Home

ଲଭ୍‌ ଜେହାଦ: ଯୋଗୀ ସରକାର ଜାରି କଲେ କଡ଼ା ଅଧ୍ୟାଦେଶ

ଲକ୍ଷ୍ନୌ,୨୫।୧୧: ଲଭ୍‌ ଜେହାଦ୍‌ ନେଇ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର କଡ଼ା ଆଧ୍ୟାଦେଶ ଜାରି କରିଛନ୍ତି। ଏହାକୁ ଅନୁମୋଦନ ଲାଗି ଆଇନ ମନ୍ତ୍ରଣାଳୟ ପାଖକୁ ପଠାଇ ଦିଆଯାଇଛି। ଧୋକା ଦେଇ ଧର୍ମପରିବର୍ତ୍ତନ କରୁଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେଲେ…

ପ୍ରେମିକାଙ୍କ ଡ୍ୟାନ୍ସ ଭିଡିଓ ଦେଖି ଏମିତି ପ୍ରତିକ୍ରିୟା ଦେଲେ ପୃଥ୍ବୀ ଶ’

ଭାରତୀୟ ଦଳର ଯୁବ ବ୍ୟାଟ୍ସ ବ୍ୟାଟ୍ସମ୍ୟାନ୍‌ ପୃଥ୍ବୀ ଶ’ ଏବେ ଅଷ୍ଟ୍ରେଲିଆ ଗସ୍ତରେ ଅଛନ୍ତି। ସେଠାରେ ସେ ଅଭ୍ୟାସ ଆରମ୍ଭ କରିଛନ୍ତି। ମାତ୍ର ୧୮ ବର୍ଷୀୟ ଚମତ୍କାର ଶତକ ସହ ଟେଷ୍ଟ ଡେବ୍ୟୁ କରିଥିବା ଶ’ଙ୍କୁ ଦେଶର ଭବିଷ୍ୟତ କୁହାଯାଏ। ଏବେ…

ସାଢେ ୪ ମାସରେ ୨୨ଥର କରୋନା ଟେଷ୍ଟ କରିସାରିଲେଣି ସୌରଭ ଗାଙ୍ଗୁଲି

କୋଲକତା,୨୫।୧୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଓ ଭାରତର ପୂର୍ବତନ ଅଧନାୟକ ସୌରଭ ଗାଙ୍ଗୁଲି ମଧ୍ୟ ଥରେ କି ଦୁଇଥର ନୁହେଁ, ପାଖାପାଖି ୨୨ଥର ନିଜର କୋଭିଡ ଟେଷ୍ଟ କରାଇ ସାରିଲେଣି। ଗାଙ୍ଗୁଲି ନିଜେ ଏକଥା ଖୁଲାସା କରିଛନ୍ତି। ‘ଲିଭିଙ୍ଗାର୍ଡ…

କେବେ ଦିଆଯିବ କରୋନା ଟିକା: ଲୋକଙ୍କ ପାଖକୁ ଏସ୍‌ଏମ୍‌ଏସ୍‌ ପଠାଇବେ ସରକାର

ନୂଆଦିଲ୍ଲୀ,୨୫।୧୧: ଦେଶରେ କରୋନା ମହାମାରୀ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ପିଫାଇଜର, ମୋଡେର୍ନା, ଆଷ୍ଟ୍ରାଜେନିକା ଏବଂ ସ୍ପୁଟନିକ୍‌-ଭି ଆଦି ୪ଟି କରୋନା ପ୍ରତିଷେଧକ ଟିକାର କ୍ଲିନିକାଲ ପରୀକ୍ଷା ବେଶ୍‌ ଉତ୍ସାହ ଜନକ ରହିଛି। ଅକ୍ସଫୋର୍ଡ ୟୁନିଭରସିଟି ଦ୍ୱାରା ପ୍ରସ୍ତୁତ ଆଷ୍ଟ୍ରାଜେନିକାର…

ହିମ ପାହାଡ଼ ତରଳିଲେ ଭୟଙ୍କର ସଙ୍କଟ

ଓ୍ବାଶିଂଟନ: ପୃଥିବୀରେ କରୋନା ମହାମାରୀ ସଙ୍କଟ ଜାରି ରହିଥିବାବେଳେ ଏବେ ବୈଜ୍ଞାନିକମାନେ ଅନ୍ୟ ଏକ ବିପଦ ମାଡ଼ି ଆସୁଥିବା ସମ୍ପର୍କରେ ଚେତାବନୀ ଦେଇଛନ୍ତି। ଉତ୍ତରମେରୁରେ ହିମ ପାହାଡ଼ ତରଳିଲେ ମାନବ ସଭ୍ୟତା ପ୍ରତି ବିପଦ ମାଡ଼ି ଆସିବ ବୋଲି ବୈଜ୍ଞାନିକ କହିଛନ୍ତି।…

ଇଲେକ୍‌ଟ୍ରିକ୍‌ ମସ୍‌ରୁମ୍‌

ପୁଷ୍ଟିକର ଖାଦ୍ୟ ତାଲିକାରେ ଛତୁ ବା ମସ୍‌ରୁମ୍‌ର ସ୍ଥାନ ସ୍ବତନ୍ତ୍ର। ଭୋଜିଭାତ, ପାର୍ଟି, ଫଙ୍କସନ୍‌ରେ ଖାଇବା ଥାଳିରେ ପ୍ରଥମେ ଖୋଜା ପଡ଼ିଥାଏ ସ୍ବାଦିଷ୍ଠ ଛତୁ ବ୍ୟଞ୍ଜନ। ତେବେ ପୂର୍ବ ଭାରତୀୟ ରାଜ୍ୟ ମେଘାଳୟର ବାଉଁଶ ବଣରେ ଏକ ଆଶ୍ଚର୍ଯ୍ୟଜନକ ଛତୁର ସନ୍ଧାନ…

୩ ଦିନିଆ ଓଡ଼ିଶା ଗସ୍ତରେ ଭାଗବତ

ଭୁବନେଶ୍ୱର,୨୫।୧୧(ବ୍ୟୁରୋ): ଆର୍‌ଏସଏସ(ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ) ମୁଖ୍ୟ ମୋହନ ଭାଗବତ ମଙ୍ଗଳବାର ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ରାଜଧାନୀଠାରେ ଅନୁଷ୍ଠିତ ହେବାକୁ ଥିବା ଆର୍‌ଏସ୍‌ଏସ୍‌ର ଅଖିଳ ଭାରତୀୟ କାର୍ଯ୍ୟକାରୀ ମଣ୍ଡଳରେ ଭାଗବତ ଯୋଗଦେବେ। ପୂର୍ବ କ୍ଷେତ୍ର ଲାଗି ଉଦ୍ଦିଷ୍ଟ ଏହି…

ଆଚାର୍ଯ୍ୟ ହରିହର କ୍ୟାନ୍‌ସର ହସ୍ପିଟାଲରୁ ୧୫ କର୍ମଚାରୀ ବହିଷ୍କୃତ

କଟକ ଅଫିସ,୨୫ା୧୧: କଟକ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରୁ ୧୫ କର୍ମଚାରୀଙ୍କୁ ମଙ୍ଗଳବାର ବହିଷ୍କୃତ କରାଯାଇଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଚିଠିନଂ.୪୪୫୮/୨୩ା୧୧ା୨୦ରେ ବିନା ଅନୁମୋଦନରେ କାମ କରୁଥିବା ୧୫ କର୍ମଚାରୀଙ୍କୁ ବହିଷ୍କାର କରାଯାଉ…

ପଡୋଶୀଙ୍କ ଫିଙ୍ଗା ଖାଦ୍ୟ ଖାଇ ପିଲାଦିନ କାଟିଥିଲେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଟେଲିଭିଜନ ଅଭିନେତ୍ରୀ, ଡ୍ରାମା କୁଇନ ତଥା ନୃତ୍ୟଶିଳ୍ପୀ ରାଖୀ ସାୱନ୍ତ ଆଜି ୪୨ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୮, ନଭେମ୍ବର ୨୫ରେ ସେ ମୁମ୍ବାଇରେ ଜନ୍ମଗ୍ରହଣ କରିଥିଲେ। ରାଖୀ ନିଜ ଚିରପରିଚତ ଅନ୍ଦାଜରେ ଆଜି ସମସ୍ତଙ୍କ ହୃଦୟରେ ରାଜ୍‌ କରୁଛନ୍ତି। କିନ୍ତୁ…

ଆଇସ୍‌କ୍ରିମ କାଠିରେ ନାଗାର୍ଜୁନ ବେଶ

ପୁରୀ ଅଫିସ,୨୫।୧୧: ଦୀର୍ଘ ୨୫ବର୍ଷ ପରେ ପଡ଼ୁଛି ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ଆସନ୍ତା ୨୭ ତାରିଖରେ ଏହି ଦୁର୍ଲଭ ବେଶ ଅନୁଷ୍ଠିତ ହେବ। ଏଥର କରୋନା ମହାମାରୀ ପାଇଁ ଏହି ବେଶକୁ ଭକ୍ତମାନେ ଦେଖିପାରିବେ ନାହିଁ। ତେବେ ମହାପ୍ରଭୁଙ୍କର ଏହି ମହାର୍ଘ…

ବର୍ଷେ ବିଦେଶ ଯାଇପାରିଲେନି ମୋଦି

ନୂଆଦିଲ୍ଲୀ,୨୫ା୧୧: ବିଦେଶ ଗସ୍ତକୁ ନେଇ ଚର୍ଚ୍ଚାରେ ରହୁଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତବର୍ଷ ଦେଶ ବାହାରକୁ ଯାଇପାରିଲେ ନାହିଁ। ୨୦୨୦ରେ କରୋନା ଭାଇରସ୍‌ ତାଙ୍କ ବିଦେଶ ଗସ୍ତରେ ବ୍ରେକ୍‌ ଲଗାଇଛି। ୨୦୧୪ରେ କ୍ଷମତାକୁ ଆସିବା ପରଠୁ ପ୍ରଧାନମନ୍ତ୍ରୀ ମୋଦି ସରକାରୀ କାର୍ଯ୍ୟକ୍ରମରେ…

ସୁନ୍ଦରଗଡ଼ରେ ବଢ଼ୁଛି କରୋନା ମୃତ୍ୟୁ

ଭୁବନେଶ୍ୱର, ୨୫।୧୧(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ଏବେ ଚିନ୍ତାଜନକ ହେଲାଣି। ଦୈନିକ ସଂକ୍ରମଣ ସଂଖ୍ୟା ହ୍ରାସ ପାଉଥିବାରୁ ଯେତିକି ଆଶ୍ୱସ୍ତି ମିଳିଛି ମୃତ୍ୟୁ ସଂଖ୍ୟା ବୃଦ୍ଧି ସେତିକି ଚିନ୍ତା ବଢ଼ାଉଛି। ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୬୭୧ରେ ପହଞ୍ଚତ୍ଛି। ଏବେ ସବୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri