ଆଜମ ଖାନଙ୍କ ନାଁରେ ଚାର୍ଜଶିଟ୍
ରାମପୁର, ୨୨ା୧୨: ରାଜ୍ୟ ସଭାର ପୂର୍ବତନ ସଦସ୍ୟ ସ୍ବର୍ଗତ ଅମର ସିଂଙ୍କ ପରିବାର ବିରୋଧରେ ଧମକପୂର୍ଣ୍ଣ ମନ୍ତବ୍ୟ ପାଇଁ ରାମପୁର ପୋଲିସ ସମାଜବାଦୀ ପାର୍ଟି ଏମ୍ପି ଆଜମ ଖାନଙ୍କ ବିରୋଧରେ ଚାର୍ଜଶିଟ୍ ଦାଖଲ କରିଛି। ୨୦୧୮ରେ ଅମର ସିଂ ତାଙ୍କ ନାଁରେ…
୯,୩୯୪ କୋଟି ଠକେଇରେ ଟିଡିପି ନେତା
ହାଇଦ୍ରାବାଦ, ୨୨।୧୨: ଦେଶରେ ଗୋଟିଏ ପରେ ଗୋଟିଏ ବଡ଼ ବ୍ୟାଙ୍କ ଦୁର୍ନୀତି ପଦାକୁ ଆସିବାରେ ଲାଗିଛି। ବିଜୟ ମାଲ୍ୟା, ନୀରବ ମୋଦିଙ୍କ ପରେ ସବୁଠୁ ବଡ଼ ବ୍ୟାଙ୍କ ଦୁର୍ନୀତିର ପର୍ଦ୍ଦାଫାଶ୍ ହାଇଛି। ହାଇଦ୍ରାବାଦର ଟ୍ରାନ୍ସଷ୍ଟ୍ରୟ କମ୍ପାନୀ ବିଭିନ୍ନ ବ୍ୟାଙ୍କରୁ ୯,୩୯୪ କୋଟି…
ବନ୍ଦ ଘରେ ‘ବର୍ଣ୍ଣବୋଧ’
ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଓଡ଼ିଆ ଭାଷା ଅସ୍ମିତାର ପରିଚୟ ହେଉଛି ‘ବର୍ଣ୍ଣବୋଧ’। ଶିଶୁ ସାହିତ୍ୟର ପ୍ରାଣପ୍ରତିଷ୍ଠାତା ମଧୁସୂଦନ ରାଓ ‘ବର୍ଣ୍ଣବୋଧ’ ମାଧ୍ୟମରେ ଓଡ଼ିଆ ଭାଷାକୁ ବର୍ଣ୍ଣ ପରିଚୟ ଦେଇଛନ୍ତି। ଓଡ଼ିଆ ବର୍ଣ୍ଣ, ମାତ୍ରା, ଯୁକ୍ତାକ୍ଷର, ବନାନ, ଉଚ୍ଚାରଣ ଓ ଶବ୍ଦ ଗଠନ ଆଦି ଶିକ୍ଷା…
କ୍ୟାମେରା ସାମ୍ନାରେ କରୋନା ଟିକା ନେଲେ ଜୋ ବାଇଡେନ
ଓ୍ବାଶିଂଟନ, ୨୨।୧୨: ଆମେରିକାର ନବ ନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନ୍ କରୋନାକୁ ମାତ ଦେବା ପାଇଁ ଟିକାର ପ୍ରଥମ ଡୋଜ୍ ନେଇଛନ୍ତି। ଆମେରିକାର ଲୋକଙ୍କ ଉପରେ ଆତ୍ମବିଶ୍ୱାସ ବଢ଼ାଇବା ପାଇଁ ସୋମବାର ନିଜେ ଲାଇଭ୍ ଟିଭିରେ ଟିକା ନେଇଛନ୍ତି। ବାଇଡେନ ଟିକା…
ରଜନୀକାନ୍ତଙ୍କୁ ସମନ
ଟୁଟିକୋରିନ୍, ୨୨ା୧୨: ଷ୍ଟେରଲାଇଟ କମ୍ପାନୀ ବିରୋଧୀ ବିକ୍ଷୋଭବେଳେ ୨୦୧୮ରେ ପୋଲିସ ଗୁଳିଚାଳନାକୁ ନେଇ ବିବାଦୀୟ ମନ୍ତବ୍ୟ ରଖିଥିବା ତେଲୁଗୁ ଷ୍ଟାର ରଜନୀକାନ୍ତଙ୍କୁ ସମନ କରାଯାଇଛି। ଘଟଣାର ତଦନ୍ତ ପାଇଁ ଅବସରପ୍ରାପ୍ତ ଜଷ୍ଟିସ୍ ଅରୁଣା ଜଗଦେସନଙ୍କ ନେତୃତ୍ୱରେ ଗଠିତ ଆୟୋଗ ରଜନୀକାନ୍ତଙ୍କୁ ଆସନ୍ତା…
କଟକଣା ସତ୍ତ୍ୱେ ମିଳିବ ଏସ୍-୪୦୦
ନୂଆଦିଲ୍ଲୀ, ୨୨।୧୨: ଆମେରିକାର କଟକଣା ଭୟ ସତ୍ତ୍ୱେ ଭାରତକୁ ଏସ୍-୪୦୦ ମିସାଇଲ ସିଷ୍ଟମ ଯୋଗାଣ ସହ ଦୁଇ ଦେଶ ମଧ୍ୟରେ ସ୍ବାକ୍ଷରିତ ଅନ୍ୟ ପ୍ରତିରକ୍ଷା ଚୁକ୍ତିନାମା କାର୍ଯ୍ୟକାରୀ ହେବ ବୋଲି ରୁଷିଆ ସୋମବାର କହିଛି। ତୁର୍କୀକୁ ଏସ୍-୪୦୦ ମିସାଇଲ ସିଷ୍ଟମ ଯୋଗାଣରେ…
ଆଇଏଫ୍ଏସ୍ ସ୍ତରରେ ଅଦଳବଦଳ
ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ରାଜ୍ୟରେ ଆଇଏଫ୍ଏସ୍ ସ୍ତରରେ ଅଦଳ ବଦଳ ହୋଇଛି। ଏ ନେଇ ସୋମବାର ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ) ସିଇଓ ସୁଶାନ୍ତ ନନ୍ଦଙ୍କୁ ପରିବେଶ ବିଭାଗର ନିର୍ଦ୍ଦେଶକ…
ଏସ୍ଆଇଟିର ଗିରଫଦାରି ପରେ ଅନେକ ପ୍ରଶ୍ନ
ନୟାଗଡ଼ ଅଫିସ,୨୨।୧୨: ପରୀ ଅପହରଣ ଓ ହତ୍ୟା ଘଟଣାରେ ଏସ୍ଆଇଟି ଜଣେ ଛାତ୍ରଙ୍କୁ ଗିରଫ କରିବା ପରେ ସାଧାରଣରେ ନାନା ପ୍ରଶ୍ନ ଉଠିଛି। ସାଢ଼େ ୪ ମାସର ତଦନ୍ତ ପରେ ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ଫେଲ୍ ମାରିଥିଲା। ହେଲେ ୨୦ ଦିନରେ…
ଚିନ୍ତା ବଢ଼ାଇଲା ନୂଆ ରୂପ
ଲଣ୍ଡନ, ୨୨।୧୨: ବ୍ରିଟେନରେ କରୋନା ଭୂତାଣୁର ଏକ ପରିବର୍ତ୍ତିତ ସଂସ୍କରଣ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହାକୁ ନେଇ ସାରା ବିଶ୍ୱରେ ଚିନ୍ତା ବଢ଼ିଯାଇଛି। ନୂଆ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ରିଟିଶ ସରକାର କଡ଼ା ଲକ୍ଡାଉନ କଟକଣା ଜାରି କରିଛନ୍ତି। ସରକାର…
ସ୍ବାମୀଙ୍କୁ ଜାମିନରେ ଆଣିବାକୁ ଯାଇ ଜେଲ ଗଲେ ମହିଳା
କଟକ ଅଫିସ,୨୨।୧୨: ଡାକ୍ତରଙ୍କ ନକଲି ପ୍ରେସ୍କ୍ରିପ୍ସନ ତିଆରି କରି ଜଣେ ମହିଳା ଗିରଫ ହୋଇଛନ୍ତି। ସ୍ବାମୀଙ୍କୁ ଜାମିନରେ ଆଣିବା ପାଇଁ ନିଜେ ଅସୁସ୍ଥ ଦର୍ଶାଇ ମହିଳା ଜଣକ ଏପରି ଚକ୍ରାନ୍ତ କରିଥିଲେ। କୋର୍ଟରେ ଧରା ପଡିବା ପରେ ତାଙ୍କୁ ଜେଲ୍ ଯିବାକୁ…
୩ରୁ ଖୋଲିବ ଶାରଳା ମନ୍ଦିର, ଗୋରଖନାଥ ପୀଠ
ଜଗତ୍ସିଂହପୁର ଅଫିସ୍, ୨୨।୧୨: ଜାନୁୟାରୀ ୩ରୁ ଜଗତ୍ସିଂହପୁର ଜିଲାର ପ୍ରସିଦ୍ଧ ଶାରଳା ମନ୍ଦିର ଓ ଗୋରଖନାଥ ପୀଠ ଖୋଲିବ ବୋଲି ସୋମବାର ଜିଲାପାଳ ସରୋଜ କୁମାର ମିଶ୍ର ସୂଚନା ଦେଇଛନ୍ତି। ଏହି ୨ ପୀଠରେ କୋଭିଡ୍ ନିୟମାବଳୀ କଡ଼ାକଡ଼ି ଭାବେ ପାଳନ…
ଓଡ଼ିଶାରେ ୭୬୦ କଲରାପତରିଆ ବାଘ
ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଓଡ଼ିଶାରେ କଲରାପତରିଆ ବାଘ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧିପାଇଛି। ମାତ୍ର ୪ ବର୍ଷରେ ଏମାନଙ୍କ ସଂଖ୍ୟା ୧୦୦%ରୁ ଅଧିକ ବଢ଼ିଛି। ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍ଟିସିଏ) ପକ୍ଷରୁ ପ୍ରକାଶିତ ‘ଷ୍ଟାଟସ୍ ଅଫ୍ ଲିଓପାର୍ଡସ୍ ଇନ୍ ଇଣ୍ଡିଆ ୨୦୧୮’ ରିପୋର୍ଟରୁ…

