ମୋତେ ଦୁଃଖ ଲାଗୁଛି, କାହିଁକି ଏମିତି କହିଲେ ବିରାଟ କୋହଲି
ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ ୨୦୨୦)ରେ ଦିଲ୍ଲୀ କ୍ୟାପିଟାଲ୍ସ ୫୯ ରନ୍ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ପରାସ୍ତ କରିଛି। ଦିଲ୍ଲୀଠାରୁ ପରାଜିତ ହେବାପରେ ବେଙ୍ଗାଲୁରୁ ଅଧିନାୟକ ବିରାଟ କୋହଲି କହିଛନ୍ତି ଯେ ଆମ ଯୋଜନା ମୁତାବକ ଖେଳି ନଥିଲୁ। ଦିଲ୍ଲୀ ଆରମ୍ଭରୁ…
ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୦ ପ୍ରତିଶତ କମିଲା
ନୂଆଦିଲ୍ଲୀ, ୬।୧୦: ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୧ ହଜାର ୨୬୭ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ଏହା ୯୮ ହଜାର ପର୍ଯ୍ୟନ୍ତ ପହଞ୍ଚିଯାଇଥିଲା। ତେବେ ଏହା ଏବେ…
କାର୍ ଦୁର୍ଘଟଣାରେ ଆଖିବୁଜିଲେ ଏହି ଲୋକପ୍ରିୟ କ୍ରିକେଟର୍
କାବୁଲ,୬।୧୦: ଆଫଗାନିସ୍ତାନ କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ୍ ନାଜିବ ତର୍କାଇଙ୍କ ପରଲୋକ ଘଟିଛି। କିଛି ଦିନ ପୂର୍ବରୁ ଏକ କାର ଦୁର୍ଘଟଣାରେ ସେ ଗୁରୁତର ଆହତ ହୋଇଥିଲେ। ଆଫଗାନିସ୍ତାନ କ୍ରିକେଟ ବୋର୍ଡ ତାଙ୍କ ମୃତ୍ୟୁ ନେଇ ସୋସିଆଲ ମିଡିଆ ମାଧ୍ୟମରେ ଏ ବିଷୟରେ…
ଟ୍ରମ୍ପ୍ଙ୍କୁ ହସ୍ପିଟାଲରୁ ଛୁଟି: ଫେରିଲେ ହ୍ବାଇଟ୍ ହାଉସ୍
ଓ୍ବାଶିଂଟନ, ୬।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ୍ ଟ୍ରମ୍ପ୍ଙ୍କୁ ହସ୍ପିଟାଲରୁ ଛୁଟି ମିଳିଛି। ସେ କରୋନାରୁ ସୁସ୍ଥ ହୋଇ ହ୍ବାଇଟ୍ ହାଉସ୍ ଫେରିଛନ୍ତି। ଶୀଘ୍ର କାମରେ ଯୋଗଦେବେ ବୋଲି ଟ୍ରମ୍ପ୍ ସୂଚନା ଦେଇଛନ୍ତି। ଶୁକ୍ରବାର ତାଙ୍କଠାରେ କରୋନା ଲକ୍ଷଣ ପ୍ରକାଶ ପାଇଥିଲା। ତାଙ୍କ…
ବିବାହ ଦିନ କନ୍ୟାଙ୍କ ଏପରି ଅବସ୍ଥା କଲେ ବର
ବିବାହ ଦିନ କନ୍ୟାଙ୍କୁ ପିଟିପିଟି ହତ୍ୟା କରିଛନ୍ତି ବର। ରୁଷିଆର ନୋଭୋସିବିରସ୍କରେ ଏହି ଘଟଣା ଘଟିଛି। ପୋଲିସ ଅଭିଯୁକ୍ତ ଯୁବକଙ୍କୁ ଗିରଫ କରିଛି। ଷ୍ଟିଫନ୍ ଡୋଲଗିଖ ନାମକ ଜଣେ ଯୁବକ(୩୩)ଙ୍କ ବିବାହ ଓକସାନା ନାମ୍ନୀ ଯୁବତୀଙ୍କ ସହ ହୋଇଥିଲା। ବିବାହ ପରେ…
ଜେଡିୟୁ, ଆର୍ଜେଡି ପ୍ରାର୍ଥୀ ତାଲିକା ଘୋଷିତ
ପାଟନା,୬।୧୦: ବିହାର ବିଧାନସଭା ନିର୍ବାଚନରେ ପ୍ରଥମ ପର୍ଯ୍ୟାୟ ଭୋଟ ଲାଗି ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଥିବାବେଳେ ସୋମବାର ଜେଡିୟୁ ଓ ଆର୍ଜେଡି ପକ୍ଷରୁ ପ୍ରାର୍ଥୀତାଲିକା ଘୋଷଣା କରାଯାଇଛି। ଆର୍ଜେଡି ପକ୍ଷରୁ ୧୫ ଜଣଙ୍କ ନାମ ଘୋଷଣା କରାଯାଇଛି। ଏଥିରେ ଦଳର…
ରଶିଦ ମାସୁଦଙ୍କ ଦେହାନ୍ତ
ନୂଆଦିଲ୍ଲୀ,୬।୧୦: ପୂର୍ବତନ କେନ୍ଦ୍ରମନ୍ତ୍ରୀ କାଜି ରଶିଦ ମାସୁଦଙ୍କ ଉତ୍ତରାଖଣ୍ଡର ରୁର୍କିସ୍ଥିତ ଏକ ଘରୋଇ ହସ୍ପିଟାଲରେ ସୋମବାର ସକାଳେ ଦେହାନ୍ତ ହୋଇଯାଇଛି। ତାଙ୍କୁ ୭୩ ବର୍ଷ ବୟସ ହୋଇଥିଲା। ଏ ସମ୍ପର୍କରେ ତାଙ୍କ ପୁତୁରା ତଥା କଂଗ୍ରେସ ନେତା ଇମ୍ରାନ ମାସୁଦ ସୂଚନା…
ବିଶ୍ୱର ୧୦% ଲୋକ ହୋଇପାରନ୍ତି ସଂକ୍ରମିତ
ଜେନିଭା,୬।୧୦: ମହାମାରୀ କରୋନା ବୋଲ ମାନୁନି। ସଂକ୍ରମିତଙ୍କ ସଂଖ୍ୟା ବଢ଼ାଇବା ସହ ନିରୀହ ଲୋକଙ୍କ ଜୀବନ ନେଉଛି। ବିିଶ୍ୱର ପ୍ରାୟ ୧୦% ଲୋକ ଏହା ଦ୍ୱାରା ଆକ୍ରାନ୍ତ ହୋଇପାରନ୍ତି ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ)ର ଇମର୍ଜେନ୍ସି ମୁଖ୍ୟ ଡାକ୍ତର ମିଚେଲ…
ପ୍ରେମରେ ପଡ଼ିଲେ କାଜଲ: ଶୀଘ୍ର କରିବାକୁ ଯାଉଛନ୍ତି ବିବାହ
ସିଂଘମ ଷ୍ଟାର ଅଜୟ ଦେବଗନଙ୍କ ହିରୋଇନ୍ କାଜଲ ଅଗ୍ରଓ୍ବାଲ ଏବେ ପ୍ରେମରେ ପଡ଼ିଛନ୍ତି। ଖୁବ୍ଶୀଘ୍ର ସେ ବିବାହ ମଧ୍ୟ କରିବାକୁ ଯାଉଥିବା ଶୁଣିବାକୁ ମିଳୁଛି। ଏଥିପାଇଁ ବିବାହ ପ୍ରସ୍ତୁତି ମଧ୍ୟ ଜୋର୍ସୋର୍ରେ ଆରମ୍ଭ ହୋଇଯାଇଛି। ମୁମ୍ବାଇରେ କାଜଲ ବିବାହ କରିବେ ବୋଲି…
ସ୍ପେନିଶ ଶିଖୁଛନ୍ତି ତୈମୁର
ବଲିଉଡ୍ ଅଭିନେତ୍ରୀ କରୀନା କପୁର ଖାନ୍ଙ୍କ ପୁଅ ତୈମୁର ଏବେ ସ୍ପେନିଶ ଭାଷା ଶିଖୁଛନ୍ତି। ବର୍ତ୍ତମାନ ସେ ମାତ୍ର ୩ ବର୍ଷର। ତେବେ ଲକ୍ଡାଉନ୍ରେ ନିଜକୁ ବ୍ୟସ୍ତ ରଖିବା ପାଇଁ ଏହା ଏକ ଭଲ ଉପାୟ। ଅନ୍ଲାଇନ୍ କ୍ଲାସ୍ ମାଧ୍ୟମରେ ତୈମୁର…
ଯୁବକଙ୍କ ପେଟରୁ ବାହାରିଲା ଏମିତି କିଛି, ଡାକ୍ତର ଦେଖି ହେଲେ ଆଶ୍ଚର୍ଯ୍ୟ
ଉତ୍ତର ପ୍ରଦେଶ ଉନ୍ନାଓ ଜିଲାର ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଚନ୍ଦ୍ର କୁସୁମ ନାମକ ଜଣେ ଯୁବକ ପେଟରେ ଯନ୍ତ୍ରଣା ଅନୁଭବ କରିବାରୁ ଡାକ୍ତରଙ୍କ ପାଖକୁ ଯାଇଥିଲେ। ଡାକ୍ତର ତାଙ୍କର ପରୀକ୍ଷା କରିବା ପରେ ରିପୋର୍ଟ ଦେଖି ଆଶ୍ଚର୍ଯ୍ୟ ହୋଇଗଲେ।…
ଅଭିନେତ୍ରୀ ହେବା ପୂର୍ବରୁ ଆମୀର ଖାନ୍ଙ୍କ ସହ ଏହି କାମ କରିଥିଲେ ହୁମା
ଫିଲ୍ମ ‘ଗ୍ୟାଙ୍ଗସ୍ ଅଫ୍ ଓ୍ବାସେପୁର’ ମାଧ୍ୟମରେ ବଲିଉଡ୍ରେ କ୍ୟାରିୟର ଆରମ୍ଭ କରିଥିଲେ ଅଭିନେତ୍ରୀ ହୁମା କ୍ୟୁରେଶି। ଏବେ ସେ ବଲିଉଡ୍ ଇଣ୍ଡଷ୍ଟ୍ରିର ସଫଳ ନାୟିକାଙ୍କ ମଧ୍ୟରେ ଅନ୍ୟତମ। ହୁମା ଜଣେ ବ୍ୟବସାୟୀ ପରିବାରର। ତାଙ୍କ ପିତା ସଲିମ କ୍ୟୁରେଶି ଦିଲ୍ଲୀର ଅନେକ…
Archives


