Home

ବିବାହ ପରେ ହନିମୁନ୍‌ ନୁହେଁ, ଟୁର୍ନାମେଣ୍ଟ ଖେଳିବେ ଏହି ପ୍ରସିଦ୍ଧ ଖେଳାଳି

ଟୋକିଓ ଅଲିମ୍ପିକ୍ସରେ ପଦକ ଦାବିଦାର କୁସ୍ତି ଖେଳାଳି ବଜରଙ୍ଗ ପୁନିଆ ନଭେମ୍ବର ୨୫ରେ ସଙ୍ଗୀତା ଫୋଗଟଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହେବେ। ସଙ୍ଗୀତା ହେଉଛଛି ଦଙ୍ଗଲ ଗର୍ଲ ଗୀତା ଏବଂ ବବିତାଙ୍କ ଭଉଣୀ। ମହାବୀର ଫୋଗାଟଙ୍କ ଝିଅ ସଙ୍ଗୀତା ମଧ୍ୟ…

ମାଟ୍ରିକ, ଯୁକ୍ତ ୨ ପରୀକ୍ଷା ଘୁଞ୍ଚିବ: ମନ୍ତ୍ରୀ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ବିଳମ୍ବ ହେବ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସର୍ବନିମ୍ନ ୩ ମାସ ପାଠ ପଢ଼ାଯିବା ପରେ ପରୀକ୍ଷା ହେବ। ସର୍ବଭାରତୀୟ ସ୍ତରରେ ବନ୍ଦ ନିଷ୍ପତ୍ତି ନ…

୨ସଡ଼କ ଦୁର୍ଘଟଣା: ୧୩ ମୃତ,୪୭ ଆହତ

ବଡ଼ୋଦରା,୧୮।୧୧: ଦୁଇଟି ସଡ଼କ ଦୁର୍ଘଟଣାରେ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ମୋଟ ୪୭ ଜଣ ଆହତ ହୋଇଛନ୍ତି। ଗୁଜରାଟର ବଡ଼ୋଦରାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୧୭ ଜଣ ଆହତ ହୋଇଛନ୍ତି।…

ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଆର୍‌ଡି ସହକାରୀ ଯନ୍ତ୍ରୀ

ଢେଙ୍କାନାଳ ଅଫିସ, ୧୮।୧୧: ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ତାଳଚେର କଣିହା ଗ୍ରାମ୍ୟ ନିର୍ମାଣ ବିଭାଗ (ଆର୍‌ଡି) ସହକାରୀ ଯନ୍ତ୍ରୀ ଚନ୍ଦ୍ରମଣି ସାହୁଙ୍କ ଢେଙ୍କାନାଳସ୍ଥିତ ଟାଉନପ୍ଲାନିଂ ଅଞ୍ଚଳରେ ଥିବା ଘରେ ବୁଧବାର ସକାଳୁ ଭିଜିଲାନ୍ସ ଚଢ଼ାଉ କରିଛି। ଚନ୍ଦ୍ରମଣିଙ୍କ ତାଳଚେରସ୍ଥିତ…

ପଶ୍ଚିମବଙ୍ଗ ଜୟ ଯୋଜନା: ଭାଜପା ଗଠନ କଲା ୫ ଜଣିଆ ଟିମ୍‌

କୋଲକାତା,୧୮।୧୧: ଭାଜପା ଏବେ ପଶ୍ଚିମବଙ୍ଗ ଜୟ ଯୋଜନା କରିଛି। ଏଥି ପାଇଁ ଦଳ ପକ୍ଷରୁ ୫ ଜଣିଆ ଟିମ୍‌ ଗଠନ କରାଯାଇଛି। ଟିମ୍‌ ସଦସ୍ୟମାନେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି.ନଡ୍ଡାଙ୍କ ପାଖରେ ରିପୋର୍ଟ ଦାଖଲ କରିବେ। ରିପୋର୍ଟ ନଭେମ୍ବର ଶେଷ ସୁଦ୍ଧା ଦାଖଲ…

୨ ଦିନ ପରେ ବିବାହ କରିବେ ଏହି ପ୍ରସିଦ୍ଧ ଅଭିନେତ୍ରୀ

ଛୋଟ ପରଦାରେ ପ୍ରସାରିତ ଧାରାବାହିକ ‘ଚିଡିୟାଘର’ ଏବଂ ‘ଉଡାନ’ରେ କାମ କରିସାରିଥିବା ଅଭିନେତ୍ରୀ ଶୀତଲ ପାଣ୍ଡ୍ୟା ଖୁବ୍‌ ଶୀଘ୍ର ବିବାହ କରିବାକୁ ଯାଛନ୍ତି। ଶୀତଲ ତାଙ୍କର ପିଲାଟି ଦିନର ବନ୍ଧୁ ଅଭିଷେକ ଭଟାଚାର୍ଯ୍ୟଙ୍କୁ ବିବାହ କରିବେ। ତେବେ ଏହି ଯୋଡି ଅନେକ…

ଜାମିନରେ ଆସିଥିବା ବିଧାୟକ ହେଲେ ଶିକ୍ଷା ମନ୍ତ୍ରୀ, ଉଠିଲା ବିବାଦ

ପାଟନା,୧୮।୧୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନିଜ ମନ୍ତ୍ରୀ ମଣ୍ଡଳରେ ଡାକ୍ତର ମେୱାଲାଲ ଚୌଧୁରୀଙ୍କୁ ମନ୍ତ୍ରୀ ପଦ ଦେଇଛନ୍ତି। ସହକାରୀ ପ୍ରଫେସର ନିଯୁକ୍ତିରେ ମଓ୍ବୋଲାଲଙ୍କ ନାଁରେ ଘୋଟାଲା ଅଭିଯୋଗ ହୋଇଥିଲା। ସେ ଜାମିନରେ ଆସି ନିର୍ବାଚନ ଲଢୁଥିଲେ। ନୀତୀଶ କୁମାର ତାଙ୍କୁ…

ଲଭ୍‌ ଜିହାଦ୍‌ ବିରୋଧରେ ହେବ କଡ଼ା ଆଇନ

ଭୋପାଳ, ୧୮ା୧୧: ଲଭ୍‌ ଜିହାଦ୍‌ ବିରୋଧରେ ଖୁବ୍‌ଶୀଘ୍ର କଠୋର ଆଇନ ଆସିବ। ଆଗାମୀ ବିଧାନସଭା ଅଧିବେଶନରେ ଏନେଇ ବିଲ୍‌ ଆସିବ ବୋଲି ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ନରୋତ୍ତମ ମିଶ୍ର ମଙ୍ଗଳବାର ପ୍ରକାଶ କରିଛନ୍ତି। ଏଥିରେ ୫ ବର୍ଷ ସଶ୍ରମ କାରାଦଣ୍ଡର ବ୍ୟବସ୍ଥା ରହିବ।…

ଆତଙ୍କବାଦ ସବୁଠୁ ବଡ଼ ସମସ୍ୟା

ନୂଆଦିଲ୍ଲୀ, ୧୮ା୧୧: ଆତଙ୍କବାଦ ବିଶ୍ୱ ଲାଗି ଏବେ ବଡ଼ ବିପଦ ପାଲଟିଛି। ଆତଙ୍କବାଦୀଙ୍କୁ ସମର୍ଥନ ଓ ସହାୟତା ଦେଉଥିବା ଦେଶକୁ ଦୋଷ ଦେବା ସହ ଏହା ବିରୋଧରେ ମିଳିତ ଲଢ଼େଇର ଆବଶ୍ୟକତା ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର କହିଛନ୍ତି।…

ଗୁପ୍‌କାର ଗ୍ୟାଙ୍ଗ୍‌ ଅପବିତ୍ର ମେଣ୍ଟ

ନୂଆଦିଲ୍ଲୀ,୧୮ା୧୧(ପି.ଟି.): ଜମ୍ମୁ-କଶ୍ମୀରରେ ଜିଲା ବିକାଶ ପରିଷଦ ନିର୍ବାଚନ ପାଇଁ ରାଜନୈତିକ ବାତାବରଣ ସରଗରମ ହେବାରେ ଲାଗିଥିବାବେଳେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ମଙ୍ଗଳବାର ବିରୋଧୀଙ୍କୁ ଘେରିଛନ୍ତି। ପିପୁଲ୍ସ ଆଲାଏନ୍ସ ଫର୍‌ ଗୁପ୍‌କାର ଡିକ୍ଲାରେଶନ୍‌ (ପିଏଜିଡି)କୁ ଶାହା ଏକ ଅପବିତ୍ର ମେଣ୍ଟ ଭାବେ ଅଭିହିତ…

ତଦନ୍ତ ନ ସରିଲେ ଅଭିଯୁକ୍ତଙ୍କୁ ଜାମିନ

ନୂଆଦିଲ୍ଲୀ,୧୮ା୧୧: କୌଣସି ମାମଲାର ତଦନ୍ତ ନିର୍ଦ୍ଧାରିତ ସମୟରେ ଶେଷ ନ ହେଲେ ଅଭିଯୁକ୍ତଙ୍କୁ ‘ଡିଫଲ୍ଟ ବେଲ୍‌’ ମିଳିବ। ସମ୍ବିଧାନର ଅନୁଚ୍ଛେଦ ୨୧ ବେଆଇନ ଅଟକ ବିରୋଧରେ ଜୀବନ ଓ ବ୍ୟକ୍ତିଗତ ସ୍ବାଧୀନତାର ସୁରକ୍ଷାକୁ ସୁନିଶ୍ଚିତ କରିଥାଏ। ଏହି ଧାରା ଅନୁସାରେ ଅଭିଯୁକ୍ତଙ୍କ…

ଗଠନ ହେବ ‘କାଓ କ୍ୟାବିନେଟ୍‌’

ନୂଆଦିଲ୍ଲୀ,୧୮।୧୧: : ମଧ୍ୟପ୍ରଦେଶରେ ଗୋଧନ ସଂରକ୍ଷଣ ଏବଂ ପ୍ରୋତ୍ସାହନ ପାଇଁ ‘କାଓ କ୍ୟାବିନେଟ’(ଗାଈ କ୍ୟାବିନେଟ୍‌) ଗଠନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଗାଈ କ୍ୟାବିନେଟ୍‌ରେ ପଶୁପାଳନ, ଜଙ୍ଗଲ, ପଞ୍ଚାୟତ ଏବଂ ଗ୍ରାମ୍ୟ ଉନ୍ନୟନ, ରାଜସ୍ବ, ଗୃହ ଏବଂ କୃଷକ କଲ୍ୟାଣ ବିଭାଗ ଅନ୍ତର୍ଭୁକ୍ତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri