Home

ଫ୍ରାନ୍ସ୍‌ ରାଷ୍ଟ୍ରପତିଙ୍କୁ ଧମକ ଦେଲା ଜୈଶ୍‌-ଇ-ମହମ୍ମଦ

ପ୍ୟାରିସ୍‌,୧୯।୧୧: ଆତଙ୍କବାଦୀ ସଂଗଠନ ଜୈଶ୍‌-ଇ-ମହମ୍ମଦ ପକ୍ଷରୁ ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ୍‌ ମାର୍କନ୍‌ଙ୍କୁ ଧମକ ଦିଆଯାଇଛି। ମାର୍କନ୍‌ ପରବର୍ତ୍ତୀ ଟାର୍ଗେଟ୍‌ ବୋଲି ଜୈଶ୍‌ ପକ୍ଷରୁ କୁହାଯାଇଛି। ଏହା ସହିତ ମାର୍କନ୍‌ଙ୍କ ବିରୋଧରେ ଅପଶବ୍ଦ ମଧ୍ୟ ପ୍ରୟୋଗ କରାଯାଇଛି। ଅଲ୍‌ କଲାମ୍‌ ନାମକ ଏକ…

ଆଇପିଏଲ୍‌ରେ ଖରାପ ପ୍ରଦର୍ଶନ ସତ୍ତ୍ୱେ ଏହି ମାମଲାରେ ସବୁଠୁ ଆଗରେ ଧୋନୀଙ୍କ ଦଳ

ଆଇପିଏଲ ଇତିହାସରେ ପ୍ରଥମ ଥର ପାଇଁ ଏମଏସ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗସ (ସିଏସକେ) ଏଥର ପ୍ଲେ ଅଫ ଦୌଡରୁ ବାଦ୍‌ ପଡିଥିଲା। ପ୍ଲେ ଅଫରେ ପହଞ୍ଚିବାରେ ବିଫଳ ହୋଇଥିବା ସତ୍ତ୍ୱେ ଏହି ଦଳ ଗୋଟିଏ କ୍ଷେତ୍ରରେ ଅନ୍ୟ ଦଳ…

୨୦ ବର୍ଷ ପରେ ବ୍ରିଟେନ୍‌ରୁ ଭାରତ ଫେରିଲେ ସୀତା-ରାମ-ଲକ୍ଷ୍ମଣଙ୍କ ମୂର୍ତ୍ତି

ନୂଆଦିଲ୍ଲୀ,୧୯।୧୧: ପ୍ରଭୁ ଶ୍ରୀରାମ,ମାତା ସୀତା ଏବଂ ସାନଭାଇ ଲକ୍ଷ୍ମଣଙ୍କ ଚୋରୀ ହୋଇଥିବା ମୂର୍ତ୍ତି ୨୦ ବର୍ଷ ପରେ ଭାରତକୁ ଫେରିଛନ୍ତି। ମୂର୍ତ୍ତି ଚୋର ଏହାକୁ ବ୍ରିଟେନରେ ରଖିଥିଲେ। ଏସମ୍ପର୍କରେ ସନ୍ଧାନ ମିଳିବା ପରେ ମୂର୍ତ୍ତିଗୁଡ଼ିକୁ ଉଦ୍ଧାର କରାଯାଇ ବ୍ରିଟେନ ସରକାର ଚଳିତବର୍ଷ…

ମୋଦିଙ୍କ ସହ କଥା ହେଲେ ବାଇଡେନ୍‌

ନ୍ୟୁୟର୍କ, ୧୯।୧୧(ଆଇଏଏନ୍‌ଏସ୍‌): ଜାନୁୟାରୀରେ ଆମେରିକାର ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିବାକୁ ଯାଉଥିବା ଜୋ ବାଇଡେନ୍‌ ଫୋନ୍‌ ଯୋଗେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହୋଇଛନ୍ତି। ଦ୍ୱିପାକ୍ଷିକ ସମ୍ପର୍କକୁ ମଜଭୁତ କରିବାକୁ ସେ ଓ କମଲା ହାରିସ୍‌ ଚାହାନ୍ତି।…

୨୪ ଘଣ୍ଟାରେ ୩୦% ଅଧିକ ସଂକ୍ରମିତ

ନୂଆଦିଲ୍ଲୀ, ୧୯ା୧୧: ଭାରତରେ କରୋନା ସଂକ୍ରମଣ ହାର କମିଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ଏହା ୩୦% ଅଧିକ ବ୍ୟକ୍ତିଙ୍କୁ ସଂକ୍ରମିତ କରିଥିବା ଜଣାପଡ଼ିଛି। ମଙ୍ଗଳବାର ୨୯,୧୬୪ ନୂଆ ମାମଲା ସାମ୍ନାକୁ ଆସିଥିବାବେଳେ ବୁଧବାର ହଠାତ୍‌ ଏହା ବୃଦ୍ଧିପାଇ ୩୮,୬୧୭ରେ ପହଞ୍ଚିଛି।…

ଘନେଇଲା ୨୩ ବର୍ଷର ବିବାଦ

ଅଗରତାଲା, ୧୯।୧୧(ଆଇଏଏନ୍‌ଏସ୍‌): ହଜାର ହଜାର ବ୍ରୁ ଆଦିବାସୀ ଶରଣାର୍ଥୀଙ୍କୁ ପୁନଃ ଥଇଥାନ କରିବା ଲାଗି ସରକାର ନିଷ୍ପତ୍ତି ନେଇଥିବାରୁ ଏହାର ପ୍ରତିବାଦରେ ଉତ୍ତର ତ୍ରିପୁରାର କାଞ୍ଚନପୁର ସବ୍‌ଡିଭିଜନରେ ୩ ଦିନ ହେଲା ଉତ୍ତେଜନା ଲାଗି ରହିଛି। ସରକାରଙ୍କ ନିଷ୍ପତ୍ତି ପ୍ରତିବାଦରେ ମିଳିତ…

ସମୁଦ୍ରକୁ ରେଡିଓଆକ୍ଟିଭ୍‌ ଜଳ ଛାଡ଼ିବ ଜାପାନ

ନୂଆଦିଲ୍ଲୀ, ୧୯।୧୧: ଫୁକୁସିମାରେ ଅକାମୀ ହୋଇପଡ଼ିଥିବା ଆଣବିକ ପ୍ଲାଣ୍ଟର ରେଡିଓଆକ୍ଟିଭ୍‌ ବିଷାକ୍ତ ଜଳକୁ ୨୦୨୨ ସୁଦ୍ଧା ସମୁଦ୍ରକୁ ଛାଡ଼ିଦେବା ଲାଗି ଜାପାନ ସରକାର ନିଷ୍ପତ୍ତି ନେଇଛନ୍ତି। ଫଳରେ ଭାରତ ସମେତ ଏସୀୟ ଉପକୂଳବର୍ତ୍ତୀ ଦେଶଗୁଡ଼ିକ ପାଇଁ ବିପଦ ସୃଷ୍ଟି ହେବାକୁ ଯାଉଛି।…

୧୦ବର୍ଷର ଆକ୍ରୋଶରୁ ଗଣହତ୍ୟା

ବଲାଙ୍ଗୀର ଅଫିସ/ପାଟଣାଗଡ଼, ୧୯ା୧୧(ଡି.ଏନ୍‌.ଏ.):ପାଟଣାଗଡ଼ ସହଁରାପଡାରେ ଗତ ୧୦ ତାରିଖ ରାତିରେ ଗୋଟିଏ ପରିବାରର ୬ ଜଣ ସଦସ୍ୟଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିଲା। ହତ୍ୟାକାଣ୍ଡର ୮ ଦିନ ପରେ ବଲାଙ୍ଗୀର ପୋଲିସ ଏହି ଗଣହତ୍ୟାର ପର୍ଦ୍ଦାଫାଶ କରିଛି। ଏସ୍‌ପି ମାଡକର ସନ୍ଦୀପ…

ଚୂଡ଼ାନ୍ତ ପରୀକ୍ଷାରେ ଫାଇଜର ଟିକା ୯୫% ଫଳପ୍ରଦ

ନୂଆଦିଲ୍ଲୀ, ୧୯।୧୧: ଆମେରିକୀୟ ଫାର୍ମା କମ୍ପାନୀ ଫାଇଜର ଏବଂ ବାୟୋଏନ୍‌ଟେକ୍‌ ଦ୍ୱାରା ପ୍ରସ୍ତୁତ କୋଭିଡ୍‌-୧୯ ଟିକା ୯୫ ପ୍ରତିଶତ ଫଳପ୍ରଦ। ଚୂଡ଼ାନ୍ତ ପରୀକ୍ଷାରୁ ଏହା ଜଣାପଡ଼ିଥିବା ଫାଇଜର ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ଏହା ପୂର୍ବରୁ ହୋଇଥିବା ତୃତୀୟ ପର୍ଯ୍ୟାୟ ପରୀକ୍ଷାରେ…

ବିଷାକ୍ତ ହେଉଛି ଭୂତଳ ଜଳ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ):ମାତ୍ରାଧିକ ରାସାୟନିକ ସାର ପ୍ରୟୋଗ, କ୍ଷତିକାରକ ଦ୍ରାବକ, ଶିଳ୍ପାଞ୍ଚଳ ଓ ସହରାଞ୍ଚଳରୁ ବାହାରୁଥିବା ବର୍ଜ୍ୟ ଜଳ ଯୋଗୁ ରାଜ୍ୟର ଭୂତଳ ଜଳ ବିଷାକ୍ତ ହେବାରେ ଲାଗିଛି। ପାଣିରେ ମନୁଷ୍ୟ ଶରୀର ପାଇଁ କ୍ଷତିକାରକ ଫ୍ଲୋରାଇଡ୍‌, ଇଲେକ୍ଟ୍ରିକାଲ କଣ୍ଡକ୍ଟିଭିଟି, ଜିଙ୍କ, ଟୋଟାଲ କଲିଫର୍ମ,…

ଡିଏନ୍‌ଏ ଟେଷ୍ଟ ବୈଧ ପ୍ରମାଣ

ପ୍ରୟାଗରାଜ,୧୯ା୧୧: ଶିଶୁର ପିତୃତ୍ୱ ପ୍ରମାଣିତ କରିବା ଲାଗି ଡିଓକ୍ସିରିବୋନ୍ୟୁକ୍ଲେଇକ୍‌ ଏସିଡ୍‌ (ଡିଏନ୍‌ଏ) ବା ଗୁଣସୂତ୍ର ପରୀକ୍ଷା ହେଉଛି ସବୁଠୁ ବୈଧ ଓ ବୈଜ୍ଞାନିକ ଉପାୟ। ସ୍ତ୍ରୀଙ୍କ ଯୌନଗତ ବିଶ୍ୱସନୀୟତା ବା ସତୀତ୍ୱର ପ୍ରମାଣ ପାଇଁ ମା’ ଓ ଜନ୍ମିତ ସନ୍ତାନଙ୍କ ଡିଏନ୍‌ଏ…

କରୋନା ଯୋଦ୍ଧାଙ୍କ ଚିକିତ୍ସା ପାଇଁ ସ୍ବତନ୍ତ୍ର ହସ୍ପିଟାଲ

ଭୁବନେଶ୍ୱର,୧୯ା୧୧(ବ୍ୟୁରୋ): କରୋନା ଯୋଦ୍ଧାଙ୍କ ଚିକିତ୍ସାକୁ ଅଧିକ ଗୁରୁତ୍ୱ ଦେବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଭୁବନେଶ୍ୱରସ୍ଥିତ ଆଦିତ୍ୟ ଅଶ୍ୱିନୀ କୋଭିଡ୍‌-୧୯ ହସ୍ପିଟାଲରେ କରୋନା ସଂକ୍ରମିତ ଡାକ୍ତର ଓ ଅନ୍ୟ କୋଭିଡ୍‌ ଯୋଦ୍ଧାଙ୍କ ଚିକିତ୍ସା କରାଯିବ। ଏ ସମ୍ପର୍କରେ ରାଜ୍ୟ ସ୍ବାସ୍ଥ୍ୟ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri