କ୍ରିକେଟର ସ୍ତ୍ରୀଙ୍କୁ ଧମକ ଦେବା ପଡିଲା ମହଙ୍ଗା
କୋଲକାତା,୨୬।୧୦: ଭାରତୀୟ ଦଳର ପେସର ମହମ୍ମଦ ଶାମିଙ୍କ ସ୍ତ୍ରୀ ହସିନ ଜାହାନଙ୍କୁ ଧମକ ଅଭିଯୋଗରେ କୋଲକାତା ପୋଲିସ ବୁଧବାର ୨୫ ବର୍ଷ ଯୁବକଙ୍କୁ ଗିରଫ କରିଛି। ଗତ ଦୁଇ ମାସ ମଧ୍ୟରେ ହସିନଙ୍କୁ ଅନେକ ଥର ଧମକ ଦେଇଥିବା ସେ ପୋଲିସରେ…
ଭୋଗରାଇରେ ଭାରତ ବନ୍ଦର ମିଶ୍ରିତ ପ୍ରଭାବ
ଭୋଗରାଇ,୨୬ା୧୧(ଡି.ଏନ୍.ଏ.): କେନ୍ଦ୍ରୀୟ ଟ୍ରେଡ୍ ୟୁନିୟନ ପକ୍ଷରୁ ଦିଆଯାଇଥିବା ଭାରତ ବନ୍ଦ ଡାକରା ବାଲେଶ୍ୱର ଜିଲା ଭୋଗରାଇ ବ୍ଲକରେ ମିଶ୍ରିତ ପ୍ରଭାବ ପଡ଼ିଛି। ଥାନାଛକଠାରେ ଆନ୍ଦୋଳନକାରୀମାନେ ମୁଖ୍ୟ ରାସ୍ତା ଅବରୋଧ କରିବା ଗାଡ଼ି ଚଳାଚଳ ବନ୍ଦ ହୋଇଛି। ଦୋକାନ, ସରକାରୀ ଅଫିସ ଖୋଲା…
୧୮ ବର୍ଷରୁ ଅଧିକ ବୟସ୍କ ଯୁବତୀ ନିଜ ପସନ୍ଦର ଯୁବକଙ୍କ ସହିତ ରହିବାକୁ ସ୍ବତନ୍ତ୍ର: ଦିଲ୍ଲୀ ହାଇକୋର୍ଟ
ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ଅନୁସାରେ ୧୮ ବର୍ଷରୁ ଅଧିକ ବୟସ୍କ ଯୁବତୀ ନିଜ ପସନ୍ଦର ଯୁବକଙ୍କ ସହିତ ରହିବାକୁ ସ୍ବତନ୍ତ୍ର। ସେ ସାବାଳିକା ହୋଇଥିବାରୁ ଏହା ତାଙ୍କର ଗଣତାନ୍ତ୍ରିକ ଅଧିକାର ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। ସେ ନିଜ ଇଛାରେ ଘର…
ତ୍ରୁଟିପୂର୍ଣ୍ଣ ଚିକିତ୍ସା ଯୋଗୁ ନାବାଳକଙ୍କ ମୃତ୍ୟୁ ଅଭିଯୋଗ: ମୃତଦେହ ରଖି ରାସ୍ତା ଅବରୋଧ
କେସିଙ୍ଗା,୨୬ା୧୧(ଡି.ଏନ୍.ଏ.): କଳାହାଣ୍ଡି ଜିଲା ନର୍ଲା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରଠାରେ ଏକ ଅଭାବନୀୟ ଘଟଣା ଘଟିଛି। ନର୍ଲା ଗ୍ରାମର ଜୟନ୍ତୀ ନଗରପଡ଼ାର କୈବଲ୍ୟ ସେନାପତିଙ୍କ ପୁଅ ମନୋଜ(୧୨)। ବୁଧବାର ବିଳମ୍ବିତ ରାତିରେ ପେଟ ବ୍ୟଥା ହେବାରୁ ନର୍ଲା ସ୍ବାସ୍ଥ୍ୟକେନ୍ଦ୍ରକୁ ପ୍ରାଥମିକ ଚିକିତ୍ସା ପାଇଁ ପରିବାର…
ଦିଗପହଣ୍ଡିରେ ଧର୍ମଘଟ ପ୍ରଭାବ: ଦୋକାନ ବଜାର ବନ୍ଦ , ପ୍ରତିବାଦ ସଭା
ଦିଗପହଣ୍ଡି,୨୬।୧୧(ଡି.ଏନ.ଏ.): କେନ୍ଦ୍ର ସରକାରଙ୍କ ଶ୍ରମିକ ଓ କୃଷକ ମାରଣ ନୀତି ବିରୋଧରେ ଗୁରୁବାର ସର୍ବଭାରତୀୟ ଶ୍ରମିକ ସଙ୍ଗଠନ ସମୂହ ପକ୍ଷରୁ ଡ଼ାକରା ଦିଆଯାଇଥିବା ଧର୍ମଘଟ ପ୍ରଭାବରେ ସମସ୍ତ ଦୋକାନ ବଜାର ବନ୍ଦ ରହିଥିଲା। ଯାତ୍ରୀବାହୀ ବସ ଚଳାଚଳ ବନ୍ଦ ଥିବା ବେଳେ…
କୌଣସି ସରକାର ସମ୍ବିଧାନକୁ ବିପଦରେ ପକାଇ ପାରିବେ ନାହିଁ: ଲୋକ ସଭା ବାଚସ୍ପତି
ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ଶ୍ରେଷ୍ଠତମ। କୌଣସି ସରକାର ସମ୍ବିଧାନକୁ ବିପଦରେ ପକାଇ ପାରିବେ ନାହିଁ। ଲୋକ ସଭା ବାଚସ୍ପତି ଓମ୍ ବିରଳା ସମ୍ବିଧାନ ଦିବସ ଅବସରରେ ଗୁରୁବାର ଏଭଳି କହିଛନ୍ତି। ଏକ ଗଣମାଧ୍ୟମ ସଂସ୍ଥାକୁ ସାକ୍ଷାତ୍କାର ଦେଇ ସେ ଏଭଳି କହିଛନ୍ତି।…
ଦେହଜୀବୀଙ୍କୁ କରୋନା ସହାୟତା: ମାସକୁ ୫ ହଜାର ସହିତ ୫ କିଲୋ ରାଶନ
ମୁମ୍ବାଇ,୨୬।୧୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ମୁମ୍ବାଇରେ ବାସ କରୁଥିବା ୫,୬୦୦ରୁ ଅଧିକ ଦେହଜୀବୀଙ୍କ ଆର୍ଥିକ ସ୍ଥିତି ଖରାପ ହୋଇଯାଇଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍ରେଙ୍କ ସରକାର ଦେହଜୀବୀଙ୍କୁ ମାସିକ ୫ ହଜାର ଟଙ୍କା ସହିତ ୫ କିଲୋ…
ରାଜ୍ୟରେ ପୁଣି ୬୪୪ କରୋନା ପଜିଟିଭ୍ ଚିହ୍ନଟ, ୧୭ ମୃତ
ଭୁବନେଶ୍ୱର,୨୬।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୬୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୭ଜଣଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩୬୯ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୭୫ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍…
ମୋ ହିରୋ ଚାଲିଗଲେ
କିମ୍ବଦନ୍ତୀ ଫୁଟବଲର୍ ଡିଏଗୋ ମାରାଡୋନାଙ୍କର ବୁଧବାର ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୬୦ ବର୍ଷ ବୟସ ହୋଇଥିଲା ଏବଂ ସେ ହୃଦଘାତରେ ପୀଡିତ ଥିଲେ। ମାରାଡୋନାଙ୍କ ମୃତ୍ୟୁ ପରେ ସାରା ବିଶ୍ୱରେ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ନିରାଶା ଭାବ ଦେଖାଯାଇଛି। ଭାରତରେ…
୭୧ ବର୍ଷରେ ଭାରତୀୟ ସମ୍ବିଧାନ:୨ ବର୍ଷ ୧୧ ମାସ ୧୮ ଦିନରେ ହୋଇଥିଲା ପ୍ରସ୍ତୁତି
ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ପ୍ରସ୍ତୁତିକୁ ଇତିମଧ୍ୟରେ ୭୧ ବର୍ଷ ପୂରିଛି। ୧୯୪୯ ନଭେମ୍ବର ୨୬ରେ ସମ୍ବିଧାନ କମିଟି ଅଧ୍ୟକ୍ଷ ଡ. ଭୀମରାଓ ଆମ୍ବେଡକର ଏହାକୁ ଦାଖଲ କରିଥିଲେ। ସମ୍ବିଧାନର ପ୍ରସ୍ତୁତି ପାଇଁ ୨ ବର୍ଷ ୧୧ ମାସ ୧୮ ଦିନ ସମୟ…
ମା’ ଶ୍ରମିକ ଭାବେ କାର୍ଯ୍ୟ କରି ପୁଅକୁ ବଡ କଲେ, ପୁଅ ଦେଲେ ଏମିତି ଉପହାର
କୁହାଯାଏ, ପରିଶ୍ରମର ଫଳ କେବେ ବ୍ୟର୍ଥ ଯାଏ ନାହିଁ। ଏହି ଉକ୍ତିର ଜୀବନ୍ତ ପ୍ରମାଣ ହେଉଛନ୍ତି ଭାରତୀୟ ଦଳର ବାମହାତୀ ଦ୍ରୁତ ବୋଲର ଟି ନାଟରାଜନ। ଯିଏ ଅତ୍ୟନ୍ତ ଗରିବ ପରିବାରରେ ଜନ୍ମ ହୋଇଥିଲେ। ତାଙ୍କ ମା ଜଣେ ଶ୍ରମିକ ଥିଲେ।…
୧୨ ବର୍ଷରେ ମୁମ୍ବାଇ ୨୬/୧୧ ଆକ୍ରମଣ: ମାଷ୍ଟରମାଇଣ୍ଡ୍ ହାଫିଜ୍-ରାଣା ଏବେ ବି ଅପହଞ୍ଚ
ମୁମ୍ବାଇ,୨୬।୧୧: ମୁମ୍ବାଇରେ ୨୦୦୮ ନଭେମ୍ବର ୨୬ରେ ହୋଇଥିବା ୨୬/୧୧ ଆକ୍ରମଣକୁ ଇତିମଧ୍ୟରେ ୧୨ ବର୍ଷ ପୂରିଛି । ଏଠାରେ ନଭେମ୍ବର ୨୯ ପର୍ଯ୍ୟନ୍ତ ଦୀର୍ଘ ୬୦ ଘଣ୍ଟା ଧରି ମିଳିତ ସର୍ଚ୍ଚ ଅପରେଶନ୍ ଜାରି ରହିଥିଲା। ଏହି ସିରିଜ୍ ଆକ୍ରମଣରେ ୧୬୬…
Archives


