Home

ବିଦେଶୀଙ୍କୁ ରୋକିବାକୁ ଶେଷ ଉଦ୍ୟମ

ଓ୍ବାଶିଂଟନ, ୨।୧(ପି.ଟି.): ହ୍ବାଇଟ୍‌ ହାଉସ୍‌ ଛାଡ଼ିବାର ୨୦ ଦିନ ପୂର୍ବରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଦେଶରେ ବାହାର ଲୋକଙ୍କ ପ୍ରବେଶ ରୋକିବା ଲାଗି ଶେଷ ପଦକ୍ଷେପ ନେଇଛନ୍ତି। ଏଚ୍‌-୧ବି ଭିଜା ସହ ଅନ୍ୟାନ୍ୟ ଓ୍ବାର୍କିଂ ଭିଜା ଅଚଳ ଅବଧିକୁ ସେ…

ଫ୍ରାନ୍ସ ନାଗରିକତ୍ୱ ଚାହାନ୍ତି ବୋରିସ୍‌ଙ୍କ ପିତା

ପ୍ୟାରିସ୍‌, ୨।୧: ୟୁରୋପୀୟ ୟୁନିୟନରୁ ବ୍ରିଟେନ ଅଲଗା ହେବାପରେ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନସନଙ୍କ ପିତା ଷ୍ଟାନଲି ଜନସନ୍‌ ଫ୍ରାନ୍ସର ନାଗରିକ ହେବା ପାଇଁ ଇଚ୍ଛା କରିଛନ୍ତି। ଏଥିପାଇଁ ସେ ଆବେଦନ କରିଥିବା ଏକ ଫରାସୀ ରେଡିଓରେ ସାକ୍ଷାତ୍‌କାର ଦେବା ବେଳେ ପ୍ରକାଶ…

ନୂଆବର୍ଷରେ ଜନ୍ମନେଲେ ୬୦ ହଜାର

ନୂଆଦିଲ୍ଲୀ, ୨ା୧: ନୂତନ ବର୍ଷର ପ୍ରଥମ ଦିନରେ ଭାରତରେ ଭୂମିଷ୍ଠ ହୋଇଛନ୍ତି ୬୦ ହଜାର ଶିଶୁ। ନବବର୍ଷ ପହିଲାରେ ବିଶ୍ୱରେ ୩ ଲକ୍ଷ ୭୧ ହଜାର ଶିଶୁ ଜନ୍ମ ନେବେ ବୋଲି ୟୁନିସେଫ୍‌ ପକ୍ଷରୁ ଆକଳନ କରାଯାଇଥିବାବେଳେ ଏହି ସଂଖ୍ୟାରେ ଭାରତ…

ଶୀତଦିନେ ଗରମପାଣିରେ ଗାଧୋଉଛନ୍ତି କି? ପଡ଼ିପାରେ ଏସବୁ କୁପ୍ରଭାବ

ବର୍ତ୍ତମାନ ଚାରିଆଡ଼େ ଶୀତର ଲହରି। ଏଥିରୁ ରକ୍ଷା ପାଇବା ପାଇଁ କିଛି ଲୋକଙ୍କର ଗରମପାଣିରେ ଗାଧୋଇବାର ଅଭ୍ୟାସ ଥାଏ। ମାତ୍ର ଗରମପାଣିରେ ଗାଧୋଇଲେ ସ୍ବାସ୍ଥ୍ୟ ପ୍ରତି କୁପ୍ରଭାବ ପଡ଼େ ବୋଲି ଅନେକେ ଜାଣି ନ ଥିବେ। ଆମେରିକାର ଏକ ସ୍ବାସ୍ଥ୍ୟ ବିଶେଷଜ୍ଞ…

କନ୍ୟାସନ୍ତାନର ଜନକ ହେଲେ ଉମେଶ

ନୂଆଦିଲ୍ଲୀ,୨।୧: ଅଷ୍ଟ୍ରେଲିଆ ଗସ୍ତରେ ଆହତ ସମସ୍ୟା ମଧ୍ୟରେ ଭାରତୀୟ ଦ୍ରୁତ ବୋଲର ଉମେଶ ଯାଦବଙ୍କ ପାଇଁ ନୂଆ ବର୍ଷର ପ୍ରଥମ ଦିନରେ ଆସିଛି ଖୁସି ଖବର। ସ୍ତ୍ରୀ ତାନ୍ୟା ଓ୍ବାଧଓ୍ବା ଏକ କନ୍ୟା ସନ୍ତାନ ଜନ୍ମ ଦେଇଥିବାରୁ ଉମେଶ ଟୁଇଟର ମାଧ୍ୟମରେ…

ରୋହିତ ଉପଅଧିନାୟକ

ନୂଆଦିଲ୍ଲୀ, ୨।୧(ପି.ଟି.)- ସିନିୟର ଓପନର ରୋହିତ ଶର୍ମା କ୍ୟାରିୟରରେ ପ୍ରଥମଥରପାଇଁ ଭାରତୀୟ ଟେଷ୍ଟ କ୍ରିକେଟ ଦଳର ଉପଅଧିନାୟକ ମନୋନୀତ ହୋଇଛନ୍ତି। ଚେତେଶ୍ୱର ପୂଜାରାଙ୍କ ସ୍ଥାନରେ ରୋହିତଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି। ଆଡିଲେଡ୍‌ରେ ଅନୁଷ୍ଠିତ ପ୍ରଥମ କ୍ରିକେଟ ଟେଷ୍ଟ ପରେ ନିୟମିତ…

ନୂଆବର୍ଷ: ପ୍ରଶଂସକଙ୍କୁ କୋହଲି, ଅନୁଷ୍କାଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ,୨।୧: ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି ଓ ତାଙ୍କ ସ୍ତ୍ରୀ ତଥା ବଲିଉଡ ଅଭିନେତ୍ରୀ ଅନୁଷ୍କା ଶର୍ମା ନୂଆବର୍ଷ ପାଇଁ ପ୍ରଶଂସକଙ୍କୁ ଶୁଭେଚ୍ଛା ତଥା ଅଭିନନ୍ଦନ ଜଣାଇଛନ୍ତି। ଅନୁଷ୍କା ନିଜର ଓ କୋହଲିଙ୍କର ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି।…

ବୁମ୍‌ରା ସବୁଠାରୁ ଚତୁର ଦ୍ରୁତ ବୋଲର: ଅଖ୍‌ତାର

ନୂଆଦିଲ୍ଲୀ,୨।୧(ପି.ଟି.): ଭାରତୀୟ ତାରକା ଦ୍ରୁତ ବୋଲର ଯଶ୍‌ପ୍ରୀତ ବୁମ୍‌ରାଙ୍କ ପ୍ରଶଂସାରେ ଶତମୁଖ ହୋଇଛନ୍ତି ପାକିସ୍ତାନ ପୂର୍ବତନ ପେସର ସୋଏବ ଅଖ୍‌ତର। ଏବେ ବୁମ୍‌ରା ବିଶ୍ୱର ସବୁଠାରୁ ସ୍ମାର୍ଟ ତଥା ଚତୁର ଦ୍ରୁତ ବୋଲର ବୋଲି ସେ କହିଛନ୍ତି। ବାୟୁରେ ସେ ପ୍ରତିପକ୍ଷ…

ବାଧୁଛି କଟ୍‌ନୀ ଛଟ୍‌ନୀ

ଭଦ୍ରକ ଅଫିସ,୨।୧- ଭଦ୍ରକ ଜିଲାରେ ଚଳିତବର୍ଷ ଲକ୍ଷ୍ୟଧାର୍ଯ୍ୟଠାରୁ ଅଧିକ ଧାନ ଅମଳ ହୋଇଛି। ହେଲେ ଜିଲାର ଅଧିକାଂଶ ଅଞ୍ଚଳରେ ମଣ୍ଡି ଖୋଲାଯାଇ ନ ଥିବା ବେଳେ ଆଉ କେତେକ ସ୍ଥାନରେ କଟ୍‌ନୀ ଛଟ୍‌ନୀର ଶିକାର ହେଉଛନ୍ତି ଚାଷୀ। ଯେଉଁଥିପାଇଁ ଭଦ୍ରକର ଚାଷୀମାନେ…

ଶୀତଦିନେ ଆଜ୍‌ମା ସମସ୍ୟାରୁ ମୁକ୍ତି ପାଇଁ…

କେତେକଙ୍କଠାରେ ଆଜ୍‌ମା ସମସ୍ୟା ଦେଖାଦେଇଥାଏ। ଅଧିକ ଥଣ୍ଡା ପଡ଼ିଲେ କିମ୍ବା ଧୁଳି ଉଡ଼ିଲେ ଏହି ସମସ୍ୟା ବୃଦ୍ଧି ପାଇଥାଏ। କିଛି ଲୋକ ଖରାରେ ବୁଲି ବାହାରିଲେ ମଧ୍ୟ ସେମାନଙ୍କଠାରେ ଏଭଳି ସମସ୍ୟା ଦେଖାଦେଇଥାଏ। ଶୀତଦିନେ ଏଭଳି ସମସ୍ୟା ବଢ଼ିଯାଇଥାଏ। ଆଜ୍‌ମା ସମସ୍ୟାରେ…

ହନୁମାନଙ୍କୁ ସମ୍ମାନ ଜଣାଇ ଆପଣାଛାଏଁ ଅଟକି ଯାଏ ଟ୍ରେନ୍‌…

ମଧ୍ୟପ୍ରଦେଶ ଶାଜାପୁର ଅନ୍ତର୍ଗତ ବୋଲାଇ ଗାଁରେ ରହିଛି ପ୍ରଭୁ ସିଦ୍ଧବୀର ଖେଡ଼ାପତି ହନୁମାନଙ୍କ ମନ୍ଦିର। ମନ୍ଦିରଠାରୁ ପ୍ରାୟ ଏକ କିଲୋମିଟର ଦୂରରେ ରହିଛି ରତଲାମ୍‌-ଭୋପାଳ ରେଲଓ୍ବେ ଟ୍ରାକ୍‌। ଏଠାରେ ପ୍ରଭୁ ହନୁମାନଙ୍କୁ ସମ୍ମାନ ଜଣାଇ ଟ୍ରେନ୍‌ ଆପଣାଛାଏଁ ଅଟକିଯାଇଥାଏ ବୋଲି ଲୋକେ…

ନୂଆ ବର୍ଷରେ ମିଳିଲା ଖୁସି ଖବର: ଅକ୍ସଫୋର୍ଡ ଭ୍ୟାକ୍‌ସିନକୁ ଜରୁରୀକାଳିନ ମଞ୍ଜୁରୀ

ନୂଆଦିଲ୍ଲୀ,୧।୧- ନୂଆ ବର୍ଷରେ ଦେଶବାସୀଙ୍କୁ ମିଳିଛି ଖୁସି ଖବର। ଅକ୍ସଫୋର୍ଡ-ଆଷ୍ଟ୍ରାଜେନିକା ଦ୍ବାରା ପ୍ରସ୍ତୁତ ଭ୍ୟାକ୍‌ସିନ କୋଭିସିଲ୍ଡକୁ ମିଳିଛି ଜରୁରୀକାଳୀନ ବ୍ୟବହାର ଅନୁମତି। ସରକାରଙ୍କ ପକ୍ଷରୁ ନିଯୁକ୍ତ ବିଶେଷଜ୍ଞଙ୍କ ପ୍ୟାନେଲ ଶୁକ୍ରବାର ଏହି ଭ୍ୟାକ୍‌ସିନକୁ ଜରୁରୀକାଳିନ ଅନୁମତି ଦେଇଥିବାବେଳେ ଡ୍ରଗ୍ସ କଣ୍ଟ୍ରୋଲର ଜେନେରାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?