ଖୋଲିଲା ମନ୍ଦିର: ଠାକୁରଙ୍କୁ ଲାଗି ହେଲା ୩ ହଜାର କିଲୋ ସେଓ
ଅହମଦାବାଦ, ୧୩।୧୦: ଲକ୍ଡାଉନ୍ ପରେ ଗୁଜରାଟର ଅହମଦାବାଦରେ ସ୍ବାମୀ ନାରାୟଣ ମନ୍ଦିର ମଙ୍ଗଳବାର ଖୋଲିଛି। ମନ୍ଦିର ଖୋଲିବାର ପ୍ରଥମ ଦିନରେ ଠାକୁରଙ୍କୁ ୩ ହଜାର କିଲୋ ସେଓ ଲାଗି ହୋଇଛି। ଠାକୁରଙ୍କୁ ସେଓରେ ସଜାଇ ଦିଆଯାଇଛି। ଏବେ ଏହା ସୋସିଆଲ୍ ମିଡ଼ିଆରେ…
ଶିବରାଜଙ୍କ ୧୪ ମନ୍ତ୍ରୀଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲା କଂଗ୍ରେସ
ଭୋପାଳ, ୧୩।୧୦: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ପାଇଁ କଂଗ୍ରେସ ସଙ୍କଟ ସୃଷ୍ଟି କରିଛି। ଶିବରାଜଙ୍କ ୧୪ ଜଣ ମନ୍ତ୍ରୀଙ୍କ ବିରୋଧରେ ରାଜ୍ୟ କଂଗ୍ରେସ ପକ୍ଷରୁ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ହୋଇଛି। ଏନେଇ କଂଗ୍ରେସ ନିର୍ବାଚନ ଆୟୋଗଙ୍କ…
ହାତୀ ଉପରେ ଯୋଗ କରୁଥିବା ବେଳେ ଖସି ପଡ଼ିଲେ ରାମଦେବ
ମଥୁରା, ୧୩।୧୦: ଯୋଗଗୁରୁ ରାମଦେବଙ୍କ ଏକ ଭିଡ଼ିଓ ଏବେ ସୋସିଆଲ୍ ମିଡ଼ିଆରେ ଭାଇରାଲ ହେବାରେ ଲାଗିଛି। ଭିଡ଼ିଓରେ ରାମଦେବ ହାତୀ ଉପରେ ବସି ଯୋଗ କରୁଥିବାବେଳେ ଖସି ପଡୁଥିବା ଦେଖିବାକୁ ମିଳୁଛି। ଏହି ଭିଡ଼ିଓଟି ମଥୁରାର ରମଣରେତି ଆଶ୍ରମର ବୋଲି କୁହାଯାଉଛି।…
ମା’ ହେବାକୁ ଯାଉଛନ୍ତି ଶାହିଦଙ୍କ ପୂର୍ବତନ ପ୍ରେମିକା
ଶାହିଦ କପୁରଙ୍କ ପୂର୍ବତନ ପ୍ରେମିକା କୁହାଯାଉଥିବା ଅମୃତା ରାଓ ବିବାହ ପରଠାରୁ ନିଜ ରିୟଲ ଲାଇଫ୍କୁ ଫିଲ୍ମ ତଥା ଗ୍ଲାମର ଦୁନିଆଠାରୁ ସବୁବେଳେ ଦୂରେଇ ରଖିଛନ୍ତି। ହେଲେ ଏବେ ‘ବିବାହ’ ଅଭିନେତ୍ରୀ ଅମୃତା ଚର୍ଚ୍ଚାକୁ ଆସିଛନ୍ତ। ଏହାର କାରଣ ହେଉଛି ସେ…
ପୁରା ଟଙ୍କା ନ ମିଳିବାରୁ ଅଧା ମେକ୍ଅପ୍ରେ ଶୁଟିଂ ସେଟ୍ରେ ପହଞ୍ଚିଥିଲେ ଏହି ଲୋକପ୍ରିୟ ଅଭିନେତା
ବଲିଉଡ୍ ଇଣ୍ଡଷ୍ଟ୍ରିରେ ସବୁଠାରୁ ମଜାଳିଆ କଳାକାରଙ୍କ କଥା କୁହାଗଲେ ସର୍ବପ୍ରଥମ ନାମ ଆସିଥାଏ କିଶୋର କୁମାରଙ୍କର। ତାଙ୍କ ସମୟରେ କିଶୋରଙ୍କୁ ସବୁଠାରୁ ବିନ୍ଦାଶ୍ ବ୍ୟକ୍ତି ବୋଲି କୁହାଯାଉଥିଲା। ତେବେ କିଶୋର ସଂଗୀତରେ କ୍ୟାରିୟର କରିବାକୁ ଚାହୁଁଥିଲେ। କିନ୍ତୁ ସେ ଅଭିନୟ କରନ୍ତୁ…
୧୧ ରାଜ୍ୟ ସଭା ଆସନ ପାଇଁ ନଭେମ୍ବର ୯ରେ ନିର୍ବାଚନ
ନୂଆଦିଲ୍ଲୀ, ୧୩।୧୦: ନଭେମ୍ବର ୯ରେ ୧୧ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେଥିମଧ୍ୟରେ ଉତ୍ତରପ୍ରଦେଶର ୧୦ଟି ଏବଂ ଉତ୍ତରାଖଣ୍ଡର ଗୋଟିଏ ଆସନ ରହିଛି। ନିର୍ବାଚନ ପାଇଁ ଅକ୍ଟୋବର ୨୦ରୁ ୨୭ ମଧ୍ୟରେ ନାମାଙ୍କନ ପତ୍ର ଦାଖଲ କରାଯିବ।…
କିଛି ବର୍ଷ ମଧ୍ୟରେ ଉତ୍ତରମେରୁ ହେବ ବରଫ ଶୂନ୍ୟ: ମିଶନ ଆଇସ୍ବ୍ରେକର ରିପୋର୍ଟ
ଓ୍ବାଶିଂଟନ, ୧୩।୧୦: ପୃଥିବୀର ଉତ୍ତରମେରୁ ଆସନ୍ତା କିଛି ବର୍ଷ ମଧ୍ୟରେ ବରଫ ଶୂନ୍ୟ ହେବ। ଖରାଦିନେ ଏଠାରେ ଆଉ ବରଫର ଆବରଣ ରହିବ ନାହିଁ। ମିଶନ ଆଇସ୍ବ୍ରେକର ପକ୍ଷରୁ ପ୍ରକାଶିତ ରିପୋର୍ଟରେ ଏହା ଉଲ୍ଲେଖ ରହିଛି। ଉତ୍ତରମେରୁରେ ଅନ୍ତର୍ଜାତୀୟସ୍ତରରେ ବୈଜ୍ଞାନିକମାନଙ୍କ ଦ୍ୱାରା…
ସମସ୍ତ ସରକାରୀ ସ୍କୁଲ ହେଲା ଡିଜିଟାଲ
ଥିରୁଭାନନ୍ତପୁରମ୍, ୧୩।୧୦: ପାଠପଢ଼ାରେ ଏକ ନମ୍ବର ରାଜ୍ୟ ପାଲଟି ଥିବା କେରଳରେ ଏବେ ଏକ ନୂଆ ଯୋଜନାରେ ରେକର୍ଡ କରିଛି। ରାଜ୍ୟ ସରକାର ସମସ୍ତ ସରକାରୀ ସ୍କୁଲକୁ ଡିଜିଟାଲ କରିିଛନ୍ତି। ରାଜ୍ୟର ୧୬ ହଜାର ସେକେଣ୍ଡାରୀ ଏବଂ ପ୍ରାଇମେରୀ ସ୍କୁଲରେ ଏବେ…
ଆରୋଗ୍ୟ ସେତୁ ଆପ୍କୁ ପ୍ରଶଂସା କଲା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ
ଜେନେଭା, ୧୩।୧୦: କରୋନା ମହାମାରୀ ସଙ୍କଟ ପୃଥିବୀରେ ଥମିବାର ନାଁ ଧରୁନି। ଏପରିସ୍ଥଳେ ଭାରତର ଯୋଜନାବଦ୍ଧ କରୋନା ଲଢ଼େଇକୁ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ପ୍ରଶଂସା କରାଯାଇଛି। ଭାରତରେ ଆରୋଗ୍ୟ ସେତୁ ଆପ୍ ଯୋଗୁ କରୋନା ସଂକ୍ରମଣ ସୀମିତ ହୋଇ ରହିଥିବା…
ପୋଙ୍ଗୋଙ୍ଗରେ ଡ୍ରାଗନର ନଜର: ବ୍ୟବହାର କରୁଛି ହାଇସ୍ପିଡ୍ ପାଟ୍ରୋଲିଂ କ୍ରାଫ୍ଟ୍
ଲେହ, ୧୩।୧୦: ପୂର୍ବ ଲଦାଖର ଏଲ୍ଏସିରେ ଚାଇନା ଲଗାତାର ଉତ୍ତେଜନା ସୃଷ୍ଟି କରିବାରେ ଲାଗିଛି। ଭାରତୀୟ ସେନାର କଡ଼ା ଆଭିମୁଖ୍ୟକୁ ଦୃଷ୍ଟିରେ ରଖି ଚାଇନା ଏବେ ପୋଙ୍ଗୋଙ୍ଗ ହ୍ରଦରେ ଅଣ୍ଡର ଓ୍ବାଟର ଗତିବିଧିକୁ ଜୋରଦାର କରିଛି। ଚାଇନା ଏଠାରେ ହାଇସ୍ପିଡ୍ ପାଟ୍ରୋଲିଂ…
ବିହାର ବିଧାନସଭା ନିର୍ବାଚନ: ୫୦ ଆସନରେ ପ୍ରାର୍ଥୀ ଦେବ ଶିବସେନା
ମୁମ୍ବାଇ, ୧୩।୧୦: ଆଗକୁ ବିହାର ବିଧାନସଭା ନିର୍ବାଚନ। ଏଠାରେ ୪୦ରୁ ୫୦ ଆସନରେ ଶିବସେନା ପ୍ରାର୍ଥୀ ଦେବ ବୋଲି ଯୋଜନା କରିଛନ୍ତି। ଏନେଇ ଶିବସେନା ପକ୍ଷରୁ ସଞ୍ଜୟ ରାଉତ ସୂଚନା ଦେଇଛନ୍ତି। ଆସନ୍ତା ସପ୍ତାହରେ ଶିବସେନା ପ୍ରତିନିଧି ଏନେଇ ବିହାର ଯିବେ…
ପିଓକେରେ ପାକିସ୍ତାନକୁ ବିରୋଧ: ରାସ୍ତାକୁ ଓହ୍ଲାଇଲେ ଲୋକେ
ମୁଜାଫରାବାଦ, ୧୩।୧୦: ପାକିସ୍ତାନର ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାଁଙ୍କ ସରକାରକୁ ନିଜ ଦେଶରେ ମଧ୍ୟ ଲୋକେ ବିରୋଧ କରୁଛନ୍ତି। ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ) ରେ ଲୋକେ ରାଜରାସ୍ତାକୁ ଓହ୍ଲାଇଛନ୍ତି। ଗିଲଗିଟ୍ ବଲ୍ଟିସ୍ତାନକୁ ପ୍ରଦେଶର ମାନ୍ୟତା ଦେବାକୁ ନେଇ ପାକିସ୍ତାନ ସରକାରଙ୍କ ଯୋଜନାକୁ ଲୋକେ…
Archives


