ମାର୍ଚ୍ଚ ୩୧ ଯାଏ ବଢ଼ିଲା ଗାଡ଼ି କାଗଜପତ୍ର ବୈଧତା
ନୂଆଦିଲ୍ଲୀ, ୨୭।୧୨ -ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍), ଆର୍ସି, ପର୍ମିଟ, ଫିଟ୍ନେସ୍ ସାର୍ଟିଫିକେଟ ଆଦି ଗାଡ଼ି କାଗଜପତ୍ରର ବୈଧତାକୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ଯେଉଁମାନଙ୍କର କାଗଜପତ୍ର ବୈଧତା ୨୦୨୦ ଫେବୃୟାରୀରୁ ଶେଷ ହୋଇଥିବ କିମ୍ବା ୨୦୨୧ ମାର୍ଚ୍ଚ ୩୧ ସୁଦ୍ଧା…
ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କ ଜୀବନ
ବରଗଡ଼ ଅଫିସ୍/ଅତାବିରା,୨୭।୧୨-ବରଗଡ଼ ସହର ଉପକଣ୍ଠ ପାଣିଛତର ଓଭରବ୍ରିଜ ଏବଂ ଗୋଡ଼ଭଗା-ତୁରୁମ ରାସ୍ତାରେ ରବିବାର ପୃଥକ ଭାବେ ୨ଟି ସଡ଼କ ଦୁର୍ଘଟଣା ଘଟିଛି। ଉଭୟ ଦୁର୍ଘଟଣାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ପାଣିଛତର ବ୍ରିଜ ଉପରେ ଜଣେ ଲୋକ ଯାଉଥିବା ବେଳେ ତାଙ୍କୁ ଏକ…
ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ଭୂସ୍ଖଳନ: ୧୦ ଘଣ୍ଟା ଧରି ଅଟକି ରହିଲା ୧୫୦୦ ଗାଡି
ଶ୍ରୀନଗର,୨୭।୧୨-ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ରବିବାର ସକାଳେ ଭୂସ୍ଖଳନ ହୋଇଛି। ଫଳରେ ଦୀର୍ଘ ୧୦ ଘଣ୍ଟା ଧରି ରାସ୍ତା ଅବରୋଧ ହୋଇଥିଲା। ଏଥିଯୋଗୁ ଜାତୀୟ ରାଜପଥରେ ପ୍ରାୟ ୧୫୦୦ ଗାଡି ଅଟକି ରହିଥିଲା। ଜାତୀୟ ରାଜପଥ ଟ୍ରାଫିକ୍ ବରିଷ୍ଠ ଅଧୀକ୍ଷକ ଜେଏସ ଜୋହର…
ପରଲୋକରେ ସୁନୀଲ କୋଠାରୀ
ନୂଆଦିଲ୍ଲୀ,୨୭।୧୨: ପ୍ରସିଦ୍ଧ ଐତିହାସିକ ନୃତ୍ୟ ବିଶାରଦ ତଥା ସମାଲୋଚକ ସୁନୀଲ କୋଠାରୀଙ୍କ ପରଲୋକ ଘଟିଛି। ରବିବାର ଦିଲ୍ଲୀର ଏକ ଡାକ୍ତରଖାନାରେ ହୃଦ୍ଘାତରେ ତାଙ୍କର ଦେହାନ୍ତ ହୋଇଛି। ଏକ ମାସ ପୂର୍ବରୁ ସେ କରୋନା ସଂକ୍ରମିତ ଥିଲେ। ମୃତ୍ୟୁବେଳକୁ ତାଙ୍କୁ ୮୭ ବର୍ଷ…
ରାଜ୍ୟରେ ସୁସ୍ଥ ହେଲେ ୩୧୯ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୭।୧୨(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୩୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ବାଲେଶ୍ୱରୁ ୩୫, ସୁନ୍ଦରଗଡରୁ ୩୫, ଅନୁଗୋଳରୁ ୩୪, କଟକରୁ ୨୯, ସମ୍ବଲପୁରରୁ ୨୧, ମୟୂରଭଞ୍ଜରୁ ୧୭, କେନ୍ଦୁଝରରୁ ୧୨,…
‘ଗୋ କରୋନା ଗୋ’ ପରେ ଏବେ ‘ନୋ କରୋନା ନୋ’
ନୂଆଦିଲ୍ଲୀ,୨୭।୧୨: ଭାରତ ସମେତ ସମଗ୍ର ବିଶ୍ୱରେ ଯେତେବେଳେ କରୋନା ଭୂତାଣୁ ବ୍ୟାପିଥିଲା, ସେତେବେଳେ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠୱାଲେ ‘ଗୋ କରୋନା ଗୋ’ ସ୍ଲୋଗାନ ଦେଇ ଚର୍ଚ୍ଚାରେ ରହିଥିଲେ। ଏହି ସ୍ଲୋଗାନ ସୋସିଆଲ ମିଡିଆରେ ମଧ୍ୟ ଭାଇରାଲ ହୋଇଥିଲା। ଏବେ କରୋନା…
ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଲେଖିବା ପଡିଲା ମହଙ୍ଗା, ଗଲା ଚାକିରି
