ବ୍ୟୟମଞ୍ଜୁରୀ ବିଲ୍ ଗୃହୀତ
ଭୁବନେଶ୍ୱର,୩୦ା୧୧(ବ୍ୟୁରୋ):ବିରୋଧୀଙ୍କ ହଟ୍ଟଗୋଳ ମଧ୍ୟରେ ବିଧାନସଭା ଶୀତକାଳୀନ ଅଧିବେଶନରେ ରବିବାର ବ୍ୟୟମଞ୍ଜୁରୀ ବିଲ୍ ଗୃହୀତ ହୋଇଛି। ପୂର୍ବାହ୍ନ ଅଧିବେଶନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଗୃହରେ ୨୦୨୦-୨୧ ବର୍ଷ ପାଇଁ ୧୧,୭୦୦ କୋଟି ଟଙ୍କାର ଅତିରିକ୍ତ ବ୍ୟୟମଞ୍ଜୁରୀ ବିଲ୍ ଆଗତ କରିଥିଲେ। ଗୃହର ମଞ୍ଜୁରୀ…
ଭିତରକନିକା ସୀମା ନିର୍ଦ୍ଧାରଣ ପ୍ରସଙ୍ଗରେ ବାଚସ୍ପତିଙ୍କ ରୁଲିଂ: ଜନପ୍ରତିନିଧିଙ୍କ ସହ ମନ୍ତ୍ରୀ ଆଲୋଚନା କରନ୍ତୁ
ଭୁବନେଶ୍ୱର(ବ୍ୟୁରୋ)/ରାଜନଗର,୩୦ା୧୧(ଡି.ଏନ.ଏ.):ଭିତରକନିକା ଜାତୀୟ ଉଦ୍ୟାନର ସୀମା ନିର୍ଦ୍ଧାରଣ ପୂର୍ବରୁ ସ୍ଥାନୀୟ ଲୋକ ପ୍ରତିନିଧିମାନଙ୍କୁ ଡାକି ଆଲୋଚନା କରିବାକୁ ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ରବିବାର ଶୂନ୍ୟକାଳରେ ଭିତରକନିକାର ସୀମା ନିର୍ଦ୍ଧାରଣ ନେଇ କେନ୍ଦ୍ରାପଡ଼ା ଜିଲାର…
ନାଗାର୍ଜୁନ ବେଶ ଚନ୍ଦ୍ର, ସୂର୍ଯ୍ୟ ନେଇଯିବା ଘଟଣା:ସିଂହଦ୍ୱାର ଥାନାରେ ଏତଲା
ପୁରୀ ଅଫିସ, ୩୦ା୧୧:ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶର ଚନ୍ଦ୍ର, ସୂର୍ଯ୍ୟ ନେଇଯିବା ଘଟଣାରେ ସଚେତନ ନାଗରିକ ମଞ୍ଚ ପକ୍ଷରୁ ରବିବାର ସିଂହଦ୍ୱାର ଥାନାରେ ଏତଲା ଦିଆଯାଇଛି। ମଞ୍ଚ ଉପସଭାପତି ଲଲାଟେନ୍ଦୁ ମିଶ୍ର ଏହି ଏତଲା ଦେଇଛନ୍ତି। ଏଥିରେ ସେ ଦର୍ଶାଇଛନ୍ତି ଯେ,…
ମାସକ ପୂର୍ବରୁ ସରିଲା ଶୀତ ଅଧିବେଶନ
ଭୁବନେଶ୍ୱର,୨୯ା୧୧(ବ୍ୟୁରୋ)-ଷୋଡ଼ଶ ବିଧାନସଭାର ଶୀତକାଳୀନ ଅଧିବେଶନ ନିର୍ଦ୍ଧାରିତ କାର୍ଯ୍ୟସୂଚୀର ୩୦ଦିନ ପୂର୍ବରୁ ଶେଷ ହୋଇଛି। କୋଭିଡ୍ କଟକଣା ଭିତରେ ଗତ ୨୦ ତାରିଖରୁ ଆରମ୍ଭ ହୋଇଥିବା ଅଧିବେଶନ ମାତ୍ର ୧୦ ଦିନରେ ଶେଷ ହୋଇଛି। ୨୦୨୦-୨୧ ବର୍ଷ ପାଇଁ ୧୧,୭୦୦ କୋଟି ଟଙ୍କାର…
ଆରୋଗ୍ୟ ହେଲେ ଆଉ ୭୦୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୯।୧୧(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୭୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଓ କଟକ ଜିଲାରୁ ସର୍ବାଧିକ ୬୫ ଜଣ ସୁସ୍ଥ ହୋଇଥିବାବେଳେ କେନ୍ଦୁଝରରୁ ୫୮, ମୟୂରଭଞ୍ଜରୁ ୪୮, ଅନୁଗୋଳରୁ ୪୬, ଜଗତସିଂହପୁରରୁ ୪୨, କଳାହାଣ୍ଡି-ନୂଆପଡା-ସମ୍ବଲପୁର-ସୁନ୍ଦରଗଡରୁ ୩୫, ବାଲେଶ୍ୱରରୁ ୩୩, କେନ୍ଦ୍ରାପଡାରୁ…
ଗୋଟିଏ ବର୍ଷରେ ୨୩ ସନ୍ତାନର ପିତା ହେଲେ ଯୁବକ
ଜଣେ ଯୁବକ ଗୋଟିଏ ବର୍ଷରେ ୨୩ ସନ୍ତାନର ପିତା ହେବାର ସୌଭାଗ୍ୟ ଲାଭ କରିଛନ୍ତି। ଅଷ୍ଟ୍ରେଲିଆରେ ରହୁଥିବା ଆଲାନ ଫାନ ନାମକ ଯୁବକ ଶୁକ୍ରାଣୁ ଦାନ ପାଇଁ ନିଜ ଦେଶରେ ବେଶ୍ ଲୋକପ୍ରିୟତା ଅର୍ଜନ କରିଛନ୍ତି। ପ୍ରଥମେ ସେ ନିଜ ଖୁସି…
ଶୁଟିଂ ସମୟରେ ଏହି ପ୍ରସିଦ୍ଧ ଅଭିନେତାଙ୍କୁ ହୃଦ୍ଘାତ
ସୁପର୍ହିଟ ମ୍ୟୁଜିକାଲ ଡ୍ରାମା ଫିଲ୍ମ ‘ଆଶିକ୍’ର ପ୍ରସିଦ୍ଧ ଅଭିନେତା ରାହୁଲ ରାୟଙ୍କୁ ହୃଦ୍ଘାତ ହୋଇଛି। ତାଙ୍କୁ ମୁମ୍ବାଇର ନାନାବତୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରାହୁଲ ଶ୍ରୀନଗରରେ ଫିଲ୍ମ ‘କାରଗିଲ୍’ ପାଇଁ ଶୁଟିଂ କରୁଥିବା ସମୟରେ ଏହି ଘଟଣା ଘଟିଛି। ଏବେ ତାଙ୍କ…
ହନିମୁନ ଯିବା ପାଇଁ ଲୋକଙ୍କୁ ଏମିତି ଠକିଲେ ଯୁବତୀ
ସ୍ବପ୍ନର ବିବାହ କରିବା ପାଇଁ ଜଣେ ଯୁବତୀ ଏମିତି ନାଟକ କରିଛନ୍ତି ଯାହା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବେ। ଗୁରୁତର କ୍ୟାନସର୍ ହୋଇଥିବା କହି ବନ୍ଧୁଙ୍କଠାରୁ ପ୍ରାୟ ୮ ଲକ୍ଷ ୩୬ ହଜାର ଟଙ୍କା ନେଇ ଚମ୍ପଟ ମାରିଥିଲେ ଯୁବତୀ।…
କୃଷକଙ୍କ ପାଇଁ ଆଗେଇ ଆସିଲେ କପିଲ ଶର୍ମା
ନୂଆଦିଲ୍ଲୀ,୨୯।୧୧: ଦେଶରେ ଚାଷୀ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ପଞ୍ଜାବ ଏବଂ ହରିୟାଣାର ଲକ୍ଷ ଲକ୍ଷ ଚାଷୀ ନିଜ ହକ୍ ପାଇଁ କେନ୍ଦ୍ର ସରକାରଙ୍କ ବିରୋଧରେ ରାଜରାସ୍ଥାକୁ ଓହ୍ଲାଇଛନ୍ତି। ବହୁ ସେଲିବ୍ରିଟି ଚାଷୀ ଆନ୍ଦୋଳନକୁ ସମର୍ଥନ କରିଛନ୍ତି। ଏଥିରେ ସାମିଲ ଅଛନ୍ତି…
ଗ୍ୟାଲୋରୀରେ ଗର୍ଲଫ୍ରେଣ୍ଡଙ୍କୁ ଚୁମ୍ବନ ଦେଇ ପ୍ରପୋଜ କରୁଥିଲେ ଭାରତୀୟ ଦର୍ଶକ, ଖେଳାଳି ମାରିଲେ ତାଳି
ସିଡନୀ,୨୯।୧୧: ଆୟୋଜକ ଅଷ୍ଟ୍ରେଲିଆ ଦ୍ୱିତୀୟ ଦିନିକିଆରେ ଭାରତୀୟ ଦଳକୁ ପୁଣି ୫୧ ରନ୍ରେ ପରାସ୍ତ କରିଛି। ଏହି ମ୍ୟାଚ୍ରେ କୋହଲି ୮୯ରନ୍ର ଇଂନିଶ ଖେଳିଥିଲେ। ଅର୍ଦ୍ଧଶତକ ପରେ କୋହଲିଙ୍କ ବ୍ୟାଟିଂ ଅଧିକ ଆକ୍ରମଣାତ୍ମକ ହୋଇଥିଲା। କୋହଲି ତାଙ୍କ ଅର୍ଦ୍ଧଶତକ ଆଡକୁ ଯାଉଥିବାବେଳେ…
ପୁଣି ହାରିଲା ଭାରତ, ସିରିଜ ଜିତିବା ଆଶା ଧୂଳିସାତ୍
ସିଡନୀ,୨୯।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟ ଖେଳାଯାଇଥିବା ଦ୍ୱିତୀୟ ମ୍ୟାଚ୍ରେ ଘରୋଇ ଦଳ ୫୧ ରନରେ ବିଜୟ ହାସଳ କରିଛି। ଅଷ୍ଟ୍ରେଲିଆ ତିନିମ୍ୟାଚ ବିଶିଷ୍ଟ ସିରିଜରେ ଗୋଟିଏ ମ୍ୟାଚ ବାକି ଥାଇ ୨-୦ରେ ଆଗୁଆ ଜିତି ନେଇଛି। ଅଷ୍ଟ୍ରେଲିଆ ଷ୍ଟିଭ ସ୍ମିଥଙ୍କ…
ରେଳ ଷ୍ଟେଶନରେ ମାଟି କପରେ ବିକ୍ରି ହେବ ଚା’: ଘୋଷଣା କଲେ ରେଳ ମନ୍ତ୍ରୀ
ନୂଆଦିଲ୍ଲୀ,୨୯।୧୧-ବର୍ତ୍ତମାନ ସାରା ଦେଶରେ ରହିଥିବା ୪୦୦ ରେଳ ଷ୍ଟେଶନରେ ମାଟି ପାତ୍ରରେ ଚା ବିକ୍ରି ବ୍ୟବସ୍ଥା କରାଯାଇଛି। ଆଗାମୀ ଦିନରେ ସବୁ ଷ୍ଟେଶନରେ ଏଭଳି ସୁବିଧା କରିବା ଉପରେ ସରକାର ବର୍ତ୍ତମାନ ଯୋଜନା କରୁଛନ୍ତି। ରାଜସ୍ଥାନରେ ରେଲଓ୍ବେର ଏକ ପ୍ରକଳ୍ପ ଉଦଘାଟନ…
Archives


