ଅଲିମ୍ପିଆନ ଏମ୍.ପି. ସିଂଙ୍କୁ ସାହାଯ୍ୟ କଲା ଗାଭାସ୍କରଙ୍କ ସଂସ୍ଥା
ନୂଆଦିଲ୍ଲୀ,୨୧।୧୧(ପି.ଟି.): ଭାରତୀୟ କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କରଙ୍କ ସଂସ୍ଥା ‘ଦି ଚାମ୍ପ୍ସ ଫାଉଣ୍ଡେଶନ’ ଦୀର୍ଘ ଦୁଇ ଦଶନ୍ଧି ଧରି ଆର୍ଥିକ ଦୁର୍ଗତିର ଶିକାର ହୋଇଥିବା କ୍ରୀଡ଼ାବିତ୍ମାନଙ୍କୁ ସାହାଯ୍ୟ କରିଆସୁଛି। ଏବେ ଗାଭାସ୍କରଙ୍କ ଏହି ସଂସ୍ଥା ହକି ଅଲିମ୍ପିଆନ ମହୀନ୍ଦର ପାଲ ସିଂଙ୍କୁ…
ସ୍ବାମୀକୁ ଛାଡପତ୍ର ଦେବେ ଆଇଏଏସ୍ ଟିନା ଡାବି
ଜୟପୁର,୨୦।୧୧-୨୦୧୫ କେନ୍ଦ୍ରୀୟ ଲୋକ ସେବା ଆୟୋଗ(ୟୁପିଏସସି)ରେ ଟପ୍ପର ହୋଇଥିବା ଟିନା ଡାବି ତାଙ୍କ ସ୍ବାମୀ ଅଥର ଅମିର ଖାନଙ୍କଠୁ ଛାଡପତ୍ର ପାଇଁ ଆବେଦନ କରିଛନ୍ତି। ଜୟପୁରର ଏକ ଫ୍ୟାମିଲି କୋର୍ଟରେ ଉଭୟେ ସ୍ବାମୀ ସ୍ତ୍ରୀ ସହମତି ଭିତ୍ତିରେ ଛାଡପତ୍ର ପାଇଁ ଆବେଦନ…
ରାଜ୍ୟରେ ସୁସ୍ଥ ହେଲେ ୧୧୦୧ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨୦।୧୧(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୧୧୦୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୯୬, କଟକରୁ ୮୯, ମୟୁରଭଞ୍ଜରୁ ୬୮, ବଲାଙ୍ଗୀରରୁ ୬୨, ବରଗଡରୁ ୬୦, ପୁରୀରୁ ୬୦, କଳାହାଣ୍ଡିରୁ ୫୮, ଜଗତସିଂହପୁରରୁ…
ବିଧାନସଭାରେ ଉପସ୍ଥାପିତ ହେଲା ୧୧,୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ
ଭୁବନେଶ୍ୱର,୨୦ା୧୧(ବ୍ୟୁରୋ)-ରାଜ୍ୟ ସରକାର ୨୦୨୦-୨୧ ଆର୍ଥିକବର୍ଷ ପାଇଁ ୧୧,୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ ପ୍ରସ୍ତୁତ କରିଛନ୍ତି। ଶୁକ୍ରବାର ଅପରାହ୍ନରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ବଜେଟକୁ ଇଲେକ୍ଟ୍ରୋନିକ ମାଧ୍ୟମରେ ଗୃହରେ ଉପସ୍ଥାପନ କରିଛନ୍ତି। କୋଭିଡ୍-୧୯ ମହାମାରୀକୁ ଦୃଷ୍ଟିରେ ରଖି ଅତିରିକ୍ତ ବଜେଟରେ…
ଟିକା ପାଇଁ ଓଡ଼ିଶାର ପ୍ରସ୍ତୁତି ଜାରି ରହିଛି : ମନ୍ତ୍ରୀ
ଭୁବନେଶ୍ୱର, ୨୦।୧୧(ବ୍ୟୁରୋ) – କରୋନା ସଂକ୍ରମଣର ଦ୍ୱିତୀୟ ପର୍ଯ୍ୟାୟ ଡିସେମ୍ବରରେ ଆସିବ ବୋଲି ଆଶଙ୍କା କରାଯାଉଛି। ଏପରିସ୍ଥଳେ ଟିକା କେବେ ଆସିବ ତାହାକୁ ନେଇ ସମସ୍ତଙ୍କ ମନରେ ପ୍ରଶ୍ନ ଉକ୍ତିମାରୁଛି। ତେବେ ଟୀକା ପାଇଁ ରାଜ୍ୟ ସରକାର କିପରି ପ୍ରସ୍ତୁତ ଅଛନ୍ତି…
ବ୍ୟାଗ୍ରୁ ମିଳିଲା ୩୦ଲକ୍ଷ ଟଙ୍କା
ଭୁବନେଶ୍ୱର,୧୯ା୧୧(ବ୍ୟୁରୋ)-ଖଣ୍ଡଗିରି ଥାନା ତପୋବନ ଅଞ୍ଚଳରୁ ଶୁକ୍ରବାର ପୋଲିସ ଟଙ୍କା ଭର୍ତ୍ତି ବ୍ୟାଗ୍ ସହ ଜଣେ ଯୁବକଙ୍କୁ ଧରିଛି। ଉକ୍ତ ବ୍ୟାଗ୍ଟିରେ ପ୍ରାୟ ୩୦ଲକ୍ଷ ଟଙ୍କା ଥିବା ନେଇ ପୋଲିସ ସୂଚନା ଦେଇଛି। ତେବେ ଥାନାକୁ ଆଣି ଯୁବକଙ୍କୁ ପଚରାଉଚରା କରାଯାଇଥିଲା। ତାଙ୍କ…
ଅହମଦାବାଦରେ ୬୦ ଘଣ୍ଟା କର୍ଫ୍ୟୁ
ଅହମଦାବାଦ, ୨୦ା୧୧-ଗୁଜରାଟର ଅହମଦାବାଦରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ଗୁଜରାଟ ସରକାର ଶୁକ୍ରବାର ରାତି ୯ଟାରୁ ଏଠାରେ ୬୦ ଘଣ୍ଟା ଲାଗି କର୍ଫ୍ୟୁ ଜାରି କରିଛନ୍ତି। ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ଏହି କର୍ଫ୍ୟୁ ବଳବତ୍ତର ରହିବ। କେବଳ ଔଷଧ,…
ଖାଦ୍ୟ ଅନ୍ବେଷଣରେ ଗ୍ରାମକୁ ପଶି ଆସିଲା ହାତୀ: ଆଉ ତାପରେ ଘଟିଲା ଏମିତି…
ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଗୋଟିଏ ହାତୀ ଉତ୍ତରାଖଣ୍ଡ ହାଲଡୱାନିର ହରିପୁର ଭଣ୍ଡେଭ ଗ୍ରାମରେ ପଶି ଉତ୍ପାତ କରିଥିବା ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଦେଖାଯାଇଛି, ହାତୀଟି ଗ୍ରାମ ଭିତକୁ ଖାଦ୍ୟ ଅନ୍ବେଷଣରେ ପଶି…
ଦୀର୍ଘ ୧୬ ଘଣ୍ଟାର ଅପରେସନ ପରେ କୂଅରୁ ଉଦ୍ଧାର ହେଲା ହାତୀ ଛୁଆ: ଦେଖନ୍ତୁ ଭିଡିଓ
ତାମିଲନାଡୁ,୨୦।୧୧-ବନବିଭାଗ କର୍ମଚାରୀଙ୍କ ଦୀର୍ଘ ୧୬ ଘଣ୍ଟାର ଅପରେସନ ପରେ ୫୦ ଫୁଟ୍ କୂଅରୁ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛି ହାତୀ ଛୁଆ। ଏପରି ଘଟଣା ତାମିଲନାଡୁ ଧରମାପୁରୀ ଜିଲାର ପଞ୍ଚପାଲ୍ଲୀ ଗ୍ରାମରେ ଦେଖିବାକୁ ମିଳିଛି। ସୂଚନାଯୋଗ୍ୟ, ଗୁରୁବାର ରାତିରେ ପଞ୍ଚପାଲ୍ଲୀ ଗ୍ରାମ…
କାନ୍ଥରେ ନରେନ୍ଦ୍ର ମୋଦିଙ୍କ ଫଟୋକୁ ଘରେ ନାରଙ୍ଗୀ ରଙ୍ଗର ପରଦା: ଭିତରୁ ଏଭଳି ଦିଶେ ଭାଜପା ନେତା ମନୋଜ ତିଓ୍ବାରୀଙ୍କ ଘର
ବମ୍ବେ: ଭୋଜପୁରୀ ମନୋରଞ୍ଜନଜଗତ ସହ ଜଡ଼ିତ ଲୋକପ୍ରିୟ ବ୍ୟକ୍ତିତ୍ୱମାନଙ୍କ ମଧ୍ୟରୁ ମନୋଜ ତିଓ୍ବାରୀ ଜଣେ। ସେ ବର୍ତ୍ତମାନ ସମୟରେ ରାଜନୀତିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି ମଧ୍ୟ କରିଛନ୍ତି। ଗାୟକରୁ ଅଭିନେତା ଏବଂ ପରେ ରାଜନେତା ପାଲଟିଥିବା ମନୋଜ ଭାଜପା…
କେବିସିରେ ଏକ କୋଟି ଜିତିବା ପରେ ମ୍ୟାଗିରୁ ବାହାରିଲା ୨ ମସଲା ପ୍ୟାକେଟ୍; ମୋହିତା କହିଲେ ‘ମୁଁ ଆଜି ଭାଗ୍ୟବତୀ’
ନୂଆଦିଲ୍ଲୀ: କେବିସି-୧୨ ସିଜନ୍ର ଦ୍ୱିତୀୟ କୋଟିପତି ହେବାର ଗୌରବ ଅର୍ଜନ କରିଥିଲେ ଆଇପିଏସ୍ ମୋହିତା ଶର୍ମା। ନଭେମ୍ବର ୧୭ରେ ପ୍ରସାରିତ ହୋଇଥିବା ଏପିସୋଡରେ ମୋହିତା ୧ କୋଟି ଟଙ୍କା ଜିତିଥିଲେ। ବିଗ୍ ବି ଅମିତାଭ ବଚ୍ଚନ ମଧ୍ୟ ତାଙ୍କର ପ୍ରଶଂସା କରିଥିବା…
ରାଗରେ ଜମି ବିକି ଦେଶ ଛାଡ଼ିଥିଲେ: ଏବେ ଏହି ଟିମ୍ରୁ ଖେଳି ପ୍ରତିଶୋଧ ନେବାର ପ୍ରସ୍ତୁତି ଚଳାଇଛନ୍ତି ଏହି କ୍ରିକେଟର
ନୂଆଦିଲ୍ଲୀ,୨୦।୧୧: ଅନ୍ତଃରାଷ୍ଟ୍ରୀୟ କ୍ରିକେଟ ସହ ଜଡ଼ିତ ଏଭଳି କିଛି କାହାଣୀ ଅଛି, ଯାହା ଭୁଲି ହୁଏନା। ଅନେକ କ୍ରିକେଟର ଜନ୍ମଗ୍ରହଣ କରିବା ସତ୍ତ୍ୱେ ଦେଶ ଛାଡ଼ି ବିଦେଶରେ ନାମ କମାଇଥିବାର ନଜିର ରହିଛି। ସେଭଳି ଜଣେ ଖେଳାଳି ହେଲେ ଡେଭନ୍ କନ୍ଓ୍ବେ।…
Archives


