ଯୁଦ୍ଧ ପାଇଁ ଚାଇନାର ଅଣ୍ଟାଭିଡ଼ା: ମୃତ୍ୟୁକୁ ଭୟ ନ କରିବାକୁ ସୈନ୍ୟଙ୍କୁ ପରାମର୍ଶ ଦେଲେ ରାଷ୍ଟ୍ରପତି
ବେଜିଂ,୨୮।୧୧: ପୂର୍ବ ଲଦାଖର ଏଲ୍ଏସିରେ ଭାରତ ଚାଇନା ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଏପରିସ୍ଥଳେ ଚାଇନା ରାଷ୍ଟ୍ରପତି ଶି ଜିନ୍ପିଙ୍ଗ୍ ଦେଶର ସୈନ୍ୟ ବାହିନୀଙ୍କ ଉଦ୍ଦେଶ୍ୟରେ ଦେଇଥିବା ମନ୍ତବ୍ୟ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଜିନ୍ପିଙ୍ଗ୍ ସୈନ୍ୟ ବାହିନୀଙ୍କୁ…
ପ୍ରେମ ସମ୍ପର୍କକୁ ନେଇ ଦେହରେ ନିଆଁ ଲଗାଇ ଛାତ୍ରୀଙ୍କ ଆତ୍ମହତ୍ୟା
ଗଞ୍ଜାମ, ୨୮।୧୧(ଡି.ଏନ୍.ଏ.): ଗଞ୍ଜାମ ଜିଲା ରମ୍ଭା ଥାନା ଅଞ୍ଚଳରେ ଶୁକ୍ରବାର ଜଣେ ନାବାଳିକା କଲେଜ ଛାତ୍ରୀ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା ଉଦ୍ୟମ କରିଥିଲେ l ମୁମୂର୍ଷ ଅବସ୍ଥାରେ ପରିବାର ଲୋକେ ତାଙ୍କୁ ଉଦ୍ଧାରକରି ପ୍ରଥମେ ବ୍ରହ୍ମପୁର ଓ ପରେ କଟକ…
ମୋଦିଙ୍କ ଅହଙ୍କାର ଯୋଗୁ ଚାଷୀଙ୍କ ବିରୋଧରେ ଠିଆ ହୋଇଛନ୍ତି ଯବାନ: ରାହୁଲ
ନୂଆଦିଲ୍ଲୀ,୨୮।୧୧: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ କଂଗ୍ରେସ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଆରମ୍ଭ ହୋଇଛି। ଏହି ମର୍ମରେ ରାହୁଲ ଗାନ୍ଧୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି। ରାହୁଲ କହିଛନ୍ତି ଦେଶରେ ଜୟ ଯବାନ, ଜୟ କିଷାନ ସ୍ଲୋଗାନ…
କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର: ଉତ୍କଳ ବିଶ୍ୱବିଦ୍ୟାଳୟକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳୁ
ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଉତ୍କଳ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଏହାକୁ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ମାନ୍ୟତା ମିଳୁ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ଏନେଇ ଶୁକ୍ରବାର କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶକଙ୍କୁ ଚିଠି ଲେଖି ଏହି ପ୍ରସଙ୍ଗରେ ବ୍ୟକ୍ତିଗତ ହସ୍ତକ୍ଷେପ ଲାଗି…
କରୋନା ଭ୍ୟାକ୍ସିନକୁ ନେଇ ସମୀକ୍ଷା କଲେ ମୋଦି
ଅହମଦାବାଦ,୨୮ ।୧୧: କରୋନା ଭାଇରସ ପାଇଁ ଦେଶରେ ପ୍ରସ୍ତୁତ ହେଉଥିବା ଭ୍ୟାକ୍ସିନ ବା ଟିକା ସମ୍ପର୍କରେ ସମୀକ୍ଷା କରିବା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦେଶର ୩ଟି ପ୍ରୟୋଗଶାଳା ଗସ୍ତ କରିଛନ୍ତି । ପ୍ରଥମେ ମୋଦି ଅହମଦାବାଦ ପହଞ୍ଚିଛନ୍ତି ।…
ଆଲୋକୀକରଣ ହେଲା ମଣିକର୍ଣ୍ଣିକା ପୁଷ୍କରିଣୀ
ପୁରୁଣା ଭୁବନେଶ୍ୱର, ୨୮ା୧୧(ଡି.ଏନ୍.ଏ.): କପିଳେଶ୍ୱର ମନ୍ଦିର ପରିସରରେ ରହିଥିବା ଐତିହ୍ୟ ମଣିକର୍ଣ୍ଣିକା ପୁଷ୍କରିଣୀକୁ ଶୁକ୍ରବାର ଆଲୋକୀକରଣ କରାଯାଇଛି। ସନ୍ଧ୍ୟାରେ ସ୍ଥାନୀୟ ବିଧାୟକ ତଥା ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଏହାକୁ ଉଦ୍ଘାଟନ କରିଥିଲେ। ଟୁରିଜମ ବିଭାଗ ପକ୍ଷରୁ ୧୧ଲକ୍ଷ ଟଙ୍କା ବ୍ୟୟବରାଦ…
ବଡ଼ମ୍ବା ରାଜବାଟୀ ଜଗନ୍ନାଥଙ୍କ ନାଗାର୍ଜୁନ ବେଶ
ବଡ଼ମ୍ବା, ୨୮ା୧୧(ଡି.ଏନ୍.ଏ.): ବଡମ୍ବା ରାଜବାଟୀସ୍ଥିତ ଜଗନ୍ନାଥଙ୍କର ଶୁକ୍ରବାର ନାଗାର୍ଜୁନ ବେଶ ଅନୁଷ୍ଠିତ ହୋଇଯାଇଛି। ଏହି ବେଶ ପ୍ରଥମଥର ଲାଗି ରାଜବାଟୀରେ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଆନନ୍ଦର ଲହରୀ ଖେଳିଯାଇଛି। କୋଭିଡ୍ କଟକଣା ମଧ୍ୟରେ କେତେଜଣ ଭକ୍ତ ନାଗାର୍ଜୁନ ବେଶ ଦର୍ଶନ କରିଛନ୍ତି।…
ସୌମ୍ୟ କହିଲେ ଛୋଟ ଘଟଣା, ଲେଖାଶ୍ରୀ ପଚାରିଲେ ବଡ଼ କ’ଣ
ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ବିଜେଡି ଉପସଭାପତି ତଥା ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ନାବାଳିକା ପରୀ ହତ୍ୟାକାଣ୍ଡକୁ ଏକ ଛୋଟ ଘଟଣା ବୋଲି ମତ ଦେଇଛନ୍ତି। ଏହାକୁ ନେଇ ଭାଜପା ସୌମ୍ୟଙ୍କୁ କଡ଼ା ସମାଲୋଚନା କରିଛି। ନୟାଗଡ଼ ଜିଲାର ୫ ବର୍ଷର ଝିଅ ପରୀ…
ମିଳିଲାନି ଦର୍ଶନ, କାନ୍ଦିଲା ଭକ୍ତ ପ୍ରାଣ
ପୁରୀ ଅଫିସ,୨୮ା୧୧: କୋଟି ଓଡ଼ିଆଙ୍କ ମଉଡ଼ମଣି ମହାପ୍ରଭୁ ଶ୍ରୀଜଗନ୍ନାଥ। ସେ ବିଶ୍ୱନିୟନ୍ତା ପୁଣି ଭାବର ଠାକୁର। ତାଙ୍କ ସେବାପୂଜା, ବେଶ ସବୁକିଛି ସ୍ବତନ୍ତ୍ର। ଦୈନିନ୍ଦିନ ବେଶ ଅପେକ୍ଷା ବର୍ଷତମାମ୍ ବିଭିନ୍ନ ସ୍ବତନ୍ତ୍ର ବେଶରେ ବିଭୂଷିତ ହୋଇଥାନ୍ତି ଚତୁର୍ଦ୍ଧାବିଗ୍ରହ। ତାଙ୍କର ୨ଟି ବେଶକୁ…
ପାହାଡ଼ରେ ଭରି ରହିଛି ହୀରା: ଖୋଲିବା ଆରମ୍ଭ କଲେ ଲୋକେ, ତଦନ୍ତ ନିର୍ଦ୍ଦେଶ ଦେଲେ ସରକାର
କୋହିମା,୨୮।୧୧: ନାଗାଲାଣ୍ଡରେ ଏବେ ହୀରା ଲୋଭରେ ଲୋକେ ଏକ ପାହାଡ଼କୁ ଖୋଳିବା ଆରମ୍ଭ କରିଛନ୍ତି। ମୋନ୍ ଜିଲାର ଓ୍ବାନଚିଙ୍ଗ୍ ଗାଁରେ ଥିବା ପାହାଡ଼ରେ ହୀରା ମିଳୁଥିବାଖବର ପ୍ରଚାର ହୋଇଥିଲା। ପ୍ରଥମେ କେତେକ ଗାଁ ଲୋକେ ପାହାଡ଼ ଖୋଲିବା ଆରମ୍ଭ କରିଥିଲେ। ଏବେ…
ପୁଅ ଆକାଶଙ୍କ ସହ ଜେଲଗଲେ ଅଭୟକାନ୍ତ
ଭୁବନେଶ୍ୱର,୨୮।୧୧(ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଆଇଏଫ୍ଏସ୍ ଅଧିକାରୀ ତଥା ରାଜ୍ୟର ଅତିରିକ୍ତ ପିସିସିଏଫ୍ ଅଭୟକାନ୍ତ ପାଠକ ଓ ପୁଅ ଆକାଶଙ୍କୁ ଶେଷରେ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ପରେ ଉଭୟଙ୍କୁ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା।…
ଆମେରିକା ହ୍ବାଇଟ୍ ହାଉସ୍ କିଚେନ୍: ରାଷ୍ଟ୍ରପତି ବଦଳିଲେ ବଦଳେ ମେନୁ
ଓ୍ବାଶିଂଟନ୍: ସରିଛି ଆମେରିକା ରାଷ୍ଟ୍ରପତି ନିର୍ବାଚନ। ଡୋନାଲ୍ଡ ଟ୍ରମ୍ପ୍ଙ୍କୁ ହରାଇ ବାଜି ମାରିଛନ୍ତି ଡେମୋକ୍ରାଟିକ୍ ପାର୍ଟିର ନେତା ଜୋ ବାଇଡେନ୍। ନବନିଯୁକ୍ତ ରାଷ୍ଟ୍ରପତିଙ୍କ ସ୍ବାଗତ ପାଇଁ ପ୍ରସ୍ତୁତ ହ୍ବାଇଟ୍ ହାଉସ୍ । ସୁରକ୍ଷା ବ୍ୟବସ୍ଥା, ଅତ୍ୟାଧୁନିକ ସୁବିଧା ଆମେରିକାର ରାଷ୍ଟ୍ରପତି ଭବନକୁ…
Archives


