Home

‘ନବୀନଙ୍କ ଜୀବନଶୈଳୀକୁ ଅନୁସରଣ କର’

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ବିଜୁ ଜନତା ଦଳର ୨୪ତମ ପ୍ରତିଷ୍ଠା ଦିବସ ରାଜ୍ୟ କାର୍ଯ୍ୟାଳୟରେ ଭୁବନେଶ୍ୱର ଜିଲା ସଭାପତି ତଥା ବିଧାୟକ ସୁଶାନ୍ତ ରାଉତଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ବିଜୁବାବୁଙ୍କ ଆଦର୍ଶରେ ଅନୁପ୍ରାଣିତ…

ନିଜ ପରିବାରକୁ ବଞ୍ଚାନ୍ତୁ ଲୋକେ,ଦେଶକୁ ସମ୍ଭାଳିବାକୁ ଅଛନ୍ତି ମୋଦି : ସଞ୍ଜୟ ରାଉତ

ମୁମ୍ବାଇ,୨୭।୧୨: କେନ୍ଦ୍ର ସରକାରଙ୍କୁ ଶିବସେନା ପକ୍ଷରୁ ଲଗାତାର ଟାଗେର୍ଟ କରାଯାଉଛି। ଏହି ମର୍ମରେ ଶିବସେନା ମୁଖପତ୍ର ସାମନାରେ ସଞ୍ଜୟ ରାଉତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ମନ୍ତବ୍ୟ ଦେଇଛନ୍ତି। ସଞ୍ଜୟ କହିଛନ୍ତି ଯେ, ବିଦାୟ ନେବାକୁ ଯାଉଥିବା ୨୦୨୦ ବର୍ଷ ଦେଶ…

ଯେତେ ଖୋଜିଲେ ସେତେ ମିଳୁଛି

କଟକ ଅଫିସ,୨୭ା୧୨: ଗ୍ୟାଙ୍ଗଷ୍ଟାର ଧଳସାମନ୍ତ ଭ୍ରାତାଙ୍କ ଘରେ ପୋଲିସ ଯେତେ ଖୋଜୁଛି ସେତେ ମିଳୁଛି ବନ୍ଧୁକ, ଗୁଳି ଓ ଟଙ୍କା। ଦୁଇଦିନର ତନାଘନା ପରେ କମିଶନରେଟ ପୋଲିସ ୩ ବନ୍ଧୁକ, ୫ ମାଗାଜିନ, ୧୭୫ ଗୁଳି ଓ ୧୬ ଲକ୍ଷ ୫୦…

ଜଗା ଦର୍ଶନ କଲେ ପୁରୀବାସୀ: ଶୃଙ୍ଖଳିତ ଦର୍ଶନ, ଭାବବିହ୍ବଳ ପରିବେଶ

ପୁରୀ ଅଫିସ,୨୭ା୧୨: ଶ୍ରୀମନ୍ଦିର ଖୋଲିବାର ୩ଦିନ ପରେ ଶନିବାର ସ୍ଥାନୀୟ ଲୋକେ ଦର୍ଶନ କରିବାର ସୁଯୋଗ ପାଇଛନ୍ତି। ପ୍ରଥମ ଦିନରେ ୩ଟି ପର୍ଯ୍ୟାୟରେ ପୁରୀବାସୀ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିଛନ୍ତି। ସକାଳ ବେଳା ୬ ଓ ୯ ନମ୍ବର, ଅପରାହ୍ନରେ ୧୨ ଓ…

ମହିଳା ସଂରକ୍ଷଣକୁ ଜୋର୍‌

ଭୁବନେଶ୍ୱର,୨୭ା୧୨(ବ୍ୟୁରୋ): ପାର୍ଲାମେଣ୍ଟ ଓ ବିଧାନସଭାରେ ମହିଳାଙ୍କୁ ୩୩ ପ୍ରତିଶତ ସଂରକ୍ଷଣ ଦେବା ପାଇଁ ବିଜୁ ଜନତା ଦଳ (ବିଜେଡି) ସ୍ବରକୁ ଆହୁରି ଜୋର୍‌ଦାର କରିବ। ଲୋକ ସଭା, ରାଜ୍ୟ ସଭା ଏବଂ ବିଧାନସଭାର ପ୍ରତି ଅଧିବେଶନରେ ବିଜେଡି ମହିଳା ସଂରକ୍ଷଣ ବିଷୟ…

‘ମାଫିଆଙ୍କୁ ପୋତିଦେବି’

ଭୋପାଳ, ୨୭।୧୨ : ମଧ୍ୟପ୍ରଦେଶରେ ବେଆଇନ କାର୍ଯ୍ୟରେ ସମ୍ପୃକ୍ତ ମାଫିଆମାନଙ୍କୁ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ କଡ଼ା ଚେତାବନୀ ଦେଇଛନ୍ତି। ଯଦି ସେମାନେ ରାଜ୍ୟ ଛାଡ଼ି ନ ଯାଆନ୍ତି, ତେବେ ୧୦ ଫୁଟ ଗଭୀରରେ ପୋତିଦେବେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ପୂର୍ବତନ…

ନେପାଳକୁ ଟିମ୍‌ ପଠାଇଲେ ଜିନ୍‌ପିଙ୍ଗ୍‌

ନୂଆଦିଲ୍ଲୀ, ୨୭।୧୨: ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଶର୍ମା ଓଲି ଦେଶର ପାର୍ଲାମେଣ୍ଟ ଭଙ୍ଗ କରି ମଧ୍ୟବର୍ତ୍ତିକାଳୀନ ନିର୍ବାଚନ ଘୋଷଣା କରିବା ପରେ ଶାସକ ଦଳ ନେପାଳ କମ୍ୟୁନିଷ୍ଟ ପାର୍ଟି (ଏନ୍‌ସିପି) ବିଭାଜନ ଆଡ଼କୁ ମୁହାଁଉଛି। ଯେକୌଣସି ସ୍ଥିତିରେ ନେପାଳରେ କମ୍ୟୁନିଷ୍ଟ ଶାସନ…

ପାକିସ୍ତାନକୁ ୫୦ ଡ୍ରୋନ୍‌ ବିକିଲା ଚାଇନା

ନୂଆଦିଲ୍ଲୀ, ୨୭ା୧୨: ଭାରତ ବିରୋଧୀ କାର୍ଯ୍ୟକଳାପରେ ଲିପ୍ତ ଚାଇନା ପାକିସ୍ତାନର ପ୍ରତିରକ୍ଷା ବ୍ୟବସ୍ଥା ଦୃଢ଼ କରିବା ପାଇଁ ଆଗେଇଛି। ଏକ ପ୍ରତିରକ୍ଷା ଚୁକ୍ତି ଅନୁସାରେ ଚାଇନା ୫୦ ଡ୍ରୋନ ପାକିସ୍ତାନକୁ ବିକ୍ରି କରିଛି। ଚଳିତ ମାସରେ ଚାଇନା ୫୦ ୱିଙ୍ଗ ଲୋଙ୍ଗ-୨…

୫୩ ନାଗା ଉଗ୍ରପନ୍ଥୀଙ୍କ ଆତ୍ମସମର୍ପଣ

ନୂଆଦିଲ୍ଲୀ, ୨୭।୧୨ (ଆଇଏଏନ୍‌ଏସ୍‌): ନାଗାଲାଣ୍ଡର ନ୍ୟାଶନାଲ ସୋସିଆଲିଷ୍ଟ କାଉନ୍‌ସିଲ୍‌ (କେ-ୟୁଙ୍ଗ ଅଙ୍ଗ୍‌) ଉଗ୍ରପନ୍ଥୀ ସଂଗଠନର ଶୀର୍ଷ ନେତା ୫୨ ଜଣ କ୍ୟାଡରଙ୍କ ସହ ଆତ୍ମସମର୍ପଣ କରିଛନ୍ତି। ଫଳରେ ନାଗା ଶାନ୍ତି ପ୍ରକ୍ରିୟା ତ୍ୱରାନ୍ବିତ ହୋଇଛି। ଭାରତୀୟ ସେନା, ଆସାମ ରାଇଫଲ୍ସ ଏବଂ…

ଓସ୍କାର ଦୌଡ଼ରେ ସୁଦାନ ଫିଲ୍ମ

କାଇରୋ,୨୭ା୧୨: ଅନ୍ତର୍ଜାତୀୟ ପୁରସ୍କାର ଦୌଡ଼ରେ ଦୀର୍ଘଦିନରୁ ବାଦ୍‌ ପଡିଥିବା ସୁଦାନ ଏବେ ଏଥିରେ ପ୍ରବେଶ ପାଇଁ ପଦକ୍ଷେପ ନେଇଛି। ଓସ୍କାର ପୁରସ୍କାର ପାଇବାକୁ ସୁଦାନର ଫିଲ୍ମ ଇଣ୍ଡଷ୍ଟ୍ରି ପ୍ରଥମ ଥର ପାଇଁ ନିଜକୁ ତାଲିକାଭୁକ୍ତ କରିଛି। ୟୁରୋପୀୟ ଏବଂ ଇଜିପ୍ଟ କମ୍ପାନୀ…

ଚିନ୍ତା ବଢ଼ାଇଲା ନୂଆ ରୂପ

ନୂଆଦିଲ୍ଲୀ/ଥିରୁଭାନନ୍ତପୁରମ୍‌/ ଜୟପୁର, ୨୭।୧୨ : ବ୍ରିଟେନରେ କରୋନାର ନୂଆ ରୂପ ଦ୍ରୁତ ସଂକ୍ରମିତ ହେଉଥିବାରୁ ସାରା ବିଶ୍ୱ ପାଇଁ ଏହା ଚିନ୍ତାର କାରଣ ହୋଇଥିବାବେଳେ ଭାରତ ସମେତ ବିଭିନ୍ନ ଦେଶ ସେଠାକୁ ବିମାନ ଚଳାଚଳ ବନ୍ଦ କରିଛନ୍ତି। ତେବେ ଏହି କଟକଣା…

ଏହି ଦେଶରେ ଛାତ୍ରୀଛାତ୍ରଙ୍କ ଅନ୍ତଃବସ୍ତ୍ରର ରଙ୍ଗ ବି ସ୍ଥିର କରିଥାଏ ବିଦ୍ୟାଳୟ, ଜାଣନ୍ତୁ ଏଠାରେ ଆହୁରି ରହିଛି ଅଜବ ନିୟମ

ଟୋକିଓ,୨୬ା୧୨: ଜାପାନର କିଛି ବିଦ୍ୟାଳୟରେ ଛାତ୍ରୀଛାତ୍ର ପିନ୍ଧୁଥିବା ଡ୍ରେସଠାରୁ ଆରମ୍ଭ କରି ବ୍ୟାଗ୍‌, ଜୋତା ଏପରିକି ଅନ୍ତଃବସ୍ତ୍ରର ରଙ୍ଗ ମଧ୍ୟ ଉକ୍ତ ବିଦ୍ୟାଳୟଗୁଡ଼ିକ ସ୍ଥିର କରିଥା’ନ୍ତି। ଏହି ଅଜବ ନିୟମ ପାଇଁ ଜାପାନ ସମଗ୍ର ବିଶ୍ୱରେ ଚର୍ଚ୍ଚିତ। ଖାଲି ଏତିକି ନୁହେଁ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?