ପ୍ରେମୀଯୁଗଳଙ୍କୁ ଗଛରେ ବାନ୍ଧି ମାଡ଼: ଲୁଚିକି ମହିଳାଙ୍କ ଘରକୁ ଆସିଥିବାବେଳେ ଘଟିଲା…
ବାରିପଦା/ ଝାରପୋଖରିଆ,୧୯ା୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ/ସୁଧୀର କୁମାର ମହାନ୍ତ):ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କରୁ ନେଇ ଏକ ଅଶୋଭନୀୟ ଘଟଣା ଘଟିଛି। ଜଣେ ବିବାହିତା ମହିଳାଙ୍କ ଘରକୁ ଆସିଥିବା ଯୁବକଙ୍କୁ ସ୍ଥାନୀୟ ଲୋକେ ଗଛରେ ବାନ୍ଧି ମାଡ଼ ମାରିବା…
AIର ଅଗ୍ରଗତି ଯୋଗୁ ୨୦୩୦ ସୁଦ୍ଧା ବିଶ୍ୱର ଅନ୍ତ ଘଟିବ? ଏକ ବହୁରାଷ୍ଟ୍ରୀୟ କମ୍ପାନୀର ସିଇଓ ଜେନସେନ ହୁଆଙ୍ଗଙ୍କ ବଡ଼ ଦାବି
ଓ୍ବାଶିଂଟନ,୧୯।୯: ଆଜିର ବିଶ୍ୱରେ AI ଉନ୍ନତିର ଦ୍ରୁତ ଗତିକୁ ନେଇ ଲୋକମାନେ ବିଭକ୍ତ; କେତେକ ଏହାକୁ ଧୀର କରିବାକୁ ଚାହୁଁଥିବା ବେଳେ, ଅନ୍ୟ ବିଶେଷଜ୍ଞମାନେ ଯୁକ୍ତି ବାଢ଼ନ୍ତି ଯେ ଏହି ଗତି ପ୍ରଗତି ପାଇଁ ଅତ୍ୟାବଶ୍ୟକ। ଏହି ପ୍ରସଙ୍ଗକୁ ନେଇ ପ୍ରମୁଖ…
କଦଳୀ ଭେଳାରେ ମା’ ମନସାଙ୍କୁ ପୂଜା କରନ୍ତି ବଙ୍ଗୀୟ ସମ୍ପ୍ରଦାୟ, ଏହା ପଛର କାରଣ ଜାଣିଲେ…
ମହାକାଳପଡ଼ା, ୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ବିଧି ଓ ପରମ୍ପରା ଅନୁସାରେ ବଙ୍ଗୀୟ ଶ୍ରଦ୍ଧାଳୁମାନେ କଦଳୀ ଭେଳାରେ ମା’ ମନସା ଦେବୀଙ୍କୁ ପୂଜା କଲେ ସନ୍ତୁଷ୍ଟ ହୋଇ ସର୍ପ ଦଂଶନରୁ ମୁକ୍ତି ମିଳେ ବୋଲି ବିଶ୍ୱାସ ରହିଛି। ତେବେ ପ୍ରତି ବର୍ଷ ଭାଦ୍ରବ…
ନୂଆ ଆଇନରେ ସ୍ବାକ୍ଷର କଲେ ଟ୍ରମ୍ପ: ଭାରତ ଉପରେ କ’ଣ ପଡ଼ିବ ପ୍ରଭାବ
ନୂଆଦିଲ୍ଲୀ,୧୯।୯: ରୁଷିଆ ଓ ଇରାନ ବିରୋଧରେ ଆମେରିକାର ନୂଆ ପଦକ୍ଷେପକୁ ନେଇ ଅନ୍ତର୍ଜାତୀୟ ସ୍ତରରେ ଚର୍ଚ୍ଚା ଜୋର ଧରିଛି। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଲିଣ୍ଡସେ ଓ. ଗ୍ରାହାମ ସ୍ୟାଙ୍କସନିଂ ରୁଷିଆ ଆଣ୍ଡ ଇରାନ ଆକ୍ଟ ଅଫ ୨୦୨୬’ ନାମକ ଆଇନରେ…
ମମତାଙ୍କ କୋଳ ଶୂନ୍ୟ କରିଦେଲା ଋଷିକୁଲ୍ୟା: ଖେଳିଗଲା ଶୋକର ଛାୟା
ପୁରୁଷୋତ୍ତମପୁର,୧୯।୯ (ସବିତା ମିଶ୍ର): ଗଣେଶ ମୂର୍ତ୍ତି ବିସର୍ଜନବେଳେ ଋଷିକୁଲ୍ୟା ନଦୀରେ ଭାସିଯାଇ ନିଖୋଜ ହୋଇଥିବା ଛାତ୍ର ସୁମିତ କୁମାର ମିଶ୍ରଙ୍କ ମୃତଦେହ ଶନିବାର ଉଦ୍ଧାର ହୋଇଛି। ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଗ୍ରାମ ନିକଟ ଋଷିକୁଲ୍ୟା ନଦୀର ତୁମ୍ବେଶ୍ୱର ଘାଟରେ ଏହି…
ଭାରତ ପାଇଁ ଡେବ୍ୟୁ କଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ପ୍ରଥମ ମ୍ୟାଚ୍ରେ କଲେ ଏମିତି କାରନାମା
ରାଜକୋଟ,୧୯।୯: ବାପାଙ୍କ ଭଳି କ୍ରିକେଟ ମଇଦାନରେ ପାଦ ଥାପିବାର ଆର୍ଯ୍ୟବୀର ସେହ୍ବାଗଙ୍କ ଅପେକ୍ଷା ଶେଷ ହୋଇଛି। ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷରେ ରାଜକୋଟରେ ଖେଳାଯାଇଥିବା ମ୍ୟାଚ୍ରେ ସେ ପ୍ରଥମଥର ପାଇଁ ଭାରତ ଅଣ୍ଡର-୧୯ ଜର୍ସିରେ ମଇଦାନକୁ ଓହ୍ଲାଇଛନ୍ତି। ତେବେ ଡେବ୍ୟୁ ମ୍ୟାଚ୍ରେ ଆର୍ଯ୍ୟବୀର…
ଗଞ୍ଜାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ଶହ ଶହ ରୋଗୀ ନିର୍ଭରଶୀଳ: ମାତ୍ର ୨ଟି ବେଡ୍ରେ ଚାଲିଛି ଚିକିତ୍ସା
ଗଞ୍ଜାମ,୧୯।୯(ବିଦ୍ୟାଧର ସାହୁ): ଗଞ୍ଜାମ ସହର ବଡ଼ବଜାରସ୍ଥିତ ବହୁ ପୁରାତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବି ଜୋର ଧରିଛି। ରାଜପଥ ପାର୍ଶ୍ୱରେ ଅବସ୍ଥିତ ଏହି ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରତିଦିନ ଶହ ଶହ ରୋଗୀ ପ୍ରାଥମିକ ଚିକିତ୍ସା ପାଇଁ ଆସୁଛନ୍ତି। ଗଞ୍ଜାମ…
୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…
ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା (ନଂ.୩୨୧/୨୬) ରୁଜୁ କରି ଅଭିଯୁକ୍ତ ସିଙ୍ଗରାୟ ମୁଣ୍ଡା (୨୧)ଙ୍କୁ ଅଟକ…
ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ
ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଅଟକ ଦୁଇଜଣଙ୍କ ମଧ୍ୟରେ ଜଣେ ନାବାଳକ ଥିବାବେଳେ ଅନ୍ୟଜଣଙ୍କ ମରଡଙ୍ଗ ଗ୍ରାମର…
ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର
ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ ବରଗଡ଼ ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର ଦେଖିବାକୁ ମିଳିଛି। ସହରର…
ନିକିତାଙ୍କୁ ଗ୍ଲୋବାଲ ପାଥ୍ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ
ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି ମହାବିଦ୍ୟାଳୟ ପାଇଁ ଗୌରବ ଆଣିଦେଇଛନ୍ତି। ସେ ସାର୍ଟିଫିକେଟ ଇନ ଫିନଟେକ ଆଣ୍ଡ ଇନସୁରଟେକ…
ନିର୍ବାଚନ ଆୟୋଗଙ୍କ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ, ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହେଲେ ମମତା ବାନାର୍ଜୀ
ନୂଆଦିଲ୍ଲୀ/କୋଲକାତା,୧୮ା୯: ତୃଣମୂଳ କଂଗ୍ରେସ (TMC) ର ନାମ ଏବଂ ନିର୍ବାଚନ ଚିହ୍ନକୁ ନେଇ ସୃଷ୍ଟି ହୋଇଥିବା ବିବାଦ ଭିତରେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସୁପ୍ରିମ୍ କୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ନନ୍ଦୀଗ୍ରାମ ଓ ରେଜିନଗର ବିଧାନସଭା ଆସନର ଉପନିର୍ବାଚନ ପୂର୍ବରୁ…

