Home

୧୩ ଚାଷୀଙ୍କ ନାଁରେ ହତ୍ୟା ଉଦ୍ୟମ ମାମଲା

ନୂଆଦିଲ୍ଲୀ,୨୫ା୧୨:ଗତ ସେପ୍ଟେମ୍ବରରେ ନିଜେ ଆଣିଥିବା ୩ କୃଷି ଆଇନକୁ ପ୍ରତ୍ୟାହାର କରିବା ପାଇଁ କେନ୍ଦ୍ର ସରକାର ରାଜି ହେଉନାହାନ୍ତି । ଏହାକୁ ହଟାଇବା ଦାବିରେ ଚାଲିଥିବା ଆନ୍ଦୋଳନକୁ ମାସେ ପୂରିବାକୁ ଯାଉଥିବାବେଳେ ଚାଷୀଙ୍କ ଭାବାବେଗ ସହ କେନ୍ଦ୍ର ଖେଳୁଥିବା କୃଷକ ସଙ୍ଗଠନଗୁଡ଼ିକ…

ଜେଲ ଫେରିଲେ ଅଭୟକାନ୍ତ ପାଠକ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ):ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇ ଜେଲ ଯାଇଥିବା ଆଇଏଫ୍‌ଏସ୍‌ ଅଫିସର ଅଭୟକାନ୍ତ ପାଠକଙ୍କୁ ସ୍କାଏ କିଙ୍ଗ୍‌ ଠକେଇ ମାମଲାରେ କମିଶନରେଟ ପୋଲିସ ରିମାଣ୍ଡରେ ଆଣିଥିଲା। ବୁଧବାର ୨ ଦିନିଆ ରିମାଣ୍ଡ ସରିଥିବାବେଳେ ଗୁରୁବାର ପୋଲିସ…

୩୨୧୦ କୋଟିର ଓଏମ୍‌ବିଏଡିସି ପ୍ରକଳ୍ପକୁ ମଞ୍ଜୁରୀ

ଭୁବନେଶ୍ୱର,୨୫ା୧୨(ବ୍ୟୁରୋ): ଜଷ୍ଟିସ ଏକ.କେ. ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗୁରୁବାର ଭିଡିଓକନଫରେନ୍ସ ଜରିଆରେ ଅନୁଷ୍ଠିତ ଓଭରସାଇଟି ଅଥରଟି ବୈଠକରେ ଓଡିଶା ଖଣି ଅଞ୍ଚଳ ଉନ୍ନୟନ ନିଗମ(ଓଏମବିଏଡିସି)ଅଧୀନରେ କାର୍ଯ୍ୟକାରୀ ହେବାକୁ ଥିବା ୩୨୧୦ କୋଟି ଟଙ୍କାର ୧୫ଟି ନୂତନ ପ୍ରକଳ୍ପକୁ ଅନୁମୋଦନ ଦିଆଯାଇଛି। ସେଥିରୁ ସୁନ୍ଦରଗଡ…

କଟକ କୋର୍ଟରେ ହାଜର ହେଲେ ଧଳସାମନ୍ତ ଭ୍ରାତା

କଟକ ଅଫିସ, ୨୫ା୧୨:ଗ୍ୟାଙ୍ଗଷ୍ଟର ସୁଶାନ୍ତ ଓ ସୁଶୀଲ ଧଳସାମନ୍ତଙ୍କୁ କମିଶନରେଟ ପୋଲିସ କଟକ ଏସ୍‌ଡିଜେଏମ୍‌(ସଦର) କୋର୍ଟରେ ଗୁରୁବାର ହାଜର କରିଛି। ଉଭୟଙ୍କୁ ୩ଦିନ ରିମାଣ୍ଡରେ ନେବାକୁ ପୋଲିସ ଅଦାଲତରେ ଆବେଦନ କରିଥିବାବେଳେ କୋର୍ଟ ୨ଦିନ ଅର୍ଥାତ୍‌ ୨୫ ଓ ୨୬ତାରିଖ ପାଇଁ…

ଚାକର, ଭାଇ, ବନ୍ଧୁ ଏବଂ ସ୍ତ୍ରୀଙ୍କ ପରୀକ୍ଷା କେବେ ଓ କିଭଳି କରିବା ଆବଶ୍ୟକ ; ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ

ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ରରେ ମନୁଷ୍ୟ ଜୀବନ ସହ ଜଡ଼ିତ ଅନେକ ସମସ୍ୟା ଓ ତାର ନିରାକରଣକୁ ନେଇ ମତ ରଖିଛନ୍ତି। ସେଥିରେ କେଉଁ ପରିସ୍ଥିତିରେ କେଉଁ ବ୍ୟକ୍ତିଙ୍କ ପରୀକ୍ଷା ନେବା ଜରୁରୀ ବୋଲି ସେ କହିଛନ୍ତି। ଏହାଦ୍ୱାରା ଉକ୍ତ ବ୍ୟକ୍ତିଙ୍କ…

ବ୍ରେକ୍‌ଜିଟ୍‌: ଡିଲ୍‌ ଡନ୍‌

ଲଣ୍ଡନ,୨୫ା୧୨:‘ଡିଲ୍‌ ଇଜ୍‌ ଡନ୍‌’। ୟୁରୋପୀୟ ସଂଘ (ଇୟୁ)ଠାରୁ ବ୍ରିଟେନ ଅଲଗା ହେବା ପରେ ଉଭୟ ପକ୍ଷ ମଧ୍ୟରେ ଶେଷରେ ‘ପୋଷ୍ଟ ବ୍ରେକ୍‌ଜିଟ୍‌ ଡିଲ୍‌’ ସମ୍ପନ୍ନ ହୋଇଛି। ଏହାକୁ ନେଇ ଉଲ୍ଲସିତ ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ୍‌ ଜନ୍‌ସନ ଗୁରୁବାର ରାତିରେ ସୋସିଆଲ ମିଡିଆରେ…

‘କରୋନାର ନୂଆ ଷ୍ଟ୍ରେନ୍‌, ଦ୍ୱିତୀୟ ଲହର ନୁହେଁ’

ଭୁବନେଶ୍ୱର,୨୫।୧୨(ବ୍ୟୁରୋ):ରାଜ୍ୟରେ କରୋନା ସଂକ୍ରମଣ କମିଛି। ଗତ ୨୪ ଘଣ୍ଟାରେ ମାତ୍ର ୨୬୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ସଂକ୍ରମିତଙ୍କ ସଂଖ୍ୟା ୩,୨୭,୫୪୨ରେ ପହଞ୍ଚତ୍ଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୮ ଜିଲାରୁ ଜଣେ ବି ସଂକ୍ରମିତ ନାହାନ୍ତି। କିନ୍ତୁ ବ୍ରିଟେନରେ କରୋନାର ନୂଆ…

ସବୁବେଳେ ଶ୍ରୀଦେବୀଙ୍କ ପାଦ ଧରୁଥିଲେ ଏହି ସୁପରଷ୍ଟାର: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲିଉଡ୍‌ର ପ୍ରସିଦ୍ଧ ଅଭିନେତା ଅନିଲ କପୁର ନିଜର ଫିଟ୍‌ନେସ୍‌କୁ ନେଇ ସବୁବେଳେ ସୋସିଆଲ ମିଡିଆରେ ସକ୍ରିୟ ରହିଥାନ୍ତି। ହେଲେ ଏବେ ଅନିଲ ଶ୍ରୀଦେବୀଙ୍କୁ ନେଇ ଏକ ବଡ଼ ରାଜ୍‌ ଖୋଲିଛନ୍ତି। ଏକ ସାକ୍ଷାତକାରରେ ଅନିଲ କହିିଛନ୍ତି ଯେ, ଶ୍ରୀଦେବୀଙ୍କର ମୃତ୍ୟୁ ହୋଇସାରିଥିଲେ…

ନଗ୍‌ମାଙ୍କ ପ୍ରେମରେ ପଡ଼ିଥିଲେ ସୌରଭ ଗାଙ୍ଗୁଲୀ…

ମୁମ୍ବାଇ,୨୫।୧୨: ସାଉଥ୍‌ ଅଭିନେତ୍ରୀ ନଗ୍‌ମା ଶୁକ୍ରବାର ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୭୪ ଡିସେମ୍ବର ୨୫ରେ ସେ ମୁମ୍ବାଇଠାରେ ଜନ୍ମଗ୍ରହଣ କରିଥିଲେ। ତାଙ୍କର ପ୍ରକୃତ ନାମ ନନ୍ଦିତା ଅରବିନ୍ଦ ମୋରାରଜି ଥିଲା। ତେବେ ଫିଲ୍ମରେ ଅଭିନୟ ପରେ ତାଙ୍କର ନାମ ପରିବର୍ତ୍ତନ…

ଟୟଲେଟ ମଗରେ ଚା’ ପିଉଥିଲେ ସଲମାନ୍‌ ଖାନ୍‌

ବଲିଉଡ୍‌ର ଚୁଲବୁଲ ପାଣ୍ଡେ ସଲମାନ୍‌ ଖାନ୍‌ଙ୍କ ଜନ୍ମଦିନ ପାଖେଇ ଆସିଲାଣି। ୨୭ ଡିସେମ୍ବରରେ ସେ ୫୫ ବର୍ଷର ହୋଇଯିବେ। କିନ୍ତୁ ଚଳିତ ବର୍ଷ ସେ ନିଜର ଜନ୍ମଦିନ ପାଳନ କରିବେ ନାହିଁ। କାରଣ ସେ ଉକ୍ତ ସମୟରେ ତାଙ୍କର ଏକ ଫିଲ୍ମର…

ଆଲିଆଙ୍କୁ ନେଇ ପ୍ରଥମ ଥର ମୁହଁ ଖୋଲିଲେ ରଣବୀର: କହିଲେ, ମୁଁ ମୋ ଜୀବନର ଏହି ଲକ୍ଷ୍ୟକୁ ଶୀଘ୍ର ପୂରଣ କରିବାକୁ ଚାହୁଁଛି

ବଲିଉଡ୍‌ ଇଣ୍ଡଷ୍ଟ୍ରିର ଚର୍ଚ୍ଚିତ ଯୋଡି ମଧ୍ୟରୁ ଅନ୍ୟତମ ରଣବୀର କପୁର-ଆଲିଆ ଭଟ୍ଟ। ଏହି ଯୋଡି ଅଧିକାଂଶ ସମୟରେ ଚର୍ଚ୍ଚାରେ ରହିଥାନ୍ତି। କିନ୍ତୁ ଏବେ ସେମାନଙ୍କ ବିବାହକୁ ନେଇ ଚର୍ଚ୍ଚା ଯୋର୍‌ ଧରିଛି। ରଣବୀର, ଆଲିଆଙ୍କ ବିବାହକୁ ନେଇ ସେମାନଙ୍କ ପ୍ରଶଂସକ ମଧ୍ୟ…

କୋଟିପତି ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଗୁଣପୁର,୨୪।୧୨(ଡି.ଏନ୍‌.ଏ.)-ରାୟଗଡ଼ା ଜିଲା ଗୁଣପୁର ପୂର୍ତ୍ତ ବିଭାଗ ଉପ ନିର୍ବାହୀ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଉଦ୍ଧବ ପାଢୀଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ ରହିଥିଲା। ଗୁରୁବାର ତାଙ୍କ ସରକାରୀ ବାସଭବନ, କାର୍ଯ୍ୟାଳୟ ଏବଂ ବ୍ରହ୍ମପୁରସ୍ଥିତ ନିଜ ଘରେ ଭିଲିଲାନ୍ସ ଚଢାଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?