Home

ନୟାଗଡ଼ ମ୍ୟୁନିସିପାଲିଟିରେ ନାହିଁ ସ୍ମାର୍ଟ ଶ୍ମଶାନ

ନୟାଗଡ଼ ଅଫିସ,୨୨।୧୧: ନୟାଗଡ ମ୍ୟୁନିସିପାଲିଟିରେ ସ୍ମାର୍ଟ ଶ୍ମଶାନ ନାହିଁ। ପୂର୍ବରୁ ଯେଉଁ ଦୁଇ ଶ୍ମଶାନ ରହିଛି ସେଠାରେ ଶବଦାହ କରିବା ସମ୍ଭବ ନୁହେଁ। ତେଣୁ ସହରବାସୀ ହଇରାଣ ହେଉଛନ୍ତି। କେହି ଖର୍ଚ୍ଚାନ୍ତ ହୋଇ ପୁରୀ ସ୍ବର୍ଗଦ୍ୱାରକୁ ଯାଉଛନ୍ତି ଆଉ କିଏ ନିଜ…

ଜିଲାରେ ବଢୁଛି ତଟକ୍ଷୟ ସମସ୍ୟା

କେନ୍ଦ୍ରାପଡ଼ା ଅଫିସ,୨୨।୧୧: କେନ୍ଦ୍ରାପଡ଼ା ଜିଲାରେ ସାମୁଦ୍ରିକ ତଟକ୍ଷୟ ଏକ ସମସ୍ୟା ଭାବେ ଉଭାହୋଇଛି। ଏଥିଯୋଗୁ ୧୯୬୦ରୁ ୨୦୧୬ ମଧ୍ୟରେ ଜାତୀୟ ଉଦ୍ୟାନ ଭିତରକନିକା ଅଞ୍ଚଳରୁ ୮୮ ବର୍ଗ କିଲୋମିଟର ହେନ୍ତାଳ ବଣ ନଷ୍ଟ ହୋଇଛି। ରାଜନଗର ବ୍ଲକ ପେଣ୍ଠଠାରେ ନିର୍ମିତ ଜିଓ…

ପୁରୀ ହେପାଜତରେ ମୃତ୍ୟୁ ମାମଲା: ହତ୍ୟା ମାମଲା ରୁଜୁ ଦାବି କଲା ଭାଜପା

ପୁରୀ ଅଫିସ,୨୨।୧୧: ପୋଲିସ ହେପାଜତରେ କେ. ରମେଶଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଲାଗିରହିଛି। ପୋଲିସର ଏଭଳି କାର୍ଯ୍ୟକୁ ତୀବ୍ର ବିରୋଧ କରାଯାଉଛି। ଏଭଳି ସ୍ଥିତିରେ ଶନିବାର ମୃତକଙ୍କ ପରିବାରକୁ ଭେଟିଛନ୍ତି ଭାଜପାର ରାଷ୍ଟ୍ରୀୟ ମୁଖପାତ୍ର ଡା. ସମ୍ବିତ ପାତ୍ର। ମୋଚିସାହିସ୍ଥିତ କେ.…

ପିପିଲି ଥାନା ହାଜତ ନିର୍ଯାତନା ଘଟଣା: ସନ୍ଦେହରେ ପୋଲିସ କାର୍ଯ୍ୟାନୁଷ୍ଠାନ

ପିପିଲି,୨୨।୧୧(ସ୍ବ.ପ୍ର.): ପୁରୀ ବାସେଳି ସାହି ଥାନା ହାଜତ ମୃତ୍ୟୁ ଅଭିଯୋଗକୁ ନେଇ ଚର୍ଚ୍ଚା ଥମି ନ ଥିବାବେଳେ ଜିଲାରେ ପୁଣି ଏକ ହାଜତ ନିର୍ଯାତନା ଅଭିଯୋଗ ଆସିଛି। ପିପିଲି ଥାନା ହାଜତରେ ପୋଲିସ ମାଡ଼ରେ ୫ଜଣ ଅଭିଯୁକ୍ତ ଗୁରୁତର ହୋଇଛନ୍ତି। ସେମାନେ…

୨୩ ଜଳ ଯୋଜନାର ଶିଳାନ୍ୟାସ: ୪୨ ଲକ୍ଷଙ୍କୁ ମିଳିବ ପିଇବା ପାଣି

ନୂଆଦିଲ୍ଲୀ,୨୨।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଉତ୍ତରପ୍ରଦେଶର ସୋନଭଦ୍ର ଏବଂ ମିର୍ଜାପୁର ଜିଲାରେ ୨୩ ଜଳ ଯୋଜନାର ଶିଳାନ୍ୟାସ କରିଛନ୍ତି। ଭିଡ଼ିଓ କନଫରେନ୍ସିଂରେ ଆୟୋଜିତ ଏହି ଉତ୍ସବରେ ଯୋଗ ଦେଇ ମୋଦି କହିଛନ୍ତି ଯେ, ଏହି ଯୋଜନା ଦ୍ୱାରା ୩ ହଜାର…

ଓଡ଼ିଶାକୁ ମିଳିଲା ଶ୍ରେଷ୍ଠ ସାମୁଦ୍ରିକ ରାଜ୍ୟ ପୁରସ୍କାର

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ମାଛ ଉତ୍ପାଦନ ଓ ରପ୍ତାନି କ୍ଷେତ୍ରରେ ଓଡ଼ିଶାକୁ ମିଳିଛି ଦୁଇଟି ଜାତୀୟ ପୁରସ୍କାର। ଭାରତ ସରକାରଙ୍କ ମତ୍ସ୍ୟ, ପଶୁସମ୍ପଦ ଓ ଗୋପାଳନ ବିଭାଗ ପକ୍ଷରୁ ଶନିବାର ନୂଆଦିଲ୍ଲୀଠାରେ ବିଶ୍ୱ ମତ୍ସ୍ୟ ଦିବସ ପାଳନ ଅବସରରେ ଓଡ଼ିଶାକୁ ଶ୍ରେଷ୍ଠ ସାମୁଦ୍ରିକ ରାଜ୍ୟ…

ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ନବୀନ: ଇଚ୍ଛା ଡ୍ୟାମ୍‌ ନିର୍ମାଣ ସାରିବାକୁ ଅନୁରୋଧ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ସୁବର୍ଣ୍ଣରେଖା ନଦୀ ଉପରେ ଥିବା ବହୁମୁଖୀ ପ୍ରକଳ୍ପ ଚାନ୍ଦିଲ ଡ୍ୟାମ୍‌ର ବନ୍ୟା ନିୟନ୍ତ୍ରଣ ଆଧୁନିକୀକରଣ ଏବଂ ଇଚ୍ଛା ଡ୍ୟାମ୍‌ ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଝାଡ଼ଖଣ୍ଡ ପ୍ରତିପକ୍ଷ ହେମନ୍ତ ସୋରେନ୍‌ଙ୍କ ସହଯୋଗ ଲୋଡ଼ିଛନ୍ତି। ଶନିବାର ଏ…

ପାକିସ୍ତାନର ଜେହାଦ୍‌ ବିଶ୍ୱବିଦ୍ୟାଳୟ: ନିଜ ଦେଶ ପାଇଁ ସୃଷ୍ଟି କରୁଛି ସମସ୍ୟା

ନୂଆଦିଲ୍ଲୀ/ଇସଲାମାବାଦ୍‌,୨୨।୧୧: କୁହାଯାଏ ବୁଡ଼ିଗଲା ଗୋଡ଼ ତଳକୁ ତଳକୁ। ଏଭଳି ଅବସ୍ଥା ଏବେ ପାକିସ୍ତାନରେ ଦେଖାଦେଇଛି। ପାକିସ୍ତାନରେ ଗଢ଼ିଉଠିଥିବା ଜେହାଦ୍‌ ବିଶ୍ୱବିଦ୍ୟାଳୟ ଏବେ ଦେଶ ପାଇଁ ସମସ୍ୟା ସୃଷ୍ଟି କରିବାରେ ଲାଗିଛି। ଏହି ଶିକ୍ଷାନୁଷ୍ଠାନରୁ ସୃଷ୍ଟି ହେଉଥିବା ଆତଙ୍କବାଦୀମାନେ ପାକିସ୍ତାନ ଲାଗି ଆତଙ୍କ…

ବଜ୍ରପାତରେ ୫ବର୍ଷରେ ଯାଇଛି ୧୮୩୬ ଜୀବନ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଗତ ୫ବର୍ଷ ମଧ୍ୟରେ ରାଜ୍ୟରେ ୧୮୩୬ଜଣ ଲୋକ ବଜ୍ରପାତରେ ପ୍ରାଣ ହରାଇଛନ୍ତି। ୩୨ଜଣ ବଜ୍ରପାତରେ ଆହତ ହୋଇଛନ୍ତି। କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତିଙ୍କ ଏକ ପ୍ରଶ୍ନର ଉତ୍ତରରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ଏଭଳି ତଥ୍ୟ…

୮୩୧ ପଡ଼ାଗ୍ରାମକୁ ନାହିଁ ବିଦ୍ୟୁତ ସଂଯୋଗ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜ୍ୟର ୮୩୧ ପଡ଼ାଗ୍ରାମ ଏପର୍ଯ୍ୟନ୍ତ ବିଦ୍ୟୁତ୍‌ ଆଲୁଅରୁ ବଞ୍ଚତ୍ତ । ସାଉଥ୍‌କୋ ଅଧୀନସ୍ଥ ଗଜପତି ଜିଲାର ୪୪୭ଟି ଗ୍ରାମ ଏବେ ବି ଅନ୍ଧାରରେ ଥିବାବେଳେ କୋରାପୁଟ ଜିଲାର ୩୫୩ ଏବଂ କନ୍ଧମାଳ ଜିଲାର ୩୧ ଗ୍ରାମ ଅନ୍ଧାରରେ ରହିଛି। କଂଗ୍ରେସ…

ସିସିଟିଭିରେ କାଦୁଅ ଲଗାଇ ଏଟିଏମ୍‌ ଲୁଟ୍‌ ଉଦ୍ୟମ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ରାଜଧାନୀରେ ଥିବା ବ୍ୟାଙ୍କ୍‌ ଓ ଏଟିଏମ୍‌ ଦିନକୁ ଦିନ ଅସୁରକ୍ଷିତ ହୋଇପଡୁଛି। ଲୁଟେରାମାନେ ଆଉ ଏକ ଏଟିଏମ୍‌କୁ ଟାର୍ଗେଟ କରିଥିଲେ ମଧ୍ୟ ବିଫଳ ହୋଇଛନ୍ତି। ଶନିବାର ଭୋର୍‌ ସମୟରେ ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଇଣ୍ଡିଆନ ବ୍ୟାଙ୍କ ଝାରପଡା ବ୍ରାଞ୍ଚର ଏଟିଏମ୍‌…

ବକେୟା ଟଙ୍କା ପାଇଁ ବନ୍ଧା ପଡ଼ିଲା ମୃତଦେହ

ଭୁବନେଶ୍ୱର,୨୨।୧୧(ବ୍ୟୁରୋ): ଅପରେଶନ ସରିଥିଲା। ରୋଗୀ ଜଣକ ଭେଣ୍ଟିଲେଟରରେ ଥିଲେ। ହେଲେ ରିପୋର୍ଟ କରୋନା ପଜିଟିଭ୍‌ ଆସିବାରୁ ଭେଣ୍ଟିଲେଟର କାଢ଼ି ଆଇସୋଲେଶନ ଓ୍ବାର୍ଡକୁ ନେଇଗଲେ। ଫଳରେ ଭେଣ୍ଟିଲେଟର ସର୍ପୋଟ ନ ପାଇ ଶେଷରେ ସମ୍ପୃକ୍ତ ରୋଗୀଙ୍କ ଜୀବନ ଚାଲିଗଲା। ଚନ୍ଦ୍ରଶେଖରପୁର ଥାନା ନୀଳାଦ୍ରିବିହାରସ୍ଥିତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri