Home

ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଲକ୍ଷ ଟପିଲା

ନୂଆଦିଲ୍ଲୀ, ୨୧ା୧୧: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯୦ ଲକ୍ଷ ଟପିଥିବାବେଳେ ମୃତ୍ୟୁସଂଖ୍ୟା ୧.୩୨ ଲକ୍ଷରେ ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୪୫,୮୮୨ ନୂଆ ମାମଲା ସାମ୍ନାକୁ ଆସିଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ରିପୋର୍ଟରୁ ଜଣାପଡ଼ିଛି। ଏବେ ସକ୍ରିୟ…

‘ଗୋଆ’ ସହ ଟାଟାଙ୍କ ଫଟୋ ଭାଇରାଲ

ନୂଆଦିଲ୍ଲୀ, ୨୧ା୧୧: ଟାଟା ଗ୍ରୁପ୍‌ ପୂର୍ବତନ ଅଧ୍ୟକ୍ଷ ତଥା ବିଶିଷ୍ଟ ଶିଳ୍ପପତି ରତନ୍‌ ଟାଟା ଗତ ଦୀପାବଳି ପର୍ବ ଅଫିସ୍‌ ଡଗ୍‌ ‘ଗୋଆ’ ସହ ପାଳିଥିଲେ। ଏହାର ଏକ ଫଟୋ ସେ ନିଜ ଇନ୍‌ଷ୍ଟାଗ୍ରାମରେ ଛାଡ଼ିଥିଲେ। ଏହି ଫଟୋ ସୋସିଆଲ ମିଡ଼ିଆରେ…

ଡବ୍ଲ୍ୟୁଏଚ୍‌ଓରେ ଯୋଗଦେବ ଆମେରିକା

ଓ୍ବାଶିଂଟନ, ୨୧।୧୧: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ)ରେ ଆମେରିକା ପୁନର୍ବାର ଯୋଗଦେବ ବୋଲି ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍‌ କହିଛନ୍ତି। ଚାଇନା ଯେପରି ନିୟମ ଅନୁଯାୟୀ କାର୍ଯ୍ୟ କରିବ ସେଥିପାଇଁ ବ୍ୟବସ୍ଥା କରିବାକୁ ସେ ଚାହାନ୍ତି ବୋଲି କହିଛନ୍ତି। ଚାଇନାରେ କରୋନା…

ଗିରୀଶ ମୁର୍ମୁ ଆଇପିୟୁ ଏକ୍ସଟରନାଲ ଅଡିଟର ନିର୍ବାଚିତ

ନୂଆଦିଲ୍ଲୀ, ୨୧।୧୧: ଭାରତର ନିୟନ୍ତ୍ରକ ଓ ମହାଲେଖା ପରୀକ୍ଷକ (ସିଏଜି) ଗିରୀଶ ଚନ୍ଦ୍ର ମୁର୍ମୁ ଜେନେଭାସ୍ଥିତ ଇଣ୍ଟରପାର୍ଲାମେଣ୍ଟାରୀ ୟୁନିୟନ (ଆଇପିୟୁ)ର ଏକ୍ସଟରନାଲ ଅଡିଟର ନିର୍ବାଚିତ ହୋଇଛନ୍ତି। ଓଡ଼ିଶାରେ ଜନ୍ମିତ ୧୯୮୫ ବ୍ୟାଚ୍‌ର ଏହି ଆଇଏଏସ୍‌ ଅଫିସର ଉକ୍ତ ପଦରେ ୩ ବର୍ଷ…

ନେତାଙ୍କୁ ଚିଠିରେ ଭୂତାଣୁ ପଠାଯାଇପାରେ

ନୂଆଦିଲ୍ଲୀ,୨୧ା୧୧: ମହାମାରୀ କରୋନା ସାରା ବିଶ୍ୱକୁ କବଳିତ କରି ବିପର୍ଯ୍ୟୟ ଆଣିଥିବାବେଳେ ଶୁକ୍ରବାର ଏହି ଘାତକ ଭାଇରସ୍‌ ସମ୍ପର୍କିତ ଆଉ ଏକ ଆସନ୍ନ ବିପଦକୁ ନେଇ ଇଣ୍ଟରନ୍ୟାଶନାଲ ପୋଲିସ ଅର୍ଗାନାଇଜେଶନ ବା ଇଣ୍ଟରପୋଲ ସତର୍କ କରାଇଛି। ଅପରାଧୀମାନେ ଭାରତ ସମେତ ଅନେକ…

କପ୍ପାନଙ୍କୁ ଭେଟିବା ଲାଗି ଓକିଲଙ୍କୁ ଅନୁମତି

ନୂଆଦିଲ୍ଲୀ, ୨୧।୧୧: ୟୁଏପିଏ ଆଇନ ବଳରେ ଗିରଫ ହୋଇ ଉତ୍ତରପ୍ରଦେଶର ଏକ ଜେଲରେ ଥିବା କେରଳ ଖବରଦାତା ସିଦ୍ଦିକ୍‌ କପ୍ପାନଙ୍କୁ ଭେଟିବା ପାଇଁ ସୁପ୍ରିମକୋର୍ଟ ଶୁକ୍ରବାର ଆଇନଜୀବୀଙ୍କୁ ଅନୁମତି ଦେଇଛନ୍ତି। ଜାମିନ ପାଇବା ପାଇଁ ତାଙ୍କ ସ୍ବାକ୍ଷରର ଆବଶ୍ୟକତା ଥିଲା। ଉତ୍ତରପ୍ରଦେଶ…

ଚାଇନା ଋଣ ଜାଲରେ ମାଳଦ୍ୱୀପ

ନୂଆଦିଲ୍ଲୀ, ୨୧।୧୧: ମାଳଦ୍ୱୀପ ଏବେ ଚାଇନା ଋଣ ଜାଲରେ ଛନ୍ଦି ହୋଇ ପଡ଼ିଛି। ଆମେ ଆମ ଜେଜେମା’ମାନଙ୍କର ଗହଣା ବିକିଲେ ମଧ୍ୟ ତାହାକୁ ପରିଶୋଧ କରିପାରିବା ନାହିଁ ବୋଲି ଦେଶର ପୂର୍ବତନ ରାଷ୍ଟ୍ରପତି ତଥା ପାର୍ଲାମେଣ୍ଟ ବାଚସ୍ପତି ମହମ୍ମଦ ନଶିଦ୍‌ କହିବା…

ସୀମାରେ ବଳ ବଢ଼ାଉଛି ଚାଇନା

ନୂଆଦିଲ୍ଲୀ, ୨୧।୧୧: ଲଦାଖକୁ ବିଶ୍ୱ ନଜରରେ ରଖି ଚାଇନା ଗୋପନରେ କେନ୍ଦ୍ରୀୟ, ସିକିମ୍‌ ଓ ପୂର୍ବ ସେକ୍ଟରରେ ବୃହତ୍‌ ସାମରିକ ଭିତ୍ତିଭୂମିର ବିକାଶ କରିବା ସହିତ ମିସାଇଲ୍‌ ମୁତୟନ ସ୍ଥଳଗୁଡ଼ିକର ସୁଦୃଢ଼ୀକରଣ କରିଛି। କେବଳ ସେତିକି ନୁହେଁ, ଏହା ମାନବବିହୀନ ଏରିଏଲ୍‌…

ହଜାରେ ଟଙ୍କାରେ ମିଳିବ ଅକ୍ସଫୋର୍ଡ ଟିକା

ନୂଆଦିଲ୍ଲୀ, ୨୧।୧୧: ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ବିକଶିତ କୋଭିଡ୍‌ ଟିକା ଆସନ୍ତାବର୍ଷ ଫେବୃୟାରୀ ସୁଦ୍ଧା ସ୍ବାସ୍ଥ୍ୟକର୍ମୀ ଓ ବୟସ୍କ ବ୍ୟକ୍ତିମାନଙ୍କ ପାଇଁ ଏବଂ ଏପ୍ରିଲ ବେଳକୁ ସର୍ବସାଧାରଣଙ୍କ ଲାଗି ଉପଲବ୍ଧ ହେବ। ଏହାର ୨ଟି ଡୋଜ୍‌ର ଦାମ୍‌ ସର୍ବାଧିକ ହଜାରେ ଟଙ୍କା…

ଡୌଗ୍‌ଲାସ୍‌ଙ୍କୁ ବୁକର

ଲଣ୍ଡନ, ୨୧।୧୧: ନ୍ୟୁୟର୍କରେ ରହୁଥିବା ସ୍କଟଲାଣ୍ଡ ଲେଖକ ଡୌଗ୍‌ଲାସ୍‌ ଷ୍ଟୁଆର୍ଟ ତାଙ୍କର ଆତ୍ମଜୀବନୀ ଆଧାରିତ ଉପନ୍ୟାସ ‘ଶୁଗି ବେନ୍‌’ ପାଇଁ ଚଳିତବର୍ଷର ମର୍ଯ୍ୟାଦାଜନକ ବୁକର୍‌ ପ୍ରାଇଜ୍‌ ମିଳିଛି। ପୁରସ୍କାର ଲାଗି ସଂକ୍ଷିପ୍ତ ତାଲିକାରେ ଥିବା ଭାରତୀୟ ବଂଶୋଦ୍ଭବ ଅବନୀ ଦୋଶୀଙ୍କ ସମେତ…

ଆଶଙ୍କାରେ ଆ-କା-ମା-ବୈ

ଅନୁଗୋଳ ଅଫିସ, ୨୧।୧୧ – କାର୍ତ୍ତିକ ପୂର୍ଣ୍ଣମୀରେ ଡଙ୍ଗା ଭସା ସହ ଦିଅଁ ଦର୍ଶନ କରି ମାସକର ବ୍ରତ ଉଦ୍‌ଯାପନ କରନ୍ତି ବ୍ରତଧାରୀ। କିନ୍ତୁ ମହାମାରୀ କରୋନା ପାଇଁ ଚଳିତବର୍ଷ ଏହି ପରମ୍ପରାରେ ରୋକ ଲାଗିବା ସମ୍ଭାବନା ବଢ଼ିଯାଇଛି। ସେହିପରି ଡଙ୍ଗାଭସା…

ଆଇପିଏଲ୍‌ର ଟିଭି ଦର୍ଶକ ସଂଖ୍ୟା ୨୩ ପ୍ରତିଶତ ବୃଦ୍ଧି

ମୁମ୍ବାଇ, ୨୧ା୧୧ (ପି.ଟି.)-ଏଥର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଟେଲିଭିଜନ ଦର୍ଶକ ସଂଖ୍ୟା ୨୩ ପ୍ରତିଶତ ବୃଦ୍ଧି ପାଇଥିବା ଟି୨୦ ଇଭେଣ୍ଟର ଅଫିସିଆଲ ବ୍ରଡକାଷ୍ଟର ଷ୍ଟାର ଇଣ୍ଡିଆ ତରଫରୁ ଦାବି କରାଯାଇଛି। ଏହା ହାରାହାରି ୩୧.୫୭ ନିୟୁତରେ ପହଞ୍ଚତ୍ଛି। ବ୍ରଡକାଷ୍ଟ ଅଡିଏନ୍ସ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri