Home

ଅକ୍ଟୋବର ୨୦ ପର୍ଯ୍ୟନ୍ତ ନ୍ୟାୟିକ ହାଜତରେ ରହିବେ ଭଉଣୀ ଭାଇ ରିଆ-ଶୌଓ୍ବିକ୍‌

ମୁମ୍ବାଇ, ୬।୧୦: ବବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ରିଆ ଚକ୍ରବର୍ତ୍ତୀ ଏବଂ ଶୌଓ୍ବିକ୍‌ ଚକ୍ରବର୍ତ୍ତୀଙ୍କୁ ପଚରା ଉଚରା ଜାରି ରହିଛି। ସେମାନଙ୍କର ନ୍ୟାୟିକ ହାଜତର ସମୟ ସୀମାକୁ ମଙ୍ଗଳବାର ଅକ୍ଟୋବର ୨୦ ପର୍ଯ୍ୟନ୍ତ ବଢ଼ାଇ ଦିଆଯାଇଛି। ଏହା…

ପ୍ରଥମ ପ୍ରେମଠାରୁ ଦୂରେଇ ଯାଇଥିଲେ ଏହି ପ୍ରସିଦ୍ଧ ଅଭିନେତା

ବଲିଉଡ୍‌ ଅଭିନେତା ବିନୋଦ ଖାନ୍ନା ଅନେକ ହିଟ୍‌ ଫିଲ୍ମରେ ଅଭିନୟ କରିଛନ୍ତି। ଯଦିଓ ସେ ଆମ ଗହଣରେ ନାହାନ୍ତି, କିନ୍ତୁ ଅଭିନୟ ଦ୍ୱାରା ଦର୍ଶକଙ୍କ ହୃଦୟରେ ସର୍ବଦା ଜୀବନ୍ତ ରହିଛନ୍ତି। ବିନୋଦ ଖାନ୍ନା ୧୯୪୬, ଅକ୍ଟୋବର ୬ରେ ପାକିସ୍ତାନର ପେଶାୱାରରେ (ଏବେ…

ଡ୍ୟାନ୍ସ ଜରିଆରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କଲେ ଏହି କ୍ରିକେଟରଙ୍କ ଭାବି ସ୍ତ୍ରୀ

ଭାରତୀୟ କ୍ରିକେଟର ୟୁଜବେନ୍ଦ୍ର ଚହଲଙ୍କ ଭାବି ସ୍ତ୍ରୀ ତଥା ପ୍ରସିଦ୍ଧ ୟୁଟ୍ୟୁବର୍‌ ଧନଶ୍ରୀ ବର୍ମା ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ପ୍ରତିଦିନ ତାଙ୍କ ଭିଡିଓ ଭାଇରାଲ ହେଉଛି ଧନଶ୍ରୀ ଜଣେ କୋରିଓଗ୍ରାଫର ସହ ଜଣେ ଡାକ୍ତର ମଧ୍ୟ। ନିକଟରେ ଧନଶ୍ରୀଙ୍କ ଏକ…

ମୁମ୍ବାଇ ପୋଲିସକୁ ବଦନାମ୍‌ କରିବା ଲାଗି ତିଆରି ହୋଇଥିଲା ୮୦ ହଜାରରୁ ଅଧିକ ଫେକ୍‌ ଆକାଉଣ୍ଟ

ମୁମ୍ବାଇ, ୬।୧୦: ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ଆତ୍ମହତ୍ୟା ମାମଲାରେ ପ୍ରତିଦିନ ନୂଆ ଖବର ଯୋଡ଼ି ହେବାରେ ଲାଗିଛି। ଏବେ ମୁମ୍ବାଇ ପୋଲିସ ପକ୍ଷରୁ ନୂଆ ତଥ୍ୟ ପଦାକୁ ଆସିଛି। ମୁମ୍ବାଇ ପୋଲିସକୁ ବଦନାମ୍‌ କରିବା ଲାଗି ତିଆରି ହୋଇଥିଲା…

ଘରକୁ ଆସି କାନ୍ଦୁଥିଲେ ଅମିର ଖାଁ, ଜାଣନ୍ତୁ କାହିଁକି

ବଲିଉଡର ପରଫେକ୍ସନିଷ୍ଟ ଅମିର ଖାଁ ଆଗାମୀ ଫିଲ୍ମ ‘ଲାଲ ସିଂ ଚଢା’ ଶୁଟିଂରେ ବ୍ୟସ୍ତ ଅଛନ୍ତି। ଦର୍ଶକ ମଧ୍ୟ ଅମିରଙ୍କ ଫିଲ୍ମକୁ ଦେଖିବା ପାଇଁ ଉତ୍ସୁକତାର ସହ ଅପେକ୍ଷା କରିଛନ୍ତି। ପ୍ରତ୍ୟେକଥର ଦର୍ଶକଙ୍କୁ ନିଆରା ଫିଲ୍ମ ଭେଟି ଦେଉଥିବା ଅମିରଙ୍କ ପାଇଁ…

ହାଥରସ୍‌ ଯାଉଥିବା ୪ ଗିରଫ: ପିଏଫ୍‌ଆଇ ଏଜେଣ୍ଟ୍‌ ବୋଲି କହିଲା ପୋଲିସ

ନୂଆଦିଲ୍ଲୀ, ୬।୧୦: ଉତ୍ତରପ୍ରଦେଶର ହାଥରସ୍‌ ବଳାତ୍କାର ନେଇ ସାରାଦେଶରେ ପ୍ରଦର୍ଶନ ଜାରି ରହିଛି। ଦିଲ୍ଲୀରୁ ହଥାରସ୍‌ ଯାଉଥିବା ୪ ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କ ମଧ୍ୟରେ କେରଳର ମଲ୍ଲପୁରମର ଜଣେ ଗଣମାଧ୍ୟମ ପ୍ରତିନିଧି ମଧ୍ୟ ରହିଛନ୍ତି। ସେମାନେ ବିଚ୍ଛିନ୍ନତାବାଦି ସଂଗଠନ…

ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୪୦ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୬ ମୃତକଙ୍କ…

ଯୋଗୀ ସରକାରଙ୍କ ସତ୍ୟପାଠ: ରାତ୍ରରେ ସଂସ୍କାର ନ କରିଥିଲେ ସକାଳେ ଥିଲା ଦଙ୍ଗାର ଆଶଙ୍କା

ନୂଆଦିଲ୍ଲୀ, ୬।୧୦: ଉତ୍ତରପ୍ରଦେଶ ହାଥରସ୍‌ରେ ହୋଇଥିବା ବଳାତ୍କାର ମାମଲାରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିିତ୍ୟନାଥ ସରକାର ସୁପ୍ରିମ୍‌କୋର୍ଟରେ ସତ୍ୟପାଠ ଦାଖଲ କରିଛନ୍ତି। ଏଥିରେ ଉଲ୍ଲେଖ କରାଯାଇଛି ଯେ, ରାତ୍ରରେ ପୀଡ଼ିତାଙ୍କ ମୃତଦେହ ସଂସ୍କାର ହୋଇ ନ ଥିଲେ ସକାଳେ ସାମ୍ପ୍ରଦାୟିକ ଦଙ୍ଗାର ଆଶଙ୍କା…

CORONAVIRUS UPDATE: ରାଜ୍ୟରେ ୨୬୭୩ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୬୭୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୦୦୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୫୪…

୨୦୨୨ ସୁଦ୍ଧା ପୃଥିବୀର ୭୦ ପ୍ରତିଶତ ଜନସଂଖ୍ୟାଙ୍କୁ ଦିଆଯିବ କରୋନା ଟିକା: ଡବ୍ଲ୍ୟୁଏଚ୍‌ଓ

ଜେନେଭା, ୬।୧୦: ଆଉ ୨ ବର୍ଷ ମଧ୍ୟରେ ଅର୍ଥାତ୍‌ ୨୦୨୨ ସୁଦ୍ଧା ପୃଥିବୀର ୭୦ ପ୍ରତିଶତ ଲୋକଙ୍କୁ କରୋନା ପ୍ରତିଷେଧକ ଟିକା ଦିଆଯିବ। ଏସମ୍ପର୍କରେ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲ୍ୟୁଏଚ୍‌ଓ)ର ମୁଖ୍ୟ ବୈଜ୍ଞାନିକ ସୌମ୍ୟା ସ୍ବାମୀନାଥନ୍‌ ସୂଚନା ଦେଇଛନ୍ତି। ସମ୍ପ୍ରତି ପୃଥିବୀରେ ୪୦ରୁ…

ମୋତେ ଦୁଃଖ ଲାଗୁଛି, କାହିଁକି ଏମିତି କହିଲେ ବିରାଟ କୋହଲି

ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ ୨୦୨୦)ରେ ଦିଲ୍ଲୀ କ୍ୟାପିଟାଲ୍ସ ୫୯ ରନ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ପରାସ୍ତ କରିଛି। ଦିଲ୍ଲୀଠାରୁ ପରାଜିତ ହେବାପରେ ବେଙ୍ଗାଲୁରୁ ଅଧିନାୟକ ବିରାଟ କୋହଲି କହିଛନ୍ତି ଯେ ଆମ ଯୋଜନା ମୁତାବକ ଖେଳି ନଥିଲୁ। ଦିଲ୍ଲୀ ଆରମ୍ଭରୁ…

ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ପ୍ରତିଶତ କମିଲା

ନୂଆଦିଲ୍ଲୀ, ୬।୧୦: ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୧ ହଜାର ୨୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଏହା ୯୮ ହଜାର ପର୍ଯ୍ୟନ୍ତ ପହଞ୍ଚିଯାଇଥିଲା। ତେବେ ଏହା ଏବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri