Home

୫ବର୍ଷର ଧର୍ମପଦ ପୁରସ୍କାର, ଶିଳ୍ପୀ ସମ୍ବର୍ଦ୍ଧନା ଘୋଷଣା

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡିଶା ଲଳିତ କଳା ଏକାଡେମୀ ପକ୍ଷରୁ ଦିଆଯାଉଥିବା ସର୍ବୋଚ୍ଚ ସମ୍ମାନ ‘ଧର୍ମପଦ ପୁରସ୍କାର’ ୫ବର୍ଷ ପାଇଁ ଘୋଷଣା କରାଯାଇଛି। ଏହାସହ ଏକାଡେମୀ ତରଫରୁ ସମ୍ବର୍ଦ୍ଧିତ ହେବାକୁ ଥିବା ଶିଳ୍ପୀଙ୍କ ନାମ…

ବିନା ଭକ୍ତରେ ନାଗାର୍ଜୁନ ବେଶ

ପୁରୀ ଅଫିସ, ୨୮ା୧୧: ଏକ ଆବେଗମୟ ମୁହୂର୍ତ୍ତର ପରିସମାପ୍ତି ଘଟିଛି। ଶୁକ୍ରବାର ଶ୍ରୀମନ୍ଦିର ରତ୍ନସିଂହାସନରେ ମହାପ୍ରଭୁଙ୍କର ଦୁର୍ଲଭ ନାଗାର୍ଜୁନ ବେଶ ହୋଇଛି। ଦୀର୍ଘ ୨୫ବର୍ଷ ପରେ ପଡ଼ିିଥିବା ଏହି ବେଶ କିନ୍ତୁ ଦେଖିପାରି ନାହାନ୍ତି ଭକ୍ତ। ବିଷାଦ ଓ ଅବସୋସ ମଧ୍ୟରେ…

ଜଷ୍ଟିସ୍‌ ବି.କେ. ପଟେଲ ଓଏଚ୍‌ଆର୍‌ସି ଅଧ୍ୟକ୍ଷ

ଭୁବନେଶ୍ୱର,୨୮ା୧୧(ବ୍ୟୁରୋ): ଓଡିଶା ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍‌ ବିଜୟକୃଷ୍ଣ ପଟେଲ ରାଜ୍ୟ ମାନବାଧିକାର ଆୟୋଗ(ଓଏଚ୍‌ଆର୍‌ସି)ର ଅଧ୍ୟକ୍ଷ ଭାବେ ନିଯୁକ୍ତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ଜଷ୍ଟିସ୍‌ ପଟେଲଙ୍କ ନାମ ସୁପାରିସ କରିଥିଲା। ରାଜ୍ୟପାଳ ଶୁକ୍ରବାର ଏହାକୁ ଅନୁମୋଦନ କରିଛନ୍ତି।…

ଟ୍ରେନ୍‌ ଧକ୍କାରେ ୩୧ ମଇଁଷି ମୃତ

ଢେଙ୍କାନାଳ ଅଫିସ, ୨୮।୧୧: ଢେଙ୍କାନାଳ ସଦର ଥାନା ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ଯୋରନ୍ଦା ରୋଡ୍‌ ରେଳଷ୍ଟେଶନ ନିକଟରେ ଶୁକ୍ରବାର ଅପରାହ୍ନ ୩ଟା ୧୧ରେ ଛାତିଥରା ଦୁର୍ଘଟଣା ଘଟିଛି। ଭୁବନେଶ୍ୱର-ରାଉରକେଲା ଇଣ୍ଟରସିଟି ଧକ୍କାରେ ୩୧ ମଇଁଷିଙ୍କ ମୃତ୍ୟୁ ଘଟିଛି। ମଇଁଷିଙ୍କ ମୃତଦେହ ରେଳଧାରଣା…

ଲଭ୍‌ ଜେହାଦ ଅଧ୍ୟାଦେଶକୁ ରାଜ୍ୟପାଳଙ୍କ ମଞ୍ଜୁରୀ: ଆଇନ ହେଲା ଲାଗୁ

ଲକ୍ଷ୍ନୌ,୨୮।୧୧: ଲଭ୍‌ ଜିହାଦ ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ପାରିତ ହୋଇଥିବା ଅଧ୍ୟାଦେଶକୁ ଶନିବାର ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲଙ୍କ ମଞ୍ଜୁରୀ ମିଳିଛି। ଫଳରେ ଏବେ ଏହା ଆଇନରେ ପରିଣତ ହୋଇଛି। ଧୋକା ଦେଇ ଧର୍ମପରିବର୍ତ୍ତନ କରୁଥିବା ଅଭିଯୋଗରେ…

ବିଧାନସଭା ଆଗରେ ୩ ଚାଷୀଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର,୨୮।୧୧(ବ୍ୟୁରୋ): କଡ଼ା ସୁରକ୍ଷା ବଳୟ ଭେଦ କରି ବିଧାନସଭା ଆଗରେ ପୁଣି ଆତ୍ମାହୁତି ଉଦ୍ୟମ। ଗତ ମଙ୍ଗଳବାର ନୟାଗଡ଼ ପରୀ ହତ୍ୟା ମାମଲାରେ ତାଙ୍କ ବାପା ଓ ମା’ ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ କରିଥିବାବେଳେ ଶୁକ୍ରବାର ଆଉଏକ ଘଟଣା ଘଟିଛି।…

ଇରାନ ପରମାଣୁ ବୈଜ୍ଞାନିକଙ୍କୁ ହତ୍ୟା ପଛରେ ଇସ୍ରାଏଲ୍‌ ହାତ ସନ୍ଦେହ

ତେହରାନ୍‌,୨୮।୧୧: ଇରାନ୍‌ର ଖ୍ୟାତି ସମ୍ପନ୍ନ ପରମାଣୁ ବୈଜ୍ଞାନିକ ମୋହସିନ୍‌ ଫଖରିଜାଦେହଙ୍କୁ ତେହରାନ୍‌ ନିକଟରେ ହତ୍ୟା କରାଯାଇଛି। ସେ କାର୍‌ରେ ଯାଉଥିବା ସମୟରେ ତାଙ୍କୁ ଗୁଳି କରାଯାଇଥିଲା। ଗୁରୁତର ଅବସ୍ଥାରେ ମୋହସିନ୍‌‌ଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ…

କେନ୍ଦ୍ରୀୟ ମନ୍ତ୍ରୀ କରୋନା ପଜିଟିଭ୍‌

କାନପୁର,୨୮।୧୧: କେନ୍ଦ୍ରୀୟ ଗ୍ରାମୀଣ ବିକାଶ ରାଷ୍ଟ୍ରମନ୍ତ୍ରୀ ତଥା ଫତେହପୁର ଏମ୍‌ପି ସାଧ୍ୱୀ ନିରଞ୍ଜନ ଜ୍ୟୋତିଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ନିଶ୍ୱାସ ନେବାରେ କଷ୍ଟ ହେବାରୁ ତାଙ୍କୁ ଏଲ୍‌ଅଲ୍‌ଆର୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଦୁଇ ଫୁସଫୁସ୍‌ରେ ସଂକ୍ରମଣ ହୋଇଥିବାରୁ ତାଙ୍କୁ…

ଚାଇନାର ମିଥ୍ୟା ପ୍ରଚାର: ଭାରତ ଯୋଗୁ ବ୍ୟାପିଛି କରୋନା

ବେଜିଂ,୨୮।୧୧: ଚାଇନା ଏବେ ଭାରତ ବିରୋଧରେ ମିଥ୍ୟା ପ୍ରଚାର ଆରମ୍ଭ କରିଛି। ଉହାନ ସହର କରୋନାର ଏନ୍ତୁଡ଼ିଶାଳ ପାଲଟିଥିବାବେଳେ ଚାଇନା ଭାରତରୁ କରୋନାର ସଂକ୍ରମଣ ପୃଥିବୀରେ ବ୍ୟାପି ଥିବା ଭ୍ରମାତ୍ମକ ଖବର ପ୍ରସାର କରୁଛି। ଚାଇନାର ବୈଜ୍ଞାନିକ କହିଛନ୍ତି ଯେ, ଭାରତରେ…

‘ଉତ୍ପୀଡ଼ନ ପାଇଁ ଆପରାଧିକ ଆଇନ ଅସ୍ତ୍ର ନୁହେଁ’

ନୂଆଦିଲ୍ଲୀ, ୨୮।୧୧: ରଚନାତ୍ମକ ଉତ୍ପୀଡ଼ନ ପାଇଁ ଆପରାଧିକ ଆଇନକୁ ଯେପରି ଅସ୍ତ୍ର ଭାବେ ବ୍ୟବହାର କରା ନ ଯାଏ ତାହା ଦେଖିବା ନ୍ୟାୟପାଳିକାର କାର୍ଯ୍ୟ। ରିପବ୍ଲିକ୍‌ ଟିଭିର ଏଡିଟର-ଇନ୍‌-ଚିଫ୍‌ ଅର୍ଣ୍ଣବ ଗୋସ୍ବାମୀଙ୍କ ଅନ୍ତରୀଣ ଜାମିନ ସମୟ ସୀମାକୁ ଆଉ ୪ ସପ୍ତାହ…

ମାସ୍କରେ ରହିବ ପଲିପ୍ରୋପାଇଲିନ୍‌ ଫିଲ୍ଟର

ଓଟାଓ୍ବା, ୨୮।୧୧: କରୋନା ସଂକ୍ରମଣ ରୋକିବା ଲାଗି ଏବେ କପଡ଼ା ପ୍ରସ୍ତୁତ ଫେସ୍‌ ମାସ୍କରେ ପଲିପ୍ରୋପାଇଲିନ୍‌ କପଡ଼ାର ତୃତୀୟ ସ୍ତର ରଖିବା ଲାଗି କାନାଡାର ଜନସ୍ବାସ୍ଥ୍ୟ ସଂସ୍ଥା ସୁପାରିସ କରିଛି। ବିଭିନ୍ନ ଅଧ୍ୟୟନରୁ ଜଣାପଡ଼ିଛି ଯେ, ଫେସ୍‌ ମାସ୍କରେ ଅତିରିକ୍ତ ସ୍ତର…

ନୀତୀଶ-ତେଜସ୍ବୀ ମୁହାଁମୁହିଁ

ପାଟନା, ୨୮।୧୧: ନିର୍ବାଚନ ପ୍ରଚାର ବେଳେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କର ମୁଖ୍ୟ ପ୍ରତିଦ୍ୱନ୍ଦ୍ୱୀ ଆର୍‌ଜେଡି ଅଧ୍ୟକ୍ଷ ଲାଲୁ ଯାଦବଙ୍କୁ କଡ଼ା ସମାଲୋଚନା କରିଥିଲେ। ଅନେକ ସମୟରେ ଏହି ସମାଲୋଚନା ବ୍ୟକ୍ତିଗତ ସ୍ତରକୁ ଖସିଯାଇଥିଲା। ଏହି ଘଟଣାକୁ ନେଇ ଶୁକ୍ରବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri