ବିପୁଳ ପରିମାଣର ନକଲି ଜର୍ଦ୍ଦା ଜବତ, ୩ ଗିରଫ
ଜେନାପୁର,୧୯ା୧୦(ଡି.ଏନ୍.ଏ.): ଯାଜପୁର ଜିଲା ଜେନାପୁର ଥାନା ଅନ୍ତର୍ଗତ ଏଣ୍ଡଳବା ପଞ୍ଚୟତ ଅଧୀନ ମାଳହାଟ ଗ୍ରାମସ୍ଥିତ ଏକ ଘରୁ ବିଭିନ୍ନ ବ୍ରାଣ୍ଡର ନକଲି ଜର୍ଦ୍ଦା ଜବତ ହୋଇଛି। ଏଥିରେ ସମ୍ପୃକ୍ତ ୩ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଯାଜପୁରରୋଡ୍ ଏସ୍ଡିପିଓ ଚିନ୍ମୟ କୁମାର ନାୟକ…
ସୋସିଆଲ ମିଡିଆରେ ଏମିତି ଦୁଃଖଭରା ବାର୍ତ୍ତା ଲେଖିଲେ ଏହି ବ୍ୟକ୍ତି, ସହାୟତା ପାଇଁ ଆଗେଇ ଆସିଲେ ଲକ୍ଷାଧିକ ଲୋକ
କରୋନା ଭୂତାଣୁ ଯୋଗୁ ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ରୋଜଗାର ହରାଇଛନ୍ତି। ଅନେକ ଲୋକ ଦୀର୍ଘମାସ ଧରି ବେକାର ଅଛନ୍ତି ଏବଂ ନୂତନ ଚାକିରିର ସୁଯୋଗ ମଧ୍ୟ ହ୍ରାସ ପାଇଛି। ଏପରି ଜଣେ ବେକାର ବ୍ୟକ୍ତି ଟୁଇଟରରେ କିଛି ବାର୍ତ୍ତା…
ଶ୍ରୀମନ୍ଦିର ଖୋଲିବା ପ୍ରସଙ୍ଗ ନେଇ ଶଙ୍କରାଚାର୍ଯ୍ୟଙ୍କ ମତ ଲୋଡିଲା ଜଗନ୍ନାଥ ସେନା
ପୁରୀ ଅଫିସ, ୧୯।୧୦: ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ଏବଂ ୨୬ ବର୍ଷ ପରେ ପଡ଼ୁଥିବା ଜାଗାର୍ଜୁଦ ବେଶ ଦର୍ଶନ ପ୍ରସଙ୍ଗରେ ଜଗତ୍ଗୁରୁ ଶଙ୍କାରାଚାର୍ଯ୍ୟଙ୍କଠାରୁ ଧାର୍ମିକ ମତ ଲୋଡିଛି ଜଗନ୍ନାଥ ସେନା। ସୋମବାର ସେନାର ଆବାହକ ପ୍ରିୟଦର୍ଶନ ପଟ୍ଟନାୟକ ପ୍ରମୁଖ ଗୋବର୍ଦ୍ଧନ…
୫ ବର୍ଷରେ ଦେଶରେ ୧୫ ଏମ୍ସ୍-୬ ଆଇଆଇଟି ସ୍ଥାପିତ ହୋଇଛି: ମୋଦି
ନୂଆଦିଲ୍ଲୀ, ୧୯।୧୦: ଗତ ୫ ବର୍ଷ ମଧ୍ୟରେ କେନ୍ଦ୍ର ସରକାର ଉଚ୍ଚଶିକ୍ଷା କ୍ଷେତ୍ରରେ ବହୁ ବିକାଶ କାର୍ଯ୍ୟ କରିଛନ୍ତି। ୨୦୧୪ଠାରୁ ବର୍ତ୍ତମାନ ସୁଦ୍ଧା ଦେଶରେ ୧୫ଟି ନୂଆ ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ସଂସ୍ଥାନ(ଏମ୍ସ୍) ସ୍ଥାପିତ ହୋଇଛି। ସେହିପରି ୬ଟି ଭାରତୀୟ ପ୍ରାଦ୍ୟୋଗିକ…
ମା’ଙ୍କ ଭାଇଙ୍କୁ ବିବାହ କରିବାକୁ ଚାହୁଁଛନ୍ତି ବଲିଉଡ୍ର ଏହି ଲୋକପ୍ରିୟ ଅଭିନେତ୍ରୀ
ବଲିଉଡ୍ ଅଭିନେତ୍ରୀ ସାରା ଅଲ୍ଲୀ ଖାନ୍ ଖୁବ୍ କମ୍ ବୟସ ମଧ୍ୟରେ ବଲିଉଡ୍ରେ ନିଜର ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ନିଜର ସୌନ୍ଦର୍ଯ୍ୟ ଏବଂ କଠିନ ପରିଶ୍ରମ ପାଇଁ ବେସ୍ ଜଣାଶୁଣା। ତାଙ୍କ ଅଭିନୟକୁ ଦର୍ଶକ ପସନ୍ଦ ମଧ୍ୟ କରିଥାନ୍ତି।…
ସ୍କୁଲ ଫି’ ମାମଲା: ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ
କଟକ ଅଫିସ,୧୯ା୧୦: ହାଇକୋର୍ଟରେ ସ୍କୁଲ ଫି’ ସମ୍ପର୍କିତ ମାମଲା ପ୍ରସଙ୍ଗରେ ଆଗତ କିଛି ଇଣ୍ଟରଭେନ୍ସନ ପିଟିଶନକୁ ସୋମବାର ମାନ୍ୟବର କୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି। କିଛି ଘରୋଇ ସ୍କୁଲ ପକ୍ଷରୁ ଏହି ପିଟିଶନ ହାଇକୋର୍ଟରେ ଆଗତ କରାଯାଇଥିଲା। ତେବେ ସ୍କୁଲ ଫି’ ନେଇ…
ଆଖଣ୍ଡଳମଣିଙ୍କ ବେଢ଼ା ସମ୍ପ୍ରସାରଣ କାର୍ଯ୍ୟ ତ୍ୱରାନ୍ବିତ
ଭଦ୍ରକ,୧୯ା୧୦(ଡି.ଏନ୍.ଏ): ଭଦ୍ରକ ଜିଲାର ପ୍ରସିଦ୍ଧ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ମନ୍ଦିର ବେଢ଼ା ସଂପ୍ରସାରଣ କାର୍ଯ୍ୟ ସୋମବାର ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ମନ୍ଦିର ବେଢ଼ାରେ ଥିବା ୧୬ ଓ ବାହାର ବେଢ଼ାରେ ଥିବା ୩ ଭୋଗଦୋକାନକୁ ଭାଙ୍ଗିବା କାର୍ଯ୍ୟ ଚାଲୁରହିଛି। ଚାନ୍ଦବାଲି…
ଦୂର୍ଗା ମଣ୍ଡପରେ ପୂଜାପାଇବେ ପ୍ରବାସୀ ମହିଳା ଶ୍ରମିକଙ୍କ ପ୍ରତିମୂର୍ତ୍ତି
କୋଲକାତା, ୧୯।୧୦: ମହାମାରୀ କରୋନା ସମୟରେ ସବୁଠାରୁ ଅଧିକ କଷ୍ଟ ସହିବାକୁ ପଡ଼ିଥିଲା ପ୍ରବାସୀ ଶ୍ରମିକଙ୍କୁ। ସେମାନଙ୍କୁ ନିଜ ଘରକୁ ଫେରିବା ପାଇଁ ଶହ ଶହ କିଲୋମିଟର ଚାଲିବାକୁ ପଡ଼ିଥିଲା। ଏହି ସମୟରେ ସେମାନଙ୍କ ଗୋଡ଼ ଫାଟିଯାଉଥିବା ବେଳେ ପୋଲିସ ଠାରୁ…
କୋହଲିଙ୍କ ରେକର୍ଡ ଭାଙ୍ଗିଲେ ଡେଭିଡ୍ ଓ୍ବାର୍ଣ୍ଣର
ସନରାଇଜର୍ସ ହାଇଦ୍ରାବାଦ ଅଧିନାୟକ ଡେଭିଡ ୱାର୍ନର ଇଣ୍ଡିଆନ ପ୍ରିମିୟର ଲିଗର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରୁ ଅନ୍ୟତମ। ରବିବାର ଖେଳାଯାଇଥିବା କୋଲକାତା ନାଇଟ ରାଇଡର୍ସ ବିପକ୍ଷ ମ୍ୟାଚ୍ରେ ଡେଭିଡ ୱାର୍ଣ୍ଣର ଆଉ ଏକ ସଫଳତା ହାସଲ କରିଛନ୍ତି। ସେ ଆଇପିଏଲରେ ୫ ହଜାର…
୭ମାସ ପରେ ଖୋଲିଲା ସ୍କୁଲ
ଲକ୍ଷ୍ନୌ/ଚଣ୍ଡିଗଡ଼, ୧୯।୧୦: ଦୀର୍ଘ ୭ ମାସ ପରେ ପଞ୍ଜାବ ଏବଂ ଉତ୍ତରପ୍ରଦେଶରେ ସୋମବାର ସ୍କୁଲ ଖୋଲିଛି। ସରକାରୀ ମାର୍ଗଦର୍ଶିକାକୁ ପାଳନ କରାଯାଇ ନବମରୁ ଦ୍ୱାଦଶ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ସ୍କୁଲକୁ ଆସିବାକୁ ଅନୁମତି ପ୍ରଦାନ କରାଯାଇଛି। ସାମାଜିକ ଦୂରତା ନିୟମକୁ ପାଳନ କରିବା…
ଡିସେମ୍ବରରେ ମୋଦି-ହାସିନା ଭର୍ଚୁଆଲ୍ ବୈଠକ
ନୂଆଦିଲ୍ଲୀ/ଢାକା, ୧୯।୧୦: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ବାଂଳାଦେଶ ପ୍ରତିପକ୍ଷ ଶେଖ୍ ହାସିନାଙ୍କ ମଧ୍ୟରେ ଡିସେମ୍ବରରେ ଭର୍ଚୁଆଲ୍ ବୈଠକ ଅନୁଷ୍ଠିତ ହେବ। ଏହା ଡିସେମ୍ବର ୧୬ ଅବା ୧୭ରେ ହେବାର ସମ୍ଭାବନା ରହିଛି। ଏସମ୍ପର୍କରେ ବାଂଲାଦେଶ ବହିର୍ବ୍ୟାପାର ମନ୍ତ୍ରୀ ଏ.କେ.…
ସାବତ ମା’ଙ୍କଠାରୁ ମାତ୍ର ୮ ବର୍ଷ ସାନ ସନ୍ନି ଦେଓଲ, ଜାଣନ୍ତୁ କେମିତି ରହିଛି ଉଭୟଙ୍କ ସମ୍ପର୍କ
ବଲିଉଡ୍ ଡ୍ରିମ୍ ଗର୍ଲ ହେମାମାଳିନୀ ଅଭିନୟ ରାଜନୀତିରେ ବି ବେଶ୍ ପ୍ରସିଦ୍ଧି ଅର୍ଜନ କରିଛନ୍ତି। ସେ ଉତ୍ତର ପ୍ରଦେଶର ମଥୁରାରୁ ଭାଜପା ଏମ୍ପି ଅଛନ୍ତି। ହେମାଙ୍କ ସ୍ବାମୀ ତଥା ଅଭିନେତା ଧର୍ମେନ୍ଦ୍ର ମଧ୍ୟ ରାଜସ୍ଥାନର ବିକାନେର୍ରୁ ଏମ୍ପି ରହିସାରିଛନ୍ତି। ଧର୍ମେନ୍ଦ୍ରଙ୍କ ପୁଅ…
Archives


