Home

1984 Anti-Sikh Riots: ଶିଖ ବିରୋଧୀ ଦଙ୍ଗା ମାମଲାରେ ପୂର୍ବତନ କଂଗ୍ରେସ ଏମପି ସଜ୍ଜନ କୁମାରଙ୍କୁ ମିଳିଲା ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୨।୧: ରାଜଧାନୀ ଦିଲ୍ଲୀରେ ୧୯୮୪ ମସିହାରେ ହୋଇଥିବା ଶିଖ ବିରୋଧୀ ଦଙ୍ଗା ସହିତ ଜଡିତ ଏକ ମାମଲାରେ କଂଗ୍ରେସ ଏମପି ସଜ୍ଜନ କୁମାରଙ୍କୁ ଆଜି (ଜାନୁଆରୀ ୨୨) ଗୁରୁବାର କୋର୍ଟରୁ ଆଶ୍ୱସ୍ତି ମିଳିଛି। ଦିଲ୍ଲୀର ଏକ କୋର୍ଟ ସଜ୍ଜନ କୁମାରଙ୍କୁ ଏହି…

ଗଣତନ୍ତ୍ର ଦିବସରେ ବଡ଼ ଆତଙ୍କବାଦୀ ଆକ୍ରମଣ ଯୋଜନା! ଟାର୍ଗେଟରେ ରାଜଧାନୀ ସମେତ ରାମ ମନ୍ଦିର, ଆଲର୍ଟରେ ଏଜେନ୍ସି

ନୂଆଦିଲ୍ଲୀ,୨୨।୧: ଗଣତନ୍ତ୍ର ଦିବସ (ଜାନୁଆରୀ ୨୬) ରେ ଏକ ବଡ଼ ଆତଙ୍କବାଦୀ ଆକ୍ରମଣ ହେବାର ସମ୍ଭାବନା ଥିବାରୁ ଭାରତର ବିଭିନ୍ନ ସହରରେ ସତର୍କତା ଜାରି କରାଯାଇଛି। ଗୁପ୍ତଚର ସଂସ୍ଥାଗୁଡ଼ିକୁ ଉଦ୍ଧୃତ କରି ସୂତ୍ରଗୁଡ଼ିକ କହିଛନ୍ତି ଯେ ଆତଙ୍କବାଦୀମାନେ ଦିଲ୍ଲୀ ସମେତ ଦେଶର…

ରେଳଯାତ୍ରୀଙ୍କୁ Indian Railwayର ବଡ଼ ଉପହାର! ଏହାର ଦାମ୍‌ କମାଇଲା…         

ନୂଆଦିଲ୍ଲୀ,୨୨।୧: ଭାରତୀୟ ରେଳ ବିଭାଗ ଯାତ୍ରୀଙ୍କୁ ଏକ ଛୋଟ କିନ୍ତୁ ମହତ୍ତ୍ୱପୂର୍ଣ୍ଣ ଉପହାର ଦେଇଛି। ଏବେ ଟ୍ରେନ ଓ ରେଳଷ୍ଟେଶନରେ ମିଳୁଥିବା ପ୍ୟାକେଜ୍ଡ ପାଣି ବୋତଲ (ରେଲ ନୀର)ର ମୂଲ୍ୟ କମାଇ ଦିଆଯାଇଛି। ଏହାଦ୍ୱାରା ଯାତ୍ରୀଙ୍କ ପକେଟ ଉପରେ ବୋଝ କମିବ…

BJD ରାଜ୍ୟସଭା ଏମପି ଶୁଭାଶିଷଙ୍କୁ ହତ୍ୟା ଧମକ, ୧୦ ଲକ୍ଷ ଟଙ୍କା ଦିଅ…

ପୁରୀ,୨୨।୧(ଅଜିତ୍‌ କୁମାର ମହାନ୍ତି)- ପୁରୀ ଜଗନ୍ନାଥ ମନ୍ଦିରରେ ଖୁବଶୀଘ୍ର ବୋମା ପଡ଼ିବ,ଖୁବଶୀଘ୍ର ପୁରୀ ଗ୍ରାଣ୍ଡ ସେଣ୍ଟରରେ ଗୁଳି ଫୁଟେଇବୁ ଏବଂ ରାଜ୍ୟ ସଭା ଏମପି ଶୁଭାଶିଷ ଖୁଣ୍ଟଆଙ୍କୁ ଗୁଳିମାଡ଼ କରିବା ନେଇ ଧମକ ଦିଆଯାଇଥିଲା । ଏକ ଫେସବୁକ୍‌ ଆଇଡି ମାଧ୍ୟମରେ…

ଜୁଆର ମାଡକୁ ସହି ପାରୁନାହିଁ ଜିଓ ସିନ୍ଥେଟିକ ଟ୍ୟୁବୱାଲ, ଖସୁଛି ପଥର ପ୍ୟାକିଂ, ବର୍ଷା ପୂର୍ବରୁ କାମ ନ ହେଲେ…

କେନ୍ଦ୍ରାପଡ଼ା, ୨୨ା୧ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଗୋବିନ୍ଦପୁର, ଡିମିରିପାଳ, ପେତପଡା, ସଂସିଧା, ଏରଡଙ୍ଗ, ଦେସାହି, ପାଳମୀ, କେତୁଆପାଳ ପଞ୍ଚାୟତକୁ କାଣୀ, ଖରସ୍ରୋତା, ବ୍ରାହ୍ମଣୀ ନଦୀ ଘେରି ରହିଛି। ବାଳକାଟି, କୋଳଢ଼ିହ ଓ ମହୁ ଗ୍ରାମକୁ ଖରସ୍ରୋତା ଗିଳି…

ଏମିତି ନିଆଁ ଲଗାଇଲା ଆମେରିକା: ଚାପରେ ଅଛନ୍ତି ବିଶ୍ୱର ସବୁଠୁ ୨ ଖୁସିର ଦେଶ

ଓ୍ବାଶିଂଟନ୍‌,୨୨।୧: ସାରା ବିଶ୍ୱରେ ଖୁସି ଦେଶର ତାଲିକାରେ ନରୱେ ଏବଂ ଡେନମାର୍କ ତାଲିକାର ଶୀର୍ଷରେ ଥାଆନ୍ତି। ବର୍ତ୍ତମାନ ଉଭୟ ଦେଶ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଯୋଗୁ ଚାପରେ ଅଛନ୍ତି। ଗ୍ରୀନଲାଣ୍ଡର ଅସ୍ତିତ୍ୱ ଯୋଗୁ ଡେନମାର୍କ ନିଜର ସାର୍ବଭୌମତ୍ୱ ହରାଇବାକୁ ଭୟ…

ଗୋଟିଏ ସ୍ବାମୀଙ୍କୁ ୨ ସ୍ତ୍ରୀ: ପଞ୍ଚାୟତ ନେଲା ବଡ଼ ନିଷ୍ପତ୍ତି, ଜଣଙ୍କ ସହ ୩ ଦିନ, ଅନ୍ୟ ଜଣଙ୍କ ସହ ୩ ଦିନ, ଆଉ ରବିବାରରେ…

ଲକ୍ଷ୍ନୌ,୨୨।୧: ଉତ୍ତର ପ୍ରଦେଶର ରାମପୁର ଜିଲାରୁ ଏକ ଅଜବ ମାମଲା ସାମ୍ନାକୁ ଆସିଛି। ଏଠାରେ ଏକ ଗାଁ ପଞ୍ଚାୟତ ଏପରି ନିଷ୍ପତ୍ତି ଜାରି କରିଛି ଯାହା ସମଗ୍ର ଅଞ୍ଚଳରେ ଆଲୋଚନାର ବିଷୟ ପାଲଟିଛି। ଏହା ଜଣେ ସ୍ବାମୀର ୨ ସ୍ତ୍ରୀ ପ୍ରସଙ୍ଗ।…

ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜ୍‌ ନିକଟରେ କଣ୍ଟେନର-ଟ୍ରକ୍‌ ମୁହାଁମୁହିଁ ହେବାରୁ…

ଗଞ୍ଜାମ,୨୨ା୧(ଅନାଥ ତରାଇ): ଗଞ୍ଜାମସ୍ଥିତ ହୁମ୍ମା ଫାଣ୍ଡି ଅନ୍ତର୍ଗତ ଲକ୍ଷ୍ମୀପୁର ଓଭରବ୍ରିଜ ନିକଟ ୧୬ ନମ୍ବର ଜାତୀୟ ରାଜପଥରେ ବୁଧବାର ବିଲମ୍ବିତ ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ କଣ୍ଟେନର (ଏନ୍‌ଏଲ୍‌ଓ ୧ଏଏଫ୍‌ ୯୧୮୦) ଅନ୍ୟ ଏକ ଟ୍ରକ୍‌ (ଟିଏନ୍‌…

ବଡ଼ ରେକର୍ଡ କଲେ ରିଙ୍କୁ ସିଂ: ଧୋନୀଙ୍କ ସହ ସମକକ୍ଷ

ନାଗପୁର,୨୨।୧: ଭାରତୀୟ ଦଳ ନ୍ୟୁଜିଲାଣ୍ଡ ବିପକ୍ଷରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜକୁ ଧମାକାଦାର ଭାବରେ ଆରମ୍ଭ କରି ପ୍ରଥମ ମ୍ୟାଚକୁ ୪୮ ରନରେ ଜିତିଛି। ଟିମ ଇଣ୍ଡିଆ ପାଇଁ ଓପନିଂ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ୮୪ ରନର ବିସ୍ଫୋରକ ଇନିଂସ…

IND vs NZ 1st T20I: ମ୍ୟାଚ ପରେ ଗମ୍ଭୀର ଦେଲେ ଏମିତି ବୟାନ, ଯାହାକୁ ନେଇ ସୋସିଆଲ ମିଡ଼ିଆରେ ହେଉଛି ଖୁବ ଚର୍ଚ୍ଚା

ନୂଆଦିଲ୍ଲୀ,୨୨।୧: ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଆଜିକାଲି ନିରନ୍ତର ଖବରର ଶିରୋନାମାରେ ଅଛନ୍ତି। କାରଣ ହେଉଛି ନ୍ୟୁଜିଲ୍ୟାଣ୍ଡ ବିପକ୍ଷରେ ଘରୋଇ ପରିବେଶରେ ପ୍ରଥମ ଥର ପାଇଁ ଏକଦିବସୀୟ ସିରିଜ ହାରିବା ଏବଂ ଏହା ପରେ ସୋସିଆଲ ମିଡିଆରେ ବଢୁଥିବା…

ରାଜ୍ୟ ସଭା ନିର୍ବାଚନ ପାଇଁ ପ୍ରକ୍ରିୟା ତ୍ବରାନ୍ବିତ, ନିର୍ବାଚନ କମିଶନ ପ୍ରସ୍ତାବ…

ଭୁବନେଶ୍ବର,୨୨।୧: ରାଜ୍ୟ ସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଦେଶର ୧୦ ରାଜ୍ୟରେ ଖାଲି ହେବାକୁ ଥିବା ୩୭ ରାଜ୍ୟ ସଭା ଆସନ ପାଇଁ ଭାରତର ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରକ୍ରିୟା ତ୍ବରାନ୍ବିତ ହୋଇଛି । ରିଟର୍ଣ୍ଣିଂ ଅଫିସର…

ପ୍ଲାଷ୍ଟିକ ନେଉଛି ଜୀବନ, ବିପଦରେ ପ୍ରାଣୀସମ୍ପଦ

ଦାରିଙ୍ଗବାଡି,୨୨।୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ କୁଢ଼ କୁଢ଼ ପ୍ଲାଷ୍ଟିକ, ଥର୍ମାକୋଲ ଥାଳି, ପଲିଥିନ ଏବେ ପ୍ରାଣୀସମ୍ପଦ ପାଇଁ ବିପଦ ସାଜିଛନ୍ତି। ଉକ୍ତ ବ୍ଲକର ବିଭିନ୍ନ ଗ୍ରାମରେ ବିଶେଷ କରି ଦାରିଙ୍ଗବାଡିଠାରୁ ମାତ୍ର ୧୩ କିମି ଦୂର ଅନ୍ୟତମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?