ଥିରୁଭାନନ୍ତପୁରମ୍,୨୭।୧୨: କେରଳରେ ଜଣେ ବିମାନବନ୍ଦର କର୍ମଚାରୀ ଫେସବୁକରେ ରାଜ୍ୟ ସରକାରଙ୍କ ବିରୋଧରେ ଲେଖିବା ମହଙ୍ଗା ପଡିଛି। ଫଳରେ ତାଙ୍କ ଚାକିରି ଯାଇଛି। କନ୍ନୁର ଅନ୍ତର୍ଜାତୀୟ ବିମାନବନ୍ଦର ଲିମିଟେଡର ଜଣେ କର୍ମଚାରୀ କେରଳ ସରକାରଙ୍କ ବିରୋଧରେ ଫେସବୁକରେ ଏକ ପୋଷ୍ଟ ଲେଖିଥିଲେ, ଯାହା…
ସଞ୍ଜୟ ରାଉତଙ୍କ ସ୍ତ୍ରୀଙ୍କୁ ଇଡିର ସମନ
ମୁମ୍ବାଇ,୨୭।୧୨: ଶିବସେନା ନେତା ତଥା ରାଜ୍ୟ ସଭା ଏମ୍ପି ସଞ୍ଜୟ ରାଉତଙ୍କ ସ୍ତ୍ରୀ ବର୍ଷା ରାଉତଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ପକ୍ଷରୁ ନୋଟିସ ପଠାଯାଇଛି। ପିଏମସି ବ୍ୟାଙ୍କ ଘୋଟାଲା ମାମଲାର ତଦନ୍ତ ସଂପର୍କରେ ଏହି ନୋଟିସ ପଠାଯାଇଥିବା ଜଣାପଡିଛି। ଡିସେମ୍ବର ୨୯ରେ…
କୃଷକଙ୍କ ସହ ପ୍ରତାରଣା କରୁଛନ୍ତି ସରକାର: କେଜ୍ରିଓ୍ବାଲ
ନୂଆଦିଲ୍ଲୀ,୨୭।୧୨: ଚାଷୀ ଏବଂ ସରକାରଙ୍କ ମଧ୍ୟରେ ବିବାଦ ଜାରି ରହିଛି। ଶୀତଦିନେ ମଧ୍ୟ ଚାଷୀମାନେ ରାସ୍ତାରେ ଆନ୍ଦୋଳନ ଚଳାଇଛନ୍ତି। ରବିବାର ଆନ୍ଦୋଳନ ୩୨ ତମ ଦିନରେ ପହଞ୍ଚିଛି। ଏସବୁ ମଧ୍ୟରେ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ବୁଝାମଣା ପ୍ରସ୍ତାବକୁ କୃଷକମାନେ ଗ୍ରହଣ କରିଛନ୍ତି।…
ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ଭେଟିଲେ ଗାଙ୍ଗୁଲି
କୋଲକାତା,୨୭।୧୨-ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖାରଙ୍କୁ ରବିବାର ଭେଟିଛନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ଆସନ୍ତା ବର୍ଷ ଏପ୍ରିଲ-ମେ ମାସରେ ରାଜ୍ୟରେ ବିଧାନସଭା ନିର୍ବାଚନ ଥିବାରୁ ସେ ରାଜନୀତିରେ ଯୋଗ ଦେଇପାରନ୍ତି ବୋଲି କଳ୍ପନାଜଳ୍ପନା ଚାଲିଛି। ରାଜ୍ୟପାଳ ଜଗଦୀପଙ୍କୁ ଭେଟିବା ପରେ ପଶ୍ଚିମବଙ୍ଗରେ…
ଉଦ୍ଧବ ଠାକ୍ରେଙ୍କୁ ଚେତାବନୀ ଦେଲେ ଫଡନଭିସ
ମୁମ୍ବାଇ,୨୭।୧୨:ମହାରାଷ୍ଟ୍ରରେ ବିରୋଧୀ ଦଳର ନେତା ଦେବେନ୍ଦ୍ର ଫଡନଭିସ ରାଜ୍ୟ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏକ ଚିଠି ଲେଖିଛନ୍ତି। ରିଅଲ ଇଷ୍ଟେଟ କ୍ଷେତ୍ରରେ ଦିଆଯାଇଥିବା ନୀତି ଉପରେ ଫଡନାଭିସ ପ୍ରଶ୍ନ କରିଛନ୍ତି। କେବଳ ଏତିକି ନୁହେଁ, ଯଦି ସେ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ…
ଯେଉଁ କାମ ସଚିନ-କୋହଲି କରିପାରି ନ ଥିଲେ ତାହା କରିଦେଖାଇଲେ ରିଷଭ ପନ୍ତ
ମେଲବୋର୍ନ, ୨୭।୧୨: ମେଲବର୍ନରେ ଖେଳାଯାଉଥିବା ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତୀୟ ଉଇକେଟ କିପର ରିଷଭ ପନ୍ତ ଏକ ସ୍ବତନ୍ତ୍ର କ୍ଲବରେ ଯୋଗ ଦେଇଛନ୍ତି। ଭାରତର ପ୍ରଥମ ଇନିଂସରେ ପନ୍ତ ୪୦ଟି ବଲରୁ ୨୦ ରନ…

