ପାଠ ପଢ଼ାଇବେ ୟାମି
କି କଥା, ୟାମି ପାଠ ପଢ଼ାଇବେ ! ତା’ ଅର୍ଥ କ’ଣ ଯେ ସେ ଅଭିନୟ ଛାଡି ଶିକ୍ଷକତା ଲାଇନ୍କୁ ଆପଣେଇବାକୁ ଯାଉଛନ୍ତି ? ହେଲେ ଅସଲ କଥା ସେଇଆ ନୁହେଁ। ନିର୍ମିତ ହେବାକୁ ଯାଉଥିବା ଏକ ସସପେନ୍ସ ଥ୍ରୀଲର୍ରେ ୟାମି…
ଦାଢିରେ ଉଠାଉଛନ୍ତି ଯୁବତୀ
ସାଧାରଣତଃ ଶିଖ୍ମାନଙ୍କ ପାଇଁ ନିଶ ଦାଢି ହେଉଛି ଗର୍ବ ଓ ଗୌରବର ପ୍ରତୀକ।ତେବେ ପାବ, ଲୁଧିଆନାର ରଞ୍ଜିତ ସିଂଙ୍କ ପାଇଁ ତାଙ୍କ ଦାଢି ପାଲଟିଛି ଏକ ସ୍ବତନ୍ତ୍ର ପରିଚୟ। କାରଣ ତାଙ୍କ ଦାଢି ସାଧାରଣ ନୁହେଁ, ବରଂ ଲୁହା ପରି ଶକ୍ତ…
ଘରେ କେଉଁଠି ରଖିବେ ହାତୀ ମୂର୍ତ୍ତି
ବାସ୍ତୁ ହେଉ ଅବା ଜ୍ୟୋତିଷ ଶାସ୍ତ୍ର ସବୁଥିରେ ହାତୀକୁ ବହୁତ ଶୁଭ ମଣାଯାଏ। ଶାସ୍ତ୍ରରେ ଏହାର ସମ୍ବନ୍ଧ ବିଘ୍ନହର୍ତ୍ତା ପ୍ରଭୁ ଶ୍ରୀ ଗଣେଶ ଓ ଧନରଦେବୀ ମା’ ଲକ୍ଷ୍ମୀଙ୍କ ସହ ରହିଛି। ତେଣୁ ହାତୀର ପ୍ରତିମା ଘରେ ରଖିବା ଶୁଭ ବୋଲି…
ଉଦ୍ଭାବନର ଦେଶ ଭାରତ
ଶୂନରୁ ମହାଶୂନ୍ୟ, ଯୋଗରୁ ଯନ୍ତ୍ର, ବେଦରୁ ବିଜ୍ଞାନ ପର୍ଯ୍ୟନ୍ତ ସବୁକିଛିରେ ରହିଛି ଭାରତର ବିଶ୍ୱକୁ ଅବଦାନ। ଅନେକ ଉଦ୍ଭାବନ ଓ ଆବିଷ୍କାରର ଦେଶ ହେଉଛି ଭାରତ। ସେଥିପାଇଁ ତ ସାରା ପୃଥିବୀ ସମ୍ମାନ ଦେଇ ଆସିଛି ଏଇ ମାଟିକୁ… ଶୂନରୁ ମହାଶୂନ୍ୟ,…
ଏଲ୍ଏସିରେ ଉତ୍ତେଜନା: ଅକ୍ଟୋବର ୧୨ରେ କମାଣ୍ଡରସ୍ତରୀୟ ବୈଠକ
ନୂଆଦିଲ୍ଲୀ, ୪।୧୦: ଭାରତ ଚାଇନା ମଧ୍ୟରେ ଏଲ୍ଏସିରେ ମୁହାଁମୁହିଁ ସ୍ଥିତି ସୃଷ୍ଟି ହୋଇଛି। ପୂର୍ବ ଲଦାଖରେ ସ୍ଥିତି କ୍ରମଶଃ ଉତ୍ତେଜନାପୂର୍ଣ୍ଣ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଦୁଇପକ୍ଷଙ୍କ ମଧ୍ୟରେ ଅକ୍ଟୋବର ୧୨ରେ କମାଣ୍ଡରସ୍ତରୀୟ ବୈଠକ ଅନୁଷ୍ଠିତ ହେବ। ଇତିମଧ୍ୟରେ ୬…
ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବର୍ଗଦ୍ୱାରରେ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ
ଭୁବନେଶ୍ୱର,୪ା୧୦(ବ୍ୟୁରୋ): ପୁରୀ ସ୍ବର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ପୁଅ ରୁଦ୍ର ମହାରଥୀ ମୁଖାଗ୍ନି ଦେଇଥିଲେ। ସ୍ବର୍ଗଦ୍ୱାରରେ ମହାରଥୀଙ୍କ ଆତ୍ମୀୟ ସ୍ବଜନ, ରାଜନେତା, ଶୁଭେଚ୍ଛୁ ଉପସ୍ଥିତ ଥିଲେ।
ବିହାର ବିଧାନସଭା ନିର୍ବାଚନୀ ପ୍ରଚାର: ପାଟନାରେ ବ୍ୟବହୃତ ହେବ ୪୭ ପଡ଼ିଆ, ୧୯ ହଲ୍
ପାଟନା, ୪।୧୦: ଆଗକୁ ବିହାରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ନିର୍ବାଚନୀ ପ୍ରଚାରରେ ରାଜଧାନୀ ପାଟନାରେ ୪୭ ଟି ଖୋଲା ପଡ଼ିଆ ଏବଂ ୧୯ଟି ହଲ୍ ବ୍ୟବହାର କରାଯିବ। ଏନେଇ ପାଟନା ଜିଲାପାଳ କୁମାର ରବି ସୂଚନା ଦେଇଛନ୍ତି। ନିର୍ବାଚନୀ ରାଲିରେ…
ବରଗଡ଼ରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬୭୬୯କୁ ବୃଦ୍ଧି, ଆଜି ୯୪ ଚିହ୍ନଟ
ବରଗଡ଼ ଅଫିସ,୪ା୧୦: ବରଗଡ଼ରେ କରୋନା ସଂକ୍ରମଣ ଅଣାୟତ୍ତ ହୋଇପଡ଼ିଛି। ପ୍ରତିଦିନ ଜିଲାରୁ ନୂଆ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ରବିବାର ପୁଣି ୯୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩୨ ମହିଳା ଏବଂ ୬୨ ପୁରୁଷ ଅଛନ୍ତି। ଏହାକୁ ମିଶାଇ…
ଲକ୍ଷାଧିକ ଟଙ୍କାର କାଠଗଣ୍ଡି ଜବତ କଲା ବନ ବିଭାଗ, ୩ ଗିରଫ
ବରଗଡ଼ ଅଫିସ,୪ା୧୦: ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଗାଇସିଲେଟ ଥାନା ଅଏଁଲାଭଟାରେ ଚାଲିଥିବା ଚୋରା କାଠ କାରବାର ଠାବ ହୋଇଛି। ଶୁକ୍ରବାର ବିଳମ୍ବିତ ରାତ୍ରିରେ ବନ ବିଭାଗର ଅଧିକାରୀ, କର୍ମଚାରୀମାନେ ସେଠାରେ ଅତର୍କିତ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ଶାଗୁଆନ କାଠଗଣ୍ଡି,…
ଆଜିଠୁ ଖୋଲିଲା ନନ୍ଦନକାନନ, କରୋନା କଟକଣା ମାନିବାକୁ ପର୍ଯ୍ୟଟକ ବାଧ୍ୟ
ଭୁବନେଶ୍ୱର,୪ା୧୦(ବ୍ୟୁରୋ): ଦୀର୍ଘ ୬ରୁ ୭ ମାସ ଧରି ବନ୍ଦ ରହିଥିବା ନନ୍ଦନକାନନ ପ୍ରାଣୀ ଉଦ୍ୟାନ ରବିବାର ପର୍ଯ୍ୟଟକଙ୍କ ପାଇଁ ଖୋଲିଛି। ନନ୍ଦନକାନନ ପରିସରରେ କରୋନା କଟକଣା ପାଳନ କରାଯାଇଛି। ବିନା ମାସ୍କରେ ପ୍ରାଣୀ ଉଦ୍ୟାନ ମଧ୍ୟକୁ ପ୍ରବେଶ ନିଷେଧ ବୋଲି ନନ୍ଦନକାନନ…
ଅଯୋଧ୍ୟାରେ ମସଜିଦ୍ ନିର୍ମାଣ: ପ୍ରଥମ ଦାନ ଦେଲେ ଜଣେ ହିନ୍ଦୁ
ଲକ୍ଷ୍ନୌ, ୪।୧୦: ଅଯୋଧ୍ୟାରେ ୫ ଏକର ଜମିରେ ମସଜିଦ୍ ନିର୍ମାଣ କରାଯିବ। ଏନେଇ ପ୍ରଥମେ ଜଣେ ହିନ୍ଦୁ ଇଣ୍ଡୋ-ଇସଲାମିକ୍ କଲଚାରଲ୍ ଫାଉଣ୍ଡେଶନକୁ ଦାନ ଦେଇଛନ୍ତି। ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ଆଇନ ପ୍ରଫେସର ରୋହିତ ଶ୍ରୀବାସ୍ତବ ଏହି ଦାନ ଦେଇଥିବା ଇଣ୍ଡୋ-ଇସଲାମିକ୍ କଲଚାରଲ୍ ଫାଉଣ୍ଡେଶନର…
ନେପାଳ ପ୍ରଧାନମନ୍ତ୍ରୀ କରୋନା ପଜିଟିଭ୍
କାଠମାଣ୍ଡୁ, ୪।୧୦: ନେପାଳ ପ୍ରଧାନମନ୍ତ୍ରୀ କେ.ପି. ଓଲିଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍ ଆସିଛି। ଏହା ସହିତ ତାଙ୍କ ବ୍ୟକ୍ତିଗତ ପରାମର୍ଶ ଦାତା ଏବଂ ଡାକ୍ତର ମଧ୍ୟ କରୋନା ଦ୍ୱାରା ସଂକ୍ରମିତ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ଓଲିଙ୍କ ସରକାରୀ ବାସଭବନକୁ…
Archives


