Home

କରୋନାରେ ଆଖି ବୁଜିଲେ ଭାଜପା ବିଧାୟିକା କିରଣ ମାହେଶ୍ବରୀ

ଜୟପୁର,୩୦।୧୧-ମହାମାରୀ କରୋନାରେ ପ୍ରାଣ ହରାଇଛନ୍ତି ରାଜସ୍ଥାନ ରାଜସମାନ୍ଦର ଭାଜପା ବିଧାୟିକା କିରଣ ମାହେଶ୍ବରୀ। ରବିବାର ବିଳମ୍ବିତ ରାତିରେ ସେ ଗୁରୁଗ୍ରାମ ମେଦାନ୍ତ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୫୯ ବର୍ଷ ହୋଇଥିଲା। କିଛି ଦିନ ତଳେ ତାଙ୍କ…

ରାଜ୍ୟ ସରକାରଙ୍କ ଡିସେମ୍ବର ଗାଇଡଲାଇନ: ଜାଣନ୍ତୁ କଣ ରହିବ ଖୋଲା, କଣ ପଡିବ ତାଲା

ଭୁବନେଶ୍ୱର,୩୦।୧୧(ବ୍ୟୁରୋ)-ମହାମାରୀ କରୋନାକୁ ନେଇ ଡିସେମ୍ବର ମାସ ପାଇଁ ରାଜ୍ୟ ସରକାର ସୋମବାର ଗାଇଡଲାଇନ ଜାରି କରିଛନ୍ତି। ଡିସେମ୍ବର ୩୧ ଯାଏ ଏହି ଗାଇଡଲାଇନ ବଳବତ୍ତର ରହିବ। କଣ୍ଟେନମେଣ୍ଟ ଜୋନରେ ଲକ ଡାଉନ ଜାରି କରାଯାଇପାରିବ। ସ୍ଥାନୀୟ ପ୍ରଶାସନ ସତର୍କତାର ସହ କଣ୍ଟେନମେଣ୍ଟ…

ପରୀ ହତ୍ୟା ମାମଲା: ରାଜ୍ୟ ସରକାରଙ୍କୁ ଏନ୍‌ପିସିଆରଙ୍କ ଜବାବ ତଲବ

ଭୁବନେଶ୍ୱର,୩୦।୧୧(ବ୍ୟୁରୋ)-ନୟାଗଡ଼ ପରୀ ହତ୍ୟା ମାମଲାରେ ରାଜ୍ୟ ମୁଖ୍ୟ ଶାସନ ସଚିବଙ୍କୁ ଜାତୀୟ ଶିଶୁ ଅଧିକାର ସୁରକ୍ଷା କମିଶନ (NCPCR) ରିପୋର୍ଟ ତଲବ କରିଛନ୍ତି। ନିଜ ଆଡୁ ମାମଲା ରୁଜୁ କରି NCPCR ନୋଟିସ କରିଛନ୍ତି। ତଦନ୍ତର ଅଗ୍ରଗତି ସହ କିଛି ଦସ୍ତାବିଜ…

୭ ଦିନ ପରେ ଇଟାଭାଟିରୁ ଉଦ୍ଧାର ହେଲା ମୃତଦେହ : ହତ୍ୟା ସନ୍ଦେହ

ଜୟପୁର, ୩୦।୧୧- ରାଜସ୍ଥାନ ବାରାନ ଜିଲା ସାମସପୁରରେ ଥିବା ଏକ ଇଟାଭାଟିରୁ ଜଣେ ଯୁବକଙ୍କ ମୃତହେହ ଉଦ୍ଧାର କରାଯାଇଛି। ମୃତକ ହେଲେ କେହେଲି ଭଣ୍ଡୋଲିଆ ଗ୍ରାମର ମହେନ୍ଦ୍ର ମୀନା। ନିଖୋଜ ହେବାର ୭ ଦିନ ପରେ ମହେନ୍ଦ୍ରଙ୍କ ମୃତଦେହକୁ ପୋଲିସ ଉଦ୍ଧାର…

ଫାଣ୍ଟୋମ ଭାଇବ୍ରେଶନ୍‌ ସିଣ୍ଡ୍ରୋମ

ଏବେ ହାଇଟେକ୍‌ ଯୁଗ। ଇଲେକଟ୍ରୋନିକ ଜିନିଷର ବ୍ୟବହାର ଦିନକୁ ଦିନ ବଢ଼ିବାରେ ଲାଗିଛି। ବର୍ତ୍ତମାନ ମୋବାଇଲ ବ୍ୟବହାର ଏକ ସାଧାରଣ କଥା ପାଲଟି ଗଲାଣି। କାରଣ ଯୋଗାଯୋଗ କ୍ଷେତ୍ରରେ ଏହା ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛି। ଅନେକ ମୋବାଇଲକୁ ସାର୍ଟ…

ଗୁରୁଦ୍ୱାରରେ ପହଞ୍ଚି ପ୍ରସାଦ ବାଣ୍ଟିଲେ ଏହି ଲୋକପ୍ରିୟ ଅଭିନେତ୍ରୀ

ମୁମ୍ବାଇ,୩୦।୧୧-ସାରା ଦେଶରେ ଆଜି ଗୁରୁ ପୂର୍ଣ୍ଣିମା ପର୍ବ ପାଳନ କରାଯାଉଛି। ଏହି ଅବସରରେ ଅଭିନେତ୍ରୀ ପୂଜା ହେଗଡେ ମୁମ୍ବାଇର ସାନ୍ତାକ୍ରୁଜ ପଶ୍ଚିମରେ ଥିବା ପ୍ୟାଡି ପଥୋହର ଗୁରୁଦ୍ୱାରରେ ପହଞ୍ଚି ନାନକ ଜୀଙ୍କୁ ଦର୍ଶନ କରିଛନ୍ତି। ଏଥିସହ ଭକ୍ତମାନଙ୍କୁ ଖାଦ୍ୟ ଓ ଫଳ…

ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ ଏହି ଡାଏଟ୍‌ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ

ନିୟମିତ ଜୀବନଶୈଳୀ ଏବଂ ସନ୍ତୁଳିତ ଖାଦ୍ୟପେୟ ପ୍ରତି ଧ୍ୟାନ ଦେଲେ ଉଚ୍ଚ ରକ୍ତଚାପ ସମସ୍ୟାରୁ ମୁକ୍ତି ପାଇପାରିବେ ବୋଲି ସ୍ବାସ୍ଥ୍ୟ ବିଶେଷଜ୍ଞଙ୍କ ମତ। ତେଣୁ କିଛି ଡାଏଟ୍‌ ପ୍ରତି ଧ୍ୟାନ ଦେଲେ ଉଚ୍ଚ ରକ୍ତଚାପ ସମସ୍ୟା ଦେଖାଦେବ ନାହିଁ। ଜାଣନ୍ତୁ ଏ…

ଡିସେମ୍ବର ୩୦ ଯାଏ ବଢ଼ିଲା କୋଭିଡ-୧୯ କଟକଣା: ଡିସେମ୍ବର ୧୪ରୁ ଖୋଲିବ ମାରିନା ବିଚ୍‌

ଚେନ୍ନାଇ,୩୦।୧୧: କରୋନା ମହାମାରୀ ସଂକ୍ରମଣକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟଗୁଡ଼ିକରେ ସରକାର କଡ଼ା ପଦକ୍ଷେପ ଗ୍ରହଣ କରୁଛନ୍ତି। ଇତିମଧ୍ୟରେ ତାମିଲନାଡୁର ସରକାର ଡିସେମ୍ବର ୩୧ ପର୍ଯ୍ୟନ୍ତ ଲକ୍‌ଡାଉନ ଅବଧିକୁ ବୃଦ୍ଧି କରିଛନ୍ତି। କିନ୍ତୁ ଡିସେମ୍ବର ୩୦ ଯାଏ କୋଭିଡ-୧୯ ସମ୍ବନ୍ଧୀୟ କଟକଣାକୁ…

