ଚତାକୁ ନେଇ ଲାଗି ରହିଥିବା ବେଳେ ବିବାଦ ହାଇକୋର୍ଟକୁ ଯାଇଥିଲା। ଶେଷରେ ୯ ପୂଜା କମିଟିକୁ ହାଇକୋର୍ଟ ଅନୁମତି ଦେଇଛନ୍ତି। ଆଡଭୋକେଟ ଜେନେରାଲଙ୍କ ରିପୋର୍ଟ ଆଧାରରେ ହାଇକୋର୍ଟ…
ଫାରୁକ୍ଙ୍କ ଉପରେ ଇଡ଼ି ଛାଟ: ୧୧୩ କୋଟି ଦୁର୍ନୀତି ନେଇ ପଚରାଉଚରା ଆରମ୍ଭ
ନୂଆଦିଲ୍ଲୀ, ୧୯।୧୦: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ୍ ଅବଦୁଲ୍ଲାଙ୍କ ଉପରେ ଏବେ ଇଡ଼ିର ଛାଟ ଆରମ୍ଭ ହୋଇଛି। ରାଜ୍ୟର କ୍ରିକେଟ ଆସୋସିଏଶନ୍ରେ ଘଟିଥିବା ୧୧୩ କୋଟି ଟଙ୍କାର ଦୁର୍ନୀତି ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ପକ୍ଷରୁ ଫାରୁକ୍ଙ୍କୁ ପଚରାଉଚରା କରାଯାଉଛି। ୨୦୧୨ରେ ଏହି…
Archives


