Home

ମିଶନ ଯୁବଶକ୍ତି: ୩ ମାସରେ ୬ ବିଶ୍ୱବିଦ୍ୟାଳୟର କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି ମୋଦି

ନୂଆଦିଲ୍ଲୀ,୨୪।୧୨: ଭାରତରେ ଯୁବବର୍ଗଙ୍କ ସଂଖ୍ୟା ଅଧିକ ରହିଛି। ଦେଶର ବିକାଶ ସମେତ ରାଜନୈତିକ କ୍ଷମତା ଦଖଲ ପାଇଁ ଦେଶର ଯୁବବର୍ଗଙ୍କୁ ହାତେଇଲେ ସୁଫଳ ସହଜରେ ମିଳିପାରିବ ବୋଲି ଭାଜପା ଜାଣିପାରିଛି। ସମ୍ପ୍ରତି ଦେଶରେ ୬୫ ପ୍ରତିଶତ ଜନସଂଖ୍ୟା ହେଉଛନ୍ତି ଯୁବବର୍ଗ। ଯୁବବର୍ଗଙ୍କୁ…

ପିଇଓଙ୍କ ଘରେ ଭିଜିଲାନ୍ସ ବିଭାଗର ଚଢ଼ାଉ

ସୋନପୁର, ୨୪।୧୨(ନି.ପ୍ର.)-ଆୟ ବର୍ହିଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଚେରୁପାଲି ପଞ୍ଚାୟତ ନିର୍ବାହୀ ଅଧିକାରୀ(ପିଇଓ) ଦୁର୍ଯ୍ୟୋଧନ ମେହେରଙ୍କ ସୋନପୁର ସହର ମାନିକେଶ୍ୱର ସ୍ଥିତି ବାସଭବନରେ ଚଢ଼ାଉ ଚାଲିଛି । ସେହିପରି ଚେରୁପାଲି ସ୍ଥିତ ପଞ୍ଚାୟତ ଅଫିସରେ କାଗଜପତ୍ରର…

ସ୍ତ୍ରୀ ଜିନ୍ସ ନ ପିନ୍ଧିବାରୁ ଏମିତି ପଦକ୍ଷେପ ନେଲେ ସ୍ବାମୀ

ମିରୁଟ, ୨୪।୧୨: ଉତ୍ତରପ୍ରଦେଶର ମିରୁଟରେ ଏକ ଅଭାବନୀୟ ଘଟଣା ଘଯିଛି। ସ୍ତ୍ରୀ ଜିନ୍ସ ପିନ୍ଧି ଡ୍ୟାନ୍ସ ନ କରିବାରୁ ତାଙ୍କୁ ତଲାକ ଦେଇଛନ୍ତି ସ୍ବାମୀ। କେବଳ ଏତିକି ନୁହେଁ ସ୍ତ୍ରୀଙ୍କ ବାପଘରେ ପହଞ୍ଚି ତାଙ୍କୁ ଶରୀରରେ କିରୋସିନି ଢାଳି ମାରିଦେବାକୁ ଉଦ୍ୟମ…

ପଶ୍ଚିମବଙ୍ଗ ରାଜନୀତିରେ ମୋଦିଙ୍କ ପ୍ରବେଶ: ବିଶ୍ୱଭାରତୀର ଶତାବ୍ଦୀ କାର୍ଯ୍ୟକ୍ରମରେ ଯୋଗଦେଲେ

କୋଲକାତା,୨୪।୧୨: ଆଗକୁ ୨୦୨୧ରେ ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ଦୃଷ୍ଟିରେ ରଖି ଭାଜପା ପକ୍ଷରୁ ଯୋଜନାବଦ୍ଧ ଭାବେ ମିଶନ ପଶ୍ଚିମବଙ୍ଗ ଆରମ୍ଭ କରାଯାଇଛି। ପୂର୍ବରୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରାଜ୍ୟ…

‘ରିପବ୍ଲିକ୍‌ ଭାରତ’କୁ ବ୍ରିଟେନରେ ୨୦,୦୦୦ ପାଉଣ୍ଡ ଜରିମାନା

ଲଣ୍ଡନ, ୨୪।୧୨: ବ୍ରିଟେନରେ ହିନ୍ଦୀ ନ୍ୟୁଜ୍‌ ଚ୍ୟାନେଲ ‘ରିପବ୍ଲିକ୍‌ ଭାରତ’କୁ ଅପରେଟ୍‌ କରୁଥିବା ଓ୍ବାଲର୍‌ଡଓ୍ବାଇଡ୍‌ ମିଡିଆ ନେଟ୍‌ଓ୍ବର୍କ ଲିମିଟେଡ୍‌ ଉପରେ ବ୍ରିଟିଶ ଟିଭି ନିୟାମକ ସଂସ୍ଥା ଅଫ୍‌କମ୍‌ ୨୦,୦୦୦ ପାଉଣ୍ଡ (ପାଖାପାଖି ୧୯.୭ ଲକ୍ଷ ଟଙ୍କା) ଜରିମାନା ଲଗାଇଛି। ୨୦୧୯ ସେପ୍ଟେମ୍ବର…

ଋଣ ଆପ୍‌ରୁ ସର୍ବନାଶ: ରିକଭରି ଏଜେଣ୍ଟ କହୁଛନ୍ତି, ଯଦି ଶୁଝିପାରୁନ ତେବେ ମରିଯାଅ

ଭୁବନେଶ୍ୱର/ନୂଆଦିଲ୍ଲୀ,୨୪ା୧୨(ବ୍ୟୁରୋ):ସମୟ ସହ ତାଳ ଦେଇ ମଣିଷର ଆବଶ୍ୟକତା ବଢ଼ିଥାଏ, ଯାହାକୁ ପୂରଣ କରିବାକୁ ହେଲେ ଅଧ୍ୟବସାୟ ବା ଆୟର ନିୟମିତ ଉତ୍ସ ଦରକାର। ଏଭଳି ଆବଶ୍ୟକତା ପୂରଣ ଓ ନିଜର ନିର୍ଦ୍ଦିଷ୍ଟ ଲକ୍ଷ୍ୟ ହାସଲ ପାଇଁ ଅନେକ ସମୟରେ ଲୋକେ ଋଣ…

ଗ୍ୟାରେଜ୍‌ରେ ରହୁଥିଲେ ଏହି ପ୍ରସିଦ୍ଧ ଅଭିନେତା, ଆଜି ବିଶ୍ୱର ଅନେକ ସ୍ଥାନରେ କିଣିଛନ୍ତି ବଙ୍ଗଳା

ବଲିଉଡ୍‌ର ପ୍ରସିଦ୍ଧ ଅଭିନେତା ତଥା ନିର୍ମାତା ଅନିଲ କପୁର ଆଜି ୬୪ତମ ଜନ୍ମଦିନ ପାଳନ କରୁଛନ୍ତି। ଅନିଲ ତାଙ୍କ ଫିଟ୍‌ ନେସ୍‌ ଉପରେ ବେଶୀ ଧ୍ୟାନ ଦିଅନ୍ତି। ତାଙ୍କୁ ଦେଖିଲେ କେହି ଭାବି ପାରିବେନି ଯେ ସେ ୬୪ ବର୍ଷ ବୟସ…

ଏହି ଦୁଇ ଖେଳାଳିଙ୍କୁ ପଛରେ ପକାଇଲେ ବିରାଟ କୋହଲି ରଚିବେ ଇତିହାସ

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଗତ ୧୧ ବର୍ଷ ଭିତରେ କ୍ରିକେଟର ବାଦ୍‌ଶାହ ପାଲଟିଯାଇଛନ୍ତି। ଦଶନ୍ଧିର ସର୍ବଶ୍ରେଷ୍ଠ ଖେଳାଳିଙ୍କ ମଧ୍ୟରୁ ଅନ୍ୟତମ ଭାରତୀୟ ଅଧିନାୟକ ବିରାଟ କୋହଲି ୧୧ ବର୍ଷ ପୂର୍ବେ ଆଜିର ଦିନରେ ଆନ୍ତର୍ଜାତୀୟ କ୍ରିକେଟରେ ପ୍ରଥମ…

ବାରମୁଳାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ

ଶ୍ରୀନଗର,୨୪।୧୨: ଜମ୍ମୁ-କଶ୍ମୀରରେ ଆତଙ୍କ ସୃଷ୍ଟି କରିବା ଲାଗି ଆତଙ୍କବାଦୀ ସଂଗଠନ ପକ୍ଷରୁ ଲଗାତାର ଉଦ୍ୟମ ଜାରି ରହିଛି। ବାରମୁଳାରେ ଗୁରୁବାର ମିଳିତ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ବାରମୁଳା ସେକ୍ଟରରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ନେଇ ଗୋଇନ୍ଦା ବିଭାଗ…

ପୁଣି ନକ୍ସଲଙ୍କ ବର୍ବର କାଣ୍ଡ: ପୋଲିସ ଇନଫର୍ମର ସନ୍ଦେହରେ ଜଣଙ୍କ ନିର୍ମମ ହତ୍ୟା

ଚିତ୍ରକୋଣ୍ଡା,୨୪।୧୨(ଡି.ଏନ.ଏ): ପୁଣି ନକ୍ସଲଙ୍କ ବର୍ବର କାଣ୍ଡ। ଆନ୍ଧ୍ର-ଓଡିଶା ସୀମାନ୍ତ ମାଲକାନଗିରି ସ୍ବାଭିମାନ ଅଞ୍ଚଳ ନିକଟସ୍ଥ ଜଣକୁ ପୋଲିସ ଇନଫର୍ମର କହି ହାତ ବାନ୍ଧି ମୁଣ୍ଡ ପଛରେ ଧାରୁଆ ଅସ୍ତ୍ର ମାଧ୍ୟମରେ ମାରି ଦେଇଛନ୍ତି। ସେ ହେଉଛନ୍ତି ଆନ୍ଧ୍ର ପ୍ରଦେଶ ବିଶାଖାପଟନମ ଜିଲାର…

କୋହଲିଙ୍କୁ ଛୁଟି ମିଳିଗଲା, କିନ୍ତୁ ନଟରାଜନ ଏପର୍ଯ୍ୟନ୍ତ ଝିଅ ମୁହଁ ଦେଖିପାରିନାହାନ୍ତି

ମେଲବର୍ନ,୨୪।୧୨: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ପୈତୃକ ଛୁଟିର ଉଦାହରଣ ଦେଇ ପୂର୍ବତନ ଭାରତୀୟ ଅଧିନାୟକ ସୁନୀଲ ଗାଭାସ୍କର ଭାରତୀୟ ଦଳ ପରିଚାଳନାକୁ ଟାର୍ଗେଟ କରିଛନ୍ତି। ଭାରତୀୟ ଡ୍ରେସିଂ ରୁମରେ ବିଭିନ୍ନ ଖେଳାଳିଙ୍କ ପାଇଁ ଭିନ୍ନ ନିୟମ ଅଛି…

ରାଲି ପାଇଁ ରାହୁଲଙ୍କୁ ମିଳିଲାନି ଅନୁମତି: କଂଗ୍ରେସ କାର୍ଯ୍ୟାଳୟ ନିକଟରେ ୧୪୪ ଧାରା

ନୂଆଦିଲ୍ଲୀ,୨୪।୧୨: କୃଷି ଆଇନ ବିରୋଧରେ ଗୁରୁବାର ରାଲି କରିବା ପାଇଁ ରାହୁଲ ଗାନ୍ଧୀ ଘୋଷଣା କରିଥିଲେ। ତେବେ ତାଙ୍କୁ ଏନେଇ ଅନୁମତି ମିଳି ନାହିଁ। ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ ପକ୍ଷରୁ କଂଗ୍ରେସ କାର୍ଯ୍ୟାଳୟ ନିକଟରେ ୧୪୪ ଧାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?