ପ୍ରଥମ ସ୍ତ୍ରୀଙ୍କୁ ଚିହ୍ନିବାକୁ ବି ମନା କରିନେଇଥିଲେ ଏହି ପ୍ରସିଦ୍ଧ ଗାୟକ, ଲୁଚିଛପି କରିଥିଲେ ଦ୍ୱିତୀୟ ବିବାହ
ଗାୟକ ଉଦିତ ନାରାୟଣ ୯୦ ଦଶକରୁ ଶହ ଶହ ସୁପରହିଟ ଗୀତ ଗାଇ ବଲିଉଡରେ ନିଜର ସ୍ବରର ଯାଦୁ ଦେଖାଇ ଚାଲିଛନ୍ତି॥ ହିନ୍ଦୀ ବ୍ୟତୀତ ସେ ତାମିଲ, ମାଲାୟାଲମ, କନ୍ନଡ, ଭୋଜପୁରୀ ଏବଂ ବଙ୍ଗଳା ଭାଷାରେ ଗୀତ ଗାଇଛନ୍ତି। ଚାରିଥର ଜାତୀୟ…
କୃଷି ଆଇନ ନେଇ ଏନ୍ଡିଏରେ ଫାଟ: ଶାହାଙ୍କୁ ଚିଠି ଲେଖିଲେ ଆର୍ଏଲ୍ପି ଅଧ୍ୟକ୍ଷ
ନୂଆଦିଲ୍ଲୀ,୧।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଏନ୍ଡ଼ିଏରେ ଫାଟ ସୃଷ୍ଟି ହୋଇଛି। ଏନ୍ଡ଼ିଏର ସହଯୋଗୀ ଦଳ ଏବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଏହି ଆଇନକୁ ଫେରାଇ ନେବା ଉପରେ ଗୁରୁତ୍ୱାରୋପ କରିବା ଆରମ୍ଭ କରିଛନ୍ତି। ଏନ୍ଡିଏ ସହଯୋଗୀ ଥିବା…
ପିତାଙ୍କ ଜନ୍ମଦିନରେ ବିବାହ ରଚିବେ ଏହି ପ୍ରସିଦ୍ଧ ଅଭିନେତା
ବଲିଉଡର ପ୍ରସିଦ୍ଧ ଗାୟକ ଉଦିତ ନାରାୟଣ ଆଜି ତାଙ୍କର ୬୫ତମ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ ତାଙ୍କ ପୁଅ ଆଦିତ୍ୟ ନାରାୟଣ ତାଙ୍କୁ ବହୁତ ସୁନ୍ଦର ଉପହାର ଦେବାକୁ ପ୍ରସ୍ତୁତ ହୋଇଛନ୍ତି। ଆଦିତ୍ୟ ନାରାୟଣ ପିତାଙ୍କ ଜନ୍ମଦିନ ଅବସରରେ ଗର୍ଲଫ୍ରେଣ୍ଡ…
କୋହଲିଙ୍କ ବିନା ଭାରତ ଯଦି ଅଷ୍ଟ୍ରେଲିଆ ବିପକ୍ଷ ଟେଷ୍ଟ ସିରିଜ୍ ବିଜୟ ହୁଏ ତେବେ…
କାନବେରା,୧।୧୨: ଅଷ୍ଟ୍ରେଲିଆ ଗସ୍ତରେ ଏକଦିବସୀୟ ଏବଂ ଟି-୨୦ ସିରିଜ ପରେ ଟିମ ଇଣ୍ଡିଆକୁ ୪ଟି ଟେଷ୍ଟ ମ୍ୟାଚ ଖେଳିବାକୁ ପଡି। ଏହି ସିରିଜ ଟିମ ଇଣ୍ଡିଆ ପାଇଁ ଅତ୍ୟନ୍ତ କଷ୍ଟସାଧ୍ୟ ହେବ କାରଣ ଦଳର ନିୟମିତ ଅଧିନାୟକ ବିରାଟ କୋହଲି କେବଳ…
ସଡ଼କରେ ଭୋକ ଉପାସରେ ଅନ୍ନଦାତା, ଟିଭିରେ ସରକାର ଦେଉଛନ୍ତି ମିଥ୍ୟା ଭାଷଣ: ରାହୁଲ
ନୂଆଦିଲ୍ଲୀ,୧।୧୨: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପୀ ଚାଷୀମାନେ ଆନ୍ଦୋଳନ ଜାରି ରଖିଛନ୍ତି। ଏପରିସ୍ଥଳେ ବିରୋଧୀ ଦଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ କରିଛନ୍ତି। କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ମଙ୍ଗଳବାର ଟୁଇଟ୍ କରି କହିଛନ୍ତି ଯେ,…
ରାହୁଲଙ୍କ ଖେଳ ଭାବନା ଉପରେ ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା
ସିଡନୀ,୧।୧୨: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ଣ୍ଣର ଆହତ କାରଣରୁ ଭାରତ ବିପକ୍ଷ ୩ଟି ଟି-୨୦ ମ୍ୟାଚରୁ ବାଦ ପଡିଛନ୍ତି। ଦ୍ୱିତୀୟ ଦିନିକିଆରେ ଫିଲ୍ଡିଂ କରୁଥିବାବେଳେ ୱାର୍ଣ୍ଣର ଆହତ ହୋଇଥିଲେ। ପରେ ତାଙ୍କୁ ଡାକ୍ତରଖାନା ନେବାକୁ ପଡିଥିଲା। ତାଙ୍କ ସ୍ଥାନରେ ଟି…
ସୀମାରେ ଡିଆର୍ଡିଓ ଲ୍ୟାବ୍: ଏଲ୍ଓସି-ଏଲ୍ଏସି ଉପରେ ରହିବ କଡ଼ା ନଜର
ନୂଆଦିଲ୍ଲୀ,୧।୧୨: ସୀମାରେ ଗବେଷଣା ଜାରି ସହିତ ଏଲ୍ଓସି-ଏଲ୍ଏସି ଉପରେ କଡ଼ା ନଜର ରଖିବା ପାଇଁ ଭାରତ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ଏଠାରେ ରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ(ଡିଆର୍ଡିଓ )ର ଥିବା ୨ଟି ଲ୍ୟାବ୍କୁ ମିଶାଇ…
ଅଷ୍ଟ୍ରେଲୀୟ କ୍ରିକେଟର୍ଙ୍କ ଅଶୁଭ ମନାସି ଅଡୁଆରେ ଭାରତୀୟ କ୍ରିକେଟର୍
ସିଡନୀ,୧।୧୨: ଗୋଡରେ ଆଘାତ ଯୋଗୁ ଅଷ୍ଟ୍ରେଲୀୟ ରନ ମେସିନ ଡେଭିଡ ୱାର୍ଣ୍ଣରଙ୍କୁ ଗତ ଏକ ଦିନିକିଆ ଏବଂ ପୁରା ଟି -୨୦ ସିରିଜରୁ ବାଦ ଦିଆଯାଇଛି। ଭୋରତ ବିପକ୍ଷ ଦ୍ୱିତୀୟ ମ୍ୟାଚ୍ରେ ୱାର୍ଣ୍ଣର ଫିଲ୍ଡି କରୁଥିବାବେଳେ ଆଘାତ ଲାଗିଥିଲା। ପରେ ତାଙ୍କୁ…
୮୦୦ ଟଙ୍କାରେ କୋଭିଡ୍ ଆର୍ଟି-ପିସିଆର୍ ଟେଷ୍ଟ
ନୂଆଦିଲ୍ଲୀ, ୧।୧୨: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗଛି। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୫.୬ ଲକ୍ଷ ଉପରେ ଅଛି। ଅଧିକରୁ ଅଧିକ ପରୀକ୍ଷା ଉପରେ ଏଠାରେ ଜୋର୍ ଦିଆଯାଉଥିବାବେଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଘରୋଇ ହସ୍ପିଟାଲ ଲାଗି ସୋମବାର କୋଭିଡ୍…
‘ଅଗଷ୍ଟ ସୁଦ୍ଧା ୩୦ କୋଟିଙ୍କୁ ଟିକା’
ନୂଆଦିଲ୍ଲୀ, ୧।୧୨: ୨୦୨୧ ଅଗଷ୍ଟ ସୁଦ୍ଧା ଦେଶର ୩୦ କୋଟି ଲୋକଙ୍କୁ ଟିକା ଦିଆଯିବ ବୋଲି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ସୋମବାର କହିଛନ୍ତି। ଆଗାମୀ ୪ ମାସ ମଧ୍ୟରେ ଭାରତରେ ଟିକା ଉପଲବ୍ଧ ହେବ ବୋଲି ସେ ପ୍ରକାଶ କରିଛନ୍ତି। ଏଥିଲାଗି…
‘ଆତଙ୍କବାଦ ସବୁଠୁ ବଡ଼ ଆଞ୍ଚଳିକ ଚ୍ୟାଲେଞ୍ଜ’
ନୂଆଦିଲ୍ଲୀ, ୧।୧୨(ପି.ଟି.): ଆତଙ୍କବାଦ ସବୁଠୁ ଗୁରୁତ୍ୱପୂର୍ଣ୍ଣ ଆଞ୍ଚଳିକ ଚ୍ୟାଲେଞ୍ଜ ବୋଲି ସାଙ୍ଘାଇ ସହଯୋଗ ସଂଗଠନ (ଏସ୍ସିଓ)ରେ ଭାରତ କହିଛି। ଏହି ଭର୍ଚୁଆଲ ବୈଠକରେ ଭାଗନେଇ ଉପରାଷ୍ଟ୍ରପତି ଏମ୍. ଭେଙ୍କାୟା ନାଇଡୁ ମୁଖ୍ୟତଃ ସୀମାପାର ଆତଙ୍କବାଦ ପ୍ରସଙ୍ଗରେ କହିବା ସହ ଏହା ବିରୋଧରେ…
ତହଉର ରାଣା ପ୍ରତ୍ୟର୍ପଣ ମାମଲା ଶୁଣାଣି ଫେବୃୟାରୀ ୧୨ରେ
ଓ୍ବାଶିଂଟନ୍, ୧।୧୨(ପି.ଟି.): ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ସହ ସମ୍ପୃକ୍ତ ପାକିସ୍ତାନୀ ବଂଶୋଦ୍ଭବ କାନାଡ଼ା ବ୍ୟବସାୟୀ ତହଉର ରାଣା ପ୍ରତ୍ୟର୍ପଣ ମାମଲାର ଶୁଣାଣି ଫେବୃୟାରୀ ୧୨ରେ ଆମେରିକାର ଏକ ଅଦାଲତରେ ହେବ। ଭାରତ ସରକାର ରାଣାଙ୍କୁ ପଳାତକ ଘୋଷଣା କରିଥିଲେ। ୨୦୦୮ରେ…
Archives


