Home

ଅଭୟକାନ୍ତଙ୍କ ଡ୍ରାଇଭରଙ୍କୁ ଭିଜିଲାନ୍ସ ଜେରା

ଭୁବନେଶ୍ୱର, ୧।୧୨(ବ୍ୟୁରୋ): ବଢ଼ିଲା ଅତିରିକ୍ତ ପିସିସିଏଫ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ ଆକାଶ ପାଠକଙ୍କ ଅଡୁଆ । ତାଙ୍କ ସମ୍ପତ୍ତି ନେଇ ଏସଆଇଟି ଖୋଲତାଡ ଜାରିରଖିଛି । ଏହି ମାମଲାରେ ମଙଙ୍ଗଳବାର ଅଭୟ କାନ୍ତଙ୍କ ଡ୍ରାଇଭରଙ୍କୁ ଭିଜିଲାନ୍ସ ଜେରା କରିଛି…

ଏହି ସୁପରଷ୍ଟାରଙ୍କ ଘରେ ବମ୍‌ ପକାଇ ଉଡ଼ାଇ ଦେବାକୁ ମିଳିଲା ଧମକ

ସାଉଥ୍‌ ଫିଲ୍ମର ସୁପରଷ୍ଟାର ଚିୟାନ୍‌ ବିକ୍ରମଙ୍କ ଘର ଉପରେ ବୋମା ପକାଇ ଉଡାଇ ଦେବାକୁ ଧମକ ମିଳିଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଏ ନେଇ ପୋଲିସ ପହଞ୍ଚି ବିକ୍ରମଙ୍କ ଘରେ ଖୋଜାଖୋଜି ଚଲାଇଥିଲା। ବିକ୍ରମ ଚେନ୍ନାଇର ବେସାନ୍ତ ନଗରରେ…

ଚାଇନାର ବନ୍ଧୁ ପଣିଆ: କିମ୍‌ ଜୋଙ୍ଗ୍‌ଙ୍କୁ କରୋନା ଟିକା ଦେଲେ ଜିନ୍‌ପିଙ୍ଗ୍‌

ବେଜିଂ,୧।୧୨: ଚାଇନା ଉତ୍ତର କୋରିଆ ପ୍ରତି ଥିବା ନିଜର ବନ୍ଧୁ ପଣିଆ ଦେଖାଇଛି। ଉତ୍ତର କୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ ପ୍ରତି ନିଜର ପ୍ରତିଶ୍ରୁତି ବଦ୍ଧତା ଦେଖାଇ ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ସରକାର କରୋନା ଟିକା ପହଞ୍ଚାଇଛନ୍ତି। ଉତ୍ତର…

ରାଜ୍ୟରେ ୪୦୦ ତଳକୁ ଖସିଲା କରୋନା ପଜିଟିଭ୍‌ ସଂଖ୍ୟା , ୫ ମୃତ

ଭୁବନେଶ୍ୱର,୧।୧୨(ବ୍ୟୁରୋ): ରାଜ୍ୟରେ କିଛିଦିନ ହେବ ଲଗାତାର କରୋନା ପଜିଟିଭ୍‌ ସଂଖ୍ୟା କମିବାର ଲାଗିଛି। ମଙ୍ଗଳବାର ରାଜ୍ୟରେ ୩୭୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୫ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୯ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୫୯ ଜଣ ଲୋକାଲ…

ଚାଷୀ ଆନ୍ଦୋଳନକୁ ସମର୍ଥନ କଲେ କାନାଡ଼ା ପ୍ରଧାନମନ୍ତ୍ରୀ

ଟୋରଣ୍ଟୋ,୧।୧୨: ଭାରତରେ ଜାରି ରହିଥିବା ଚାଷୀ ଆନ୍ଦୋଳନକୁ ଏବେ ବିଦେଶରୁ ସମର୍ଥନ ମିଳିଛି। କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ୍‌ ଟ୍ରୁଡୋ ଏହା ଏକ ଚିନ୍ତା ଜନକ ପ୍ରସଙ୍ଗ ବୋଲି କହିଛନ୍ତି। ଶୀଘ୍ର ଏହାର ସମାଧାନ ହେବା ନେଇ ସେ ଗୁରୁତ୍ୱାରୋପ କରିଛନ୍ତି। କାନାଡ଼ା…

ରିୟଲ୍‌ ବାପା-ପୁଅଙ୍କ ସହ ରୋମାନ୍ସ କରିଛନ୍ତି ଏହିସବୁ ଅଭିନେତ୍ରୀ

ବଲିଉଡ୍‌ରେ ଅନେକ ଅନ୍‌ସ୍କ୍ରିନ୍‌ ଯୋଡିକୁ ଆମେ ଦେଖିଛୁ। ହେଲେ ଏମିତି ଅନେକ ଅଭିନେତ୍ରୀ ରହିଛନ୍ତି ଯେଉଁମାନେ ପରଦା ଉପରେ ରିୟଲ୍‌ ବାପା-ପୁଅଙ୍କ ସହ ରୋମାନ୍ସ କରିିଛନ୍ତି। ଜାଣିବା ସେମାନଙ୍କ ବିଷୟରେ… ମାଧୁରୀ ଦିକ୍ଷୀତ: ବଲିଉଡ୍‌ର ଧକ୍‌ ଧକ୍‌ ଗର୍ଲ କୁହାଯାଉଥିବା ମାଧୁରୀ…

ସ୍ତ୍ରୀଙ୍କ ଗୋଡ ଧରିଲେ ବିରାଟ କୋହଲି

ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ଖୁବ୍‌ଶୀଘ୍ର ମା’ ହେବାକୁ ଯାଉଛନ୍ତି। ଏବେ ସେ ଗର୍ଭାବସ୍ଥା ଖୁବ୍‌ ଉପଭୋଗ କରୁଛନ୍ତି। ନିକଟରେ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଏକ ଫଟୋ ଶେୟାର କରିଛନ୍ତି। ଯାହା ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଫଟୋରେ ଅନୁଷ୍କା…

ବିଶ୍ୱର ପ୍ରଥମ ଏଡ୍‌ସ ଆକ୍ରାନ୍ତ ବ୍ୟକ୍ତି କିଏ ଥିଲେ ଜାଣନ୍ତି କି

ଆଜି ଡିସେମ୍ବର ୧। ସମଗ୍ର ବିଶ୍ୱ ଏହି ଦିନକୁ ‘ବିଶ୍ୱ ଏଡସ ଦିବସ’ ପାଳନ କରେ। ୧୯୮୮ରୁ ଏଡସ ବିଷୟରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଲକ୍ଷ୍ୟରେ ଏହି ଦିବସ ପାଳନ କରାଯାଉଛି। ଫଳରେ ଅନେକ ସଚେତନତା ଅଭିଯାନର ସାହାଯ୍ୟରେ…

୨୦୨୨ ସୁଦ୍ଧା ପୃଥିବୀର ସମସ୍ତଙ୍କୁ ଦିଆଯିବ କରୋନା ଟିକା: ୨୦୦୦ ହଜାର କାର୍ଗୋ ବିମାନରେ ହେବ ପରିବହନ

ଓ୍ବାଶିଂଟନ,୧।୧୨: ପୃଥିବୀର ସମସ୍ତ ଲୋକଙ୍କୁ ୨୦୨୨ ସୁଦ୍ଧା କରୋନା ଟିକା ଦିଆଯିବ। ୭ ଶହ କୋଟି ଲୋକଙ୍କ ପାଖରେ ୧୪ ଶହ କୋଟି ଟିକା ପହଞ୍ଚାଇବା ପାଇଁ ବିଭିନ୍ନ ବିମାନ କମ୍ପାନୀଗୁଡ଼ିକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ। ଟିକା ପରିବହନ କାର୍ଯ୍ୟରେ…

ଶାହାରୁଖ୍‌ ଖାନ୍‌ଙ୍କୁ ଚୁପ୍‌ କରିଦେଇଥିଲେ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ: ଜାଣନ୍ତୁ କିପରି…

କରୋନା ମହାମାରୀ ସମୟରେ ବଲିଉଡ୍‌ କଳାକାରଙ୍କ ଅନେକ କାହାଣୀ, ଫଟୋ ଏବଂ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହାରି ମଧ୍ୟରେ ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ଅମ୍ବାନୀ ଏବଂ ଶାହାରୁଖ୍‌ ଖାନ୍‌ଙ୍କ ଏକ ଭିଡିଓ ଏବଂ ଫଟୋ ମଧ୍ୟ…

ପଡିଆରେ ମୁଣ୍ଡ ବୁଲାଉଥିଲା, ହାସଲ କଲେ ଶତକ

ସିଡନୀ,୧।୧୨: ଭାରତ ବିପକ୍ଷ ପ୍ରଥମ ଏବଂ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଅଷ୍ଟ୍ରେଲିଆର ଶୀର୍ଷ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ଶତକ ହାସଲ କରିଛନ୍ତି। ଭାରତ ବିପକ୍ଷ ଦ୍ୱିତୀୟ ଦିନିକିଆ ପୂର୍ବରୁ ତାଙ୍କର ଜୋର ମୁଣ୍ଡ ବୁଲାଉଥିଲା। ଏହା ସତ୍ତ୍ୱେ ସେ ଏକ ଚମତ୍କାର…

ଅନ୍ନଦାତାଙ୍କୁ ଟ୍ୟାକ୍ସି ମହାସଂଘର ସମର୍ଥନ: ଡିସେମ୍ବର ୩ରେ ‘ଦିଲ୍ଲୀ ଚଲୋ’ ଡ଼ାକରା

ନୂଆଦିଲ୍ଲୀ,୧।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପୀ ଅନ୍ନଦାତାମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଏହି ଆନ୍ଦୋଳନକୁ ସର୍ବଭାରତୀୟ ଟ୍ୟାକ୍ସି ମହାସଂଘ ପକ୍ଷରୁ ସମର୍ଥନ କରାଯାଇଛି। ଆସନ୍ତା ୨ ଦୁଇଦିନ ମଧ୍ୟରେ କେନ୍ଦ୍ର ସରକାର କୌଣସି ନିଷ୍ପତ୍ତି ଗ୍ରହଣ ନ କଲେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri