ପ୍ରଦୀପ ମହାରଥୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୪ା୧୦(ବ୍ୟୁରୋ): ଭେଟେରାନ ନେତା, ପୂର୍ବତନ ମନ୍ତ୍ରୀ ତଥା ପିପିଲିର ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ ମହାରଥୀଙ୍କୁ ବିଜୁ ଜନତା ଦଳର ଜଣେ ପ୍ରତିଷ୍ଠିତ ତଥା ବିଜୁ…
ଆଜି ରାଜ୍ୟରୁ ଆଉ ୧୫ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୦୦ ଟପିଲା
ଭୁବନେଶ୍ୱର,୪ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୦୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଏବଂ କଟକ…
CORONAVIRUS UPDATE: ରାଜ୍ୟରେ ଆଜି ୩୩୨୬ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୩୨ ହଜାର ୭୧୩କୁ ବୃଦ୍ଧି
ଭୁବନେଶ୍ୱର,୪ା୧୦(ବ୍ୟୁରୋ): ରବିବାର ମୋଟ୍ ୩୦ ଜିଲାରୁ ୩୩୨୬ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୨,୭୧୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ର ୧୯୪୫ ଜଣ…
ନୌସେନା ଗ୍ଲାଇଡର ଦୁର୍ଘଟଣା: ୨ ଅଧିକାରୀ ମୃତ
କୋଚି, ୪।୧୦: କେରଳର କୋଚିଠାରେ ଏକ ନୌସେନା ଗ୍ଲାଇଡର ଦୁର୍ଘଟଣା ଗ୍ରସ୍ତ ହୋଇଛି। ରବିବାର ସକାଳ ୭ଟାରେ ଗ୍ଲାଇଡ ନିୟନ୍ତ୍ରଣ ହରାଇ ସ୍ଥାନୀୟ ଥୋପୁପାଡ଼ି ପୋଲ ନିକଟରେ ଖସି ପଡ଼ିଛି। ଏଥିରେ ଦୁଇ ଅଧିକାରୀଙ୍କ ମୃତ୍ୟୁ ଘଟିଛି। ଅଧିକାରୀ ଦ୍ୱୟଙ୍କୁ ଲ୍ୟୁଟନାଟ୍…
୯ ମାସରେ ୭ କୋଟି ୮୯ ଲକ୍ଷରୁ ଅଧିକ ନମୁନା ପରୀକ୍ଷା: ବଢୁଛି କରୋନା ଆକ୍ରାନ୍ତଙ୍କ ସୁସ୍ଥ ହେବା ସଂଖ୍ୟା
ନୂଆଦିଲ୍ଲୀ, ୪।୧୦: ଗଗତ ୯ ମାସ ମଧ୍ୟରେ ଦେଶରେ ୭କୋଟି ୮୯ ଲକ୍ଷ ୯୨ ହଜାର ୫୩୪ ଜଣଙ୍କର ନମୁନା ପରୀକ୍ଷା କରାଯାଇଛି। ଜାନୁୟାରୀ ୧ରୁ ଅକ୍ଟୋବର ୩ ମଧ୍ୟରେ ଏସବୁ ନମୁନା ପରୀକ୍ଷା କରାଯାଇଥିବା ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ…
ଭୋର୍ ସମୟରେ ମନକୋଟ ସେକ୍ଟରରେ ମୋର୍ଟାର ମାଡ଼ କଲା ପାକିସ୍ତାନ
ଶ୍ରୀନଗର, ୪।୧୦: ଭାରତ ପାକିସ୍ତାନ ନିୟନ୍ତ୍ରଣ ରେଖାରେ ପାକିସ୍ତାନ ରବିବାର ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ଭୋର ୩ଟା ୨୦ରେ ପୁଞ୍ଚ୍ ଜିଲାରୀ ମନକୋଟ ସେକ୍ଟରରେ ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟ ଗୁଡ଼ିକରୁ ଭାରତୀୟ ପୋଷ୍ଟକୁ ଲକ୍ଷ୍ୟ କରି ହଠାତ୍ ମୋର୍ଟାର ଶେଲିଂ…
ଆଇଏସ୍ଆଇ ଏଜେଣ୍ଟ୍ ଗିରଫ
କୋଟା, ୪।୧୦: ରାଜସ୍ଥାନର କୋଟା ଜିଲାରେ ଜଣେ ପାକିସ୍ତାନ ଗୁପ୍ତଚରୀ ସଂସ୍ଥା ଆଇଏସ୍ଆଇ ଏଜେଣ୍ଟ୍ଙ୍କୁ ଗିରଫ କରାଯାଇଛି। ସମ୍ପୃକ୍ତ ଗୁପ୍ତଚରଙ୍କୁ ସ୍ଥାନୀୟ ଭାରତୀୟ ସେନା ଶିବିର ଅଞ୍ଚଳରୁ ଗିରଫ କରାଯାଇଛି। ସେ ସେନାର ଗୁପ୍ତତଥ୍ୟ ପାକିସ୍ତାନ ଗୁପ୍ତଚରୀ ସଂସ୍ଥା ଆଇଏସ୍ଆଇ ଯୋଗାଇ…
ଏସ୍ଏଫ୍ଜେର ନୂଆ ଷଡ଼ଯନ୍ତ୍ର: ଖଲିସ୍ତାନ ପତାକା ଉଡ଼ାଇଲେ ମିଳିବ ୧୦ ହଜାର ଡଲାର ପୁରସ୍କାର
ନୂଆଦିଲ୍ଲୀ, ୪।୧୦: କେନ୍ଦ୍ର ସରକାରଙ୍କ କୃଷି ଆଇନ ନେଇ ଦେଶବ୍ୟାପି ପ୍ରଦର୍ଶନ ଜାରି ରହିଛି। ଏପରିସ୍ଥଳେ ଶିଖ୍ ଫର ଜଷ୍ଟିସ୍(ଏସ୍ଏଫ୍ଜେ) ବିଚ୍ଛିନ୍ନତାବାଦୀ ସଂଗଠନ ପକ୍ଷରୁ ନୂଆ ଷଡ଼ଯନ୍ତ୍ର କରାଯାଇଛି। ରବିବାର ପଞ୍ଜାବ-ହରିୟାଣା ସୀମାରେ ଥିବା ଶମ୍ଭୁ ଟୋଲ୍ ପ୍ଲାଜାଠାରେ କୃଷକମାନଙ୍କ ପ୍ରଦର୍ଶନ…
ଭାଜପା-ଜେଡିୟୁ ଆସନ ବୁଝାମଣା: ୫୦-୫୦ ଫର୍ମୂଲା ଉପରେ ନୀତିଶ ରାଜି !
ପାଟନା, ୪।୧୦: ବିହାର ବିଧାନ ସଭା ନିର୍ବାଚନ ପାଇଁ ଭାଜପା ଏବଂ ଜେଡିୟୁ ମଧ୍ୟରେ ଆସନ ବୁଝାମଣାରେ ସହମତି ପ୍ରକାଶ ପାଇଥିବା କୁହାଯାଉଛିି। ୫୦-୫୦ ଫର୍ମୂଲା ଉପରେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର ରାଜି ଅଛନ୍ତି। ରାଜ୍ୟରେ ମୋଟ ୨୪୩ ବିଧାନସଭା ଆସନ…
ଆର୍ଜେଡି ୧୪୪ ଆସନରେ ଲଢ଼ିବ
ପାଟନା,୪।୧୦: ବିହାର ବିଧାନସଭା ନିର୍ବାଚନରେ ରାଷ୍ଟ୍ରୀୟ ଜନତା ଦଳ(ଆର୍ଜେଡି) ଏକାକୀ ୧୪୪ ଆସନରେ ଲଢ଼ିବ। ବିରୋଧୀ ମହାମେଣ୍ଟରୁ ଆର୍ଜେଡି ନେତା ତେଜସ୍ବୀ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି। ୨୪୩ ଆସନରୁ କଂଗ୍ରେସ ୭୦, ବାମଦଳ ୨୯ ଆସନରେ ନିର୍ବାଚନ…
ଆର୍ମି ହସ୍ପିଟାଲରେ ଟ୍ରମ୍ପ
ୱାଶିଂଟନ,୪ା୧୦: କୋଭିଡ୍ରେ ସଂକ୍ରମିତ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁକ୍ରବାର ସନ୍ଧ୍ୟାରେ ଓ୍ବାଂଶିଟନ ବାହାରେ ଥିବା ଓ୍ବାଲ୍ଟର ରିଡ୍ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ପରୀକ୍ଷଣାତ୍ମକ କୋଭିଡ୍ ଚିକିତ୍ସା କରାଯାଉଥିବାବେଳେ ସେ ସୁସ୍ଥ ଥିବା ନେଇ ୧୮ ସେକେଣ୍ଡର ଭିଡିଓ…
ଦେଶବ୍ୟାପୀ ବିକ୍ଷୋଭ, ପ୍ରତିବାଦ
ନୂଆଦିଲ୍ଲୀ,୪।୧୦: ଉତ୍ତରପ୍ରଦେଶର ହାଥ୍ରସରେ ଦଳିତ ମହିଳାଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଦେଶବ୍ୟାପୀ ବିକ୍ଷୋଭ, ପ୍ରତିବାଦ ଜାରି ରହିଛି। କୋଲକାତା ରାଲିରେ ଭାଜପା ବିରୋଧରେ ବର୍ଷିଲେ ମମତା ଶନିବାର କୋଲକାତାରେ ଘଟଣାକୁ ନେଇ ଟିଏମ୍ସି ପକ୍ଷରୁ ବିକ୍ଷୋଭ ରାଲି କରାଯାଇଛି।…
Archives


