Home

ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧(ବ୍ୟୁରୋ): ପବିତ୍ର ଇଂରାଜୀ ନବବର୍ଷ ଅବସରରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ନବ ବର୍ଷର ଶୁଭେଚ୍ଛା ଜଣାଇନ୍ତି। ଟୁଇଟ୍‌ ଯୋଗେ ମୁଖ୍ୟମନ୍ତ୍ରୀ ଏହି ବାର୍ତ୍ତା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ବର୍ଷ ୨୦୨୧ରେ କରୋନା ସଙ୍କଟ ଦୂର ହେବା ସହ ରାଜ୍ୟର ଦ୍ରୁତ…

ନିଜକୁ ପ୍ରଥମ ସ୍ଥାନରେ ଦେଖି ଆଶ୍ଚର୍ଯ୍ୟ ହେଲେ ଏହି କ୍ରିକେଟର୍‌

ଆଇସିସି ଟେଷ୍ଟ ମାନ୍ୟତାରେ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ ଷ୍ଟିଭ ସ୍ମିଥ ଏବଂ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ପଛରେ ପକାଇ ନ୍ୟୁଜିଲାଣ୍ଡ ଅଧିନାୟକ କେନ ୱିଲିୟମସନ ଶୀର୍ଷ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ପାକିସ୍ତାନ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ୱିଲିୟମସନ ୧୨୯ ଏବଂ…

ବନ୍ଧୁଙ୍କ ପାଇଁ ଘର ବନ୍ଧା ପକାଇଥିଲେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ ଅଭିନେତା ନାନା ପାଟେକର ଆଜି ୭୦ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୫୧ ଜାନୁଆରୀ ୧ରେ ସେ ମହାରାଷ୍ଟ୍ରର ମୁରୁଦରେ ଜନ୍ମଗ୍ରଣ କରିଥିଲେ। ନାନା ପାଟେକର ମଧ୍ୟବିତ୍ତ ପରିବାରର। ଘରର ଅବସ୍ଥାକୁ ଦୃଷ୍ଟିରେ ରଖି ସ୍କୁଲ ପରେ ପିଲାବେଳେ ସେ ସ୍କୁଲଠାରୁ…

ନୂଆବର୍ଷରେ ରେକର୍ଡ ଭାଙ୍ଗିଲା ଶୀତ

ନୂଆଦିଲ୍ଲୀ,୧।୧: ୨୦୨୦ ବିଦାୟ ଦେଇଛି। ସମସ୍ତେ ନିଜ ନିଜ ଶୈଳୀରେ ୨୦୨୧ ବର୍ଷକୁ ସ୍ବାଗତ କରିଛନ୍ତି। ନୂଆବର୍ଷରେ ରାଜଧାନୀ ଦିଲ୍ଲୀରେ ପ୍ରବଳ ଶୀତ ଅନୁଭୂତ ହୋଇଛି। ଅନେକ ଅଞ୍ଚଳରେ ନୂଆ ବର୍ଷର ପ୍ରଥମ ଦିନ ପାରା ୧.୧ ଡିଗ୍ରୀ ସେଲସିୟସକୁ ଖସି…

ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କୁ ଉଠାଇ ନେଇ ବିବାହ କରିବାକୁ ଚାହୁଁଥିଲେ ପାକିସ୍ତାନ କ୍ରିକେଟର୍‌

ବଲିଉଡ୍‌ ଅଭିନେତ୍ରୀ ସୋନାଲି ବେନ୍ଦ୍ରେ ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୫, ଜାନୁଆରୀରେ ୧ରେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ନବେ ଦଶକରେ ବଲିଉଡରେ ନାୟିକା ଭାବେ ଏଣ୍ଟ୍ରି କରିଥିଲେ ସେ। ସେତେବେଳେ ତାଙ୍କର ସୌନ୍ଦର୍ଯ୍ୟ ପାଇଁ ସବୁଠାରୁ ଅଧିକ ଚର୍ଚ୍ଚିତା…

୮ ବର୍ଷ ପରେ ପଡିଆକୁ ଓହ୍ଲାଇଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ଥିରୁଭାନନ୍ତପୁରମ୍‌,୧।୧: ପ୍ରାୟ ୮ ବର୍ଷର ଦୀର୍ଘ ବ୍ୟବଧାନ ପରେ ଭାରତୀୟ କ୍ରିକେଟର୍‌ ଏସ୍‌ ଶ୍ରୀସନ୍ତ ପ୍ରତିଯୋଗିତାମୂଳକ କ୍ରିକେଟକୁ ଫେରିବାକୁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ଘରୋଇ ସିରିଜ ସୟଦ ମୁସ୍ତାକ ଅଲି ଟ୍ରଫି ପାଇଁ ଦ୍ରୁତ ବୋଲର ଶ୍ରୀସନ୍ତଙ୍କୁ କେରଳ ଦଳରେ ମନୋନୀତ…

ଚାଇନାରେ କରୋନାର ନୂଆ ରୂପ

ବେଜିଂ,୧।୧: ଚାଇନାରେ କରୋନାର ଏକ ନୂଆ ରୂପ ଦେଖିବାକୁ ମିଳିଛି। ବ୍ରିଟେନରୁ ଫେରିଥିବା ଜଣେ ମହିଳା କରୋନାର ନୂଆ ଷ୍ଟ୍ରେନ୍‌ରେ ଆକ୍ରାନ୍ତ ହୋଇଥିବା ଜଣାପଡିଛି। ମହିଳାଙ୍କ ଭିତରେ ନୂଆ ଷ୍ଟ୍ରେନ ଦେଖାଦେବା ପରେ ତାଙ୍କୁ ଏବେ କ୍ୱାରାଣ୍ଟାଇନ କରିଦିଆଯାଇଛି। ଏହାସହ ତାଙ୍କ…

୫ ମାସ ପୂରଣ କଲେ ଛୋଟ ପାଣ୍ଡ୍ୟା

ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ତାଙ୍କ ସ୍ତ୍ରୀ ନତାଶା ଷ୍ଟାନକୋଭିକ ୨୦୨୦ ଜୁଲାଇ ୩୦ରେ ମାତାପିତା ହୋଇଥିଲେ। ଡିସେମ୍ବର ୩୦ରେ ଦୁହଁିଙ୍କ ଶିଶୁ ଅଗସ୍ତ୍ୟ ପାଞ୍ଚ ମାସ ପୂରଣ କରିଛନ୍ତି। ଏହି ଅବସରରେ ଏକ ପାର୍ଟିର ଆୟୋଜନ କରାଯାଇଥିଲା। ନତାସା…

ବଡ଼କୁ ଛାଡ଼ି ଛୋଟଙ୍କୁ ଧରୁଛନ୍ତି ସରକାର: ଭାଜପା

ଭୁବନେଶ୍ୱର,୧ା୧(ବ୍ୟୁରୋ):୨୦ବର୍ଷ ଧରି ସରକାର ରାଜ୍ୟରେ ଦୁର୍ନୀତି ଓ ଭ୍ରଷ୍ଟାଚାରକୁ ପ୍ରଶ୍ରୟ ଦେଇ ଚାଲିଛନ୍ତି ା ଏବେ କେବଳ ବାହା ବାହା ନେବା ପାଇଁ ସମ୍ପତ୍ତି ତାଲିକା କଥା ଉଠାଇବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ା ପୂର୍ବରୁ ଗେଜେଟେଡ୍‌ ସରକାରୀ ଅଧିକାରୀଙ୍କ ସମ୍ପତ୍ତି ତାଲିକା…

୩ ବର୍ଷରେ ୭୫୦ ସଡ଼କ ଦୁର୍ଘଟଣା, ୨୬୪ ମୃତ

ଖୋର୍ଦ୍ଧା ଅଫିସ, ୧ା୧:ରାଜ୍ୟରେ ସଡ଼କ ଦୁର୍ଘଟଣା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିସହ ତାଳଦେଇ ମୃତ୍ୟୁହାର ମଧ୍ୟ ବଢିଚାଲିଛି। ସଡ଼କ ଦୁର୍ଘଟଣା ନିୟନ୍ତ୍ରଣ ଲାଗି ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ କେନ୍ଦ୍ର ସରକାର ନୂତନ ମୋଟରଯାନ ସଂଶୋଧନ ଆଇନ ୨୦୧୯ କାର୍ଯ୍ୟକାରୀ…

ଦୀପିକାଙ୍କ ସୋସିଆଲ ମିଡିଆରୁ ସବୁ ପୋଷ୍ଟ ଗାଏବ

ବଲିଉଡର ଅଭିନେତ୍ରୀ ଦୀପିକା ପାଦୁକୋନ ନୂଆବର୍ଷ ସ୍ବାମୀ ରଣବୀରଙ୍କ ସହ ଜୟପୁରରେ ପାଳନ କରୁଛନ୍ତି। ନୂଆ ବର୍ଷ ୨୦୨୧ ଆରମ୍ଭ ପୂର୍ବରୁ ଦୀପିକା ପାଦୁକୋନଙ୍କ ସୋସିଆଲ ମିଡିଆ ଆକାଉଣ୍ଟ ଫେସବୁକ, ଟୁଇଟର୍‌ ଏବଂ ଇନଷ୍ଟାଗ୍ରାମରେ ତାଙ୍କର ସମସ୍ତ ପୋଷ୍ଟ ଅଦୃଶ୍ୟ ହୋଇଯାଇଛି।…

ପରିସ୍ଥିତିରେ ପଡ଼ି ପର୍ନଷ୍ଟାର ପାଲଟିଲେ ଏହି ଟେନିସ ଖେଳାଳି, ଅନ୍‌ଲାଇନ୍‌ରେ ବିକୁଛନ୍ତି ହଟ୍‌ ଫଟୋ

କରୋନା ମହାମାରୀ ୨୦୨୦ରେ କିିଛି ଲୋକଙ୍କୁ ପରିସ୍ଥିତର ଦାସ କରିଦେଇଛି। କିଛି ଲୋକଙ୍କ ଚାକିରି ଯାଇଛି ତ ଆଉ କାହାର ଜୀବନ ମଧ୍ୟ ଯାଇଛି। ଖେଳଜଗତରେ ମଧ୍ୟ ଏହି ମହାମାରୀ ବେଶ୍‌ ପ୍ରଭାବ ପକାଇଛି। କରୋନା ଯୋଗୁ ଦୀର୍ଘଦିନ ଧରି କୌଣସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?