Home

ସର୍ଭେ କରିବାକୁ ଯାଇ କାଜୁ ଜଙ୍ଗଲରେ ଫସିଗଲା ଟିମ୍‌, ଅନ୍ଧାରରେ ବାଟ ନ ପାଇ ଘଣ୍ଟାଏ ପରେ…

ମହାକାଳପଡ଼ା,୨୨ା୧(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ଆର୍ସେଲର ମିତ୍ତଲ ଶିଳ୍ପ ପ୍ରତିଷ୍ଠା ପାଇଁ ଏକ ଟିମ୍‌ ପକ୍ଷରୁ ଜଙ୍ଗଲ ପାଶର୍‌ବ ସୀମା ଜମି ସର୍ଭେ ଆରମ୍ଭ ହୋଇଛି । ବୁଧବାର ଅପରାହ୍ନରେ ଏହି ଟିମ୍‌ରେ ରାଜନଗର ବନ…

ICC vs BCB: ବଢିଲା ବାଂଲାଦେଶର ଟେନସନ, ସରକାର-ଖେଳାଳିଙ୍କ ମଧ୍ୟରେ ବୈଠକ

ଢାକା,୨୨।୧: ବାଂଲାଦେଶ କ୍ରିକେଟ ବର୍ତ୍ତମାନ ୨୦୨୬ ଟି-୨୦ ବିଶ୍ୱକପ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛି। ପ୍ରଶ୍ନଟି ସରଳ: ବାଂଲାଦେଶ ତାର ଦଳକୁ ଭାରତ ପଠାଇବ ନା ବିଶ୍ୱକପରୁ ବାଦ ଦିଆଯିବାର ବିପଦ ରହିବ? ICC ର ୨୪ ଘଣ୍ଟାର…

‘ଖୁବ ଶୀଘ୍ର ଭାରତ ସହ ହେବ ବଡ଼ ଡିଲ’, ଡାଭୋସରେ ମୋଦିଙ୍କୁ ଏମିତି ପ୍ରଶଂସା କଲେ ଟ୍ରମ୍ପ ସଭିଏଁ ଆଶ୍ଚର୍ଯ୍ୟ!

ଡାଭୋସ,୨୨।୧: ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମକୁ ସମ୍ବୋଧିତ କରିବା ପରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ ସହିତ ବାଣିଜ୍ୟ ଚୁକ୍ତି ସମ୍ପର୍କରେ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶଂସା କରିଛନ୍ତି ଏବଂ କହିଛନ୍ତି ଯେ…

କମିଗଲା ସୁନା ରେଟ୍‌: ଜାଣନ୍ତୁ ୧୦ ଗ୍ରାମକୁ କେତେ

ନୂଆଦିଲ୍ଲୀ,୨୧।୧: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ନିରନ୍ତର ବୃଦ୍ଧି ପାଉଥିଲା ଏବଂ ପ୍ରତିଦିନ ଏକ ପ୍ରବଳ ବୃଦ୍ଧି ସହିତ ନୂଆ ଉଚ୍ଚତାରେ ପହଞ୍ଚିଥିଲା। କିନ୍ତୁ ସପ୍ତାହର ଚତୁର୍ଥ ବାଣିଜ୍ୟ ଦିବସ ଗୁରୁବାର ମଲ୍ଟି କମୋଡିଟି ଏକ୍ସଚେଞ୍ଜ…

‘ହଁ ମୁଁ ଏକଛତ୍ରବାଦୀ’, ଡାଭୋସରେ ଏମିତି ବୟାନ ଦେଲେ ଟ୍ରମ୍ପ, ସାରା ବିଶ୍ୱରେ ହେଉଛି ଚର୍ଚ୍ଚା

ଡାଭୋସ,୨୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୀତି ଏବଂ ତାଙ୍କ ଆକ୍ରମଣାତ୍ମକ ଶୈଳୀ ବିରୁଦ୍ଧରେ ବିଶ୍ୱ ସ୍ତରରେ ପ୍ରତିବାଦର ସ୍ବର ବଢ଼ୁଛି। ଭେନେଜୁଏଲା ଏବଂ ଗ୍ରୀନଲାଣ୍ଡ ଭଳି ପ୍ରସଙ୍ଗରେ ଆମେରିକାର ଆଭିମୁଖ୍ୟ ପରେ, ଅନେକ ଅନ୍ତର୍ଜାତୀୟ ନେତା ଟ୍ରମ୍ପଙ୍କ ଆଚରଣକୁ ଏକଛତ୍ରବାଦୀ…

ରବି ଧାନ ଚାଷ ପ୍ରଭାବିତ ଆଶଙ୍କା: ଡ୍ୟାମ୍‌ରୁ ପାଣି ଛାଡ଼ିଦେଲା ଏମ୍‌ଆଇପି ବିଭାଗ

ଅମରପାଲି, ୨୨ା୧(ପୀତାମ୍ବର ସାହୁ):ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଲୁତୁରପଙ୍କ ଗ୍ରାମରେ ଘୁଙ୍ଗିନାଳ ଉପରେ ନିର୍ମାଣ ହୋଇଥିବା ଡ୍ୟାମରୁ ମଙ୍ଗଳବାର ରାତିରେ ବିନା ସୂଚନାରେ ଏମ୍‌ଆଇପି ବିଭାଗ ଗେଟ ଖୋଲିଦେଇ ପାଣି ଖାଲି କରି ଦେଇଛି। ଫଳରେ ଏହି ଡ୍ୟାମ ଉପରେ ନିର୍ଭର…

୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୨୨।୧: ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଫେବୃଆରୀ ପ୍ରଥମ ସପ୍ତାହରେ ତାଙ୍କର ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ରହିଛି। ଆସନ୍ତା ୨ ତାରିଖରୁ ସେ ୫ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ସୂଚନା ମୁତାବକ, ଫେବୃଆରୀ ୨ରେ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚି…

ହେବନି ଗାଡ଼ିର ପଞ୍ଜୀକରଣ, ଆସିଲା କଡ଼ା ନିୟମ

ନୂଆଦିଲ୍ଲୀ,୨୨।୧: ଚାଲାଣ ନ ଭରିଲେ ହେବନି ଗାଡ଼ି ପଞ୍ଜୀକରଣ । ମୋଟର ଯାନ ନିୟମରେ ସଂଶୋଧନ କରି ଏଭଳି କଠୋର ନିୟମ ଜାରି କରିଛନ୍ତି କେନ୍ଦ୍ର ସରକାର। ଏହାସହ ଡ୍ରାଇଭିଂ ଲାଇସେନସ ସମ୍ପର୍କିତ ଆବେଦନ ଆଗକୁ ବିଢବ ନାହିଁ। କୌଣସି ଗାଡ଼ି…

ବିଳମ୍ବିତ ରାତିରେ ଅଜଣା ବ୍ୟକ୍ତିଙ୍କୁ ନେଇ ସିମନବାଡିରେ ଆତଙ୍କ, ଧରା ପକାଇଲା ସିସି କ୍ୟାମେରା

ଦାରିଙ୍ଗବାଡି,୨୨।୧ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଏବେ ଆସାମଜିକଙ୍କ ଆଡ୍ଡା ସ୍ଥଳୀ ପାଲଟିଛି। ଅସୁରକ୍ଷିତ ମଣୁଛନ୍ତି ଗ୍ରାମବାସୀ। ଅଞ୍ଚଳରେ ଚୋରା ଦେଶୀ ଓ ବିଦେଶୀ ମଦକାରବାର ବୃଦ୍ଧି ଯୋଗୁ ସିମନବାଡି ଅଞ୍ଚଳକୁ ବାହାର ବ୍ଲକ ଅଞ୍ଚଳର…

ଦେଖା ହୋଇପାରିଲାନି, ଯୁବତୀଙ୍କ ଘର ଆଗରେ ଦେହକୁ କାଟି ପକାଇଲେ

ଢେଙ୍କିକୋଟ,୨୧ା୧(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟ ପୋଲିସ ବିଟ୍‌ ହାଉସ ଅନ୍ତର୍ଗତ ବଡ଼ମସିଣାବିଲା ପଞ୍ଚାୟତ ସାନମସିଣାବିଲା ଗ୍ରାମରେ ବୁଧବାର ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଯୁବତୀଙ୍କୁ ଦେଖିବାରେ ବିଫଳହୋଇ ଜଣେ ଯୁବକ ଉକ୍ତ ଯୁବତୀଙ୍କ ଘର ଆଗରେ ଶରୀରକୁ ବ୍ଲେଡ୍‌ରେ କାଟି…

କ୍ରିକେଟ ମ୍ୟାଚ ଦେଖିବାକୁ ଯାଇ ନିଖୋଜ ଥିବା ୪ ନାବାଳକ ସୁରକ୍ଷିତ ଉଦ୍ଧାର

ଦେବଗଡ଼,୨୨।୧(ଶଶାଙ୍କ ଶେଖର ଝାଙ୍କର):ଦେବଗଡ ଜିଲାର ନିଖୋଜ ୪ ନାବାଳକ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ରିଆମାଳ ଥାନା ଟିଙ୍କବୀର ଗ୍ରାମର ୪ ଜଣ ପଞ୍ଚମ ଶ୍ରେଣୀ ଛାତ୍ର ବୁଧବାର ସାରୁ ନିଖୋଜ ଥିଲେ। ଗାଁ ନିକଟ ଏକ ପାହାଡ଼ ଓ ଜଙ୍ଗଲ…

ହାତୀ ମୃତଦେହ ଠାବ, ୭ଫୁଟ ତଳୁ ଉଦ୍ଧାର କଲା ବନ ବିଭାଗ 

କେସିଙ୍ଗା ,୨୨।୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବନ ଖଣ୍ଡ ଅଧିନସ୍ଥ ତହସିର ଗ୍ରାମ ସ୍ଥିତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଅଞ୍ଚଳରେରେ ମୃତ ହାତୀର ଖଣ୍ଡ ବିଖଣ୍ଡିତ ମୃତଦେହ ୭ଫୁଟ ମାଟି ତଳୁ ବନ ବିଭାଗ ଓ ପ୍ରାଣୀ ଚିକିତ୍ସା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?