ପରିବେଶ ମନ୍ତ୍ରୀ ଗୋପାଲ ରାୟ କରୋନାରେ ଆକ୍ରାନ୍ତ
ନୂଆଦିଲ୍ଲୀ,୨୬।୧୧: ଦେଶର ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହା କବଳରୁ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ଭିଭିଆଇପି ମଧ୍ୟ ବର୍ତ୍ତି ପାରିନାହାନ୍ତି। ଏହି କ୍ରମରେ ଦିଲ୍ଲୀରେ ପରିବେଶ ମନ୍ତ୍ରୀ ତଥା ଆପ୍ ନେତା ଗୋପାଲ ରାୟ…
ଆକ୍ସନ ନିଶାରେ ରାଜବୀର
ନବାଗତ ରାଜବୀର । ନୂଆ ଓଡ଼ିଆ ସିନେମା ‘ଅରୁନ୍ଧତୀ’ରେ ତାଙ୍କୁ ମିଳିଛି ଏକ ଚ୍ୟାଲେଞ୍ଜିଂ ଭୂମିକା। ଏଥିରେ ତାଙ୍କୁ କେବଳ ଆକ୍ସନ ନୁହେଁ, ରୋମାଣ୍ଟିକ ରୋଲ୍ରେ ମଧ୍ୟ ଦର୍ଶକ ଦେଖିବାକୁ ପାଇବେ। ଏହି ଫିଲ୍ମ ସମ୍ପର୍କରେ ଭୁବନେଶ୍ୱରସ୍ଥ ମଳିପଡାରେ ଜନ୍ମିତ ରାଜବୀର…
ରୋଷେଇ ଶିଖୁଛନ୍ତି ସୋନାକ୍ଷୀ
ବସିବାଠାରୁ କାଶିବା ଭଲ। ଦେଖୁନାହାନ୍ତି, ସେ ସାଇନ୍ କରିଥିବା ଫିଲ୍ମର ଶୁଟିଂ ଆରମ୍ଭ ହୋଇନାହିଁ। ତେଣୁ ଘରେ ବସି ରହିବା ଅପେକ୍ଷା ସେ ଗୋଟିଏ କାମରେ ମନୋନିବେଶ କରିଛନ୍ତି। ତାହା କ’ଣ ଜାଣନ୍ତି ? ନୂଆ ନୂଆ ରୋଷେଇ ଶିଖୁଛନ୍ତି। ହଁ,…
କୋଭିଡ୍ ଯୋଗୁ ରାଜ୍ୟକୁ ଫେରିଛନ୍ତି ୧୦ ଲକ୍ଷ ଶ୍ରମିକ
ଭୁବନେଶ୍ୱର,୨୬ା୧୧(ବ୍ୟୁରୋ):କୋଭିଡ୍-୧୯ ଯୋଗୁ ରାଜ୍ୟକୁ ୧୦,୭,୩୩୦ଜଣ ଶ୍ରମିକ ଫେରି ଆସିଛନ୍ତି। ସେମାନଙ୍କ ଜୀବିକା ଉପାର୍ଜନ ପାଇଁ ସରକାର ବିଭିନ୍ନ ବିଭାଗରେ କାର୍ଯ୍ୟକାରୀ ହେଉଥିବା ଯୋଜନା ମାଧ୍ୟମରେ ରୋଜଗାର ସୁଯୋଗ ସୃଷ୍ଟି କରିବା ଲାଗି ବହୁବିଧ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ତେବେ କେତେ ଶ୍ରମିକ…
ସଂସ୍କୃତରେ ଶପଥ ନେଲେ ମୂଳ ଭାରତୀୟ ସାଂସଦ: ଭିଡ଼ିଓ ଭାଇରାଲ
ଓ୍ବିଲିଂଟନ୍,୨୬।୧୧: ନ୍ୟୁଜିଲାଣ୍ଡରେ ମୂଳ ଭାରତୀୟ ସାଂସଦ ଡ. ଗୌରବ ଶର୍ମା ଇତିହାସ ରଚିଛନ୍ତି। ସେ ସଂସ୍କୃତରେ ପଦ ଏବଂ ଗୋପନୀୟତାର ଶପଥ ପାଠ କରିଛନ୍ତି। ହିମାଚଳ ପ୍ରଦେଶର ବାସିନ୍ଦା ଗୌରବ ନିର୍ବାଚନରେ ଲେବର ପାର୍ଟିର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି। ନ୍ୟୁଜିଲାଣ୍ଡରେ…
ଲଘୁ ଖଣିଜ ନିର୍ଦ୍ଦେଶାଳୟ: ଆରମ୍ଭରୁ ଦୁର୍ବଳ
ଯାଜପୁର ଅଫିସ,୨୬ା୧୧:ରାଜ୍ୟ କ୍ୟାବିନେଟ୍ ଅନୁମୋଦନ କ୍ରମେ ୧୩ା୮ା୨୦୧୯ରେ ସ୍ବତନ୍ତ୍ର ଲଘୁଖଣିଜ ନିର୍ଦ୍ଦେଶାଳୟ ଗଠିତ ହୋଇଛି। ରାଜ୍ୟର ଲଘୁଖଣିଜ ପଦାର୍ଥଗୁଡିକର ସୁବିନିଯୋଗ ଓ ପରିଚାଳନା ଏହାର ଲକ୍ଷ୍ୟ। ଲୋକସେବା ଭବନରେ ଏହି ନିର୍ଦ୍ଦେଶାଳୟ କାର୍ଯ୍ୟ କରୁଛି। ଏଥିରେ ନିର୍ଦ୍ଦେଶକଙ୍କ ସମେତ ୨୯ଟି ପଦବୀ…
ସୁପର୍ ଫ୍ରାଇଡେକୁ ଅପେକ୍ଷା: ଗୋଟିଏ ଦିନରେ ଖେଳାଯିବ ୩ଟି ଅନ୍ତର୍ଜାତୀୟ ମ୍ୟାଚ୍
ସିଡନୀ,୨୬।୧୧: ମହାମାରୀ କରୋନା ଯୋଗୁ କ୍ରିକେଟ ଆୟୋଜନ ଦୀର୍ଘ ସମୟ ଧରି ବ୍ରେକ ଲଗାଯାଇଥିଲା। ଏହା ପରେ ଇଂଲଣ୍ଡ ଏବଂ ୱେଷ୍ଟଇଣ୍ଡିଜ ମଧ୍ୟରେ ଟେଷ୍ଟ ସିରିଜ ସହିତ ଅନ୍ତର୍ଜାତୀୟ କ୍ରିକେଟ ପ୍ରତ୍ୟାବର୍ତ୍ତନ ହୋଇଥିଲା। ତା’ପରେ ଆଇପିଏଲ, ସିପିଏଲ, ବିବିଏଲ ଏବଂ କିଛି…
ଆମେରିକାରେ ପ୍ରତିବାଦ: ମୂଳ ଭାରତୀୟ ନ୍ୟାୟ ପାଇଁ କଲେ ଦାବି
ଓ୍ବାଶିଂଟନ,୨୬।୧୧: ମୁମ୍ବାଇରେ ୨୦୦୮ ନଭେମ୍ବର ୨୬ରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ନେଇ ଆମେରିକାରେ ମୂଳ ଭାରତୀୟଙ୍କ ପକ୍ଷରୁ ପ୍ରତିବାଦ କରାଯାଇଛି। ଆମେ ନ୍ୟାୟ ଚାହୁଁଛୁ ବୋଲି ସେମାନେ ଦାବି କରିଛନ୍ତି। ପାକିସ୍ତାନ ଦୂତାବାସ ସମ୍ମୁଖରେ ଏକତ୍ରିତ ହୋଇ ମୂଳ ଭାରତୀୟମାନେ ସ୍ଲୋଗାନ…
ଗୋଆରେ ଲାଗିବ ମାରାଡୋନାଙ୍କ ବିଶାଳ ପ୍ରତିମା
ପଣଜୀ,୨୬।୧୧: ଆର୍ଜେଣ୍ଟିନାର ମହାନ ଫୁଟବଲର ଡିଏଗୋ ମାରାଡୋନାଙ୍କ ବିୟୋଗରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ତାଙ୍କ ସ୍ମୃତିରେ ଏକ ବିଶାଳ ପ୍ରତିମା ସ୍ଥାପନ କରିବେ ବୋଲି ଘୋଷଣା କରିଛନ୍ତି। ଆସନ୍ତା ବର୍ଷ ପୂର୍ବ ଜିଲାର ଉପକୂଳବର୍ତ୍ତି ଅଞ୍ଚଳରେ ଏହି ପ୍ରତିମା ସ୍ଥାନନ…
୪୬ ବର୍ଷ ପରେ ଡିଗ୍ରୀ ହାସଲ କଲେ ଏହି ପ୍ରସିଦ୍ଧ ଭଜନ ଗାୟକ
ଭଜନ ଗାୟକରୁ ନିକଟରେ ଅଭିନେତା ସାଜିଥିବା ଅନୁପ ଜାଲୋଟା ୪୬ ବର୍ଷ ପରେ ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟରୁ ବିଏ ଡିଗ୍ରୀ ହାସଲ କରିଛନ୍ତି। ୧୯୭୪ରେ ଅନୁପ ଏଠାରୁ ସ୍ନାତକ ଡିଗ୍ରୀ ହାସଲ କରିଥିଲେ। କିନ୍ତୁ ଡିଗ୍ରୀ ସାର୍ଟିଫିକେଟ ନେଇ ନ ଥିଲେ। ଏବେ…
ଦରଦାମ୍ ବୃଦ୍ଧି ପ୍ରତିବାଦରେ ସିପିଆଇଏମ୍ର ଧର୍ମଘଟ
ଚିତ୍ରକୋଣ୍ଡା,୨୬ା୧୧(ଡି.ଏନ୍.ଏ.): କୃଷି ବିରୋଧୀ ଆଇନ, ଶ୍ରମିକ ବିରୋଧୀ ଓ ଦରଦାମ ବୃଦ୍ଧି ପ୍ରତିବାଦରେ କେନ୍ଦ୍ରୀୟ ଟ୍ରେଡ୍ ୟୁନିଅନ ଓ କୃଷକ ସଂଗଠନମାନଙ୍କ ପକ୍ଷରୁ ଦେଶ ବ୍ୟାପୀ ସାଧାରଣ ଧର୍ମଘଟ ଡାକରା ସହ ବିଭିନ୍ନ ଦାବିକୁ ନେଇ ଓଡ଼ିଶାରେ ସଫଳ କରିବାକୁ ରାଜ୍ୟ…
କରୋନା ଆକ୍ରାନ୍ତ ବାସ କରୁଥିବା ଅଞ୍ଚଳରେ ୫୦ମିଟର ପର୍ଯ୍ୟନ୍ତ ହେବ ସିଲ୍: ଯୋଗୀ ସରକାର
ଲକ୍ଷ୍ନୌ,୨୬।୧୧: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ନୂଆ ନିୟମ ପ୍ରଣୟନ କରାଯାଇଛି। କରୋନା ଆକ୍ରାନ୍ତ ବାସ କରୁଥିବା ଅଞ୍ଚଳରେ ୫୦ ମିଟର ପର୍ଯ୍ୟନ୍ତ ସିଲ୍ କରିବାକୁ ସରକାର ନିର୍ଦ୍ଦେଶ ଜାରି କରିଛନ୍ତି। ଏକାଧିକ…
Archives


