Home

ଲୋକାୟୁକ୍ତରେ ହାଜର ହେଲେ ଔଷଧ ନିଗମ ଅଧ୍ୟକ୍ଷା, ଶିଳ୍ପ ସଚିବ

ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ଲୋକାୟୁକ୍ତରେ ହାଜର ହେଲେ ଔଷଧ ନିଗମ ଅଧ୍ୟକ୍ଷା ଯାମିନୀ ଷଡଙ୍ଗୀ ଓ ଶିଳ୍ପ ସଚିବ ହେମନ୍ତ ଶର୍ମା। ମାସ୍କ ଦୁର୍ନୀତି ଅଭିଯୋଗରେ ଉଭୟ ପୁଣିଥରେ ହାଜର ହୋଇଛନ୍ତି। ଏହି ମାମଲାରେ ନିଜ ପକ୍ଷ ରଖିବାକୁ ଲୋକାଯୁକ୍ତ ନିର୍ଦ୍ଦେଶ ଦେଇଥିଲେ।…

ସ୍ବାସ୍ଥ୍ୟମନ୍ତ୍ରୀ କରୋନା ପଜିଟିଭ୍‌

ଜୟପୁର,୨୩।୧୧: ରାଜସ୍ଥାନ ସ୍ବାସ୍ଥ୍ୟମନ୍ତ୍ରୀ ରଘୁ ଶର୍ମା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ସେ ଟୁଇଟ୍‌ କରି ଏସମ୍ପର୍କରେ ସୂଚନା ଦେଇଛନ୍ତି। କରୋନା ଲକ୍ଷଣ ପ୍ରକାଶ ପାଇବାରୁ ସେ ନମୁନା ପରୀକ୍ଷା କରାଇଥିଲେ। ଏବେ…

୧୭ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୬୫୭କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୭…

ବ୍ୟାୟାମ କରିବା ପୂର୍ବରୁ…

ଆଜିକାଲିର ବ୍ୟସ୍ତବହୁଳ ଜୀବନରେ ଆମେ ନିୟମିତ ବ୍ୟାୟାମ କରିବା ଦରକାର। ହେଲେ କେତେକେ ଏହାକୁ ନିଜର ଦୈନନ୍ଦିନ ଜୀବନ ତାଲିକାରେ ସାମିଲ କରି ନ ଥାନ୍ତି । ଏବେ ଡାକ୍ତର ଔଷଧ ଖାଇବାକୁ ପରାମର୍ଶ ଦେବା ସହ ବ୍ୟାୟାମ, ଯୋଗ, ପ୍ରାଣାୟାମ…

କୋଭିଡ୍‌-୧୯ ଟିକାର ସଫଳତା

”ବିଦେଶୀ ଟିକାର ସଂରକ୍ଷଣ ବ୍ୟବସ୍ଥା ଭାରତରେ ଅନୁକୂଳ ନୁହେଁ। ଏହା ବିଯୁକ୍ତ ୮୦ ଡିଗ୍ରୀ (-୭୦ରୁ-୮୦) ସେଲସିୟସ ଉତ୍ତାପରେ ସୁରକ୍ଷିତ ରହିଥାଏ। ଏହାକୁ କୋଲ୍ଡ ଚେନ୍‌ ବ୍ୟବସ୍ଥା କୁହାଯାଏ। ଏହି ବ୍ୟବସ୍ଥା ବିଶ୍ୱର କୌଣସି ଦେଶରେ ଉପଲବ୍ଧ ନୁହେଁ। ତେଣୁ ଟିକାର…

ନାବାଳିକା ଝିଅକୁ ପୋଡିଦେଲେ ବାପା

ପାଟଣାଗଡ, ୨୩।୧୧ (ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ବେଲପଡା ଥାନା ଅନ୍ତର୍ଗତ ଡେବିରିପାଲି ଗ୍ରାମରେ ଦେଖିବାକୁ ମିଳିଛି ଅଭାବନୀୟ କାଣ୍ଡ। ଜଣେ ନାବାଳିକା ଝିଅକୁ ବାପା କିରୋସିନ ଢାଳି ପୋଡି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର ନାବାଳିକା…

ଶତ୍ରୁକୁ କଡ଼ା ଜବାବ ଦେବ ତେଜସ୍‌: ଅତ୍ୟାଧୁନିକ କ୍ଷେପଣାସ୍ତ୍ର ‘ଅସ୍ତ୍ର’ରେ ହେବ ସଜ୍ଜିତ

ନୂଆଦିଲ୍ଲୀ,୨୩।୧୧: ଶତ୍ରୁକୁ କଡ଼ା ଜବାବ ଦେବା ପାଇଁ ଯୁଦ୍ଧ ବିମାନ ତେଜସ୍‌କୁ ଅତ୍ୟାଧୁନିକ କ୍ଷେପଣାସ୍ତ୍ର ‘ଅସ୍ତ୍ର’ରେ ଖୁବ୍‌ ଶୀଘ୍ର ସଜ୍ଜିତ କରାଯିବ। ଧ୍ୱନିର ଗତିଠାରୁ ୪.୫ ଗୁଣା ଅଧିକ ବେଗରେ ଲକ୍ଷ୍ୟଭେଦ କରୁଥିବା ‘ଅସ୍ତ୍ର’ କ୍ଷେପଣାସ୍ତ୍ରକୁ ତେଜସ୍‌ରେ ରଖାଯିବାର ବ୍ୟବସ୍ଥା କରାଯାଇଛି।…

ରାଜ୍ୟରେ ପୁଣି ୬୬୮ ପଜିଟିଭ୍‌ ଚିହ୍ନଟ, ନୂଆପଡାରୁ ସର୍ବାଧିକ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୬୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୮୩ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

ରୋଗପ୍ରତିରୋଧକ ଶକ୍ତି

ବିଶ୍ୱର ବିଭିନ୍ନ ଦେଶ ସମୂହ ସହ ତାଳ ଦେଇ ଆଧୁନିକ ଚିକିତ୍ସା ବିଜ୍ଞାନ ପଦ୍ଧତିକୁ ଗ୍ରହଣ କରିଥିଲେ ସୁଦ୍ଧା ହଜାର ହଜାର ବର୍ଷ ପୂର୍ବରୁ ଆମ ଭାରତ ବର୍ଷରେ ବିଜ୍ଞ ଆୟୁର୍ବେଦ ବିଶାରଦ ଚରକ, ସୁସୃତ, ବାଗଭଟ୍ଟ, ବରାହମିହିର ଆଦି ବିଭିନ୍ନ…

ପ୍ରତୀକ୍ଷାର ଅନ୍ତ: ଡିସେମ୍ବରରୁ ଆମେରିକାରେ ଦିଆଯିବ କରୋନା ଟିକା

ଓ୍ବାଶିଂଟନ,୨୩।୧୧: କରୋନା ମହାମାରୀ ସଂକ୍ରମଣରୁ ମୁକ୍ତି ପାଇବା ପ୍ରତୀକ୍ଷାର ଖୁବ୍‌ ଶୀଘ୍ର ଅନ୍ତ ଘଟିବାକୁ ଯାଉଛି। ଡିସେମ୍ବର ୧୧ କିମ୍ବା ୧୨ରୁ ଆମେରିକାରେ କରୋନା ପ୍ରତିଷେଧକ ଟିକା ଦିଆଯିବା ଆରମ୍ଭ ହେବ। ଏନେଇ ହ୍ବାଇଟ୍‌ ହାଉସ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଦେଶରେ…

୨୦୨୪ ପାଇଁ ଭାଜପାର ପ୍ରସ୍ତୁତି ଆରମ୍ଭ: ନଡ୍ଡାଙ୍କ ୧୨୦ ଦିନିଆ ଭାରତ ଗସ୍ତ

ନୂଆଦିଲ୍ଲୀ,୨୩।୧୧: ଆଗକୁ ୨୦୨୪ରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ଭାଜପା ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଛି। ଦଳର ସାଂଗଠନିକ ସ୍ଥିତିକୁ ଅଧିକ ସୁଦୃଢ଼ କରିବା ଲାଗି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ୧୨୦ ଦିନିଆ ଭାରତ ଗସ୍ତ…

ରାଜ୍ୟର ‘ପ୍ରଥମ ମହିଳା’ ସୁଶୀଳା ଦେବୀଙ୍କର ପରଲୋକ: ବିଧାନସଭାରେ ଶୋକ ପ୍ରସ୍ତାବ ଆଗତ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର୍‌ ଗଣେଶୀ ଲାଲଙ୍କ ସହଧର୍ମିଣୀ ତଥା ରାଜ୍ୟର ‘ପ୍ରଥମ ମହିଳା’ ସୁଶୀଳା ଦେବୀଙ୍କର ପରଲୋକ ଘଟିଛି। ତାଙ୍କ ମୃତ୍ୟୁରେ ରାଜ୍ୟରେ ଶୋକର ଛାୟା ଖେଳିଯାଇଛି। ବିଧାନସଭାରେ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଏକ ଶୋକ ପ୍ରସ୍ତାବ ଆଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri