Home

ନକଲି ଜର୍ଦ୍ଦା କାରଖାନା ଠାବ: ୩ ଅଟକ

ଛତିଆ,୨ା୧୦(ଡି.ଏନ୍‌.ଏ.): ଯାଜପୁର ଜିଲା ବୈରୀ ଥାନା ଅନ୍ତର୍ଗତ ନେଳିଆ ପଞ୍ଚାୟତର ବିଦ୍ୟାଧରପୁର ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ସତନ୍ତ୍ର ସ୍କ୍ବାଡ ପୋଲିସ ଏକାଧିକ ସ୍ଥାନରେ ଚଢ଼ାଉ କରି ବିପୁଳ ପରିମାଣର ନକଲି ଜର୍ଦ୍ଦା ସହିତ ବ୍ୟବହୃତ ବିଭିନ୍ନ ଯନ୍ତ୍ରପାତି ଜବତ କରାଯାଇଛି।…

କୃଷକଙ୍କ ଆଖିରୁ ରକ୍ତର ଲୁହ ବୁହାଉଛନ୍ତି ମୋଦି ସରକାର: ସୋନିଆ

ନୂଆଦିଲ୍ଲୀ,୨।୧୦: ଶୁକ୍ରବାର ଗାନ୍ଧୀ ଜୟନ୍ତୀ ଅବସରରେ କୃଷକମାନେ ସାରା ଦେଶରେ ବିକ୍ଷୋଭ ପ୍ରଦର୍ଶନ କରୁଛନ୍ତି। ସେପଟେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଏକ ଭିଡିଓ ବାର୍ତ୍ତା ଦେଇ ଚାଷୀଙ୍କ ଦାବିକୁ ଯଥାର୍ଥ ବୋଲି କହି ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସୋନିଆ…

ନଡ଼ିଆ ଷଡ଼େଇରେ ମାସ୍କ

ପୁରୀ ଅଫିସ,୨ା୧୦: ମହାମାରୀ କରୋନା କବଳରୁ ରକ୍ଷା ପାଇବା ପାଇଁ ସାମାଜିକ ଦୂରତା ଏବଂ ମାସ୍କ ପିନ୍ଧିବା ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ବିଶେଷକରି ମାସ୍କ ନ ପିନ୍ଧି ପଦାକୁ ବାହାରିଲେ ପୋଲିସ ପକ୍ଷରୁ ଜରିମାନା ଆଦାୟ କରାଯାଉଛି। ଭଲ ଭାବେ…

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ସ୍ତ୍ରୀ ମେଲାନିଆଙ୍କୁ କରୋନା

ଓ୍ବାଶିଂଟନ,୨।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ମେଲାନିଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବ୍ୟକ୍ତିଗତ ପରାମର୍ଶଦାତା ହୋପ ହିକ୍ସ କରୋନା ପଜିଟିଭ୍‌ ଚିହ୍ନଟ ହେବାପରେ ଟ୍ରମ୍ପ ଏବଂ ତାଙ୍କ ସ୍ତ୍ରୀ ମେଲାନିଆ ନିଜକୁ କ୍ୱାରାଣ୍ଟାଇନ୍‌ ରଖି କରୋନା ଟେଷ୍ଟ କରାଇଥିଲେ।…

ଆଜିଠୁ ‘ବନ୍ୟପ୍ରାଣୀ ସପ୍ତାହ’: ସଙ୍କଟରେ ବନ୍ୟପ୍ରାଣୀ

ଅକ୍ଟୋବର ୨ ରୁ ୯ ପର୍ଯ୍ୟନ୍ତ ପାଳନ ହେଉଛି ‘ବନ୍ୟପ୍ରାଣୀ ସପ୍ତାହ’। ଏହି ସପ୍ତାହରେ ପ୍ରତିବର୍ଷ ବନ୍ୟପ୍ରାଣୀଙ୍କ ପାଇଁ ଅନେକ ଚିନ୍ତା ଅନୁଚିନ୍ତା କରାଯାଇଥାଏ। ବିଭିନ୍ନ କାର୍ଯ୍ୟକ୍ରମ ସହ ସଚେତନତା ମାଧ୍ୟମରେ ନୂଆ ବାର୍ତ୍ତା ଦିଆଯାଇଥାଏ। ହେଲେ ବାସ୍ତବ ସ୍ଥିତିକୁ ତର୍ଜମା…

ଅଧ୍ୟାପକ ନିଯୁକ୍ତିରେ ଓଡ଼ିଆ ପିଲାଙ୍କୁ ଅଣଦେଖା

ଭୁବନେଶ୍ୱର,୨ା୧୦(ବ୍ୟୁରୋ): ବିଧାନସଭା ମୌସୁମୀ ଅଧିବଶେନର ଗୁରୁବାର ତୃତୀୟ ଦିବସ ଶୂନ୍ୟକାଳରେ ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକ, କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏବଂ କଂଗ୍ରେସ ବିଧାୟକ ତାରାପ୍ରସାଦ ବାହିନୀପତି ଭିନ୍ନଭିନ୍ନ ପ୍ରଶ୍ନ ମାଧ୍ୟମରେ ରାଜ୍ୟରେ ଅଧ୍ୟାପକ…

କରୋନା ମୁକାବିଲା: ଗଜପତି ଜିଲାରେ ସର୍ବାଧିକ ୬୪.୬୭% ଆଣ୍ଟିବଡି ସୃଷ୍ଟି

ଭୁବନେଶ୍ୱର,୨।୧୦(ବ୍ୟୁରୋ): ପୁରୀ, ଭୁବନେଶ୍ୱର, ବ୍ରହ୍ମପୁର ଓ ରାଉରକେଲା ପରେ ଏବେ ଗଜପତି ଜିଲାରେ ସେରୋ ସର୍ଭେ କାର୍ଯ୍ୟ ଶେଷ ହୋଇଛି। ଏହି ଜିଲାରୁ ରାଜ୍ୟର ସର୍ବାଧିକ ୬୫% ଲୋକଙ୍କ ଶରୀରରେ ଆଣ୍ଟିବଡି ସୃଷ୍ଟି ହୋଇଛି। ଟେଷ୍ଟ୍‌ ସମୟରେ ସର୍ବନିମ୍ନ ୪୪ ଓ…

କଟକ: ୪୧ କେନ୍ଦ୍ରରେ ହେବ ୟୁପିଏସ୍‌ସି ପ୍ରିଲିମ୍‌ନାରି ପରୀକ୍ଷା

କଟକ ଅଫିସ,୨।୧୦: ଆସନ୍ତା ୪ ତାରିଖରେ ଦୁଇଟି ସିଟିଂରେ ଭାରତୀୟ ପ୍ରଶାସନିକ ସେବା ପାଇଁ ୟୁପିଏସ୍‌ସି ପ୍ରିଲିମ୍‌ନାରୀ ପରୀକ୍ଷା ହେବ। କଟକର ୪୧ଟି କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଏହି ସମସ୍ତ କେନ୍ଦ୍ରରେ ସୁଚାରୁ ରୂପେ ପରୀକ୍ଷା ପରିଚାଳନା କରିବା…

ସ୍ବର୍ଗଦ୍ୱାରରେ ଦାହ କଟକଣା ମାସେ ବଢ଼ିଲା

ପୁରୀ ଅଫିସ,୨ା୧୦: ମହାମାରୀ କରୋନା ସଂକ୍ରମଣକୁ ନଜରରେ ରଖି ସ୍ବର୍ଗଦ୍ୱାରରେ ବାହାର ଜିଲା ଏବଂ ଅନ୍ୟ ରାଜ୍ୟର ମୃତଦେହ ଦାହ ଓ ମହୋଦଧିରେ ଅସ୍ଥି ବିସର୍ଜନ ଉପରେ କଟକଣା ଲଗାଯାଇଛି। ଜିଲା ପ୍ରଶାସନ ଏହି କଟକଣାକୁ ପୁଣି ମାସେ ବଢାଇ ଦେଇଛନ୍ତି।…

୯ରୁ ୧୮ ଯାଏଁ ଭୁବନେଶ୍ୱରରୁ ବରଗଡ଼ ରୋଡ୍‌ ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୨।୧୦(ବ୍ୟୁରୋ): ବଲାଙ୍ଗୀର ଏବଂ ଲୋଇସିଂହା ଷ୍ଟେଶନ ମଧ୍ୟରେ ରେଳପଥ ଦୋହରୀକରଣ କାର୍ଯ୍ୟକ୍ଷମ ସମ୍ବନ୍ଧୀୟ ସୁରକ୍ଷା ଜନିତ ଆଧୁନିକୀକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି ୨୦୨୦ ଅକ୍ଟୋବର ୯ରୁ ୧୮ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ସ୍ବତନ୍ତ୍ର ଟ୍ରେନ୍‌କୁ ଆଂଶିକ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି।…

କ୍ୱାରାଣ୍ଟାଇନ୍‌ରେ ଆମେରିକା ରାଷ୍ଟ୍ରପତି

ଓ୍ବାଶିଂଟନ,୨।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବ୍ୟକ୍ତିଗତ ପରାମର୍ଶଦାତା ହୋପ ହିକ୍ସ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ପରେ ଟ୍ରମ୍ପ ଏବଂ ତାଙ୍କ ସ୍ତ୍ରୀ ମେଲାନିଆ ନିଜକୁ କ୍ୱାରାଣ୍ଟାଇନ୍‌ ରଖିଛନ୍ତି। ହୋପଙ୍କ ସହ ରାଷ୍ଟ୍ରପତି ନିୟମିତ ଭାବେ ଯାତ୍ରା କରନ୍ତି। ନିକଟରେ…

ସୋନୁ ସୁଦଙ୍କୁ ପାକିସ୍ତାନରୁ ଆସିଲା ପ୍ରଶଂସା ବାର୍ତ୍ତା: ଜାଣନ୍ତୁ କିଏ କଲେ

ବଲିଉଡ୍‌ ଅଭିନେତା ସୋନୁ ସୁଦ ଲକ୍‌ଡାଉନ୍‌ ସମୟରେ ଅନେକ ଅସହାୟଙ୍କୁ ସାହାଯ୍ୟ କରିିଛନ୍ତି। ଏବେ ବି ତାଙ୍କର ଏହି କାମ ଜାରି ରହିଛି। ଏହି ପଦକ୍ଷେପ ତାଙ୍କୁ ସାରା ବିଶ୍ୱରେ ପ୍ରସିଦ୍ଧ କରିପାରିଛି। ଏଥିପାଇଁ ସମସ୍ତେ ସୋନୁଙ୍କୁ ମେସେଜ୍‌ କରି ତାଙ୍କର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri