ନୀତୀଶଙ୍କ ନେତୃତ୍ୱକୁ ଭାଜପାର ସମର୍ଥନ
ପାଟନା,୭।୧୦: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଏନ୍ଡିଏରେ ଦେଖାଦେଇଥିବା ଫାଟ କ୍ରମଶଃ ମଳିନ ପଡ଼ିଯାଇଛି। ଚିରାଗ ପାଶ୍ୱାନଙ୍କ ଲୋକ ଜନଶକ୍ତି ପାର୍ଟି(ଏଲ୍ଜେପି) ଜେଡିୟୁକୁ ବିରୋଧ କରିବ ଓ ଏନ୍ଡିଏ ସହ ରହିବ ବୋଲି କହି ଦ୍ୱନ୍ଦ୍ୱ ସୃଷ୍ଟି କରିଥିବାବେଳେ ଭାଜପା ଅକଳରେ…
ଥମୁନି ସଂକ୍ରମଣ: ୬ ଦିନରେ ୨୦୧୯ ଆକ୍ରାନ୍ତ
ଭୁବନେଶ୍ୱର, ୭ା୧୦(ବ୍ୟୁରୋ):ଭୁବନେଶ୍ୱରରେ ସଂକ୍ରମଣର ଗ୍ରାଫ୍ ତଳକୁ ଆସିବାର ନା ଧରୁନି। ଅକ୍ଟୋବର ଆରମ୍ଭରୁ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତଗତିରେ ବୃଦ୍ଧି ପାଉଛି। ଅକ୍ଟୋବର ୧ରୁ ୬ ତାରିଖ ମଧ୍ୟରେ ଭୁବନେଶ୍ୱରରେ ୨,୦୧୯ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଯାହାମଧ୍ୟରୁ କେବଳ ୧,୪୫୧…
ମା’ ହେଲେ ସପ୍ନା ଚୌଧୁରୀ
ପ୍ରସିଦ୍ଧ ନୃତ୍ୟଶିଳ୍ପୀ ତଥା ବିଗ ବସ ୧୧ର ପ୍ରତିଯୋଗୀ ସପନା ଚୌଧୁରୀ ମାତୃତ୍ୱ ଲାଭ କରିଛନ୍ତି। ସେ ଏକ ଶିଶୁପୁତ୍ରକୁ ଜନ୍ମ ଦେଇଛନ୍ତି। ତାଙ୍କ ସ୍ବାମୀ ଭୀର ସାହୁ ଏହି ଖୁସି ଖବର ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ସପନା ତାଙ୍କ…
ବିଶ୍ୱର ସବୁଠୁ ଲମ୍ବା ଗୋଡ ଥିବା ଯୁବତୀ
ଆମେରିକାର ଟେକ୍ସାସରେ ରହୁଥିବା ୧୭ ବର୍ଷୀୟ ମ୍ୟାକି କ୍ୟୁରିନ ନିଜର ଲମ୍ବା ଗୋଡ ଯୋଗୁ ଗିନିଜ ୱାଲର୍ଡ ରେକର୍ଡ ହାସଲ କରିଛନ୍ତି। ୬ ଫୁଟ ୧୦ ଇଞ୍ଚ ଉଚ୍ଚତାର ମ୍ୟାକି ରୁଷିଆର ଏକାତେରିନା ଲିସିନାଙ୍କ ୫୨.୨ ଇଞ୍ଚ୍ ରେକର୍ଡ ଭାଙ୍ଗି ଏହି…
ଟଳିଲେ ୩ ଆତଙ୍କବାଦୀ
ଶ୍ରୀନଗର,୭।୧୦: ଜମ୍ମୁ କଶ୍ମୀରର ଶୋପିଆନରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଶୋପିଆନର ସୁଜନ ଜନପୋରା ଅଞ୍ଚଳରେ ହୋଇଥିବା ଏନକାଉଣ୍ଟରରେ ୩ଜଣ ଆତଙ୍କବାଦୀ ନିହତ ହୋଇଥିବା କୁହାଯାଉଛି। ଏବେ ବି ସେଠାରେ ଅପରେଶନ ଜାରି ରହିଛି। ନିହତ ହୋଇଥିବା…
୧୨ରୁ ବେଙ୍ଗାଲୁରୁକୁ ସ୍ବତନ୍ତ୍ର ଟ୍ରେନ୍
ଭୁବନେଶ୍ୱର, ୭ା୧୦ (ବ୍ୟୁରୋ):କରୋନା କଟକଣା ପାଇଁ ଅଟକି ରହିଥିବା ସେବାଗୁଡ଼ିକୁ ଭାରତୀୟ ରେଳ ପୁନର୍ବାର ଆରମ୍ଭ କରୁଛି। ଏ ପରିପ୍ରେକ୍ଷୀରେ ଗତ ୧ ତାରିଖଠାରୁ ୧୦ ଟ୍ରେନ୍ ଚଳାଚଳ କରୁଥିବାବେଳେ ଆସନ୍ତା ୧୨ତାରିଖଠାରୁ ଭୁବନେଶ୍ୱରରୁ ବେଙ୍ଗାଲୁରୁକୁ ଦୈନିକ ସ୍ବତନ୍ତ୍ର ଏକ୍ସପ୍ରେସ୍ ଚଳାଚଳ…
ଲିଜ୍ ଅବଧି ବଢ଼ାଇବାକୁ କହିଥିଲା ଭାଜପା: କଂଗ୍ରେସ
ଭୁବନେଶ୍ୱର,୭ା୧୦(ବ୍ୟୁରୋ):ବିଧାନସଭାରେ ସୋମବାର ଭାଜପା ଉଠାଇଥିବା ରାଜ୍ୟ ସରକାରଙ୍କ ଖଣି ଦୁର୍ନୀତି ପ୍ରସଙ୍ଗ ମଙ୍ଗଳବାର ଏକ ନୂଆ ମୋଡ଼ ନେଇଛି। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତି ଗୃହରେ ଏକ ଭିନ୍ନ ତଥ୍ୟ ଉପସ୍ଥାପନ କରି ଭାଜପା ଉପରେ ବର୍ଷିଛନ୍ତି। କେନ୍ଦ୍ର ସରକାର…
‘କରୋନାରୁ ମୁକ୍ତ ପରେ ବି ନିୟମ ମାନନ୍ତୁ’
ଭୁବନେଶ୍ୱର, ୭ା୧୦(ବ୍ୟୁରୋ):କରୋନାରୁ ମୁକ୍ତ ହେବା ପରେ ମଧ୍ୟ ଆକ୍ରାନ୍ତ ବ୍ୟକ୍ତି ସତର୍କ ରହିବା ଦରକାର। ନିୟମିତ ହାତ ଧୋଇବା, ମାସ୍କ ପିନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖିବା ଏବଂ ପରିବେଶକୁ ସଫାସୁତୁରା ରଖିବା ଆବଶ୍ୟକ। କାରଣ କୋଭିଡ୍ର ଭୟ ଏବେ…
ଗୋଟିଏ ପଟେ ଦାବି, ଅନ୍ୟ ପଟେ ବିରୋଧ
ପୁରୀ ଅଫିସ, ୭ା୧୦:ବର୍ତ୍ତମାନ ଶ୍ରୀମନ୍ଦିର ଖୋଲାଯିବା ପାଇଁ ଗୋଟିଏ ପଟେ ଦାବି ହେଉଥିବାବେଳେ ଅନ୍ୟ ପଟେ ଏହାକୁ ବିରୋଧ କରାଯାଉଛି। ଭକ୍ତଙ୍କ ଲାଗି ଶ୍ରୀମନ୍ଦିର ଖୋଲିବା ଦାବି ନେଇ ମଙ୍ଗଳବାର ପୂର୍ବାହ୍ନରେ ସୁଆର ମହାସୁଆର ନିଯୋଗ ପୂର୍ବତନ ସଭାପତି ଦାମୋଦର ମହାସୁଆରଙ୍କ…
ରୋଗ ପ୍ରତିରୋଧକ ଶକ୍ତି ବଢ଼ାଉଛି ‘ଆୟୁରକ୍ଷା କିଟ୍’
ଭୁବନେଶ୍ୱର, ୭ା୧୦ (ବ୍ୟୁରୋ):ଶରୀରର ରୋଗ ପ୍ରତିରୋଧକ କ୍ଷମତା ବୃଦ୍ଧି ପାଇଁ ‘ଆୟୁରକ୍ଷା କିଟ୍’କୁ ଜନସାଧାରଣଙ୍କ ପାଇଁ ପ୍ରସ୍ତୁତ କରାଯାଇଛି। କେନ୍ଦ୍ର ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ସମ୍ପୂର୍ଣ୍ଣ ଆୟୁର୍ବେଦିକ ପଦ୍ଧତି ଦ୍ୱାରା ଏହି କିଟ୍କୁ ତିଆରି କରାଯାଇଛି। ଏଥିରେ ମୁଖ୍ୟତଃ ଚବନ୍ପ୍ରାଶ, ଆୟୁଷ…
ଆଇନଜୀବୀଙ୍କୁ ମିଳିବ ସହାୟତା
ଭୁବନେଶ୍ୱର, ୭ା୧୦(ବ୍ୟୁରୋ):କୋଭିଡ୍ ମହାମାରୀ ଯୋଗୁ ରାଜ୍ୟରେ ଆଇନଜୀବୀଙ୍କୁ ସହାୟତା ଲାଗି ବିଧାନସଭାରେ ପାରିତ ହୋଇଛି ଓଡ଼ିଶା ଆଇନଜୀବୀ କଲ୍ୟାଣ ପାଣ୍ଠି(ସଂଶୋଧନ) ବିଲ୍। କୋଭିଡ୍ ମହାମାରୀ ଯୋଗୁ କୋର୍ଟଗୁଡ଼ିକରେ ସୀମିତ କାର୍ଯ୍ୟ ସମ୍ପାଦନ ହେଉଥିବାରୁ ଆଇନଜୀବୀମାନଙ୍କ ଜୀବନଜୀବିକା ପ୍ରଭାବିତ ହୋଇଛି। ରାଜ୍ୟ ବାର୍…
ଦିନକ ପୂର୍ବରୁ ସରିଲା ବିଧାନସଭା
ଭୁବନେଶ୍ୱର, ୭ା୧୦(ବ୍ୟୁରୋ):ନିର୍ଦ୍ଧାରିତ ସମୟର ଦିନକ ପୂର୍ବରୁ ଶେଷ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମଙ୍ଗଳବାର ମୁଲତବୀ ଘୋଷଣା କରିଛନ୍ତି। ସେପ୍ଟେମ୍ବର ୨୯ ତାରିଖରୁ ଆରମ୍ଭ ହୋଇଥିବା ଚଳିତ ଅଧିବେଶନ ୭ଦିନ…
Archives


