Home

ଆର୍ମି ହସ୍ପିଟାଲରେ ଟ୍ରମ୍ପ

ୱାଶିଂଟନ,୪ା୧୦: କୋଭିଡ୍‌ରେ ସଂକ୍ରମିତ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଶୁକ୍ରବାର ସନ୍ଧ୍ୟାରେ ଓ୍ବାଂଶିଟନ ବାହାରେ ଥିବା ଓ୍ବାଲ୍ଟର ରିଡ୍‌ ଆର୍ମି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କର ପରୀକ୍ଷଣାତ୍ମକ କୋଭିଡ୍‌ ଚିକିତ୍ସା କରାଯାଉଥିବାବେଳେ ସେ ସୁସ୍ଥ ଥିବା ନେଇ ୧୮ ସେକେଣ୍ଡର ଭିଡିଓ…

ଦେଶବ୍ୟାପୀ ବିକ୍ଷୋଭ, ପ୍ରତିବାଦ

ନୂଆଦିଲ୍ଲୀ,୪।୧୦: ଉତ୍ତରପ୍ରଦେଶର ହାଥ୍‌ରସରେ ଦଳିତ ମହିଳାଙ୍କୁ ଗଣବଳାତ୍କାର ଓ ହତ୍ୟା ଘଟଣାକୁ ନେଇ ଦେଶବ୍ୟାପୀ ବିକ୍ଷୋଭ, ପ୍ରତିବାଦ ଜାରି ରହିଛି। କୋଲକାତା ରାଲିରେ ଭାଜପା ବିରୋଧରେ ବର୍ଷିଲେ ମମତା ଶନିବାର କୋଲକାତାରେ ଘଟଣାକୁ ନେଇ ଟିଏମ୍‌ସି ପକ୍ଷରୁ ବିକ୍ଷୋଭ ରାଲି କରାଯାଇଛି।…

ବଲିଉଡ୍‌ର ଆଉ ଜଣେ ଅଭିନେତ୍ରୀଙ୍କ ପରଲୋକ

ବଲିଉଡ୍‌ ଅଭିନେତ୍ରୀ ମିଷ୍ଟି ମୁଖାର୍ଜୀଙ୍କର ପରଲୋକ ଘଟିଛି। ସେ କେତୋଟି ଫିଲ୍ମରେ ଅଭିନୟ କରିଥିବା ବେଳେ ଆଇଟମ୍‌ ନମ୍ବର ମଧ୍ୟ କରିଥିଲେ। ଗତ କିଛି ଦିନ ହେବ ସେ କିଡନୀ ସମସ୍ୟାରେ ପୀଡିତ ଥିଲେ। ତାଙ୍କର ମୃତ୍ୟୁ ଖବର ପ୍ରଚାରିତ ହେବାପରେ…

ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ

ଭୁବନେଶ୍ୱର, ୪।୧୦(ବ୍ୟୁରୋ): ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କର ଶନିବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୬ ବର୍ଷ ହୋଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।…

ବାଇକ୍‌ ଉପରେ ଚଢିଗଲା ଟ୍ରକ: ଚାଲିଗଲା ୨ ଜଣଙ୍କ ଜୀବନ

କେନ୍ଦୁଝର, ୩ା୧୦(ଡି.ଏନ.ଏ./ସ୍ବ.ପ୍ର.)-କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଭଗାମୁଣ୍ଡା ଆଶ୍ରମ ସ୍କୁଲ ନିକଟରେ ଶନିବାର ଦୁର୍ଘଟଣା ଘଟିଛି। ବାଇକ୍‌ ଉପରେ ଏକ ୧୨ ଚକିଆ ଟ୍ରକ ଚଢିଯିବାରୁ ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ନୂଆଗଁା ଗ୍ରାମର ସଞ୍ଜିବ ମହାରଣା(୨୮) ଓ…

ହାଥରସ ଗଣବଳାତ୍କାର ମାମଲା: ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଲେ ଯୋଗୀ ସରକାର

ଲକ୍ଷ୍ନୌ,୩।୧୦-ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ମାମଲାର ତଦନ୍ତ କରିବ ସିବିଆଇ। ଏ ନେଇ ଶନିବାର ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିର୍ଦ୍ଦେଶ ଦେଇଛନ୍ତି। ଦେଶର ବିଭିନ୍ନ ସ୍ଥାନରେ ବିକ୍ଷୋଭ ପ୍ରଦର୍ଶନ ହେବା ସହ ରାଜନୈତିକ ଦଳର ଚାପ ପଡିବାରୁ ଶେଷରେ ସରକାର ସିବିଆଇକୁ…

ପରିସ୍ରା ଯିବା ବାହାନାରେ ଥାନାରୁ ଚମ୍ପଟ ମାରିଲେ ବଳାତ୍କାର ଅଭିଯୁକ୍ତ

ଚାନ୍ଦବାଲି, ୩ା୧୦(ଡି.ଏନ.ଏ.)-ନାବାଳିକା ଅପହରଣ ଓ ବଳାକତ୍ାର ମାମଲାରେ ଗିରଫ ହୋଇଥିବା ଅଭିଯୁକ୍ତ ଶୁକ୍ରବାର ବିଳମ୍ବିତ ରାତିରେ ଚାନ୍ଦବାଲି ଥାନାରୁ ଚମ୍ପଟ ମାରିଛନ୍ତି। ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରିଥିଲେ ମଧ୍ୟ ତାଙ୍କୁ ଗିରଫ କରିବାରେ ସଫଳ ହୋଇନାହିଁ। ସୂଚନାଯୋଗ୍ୟ, ଭଦ୍ରକ ଜିଲା…

ହାଥରସ ଗଣବଳାତ୍କାର ପୀଡିତାଙ୍କ ପରିବାରକୁ ଭେଟିଲେ ରାହୁଲ, ପ୍ରିୟଙ୍କା

ଲକ୍ଷ୍ନୌ,୩।୧୦-ଉତ୍ତରପ୍ରଦେଶ ହାଥରସ ଗଣବଳାତ୍କାର ପୀଡିତାଙ୍କ ପରିବାରକୁ ଶନିବାର  କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭେଟିଛନ୍ତି। ଦୀର୍ଘ ୧୬୫ କି.ମି ସଡକ ପଥରେ ଯାତ୍ରା କରିବା ପରେ ରାହୁଲ ସେଠାରେ ପହଞ୍ଚିଥିଲେ। ଏହାପରେ ପୀଡିତାଙ୍କ ପରିବାର ଲୋକଙ୍କ ସହ ରାହୁଲ କିଛି ସମୟ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୬୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୦୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୪୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୫୨୧, ଅନୁଗୋଳରୁ ୨୨୫, ଯାଜପୁରରୁ ୧୮୧, ସୁନ୍ଦରଗଡରୁ ୧୬୭, ଜଗତସିଂହପୁରରୁ ୧୫୨, ନୂଆପଡାରୁ ୧୫୨, ବରଗଡରୁ ୧୪୧, ନବରଙ୍ଗପୁରରୁ…

କଟକ ସହରରୁ ୧୬୮ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୩।୧୦-କଟକ ସହରରୁ ଶନିବାର ମୋଟ ୧୬୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୯୯ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୯ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…

ଯୋଡ଼ା ଗଣବଳାତ୍କାର ମାମଲା: ଏସ୍‌ପିଙ୍କୁ ଏନ୍‌ଏଚ୍‌ଆରସି ମାଗିଲେ ଅତିରିକ୍ତ ସୂଚନା

କେନ୍ଦୁଝର,୩ା୧୦(ସ୍ବ.ପ୍ର.): ଯୋଡ଼ା ଗଣବଳାତ୍କାର ମାମଲାରେ ପୀଡ଼ିତାଙ୍କ ପରିବାରଙ୍କୁ କ୍ଷତିପୂରଣ ପ୍ରଦାନ ନେଇ ଜାତୀୟ ମାନବାଧିକାର କମିଶନ କେନ୍ଦୁଝର ଏସ୍‌ପିଙ୍କୁ ଚିଠି କରି ଅତିରିକ୍ତ ସୂଚନା ମାଗିଛନ୍ତି ା ଏହି ଗଣବଳାତ୍କାର ମାମଲାକୁ ନେଇ କମିଶନ କେସ୍‌ ନମ୍ବର ୨୫୬୧/୧୮-୭-୨୦୧୯ରେ କେସ ରୁଜୁ…

ଏମିତି ଭାଷା, ଯାହାକୁ ସମଗ୍ର ବିଶ୍ୱରେ କେବଳ ଏକା କହିପାରନ୍ତି ଏହି ବୃଦ୍ଧା

ସାରା ବିଶ୍ୱରେ ୬,୯୦୦ରୁ ଅଧିକ କଥିତ ଭାଷା ରହିଛି। ଏହି ଭାଷାଗୁଡ଼ିକ ମଧ୍ୟରୁ ଅନେକ ହଜାର ହଜାର ବର୍ଷର ପୁରୁଣା। ଏଥିମଧ୍ୟରୁ କେତେକ ଭାଷା ଅସ୍ତିତ୍ୱ ହରାଇ ସାରିଲାଣି। ସେହିପରି ଏକ ଭାଷା ହେଉଛି ‘ୟଘାନ’ ଆର୍ଜେଣ୍ଟିନାର ଏକ ଦ୍ୱୀପରେ ଏହି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri