Home

ଭିଜିଲାନ୍ସ କୋର୍ଟରେ ପୂର୍ବତନ ସିଡିପିଓ ଦଣ୍ଡିତ

ଭବାନୀପାଟଣା,୧୨ା୪(ଉତ୍ତମ କୁମାର ଦାଶ): ନୂଆପଡ଼ା ଜିଲା ସିନାପାଲି ବ୍ଲକର ପୂର୍ବତନ ସିଡିପିଓ ବିଜୟା ଲକ୍ଷ୍ମୀ ମାରାଣ୍ଡି ଶୁକ୍ରବାର ଭିଜିଲାନ୍ସ କୋର୍ଟରେ ଦଣ୍ଡିତ ହୋଇଛନ୍ତି। ଭବାନୀପାଟଣା ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ବଦ୍ରିନାରାୟଣ ନନ୍ଦ ଏହି ମାମଲାରେ ପୂର୍ବତନ ସିଡିପିଓ ମାରାଣ୍ଡିଙ୍କୁ ଦୋଷୀ ସାବ୍ୟସ୍ତ…

କାହିଁକି ସସ୍ମିତ ନେଲେ ଏତେ ବଡ଼ ନିଷ୍ପତ୍ତି: ଗୁମର ଖୋଲିଦେଲେ ସପ୍ତଗିରି

ଭୁବନେଶ୍ୱର,୧୨।୪(ରବିନାରାୟଣ ଜେନା):ରାଜ୍ୟ ସଭାରେ ଓ୍ବକ୍‌ଫ ବିଲ୍‌ ପାରିତ ବେଳେ ବିଜେଡି ସଦସ୍ୟ ଡ. ସସ୍ମିତ ପାତ୍ରଙ୍କ ଉପରେ ଦ୍ୱିତୀୟ କ୍ଷମତା କେନ୍ଦ୍ରର ଚାପ ଥିଲା ବୋଲି କଂଗ୍ରେସ ଏମ୍‌ପି ସପ୍ତଗିରି ଉଲାକା ଶୁକ୍ରବାର ଭି. କେ ପାଣ୍ଡିଆନଙ୍କୁ ଆକ୍ଷେପ କରି କହିଛନ୍ତି।…

ମହାନଦୀକୁ ପ୍ରଦୂଷିତ କରୁଛି ଆଶ୍‌ପଣ୍ଡରୁ ନିର୍ଗତ ପାଉଁଶ ପାଣି

ଲଖନପୁର,୧୨।୪(ଗୌତମ ସାହୁ): ପଡ଼ୋଶୀ ଛତିଶଗଡ଼ରେ ସ୍ଥାପିତ ଅନେକ କଳକାରଖାନା ବିଭିନ୍ନ ଉପାୟରେ ମହାନଦୀକୁ ପ୍ରଦୂଷିତ କରୁଛି। ଏହି ପରିପ୍ରେକ୍ଷୀରେ ଝାରସୁଗୁଡା ଜିଲା ଲଖନପୁର ବ୍ଲକ ସୀମାନ୍ତ ଜିରୋ ପଏଣ୍ଟରେ ସ୍ଥାପିତ ହୋଇଛି ପଡ଼ୋଶୀ ଛତିଶଗଡ଼ ରାଇଗଡ଼ ଜିଲା ଏନ୍‌ଟିପିସି। ଏନ୍‌ଟିପିସି ଲରା…

ତେଜୁଛି ବିଜେଡି କଳି: ନବୀନଙ୍କୁ ବରିଷ୍ଠଙ୍କ ପାଲଟା ଚ୍ୟାଲେଞ୍ଜ

ଭୁବନେଶ୍ୱର, ୧୨ା୪(ସୁନିତ୍‌ ମିଶ୍ର):ଦିନ ଥିଲା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଯାହା କହୁଥିଲେ ଏହା ଉପରେ କେହି ପଦାରେ ମଧ୍ୟ ଆଲୋଚନା କରିବାକୁ ସାହସ ଜୁଟାଇପାରୁ ନ ଥିଲେ। ଯଦି ଦଳର କୌଣସି ବିଷୟରେ କେହି ପଚାରୁଥିଲେ…

୩୦ ଓଏଏସ୍‌ଙ୍କୁ ପଦୋନ୍ନତି

ଭୁବନେଶ୍ୱର,୧୨।୪ (ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଶୁକ୍ରବାର ୩୦ ବରିଷ୍ଠ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍‌) ଅଧିକାରୀ(ଏସ୍‌ଏଜି)ଙ୍କୁ ସ୍ବତନ୍ତ୍ର ସଚିବ ପାହ୍ୟାକୁ ପଦୋନ୍ନତି ଦିଆଯାଇଛି। ସେଥିମଧ୍ୟରୁ ୨୮ଜଣ ଅଧିକାରୀଙ୍କୁ ନିଜ ସ୍ଥାନରେ ପୁନଃ ଅବସ୍ଥାପିତ କରାଯାଇଥିବା ବେଳେ ଖାଦ୍ୟ ଯୋଗାଣ ଓ…

ନାତୁଣୀଙ୍କ ଅଶ୍ଳୀଳ ଫଟୋ ପ୍ରଘଟ କରି ବନ୍ଧାହେଲେ ଅଜା

ନୀଳଗିରି,୧୨।୪(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଅଞ୍ଚଳରେ ଜଣେ ୧୨ ବର୍ଷୀୟା ନାବାଳିକାଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଅଶ୍ଳୀଳ ଫଟୋ ପ୍ରଘଟ କରିବା ଅଭିଯୋଗରେ ସମ୍ପର୍କୀୟ ଅଜାଙ୍କୁ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ଉକ୍ତ ବ୍ୟକ୍ତି ହେଲେ ଅଯୋଧ୍ୟା ଫାଣ୍ଡି ଅଞ୍ଚଳର…

ଜିଲାର ୧୪ଲକ୍ଷ ହିତାଧିକାରୀ ପାଇବେ କାର୍ଡ

ଭବାନୀପାଟଣା,୧୨ା୪(ଉତ୍ତମ କୁମାର ଦାଶ): ଶୁକ୍ରବାର ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାର ନୂଆ ଏକକ କାର୍ଡ ବିତରଣ ଓ ଆୟୁଷ୍ମାନ ବୟୋ ବନ୍ଦନା ଯୋଜନା ଶୁଭାରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଭବାନୀପାଟଣା ବିଶ୍ୱ ବିଦ୍ୟାଳୟ ଛକସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟ…

ପ୍ରଭାବିତ ହେବ ବିଶ୍ୱ ଅର୍ଥନୀତି

ବେଜିଂ/ଓ୍ବାଶିଂଟନ୍‌,୧୨ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଏକତରଫା ଭାବେ ଚାଇନା ସାମଗ୍ରୀଗୁଡ଼ିକ ଉପରେ ୧୪୫% ଟାରିଫ୍‌ ବୃଦ୍ଧି ଘୋଷଣା କରିଥିବା ଶୁକ୍ରବାର ବେଜିଂ ଦର୍ଶାଇଛି। ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ଏହାର ମୁକାବିଲା ପାଇଁ ୟୁରୋପୀୟ ସଂଘ (ଇୟୁ)କୁ ବେଜିଂ ସହ…

କୋଲକାତାର ମହାବିଜୟ, ୮ ଉଇକେଟରେ ହାରିଗଲା ଚେନ୍ନାଇ

ଚେନ୍ନାଇ, ୧୧।୪-ଅଧିନାୟକ ପରିବର୍ତ୍ତନ ହେଲେ ହେଁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଦଳର ଭାଗ୍ୟ ପରିବର୍ତ୍ତନ ହୋଇନାହିଁ। ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଦଳ ଖରାପ ପ୍ରଦର୍ଶନ ଜାରି ରଖି କ୍ରମାଗତ ୫ମ ପରାଜୟ ବରଣ କରିଛି। ଆହତ ଋତୁରାଜ…

ବଜ୍ରପାତ, କୁଆପଥର ବର୍ଷାରେ ୬୧ ମୃତ

ପାଟନା,୧୧।୪: ବିହାରର ବିଭିନ୍ନ ଜିଲାରେ ଗତ ୪୮ ଘଣ୍ଟା ମଧ୍ୟରେ ବଜ୍ରପାତ ଏବଂ କୁଆପଥର ବର୍ଷାରେ ଅନୂ୍ୟନ ୬୧ ଜଣଙ୍କ ମୃତ୍ୟୁ ଘଟିଛି। ନାଳନ୍ଦା ଜିଲାରେ ସର୍ବାଧିକ ଲୋକ ପ୍ରାଣ ହରାଇଛନ୍ତି। ଗୁରୁବାର ଏହି ଜିଲାରେ ୨୨ ଜଣଙ୍କ ମୃତ୍ୟୁ ଘଟିଥିବା…

ଘଣ୍ଟ ବାଡେଇ ନିଖୋଜ ଯୁବକଙ୍କୁ ଖୋଜା ଚାଲିଛି, ଏତଲା ପରେ ତଦନ୍ତ ଆରମ୍ଭ କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୧।୪(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡପଥରା ଗ୍ରାମର ପଠାଣି ନାଇକ ଗତ ବୁଧବାରଠାରୁ ନିଖୋଜ ହୋଇଯାଇଥିବା ନେଇ ଥାନାରେ ଅଭିଯୋଗ ହୋଇଛି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ତଦନ୍ତ ଚଳାଇଛି। ଅପରପକ୍ଷେ ଗ୍ରାମବାସୀ…

ନାବାଳିକାଙ୍କୁ ଅପହରଣ ପରେ ବଳାତ୍କାର ମାମଲା, ଜେଲ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ନୂଆପଡ଼ା ଫାଣ୍ଡି ଅଧିକାରୀ ଏସ୍‌.ଆଇ ଜଗବନ୍ଧୁ ବାର୍ଲା ଶୁକ୍ରବାର ଜରଡା ଗ୍ରାମର ପୀତବାସ ସେଠୀଙ୍କୁ ଗିରଫ କରି ବ୍ରହ୍ମପୁର ସ୍ଥିତ ଅତିରିକ୍ତ ଜିଲା ଦୌରା ଜଜ ତଥା ପୋକ୍ସ କୋର୍ଟକୁ ଚାଲାଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri