Home

ବାପା ହେଲେ ଏହି ପ୍ରସିଦ୍ଧ ଅଭିନେତା

ଦିଲ୍ଲୀ ଭାଜପାର ପୂର୍ବତନ ଅଧ୍ୟକ୍ଷ ତଥା ଭୋଜପୁରୀ ଅଭିନେତା ମନୋଜ ତିଓ୍ବାରୀଙ୍କ ଘରକୁ ଲକ୍ଷ୍ମୀ ଆସିଛନ୍ତି। ଅର୍ଥାତ୍‌ ସେ ପୁଣିଥରେ ବାପା ହୋଇଛନ୍ତି। ମନୋଜ ଝିଅକୁ କୋଳରେ ଧରି ଏକ ଫଟୋ ସୋସିଆଲ ମିଡିଆରେ ଶେୟାରକରି ଏହି ସୂଚନା ଦେଇଛନ୍ତି।ଅଭିନେତାଙ୍କର ଏହା…

ଏମିତି ସହର, ଯେଉଁଠି କୌଣସି ଗଳି କିମ୍ବା ରାସ୍ତାର ନାଁ ନାହିଁ

ଜର୍ମାନୀ: ଆଜିର ସମୟରେ ଗଳିକନ୍ଦି, ସାହିବସ୍ତିର ନାଁ ଥିବାବେଳେ ବିଶ୍ୱରେ ଏମିତି ଏକ ସହର ରହିଛି, ଯେଉଁଠି ମୁଖ୍ୟ ଛକକୁ ଛାଡ଼ିଦେଲେ ଅନ୍ୟ କୌଣସି ଛକ, ଗଳି, ରାସ୍ତା ସବୁ ବେନାମୀ। ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଏମିତି ଏକ ସହର…

ପୁଣି ଭବିଷ୍ୟବାଣୀ କଲେ ବିଲ୍‌ ଗେଟ୍ସ, କହିଲେ ଏମିତି ରହିବ ୨୦୨୧ ବର୍ଷ

ଓ୍ବାଶିଂଟନ,୩୧ା୧୨: ବିଜ୍‌ନେସ ଟାଇକୁନ ଏବଂ ମାଇକ୍ରୋସଫ୍ଟ କର୍ପୋରେଶନର ସହ-ପ୍ରତିଷ୍ଠାତା ବିଲ୍‌ ଗେଟ୍ସ କରୋନା ମହାମାରୀ ସହ ମୁକାବିଲା କରୁଥିବା ବିଶ୍ୱ ପାଇଁ ନିଜର ମତ ପ୍ରକାଶ କରିଛନ୍ତି। ଭୂତାଣୁ ବିରୋଧରେ ଟିକା ହେତୁ ୨୦୨୧ ବର୍ଷ ଭଲ ଆଶା ବଢ଼ାଉଥିବା ବିଲ୍‌…

ଲଭ୍‌ ଜିହାଦ: କେନ୍ଦ୍ର ସରକାରଙ୍କ ପାଖରେ ନାହିଁ କୌଣସି ସୂଚନା

ନୂଆଦିଲ୍ଲୀ,୩୧।୧୨: ଲଭ୍‌ ଜିହାଦ ନେଇ ଉତ୍ତରପ୍ରଦେଶ ଏବଂ ମଧ୍ୟପ୍ରଦେଶରେ ରାଜନୈତିକ ଉଷ୍ଣତା ବୃଦ୍ଧି ପାଇଛି। ଇତିମଧ୍ୟରେ ଉତ୍ତରପ୍ରଦେଶରେ ଲଭ୍‌ ଜିହାଦ ଆଇନ ପ୍ରଣୟନ ହୋଇସାରିଛି। ମଧ୍ୟପ୍ରଦେଶ କ୍ୟାବିନେଟ୍‌ରେ ଏହାକୁ ମଞ୍ଜୁରୀ ମିଳିଛି। ଏବେ ଏହା ରାଜ୍ୟପାଳ ଆନନ୍ଦିବେନ୍‌ ପଟେଲଙ୍କ ପାଖରେ ପଡ଼ିରହିଛି।…

କରୋନା ଲଢ଼େଇରେ ବଡ଼ ଅଭିଯାନ: ଜାନୁୟାରୀ ୨ରୁ ସମସ୍ତ ରାଜ୍ୟରେ ଟିକାକରଣ ଅଭ୍ୟାସ

ନୂଆଦିଲ୍ଲୀ,୩୧।୧୨: ଭାରତରେ କରୋନା ଟିକାକରଣ ପାଇଁ ସରକାରଙ୍କ ପକ୍ଷରୁ ଜାନୁୟାରୀ ୨ଠାରୁ ବଡ଼ ଅଭିଯାନ ଆରମ୍ଭ ହେବାକୁ ଯାଉଛି। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଗୁରୁବାର ହୋଇଥିବା ବୈଠକରେ ନିଷ୍ପତ୍ତି ଗ୍ରହଣ କରାଯାଇଛି। ପୂର୍ବରୁ ପଞ୍ଜାବ, ଆସାମ, ଗୁଜରାଟ ଏବଂ ଆନ୍ଧ୍ରପ୍ରଦେଶ…

ଗର୍ଭରେ ଥିଲେ ଯାଆଁଳା ପିଲା, ଡେଲିଭରୀ ପୂର୍ବରୂ ପୁଣି ଥରେ ଗର୍ଭବତୀ ହେଲେ ମହିଳା

ଆମେରିକାର ଜଣେ ମହିଳାଙ୍କ ସହିତ ଏକ ଅଜବ ଘଟଣା ଘଟିଛି। ଯାଆଁଳା ପିଲା ଗର୍ଭଧାରଣ କରିବାର ଗୋଟିଏ ସପ୍ତାହ ପରେ ଜଣାପଡ଼ିଲା ତାଙ୍କ ଗର୍ଭରେ ତୃତୀୟ ପିଲା ରହିଛି। ସୋସିଆଲ ମିଡିଆରେ ବେଶ୍‌ ଲୋକପ୍ରିୟ ଏହି ଟିକ୍‌ଟକ ମହିଳାଙ୍କ ଭିଡିଓ ଏବେ…

ପୁଅ ନୁହେଁ ପୋଷା କୁକୁର ହେଲା ଉତ୍ତରାଧିକାରୀ

ଭୋପାଳ,୩୧।୧୨: ପିତାଙ୍କ ଅନ୍ତେ ତାଙ୍କ ସମ୍ପତ୍ତିର ଉତ୍ତରାଧିକାରୀ ଭାବେ ଝିଅ-ପୁଅଙ୍କୁ ବିବେଚିତ କରାଯାଇଥାଏ। ତେବେ ମଧ୍ୟପ୍ରଦେଶରେ ଜଣେ ଚାଷୀ ମୃତ୍ୟୁ ପରେ ତାଙ୍କର ସମସ୍ତ ସମ୍ପତ୍ତିର ଉତ୍ତରାଧିକାରୀ ଭାବେ ପୋଷା କୁକୁର ଜ୍ୟାକି ଏବଂ ସ୍ତ୍ରୀ ଚମ୍ବାବାଈଙ୍କୁ ଘୋଷଣା କରିଛନ୍ତି। ଏସମ୍ପର୍କରେ…

ଟୁଇନ୍‌ ସିଟିରେ ୧୪୪ ଧାରା

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାତିରୁ ରାଜ୍ୟ ସରକାର ନାଇଟ୍‌ କଫ୍ୟୁ ଜାରି କରିଥିବାବେଳେ ଟୁଇନ୍‌ ସିଟି ଅର୍ଥାତ୍‌ କଟକ-ଭୁବନେଶ୍ୱରରେ ୧୪୪ ଧାରା ଜାରି ନେଇ ପୋଲିସ କମିଶନର ସୂଚନା ଦେଇଛନ୍ତି। ଜିରୋ ନାଇଟ୍‌ ଭିଡ଼ ଏଡ଼ାଇବାକୁ ଏପରି ନିର୍ଦ୍ଦେଶନାମା ଜାରି କରାଯାଇଛି। ଗୁରୁବାର…

ଦିଦିଙ୍କ ଉପରେ ଘନେଇଲା ସଙ୍କଟ: ଅଭିଷେକଙ୍କ ନିକଟତମ ବିନୟଙ୍କ ଘରେ ସିବିଆଇ ଚଢ଼ାଉ

କୋଲକାତା,୩୧।୧୨: ପଶ୍ଚିମବଙ୍ଗରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସରକାର ଉପରେ ଏବେ ସଙ୍କଟ ଘନେଇବାରେ ଲାଗିଛି। ମମତାଙ୍କ ପୁତୁରା ଅଭିଷେକ ବାନାର୍ଜୀଙ୍କ ନିକଟତମ ଥିବା ବିନୟ ମିଶ୍ରାଙ୍କ ଘରେ ଗୁରୁବାର ସିବିଆଇ ଚଢ଼ାଉ କରାଯାଇଛି। ବେଆଇନ୍‌ ଗୋଚାଲାଣ ଦୁର୍ନୀତିରେ ନେଇ ଚଢ଼ାଉ କରାଯାଇଛି।…

ଆଜି ରାଜ୍ୟରୁ ୩୧୫ କରୋନା ପଜିଟିଭ୍‌ ଚିହ୍ନଟ, ଆଖି ବୁଜିଲେ ୨ ଆକ୍ରାନ୍ତ

ଭୁବନେଶ୍ୱର,୩୧ା୧୨(ବ୍ୟୁରୋ): ଗୁରୁବାର ରାଜ୍ୟରେ ୩୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୬୨୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୮୧ଜଣ ଚିହ୍ନଟ ହୋଇଥିବା…

ଏହି କ୍ରିକେଟର୍‌ଙ୍କ କାର୍‌ ଓଲଟିଲା

ଜୟପୁର,୩୧।୧୨:ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହମ୍ମଦ ଆଜାରୁଦ୍ଦିନଙ୍କ କାର୍‌ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଛି। ଏଥିରେ ସେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଲାଲସୋଟ କୋଟା ମେଗା ହାଇଓ୍ବେରେ ଏହି ଦୁର୍ଘଟଣା ଘଟିଥିଲା। ଆଜାରୁଦ୍ଦିନ୍‌ ନିଜ ପରିବାର ସହ ରଣନ୍ଥମ୍ବୋର ଭବନ…

ଚିନ୍ତା ବଢ଼ାଇଲା ନୂଆ ଷ୍ଟ୍ରେନ୍‌: ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ଛୁଇଁଲା

ନୂଆଦିଲ୍ଲୀ,୩୧।୧୨: ଦେଶରେ କରୋନା ମହାମାରୀର ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କୁ ନେଇ ଏବେ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ପ୍ରତିଦିନ ନୂଆ ଷ୍ଟ୍ରେନ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର ସୁଦ୍ଧା ସ୍ବଦେଶ ଫେରିଥିବା ବ୍ରିଟେନ୍‌ ଫେରନ୍ତାଙ୍କ ମଧ୍ୟରୁ ୨୦ ଜଣଙ୍କଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?