ମାଟି ପାତ୍ର ଗଢୁଛନ୍ତି ତୈମୁର
ବଲିଉଡ୍ ଅଭିନେତ୍ରୀ କରୀନା କପୁରଙ୍କ ପୁଅ ତୈମୁର ଜଣେ ସେଲିବ୍ରିଟିଙ୍କଠାରୁ କମ ନୁହଁନ୍ତି। କରୀନା ପ୍ରାୟତଃ ତୈମୁରର ଭିଡିଓ ଏବଂ ଫଟୋ ଶେୟାର କରନ୍ତି। ନିକଟରେ ତୈମୁର ମାଟି ପାତ୍ର ଗଢୁଥିବା ଏକ ଭିଡିଓ ସେ ଶେୟାର କରିଛନ୍ତି। ତୈମୁର ଏବଂ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୬୪୮ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୪।୧୧(ବ୍ୟୁରୋ): ରାଜ୍ୟରେ ଆରୋଗ୍ୟ ହେଲେ ୬୪୮ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୩୦୭୩୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ କରାଯାଇଛି। ମଙ୍ଗଳବାର ଆରୋଗ୍ୟ ହୋଇଥିବା…
ରୁଷିଆ କରୋନା ଟିକା ‘ସ୍ପୁଟନିକ ଭି’ ୯୫% ଫଳପ୍ରଦ ଦାବି
ମସ୍କୋ,୨୪।୧୧: ବିଶ୍ୱର ଅନେକ ଦେଶ ଏବେ କରୋନା ଟିକା ପ୍ରସ୍ତୁତିରେ ଲାଗିପଡିଛନ୍ତି। ରୁଷିଆ ମଧ୍ୟ ନିଜ ଦେଶରେ ପ୍ରସ୍ତୁତ କରୋନା ଟିକା ‘ସ୍ପୁଟନିକ ଭି’ ନେଇ ବେଶ୍ ଆଶାବାଦୀ ରହିଛି। ଋଷିଆର ସ୍ବାସ୍ଥ୍ୟ ମନ୍ତ୍ରଣାାଳୟ ପକ୍ଷରୁ କୁହାଯାଇଛି ଯେ ‘ସ୍ପୁଟନିକ ଭି’…
ଓବାମାଙ୍କ ରାଷ୍ଟ୍ରପତି ପଦ ଯିବା ପରେ ସବୁଠୁ ଅଧିକ ଖୁସି ହୋଇଥିଲେ ସ୍ତ୍ରୀ, ଜାଣନ୍ତୁ କାହିଁକି
ଓ୍ବାଶିଟନ୍,୨୪।୧୧:ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ନିଜ ପୁସ୍ତକ ଏ ପ୍ରମିଜଡ୍ ଲ୍ୟାଣ୍ଡ୍କୁ ନେଇ ଏବେ ବେଶ୍ ଚର୍ଚ୍ଚାରେ ଅଛନ୍ତି। ନିକଟରେ ସେ ଏକ ଖୁଲାସା କରିଛନ୍ତି। ସେ କହିଛନ୍ତି ଯେ, ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ଛାଡିବା ପରେ ତାଙ୍କ ସ୍ତ୍ରୀ ଅଧିକ…
ଗିରଫ ହେବେ ନାହିଁ କଙ୍ଗନା, କୋର୍ଟ ଦେଲେ ନିର୍ଦ୍ଦେଶ
ବଲିଉଡ ଅଭିନେତ୍ରୀ କଙ୍ଗନା ରାଣାୱତ ଏବଂ ତାଙ୍କ ଭଉଣୀ ରଙ୍ଗୋଲା ଚନ୍ଦେଲଙ୍କ ବିରୋଧରେ ମାମଲା ରଦ୍ଦ ପାଇଁ ଏକ ଆବେଦନ ଉପରେ ବମ୍ବେ ହାଇକୋର୍ଟ ମଙ୍ଗଳବାର ଶୁଣାଣି କରିଛନ୍ତି। ଉଭୟଙ୍କ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରିବାକୁ କୋର୍ଟ ମୁମ୍ବାଇ…
୧୯୯୨ ବିଶ୍ୱକପ୍ ଜର୍ସି ପିନ୍ଧି ପଡିଆକୁ ଓହ୍ଲାଇବ ଭାରତୀୟ ଦଳ
ସିଡନୀ.୨୪।୧୧: ଭାରତ-ଅଷ୍ଟ୍ରେଲିଆ ଦିନିକିଆ ସିରିଜରେ ଭାରତୀୟ ଦଳ ନୂଆ ଜର୍ସିରେ ପଡିଆକୁୁ ଓହ୍ଲାଇବ। ୧୯୯୨ ୱାଲର୍ଡ କପରେ ଭାରତୀୟ ଦଳ ଯେଉଁ ଭଳି ଜର୍ସି ପିନ୍ଧିଥିଲା ସେଭଳି ଜର୍ସି ପିନ୍ଧି ଅଷ୍ଟ୍ରେଲିଆ ବିପକ୍ଷ ଦିନିକିଆ ବ୍ୟାଚ୍ ଖେଲିବେ ବୋଲି ଜଣାପଡିଛି। ଭାରତୀୟ…
ଅବସର ପରେ ଟମାଟୋ-ଦୁଗ୍ଧ ବିକ୍ରି କରୁଛନ୍ତି ଧୋନୀ
ରାଞ୍ଚି,୨୪।୧୧: ବଡ଼ ବଡ଼ ସେଲିବ୍ରିଟି ନିଜ ଜୀବନରେ କ’ଣ କରୁଛନ୍ତି କେମିତି ଜୀବନ ବିତାଉଛନ୍ତି ସେ ବିଷୟରେ ଜାଣିବା ପାଇଁ ସମସ୍ତଙ୍କ ଭିତରେ ଉତ୍କଣ୍ଠା ଭରି ରହିଥାଏ। ଏହି କ୍ରମରେ ଭାରତୀୟ କ୍ରିକେଟ ଟିମ୍ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧାନୀ…
ଭାରତ ନୁହେଁ, ଆମେରିକାକୁ ନେଇ ଗର୍ବିତ
ଡେମୋକ୍ରାଟ୍ କମଲା ହାରିସ୍ ଏକକାଳୀନ ୩ ବିରଳ ରେକର୍ଡର ଅଧିକାରିଣୀ ହେବାର ଗୌରବ ଅର୍ଜନ କରିଛନ୍ତି। ସେ ହେଉଛନ୍ତି ଆମେରିକାର ପ୍ରଥମ ମହିଳା ଉପରାଷ୍ଟ୍ରପତି। ଦକ୍ଷିଣ ଏସୀୟ ତଥା କୃଷ୍ଣକାୟ ଭାବେ ଏହି ପଦରେ ଆସୀନ ହେବାରେ ମଧ୍ୟ କମଲା ପ୍ରଥମ…
ପୁଣି ୪୩ଟି ଆପ୍ସ ଉପରେ ଲାଗିଲା ପ୍ରତିବନ୍ଧକ
ନୂଆଦିଲ୍ଲୀ,୨୪।୧୧: ପୁଣି ୪୩ ମୋବାଇଲ ଆପ୍ସ ବ୍ୟାନ କରିଛନ୍ତି କେନ୍ଦ୍ର ସରକାର। ଧାରା ୬୯ଏ ଅନୁଯାୟୀ କେନ୍ଦ୍ର ସରକାର ଏହି ପଦକ୍ଷେପ ନେଇଛନ୍ତି। ଦେଶର ସୁରକ୍ଷା, ସାର୍ବଭୌମତ୍ୱ, ଗୋପନୀୟତାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ଆଇଟି ବିଭାଗ ବ୍ୟାନ କରିଛି। ଏବେ…
୧୦ଡଲାରରୁ କମ୍ରେ ମିଳିବ ସ୍ପୁଟନିକ୍-ଭି ଭାକ୍ସିନ
ମସ୍କୋ,୨୪।୧୧: ବିଶ୍ୱରେ କରୋନା ଭାଇରସ୍ ସଂକ୍ରମଣ ଲଗାତର ଭାବେ ବୃଦ୍ଧି ପାଇବାରେ ଲାଗିଛି। ଏହି ମହାମାରୀର ମୁକାବିଲା ପାଇଁ ଏଯାଏଁ ଔଷଧ ପ୍ରସ୍ତୁତ ହୋଇ ନ ଥିବା ବେଳେ ସମସ୍ତଙ୍କର ଆଶା ଭାକ୍ସିନ ଉପରେ ରହିଛି। ତେବେ କରୋନାର ଭାକ୍ସିନ ମାର୍କେଟକୁ…
ପରିବର୍ତ୍ତନର ନାଁ ବାଇଡେନ୍
ଆମେରିକାରେ ରାଷ୍ଟ୍ରପତି ନିର୍ବାଚନ ହେଲା। ରାଷ୍ଟ୍ରପତି ଟ୍ରମ୍ପ୍ ହାରିିଗଲେ ଓ ପୂର୍ବତନ ଉପରାଷ୍ଟ୍ରପତି ବାଇଡେନ୍ ଜିତିଲେ। ଏମିତି ଦେଖିଲେ ସାଧା କଥା। ନିର୍ବାଚନ ଏକ ସ୍ବାଭାବିକ ଗଣତାନ୍ତ୍ରିକ ପ୍ରକ୍ରିୟା। ପୂର୍ବରୁ ମଧ୍ୟ ଅନେକ ଶାସକ ପରାଜିତ ହୋଇଛନ୍ତି। କିନ୍ତୁ ସାମଗ୍ରିକ ଭାବେ…
ପତିତପାବନଙ୍କ ହେବ ନାହିଁ ନାଗାର୍ଜୁନ ବେଶ
ପୁରୀ ଅଫିସ୍,୨୩।୧୧: ଆସନ୍ତା ୨୭ରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ଦୀର୍ଘ ୨୫ ବର୍ଷ ପରେ ପଡିିଛି ଏହି ଦୁର୍ଲଭ ବେଶ। ଦାରୁଦିଅଁଙ୍କ ଏହି ବିରଳ ବେଶକୁ ଭକ୍ତମାନେ ଦେଖପାରିବେ ନାହିଁ। କରୋନା ମହାମାରୀ ପାଇଁ ଏଭଳି ନିଷ୍ପତ୍ତି ହୋଇଛି। ତେବେ ପତିତପାବନଙ୍କୁ…
Archives