ଉପକାରୀ ଉଷୁମ ପାଣି

ଉଷୁମ ପାଣିରେ ସ୍ବାସ୍ଥ୍ୟ ଉପକାରୀ ଗୁଣ ଭରି ରହିଛି। ସକାଳୁ ଖାଲି ପେଟରେ ଉଷୁମ ପାଣି ପିଅନ୍ତୁ। ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ହିତକର ସାବ୍ୟସ୍ତ ହୋଇଥାଏ। ଜଣେ ଆଜମା ରୋଗୀ ପ୍ରତିଦିନ ସକାଳୁ ଉଷୁମ ପାଣି ପିଇବା ଦରକାର। କାଶଜନିତ…

ଯେଜେରୋ କ୍ରେଟର

ଅନନ୍ତ ଓ ରହସ୍ୟପୂର୍ଣ୍ଣ ବିଶ୍ୱବ୍ରହ୍ମାଣ୍ଡ। ଯେଉଁଠି ରହିଛନ୍ତି ଅଗଣିତ ଛାୟାପଥ, କୃଷ୍ଣ ଗହ୍ବର, ଗ୍ରହ ଓ ନକ୍ଷତ୍ର। ସ୍ବର୍ଗ ଗଙ୍ଗା ହେଉଛି ଏପରି ଏକ ଛାୟାପଥ, ଯାହା ଭିତରେ ରହିଛି ଆମର ମନୋହର ସୌରମଣ୍ଡଳ। ସୌରମଣ୍ଡଳରେ ଆଠଟି ଗ୍ରହ ସୂର୍ଯ୍ୟ ଚାରିପାଖରେ…

ସାରାଙ୍କ ଲାଲ୍‌ ଡ୍ରେସ୍‌କୁ ନେଇ ଚର୍ଚ୍ଚା, ଦାମ୍‌ ରହିଛି…

ମୁମ୍ବାଇ: ଲକଡାଉନ୍‌ ହଟିବା ପରେ ଅଭିନେତ୍ରୀ ଅଭିନେତାମାନେ ସେମାନଙ୍କ ଫିଲ୍ମର ପ୍ରମୋଶନ କରୁଥିବା ନଜର ଆସିଛନ୍ତି। ତେବେ ସାରା ଅଲ୍ଲୀ ଖାନ୍‌ ଏବଂ ବରୁଣ ଧାଓ୍ବନ ତାଙ୍କର ଅଗାମୀ ଫିଲ୍ମ ‘କୁଲି ନମ୍ବର -୧’ର ପ୍ରମୋଟ କରୁଥିବା ଦେଖିବାକୁ ମିଳିଛି। ୨୮…

‘ଇସ୍କ’କୁ ପୂରିଲା ୨୩ବର୍ଷ

ମୁମ୍ବାଇ: ବଲିଉଡ୍‌ ସୁପରହିଟ୍‌ ଫିଲ୍ମ ‘ଇସ୍କ’କୁ ୨୩ବର୍ଷ ପୂରିଛି। ନଭେମ୍ବର ୩୦ରେ ଏହି ଫିଲ୍ମକୁ ୨୩ ବର୍ଷ ପୂର୍ତ୍ତି ହୋଇଥିବାରୁ ବଲିଉଡ୍‌ର ପପୁଲାର ଅଭିନେତ୍ରୀ ଜୁହି ଚାଓ୍ବଲା ଖୁସି ବ୍ୟକ୍ତ କରିଛନ୍ତି। ଏହି ଅବସରରେ ସେ ଫିଲ୍ମର ଏକ କମେଡି ସିନ୍‌କୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri