Home

ଅତିଥିଙ୍କୁ ମିଳୁନି ଆତିଥ୍ୟ

ବଇଣ୍ଡା, ୧୭ା୧୧(ପରିକ୍ଷିତ ସାହୁ) ନେତା, ମନ୍ତ୍ରୀ, ସରକାରୀ ଅଧିକାରୀ, ପର୍ଯ୍ୟଟକ ଏବଂ ଅନ୍ୟ ଅତିଥିଙ୍କୁ ସରକାରୀ ଆତିଥ୍ୟ ପ୍ରଦାନ ପାଇଁ ବିଭିନ୍ନ ସ୍ଥାନରେ ପୂର୍ତ୍ତ ବିଭାଗର ବଙ୍ଗଳା ରହିଛି। ହେଲେ ଆବଶ୍ୟକ ଯତ୍ନ ଅଭାବରୁ ସେଥିରୁ ଅନେକ ଜରାଜୀର୍ଣ୍ଣ ହୋଇପଡ଼ୁଛି। ଫଳରେ…

କଳା ପ୍ରତିଭା ପ୍ରଦର୍ଶନ କଲେ କଳାକାର

ଦେଓଗାଁ,୧୭ା୧୧(ଡି.ଏନ.ଏ.) ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ଅନ୍ତର୍ଗତ କୁତୁର୍ଲାରେ କୋଶଳୀ ଲୋକନୃତ୍ୟ ଏକାଡେମୀର ୨୨ତମ ପ୍ରତିଷ୍ଠା ଦିବସ ଓ ଗଣ୍ଡାବଜା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ା ଏକାଡେମୀ ସମ୍ପାଦକ ଧରଣୀଧର ନାୟକଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ପୂର୍ବତନ ଡେପୁଟି…

ଚୋରକୁ ଧରି ଲୋକେ ପୋଲିସ ଜିମା ଦେଲେ

ସୋନପୁର/ଅମରପାଲି,୧୭।୧୧(ନି.ପ୍ର./ଡି.ଏନ୍‌.ଏ) ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଥାନା ହିକୁଡି ଫାଣ୍ଡି ସମ୍ମୁଖରୁ ରବିବାର ବିଳମ୍ବିତ ରାତିରେ ସିରିଜ୍‌ ଚୋରି ହୋଇଛି। ଚୋର ଏକକାଳୀନ ୫ଟି ଦୋକାନର ତାଲା ଭାଙ୍ଗି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି କରିଛି। ସ୍ଥାନୀୟ ଲୋକେ ଚୋରି ଅଭିଯୋଗରେ ବୌଦ୍ଧ…

ଟେନିସ୍‌ ବଲ୍‌ରେ ରାହୁଲଙ୍କ ଅଭ୍ୟାସ

ସିଡ୍‌ନୀ: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ) ଅବସରରେ ୟୁନାଇଟେଡ ଆରବ ଏମିରେଟ୍ସର ସ୍ଲୋ ଟ୍ରାକ୍‌ରେ ପାଖାପାଖି ୨ ମାସ ଖେଳିବାପରେ ତାରକା ଖଚିତ ଭାରତୀୟ ବ୍ୟାଟିଂ ଲାଇନ୍‌ଅପ୍‌ ଅଷ୍ଟ୍ରେଲିଆର ଜୀବନ୍ତ ପିଚ୍‌ରେ ସୋମବାରଠାରୁ ପାରମ୍ପରିକ ଟେନିସବଲ୍‌ ଟ୍ରେନିଂ ଆରମ୍ଭ କରିଛି। ଫର୍ମରେଥିବା…

ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ: ଅଭିଯୁକ୍ତ ଗିରଫ

ଆସିକା,୧୬ା୧୧(ଡି.ଏନ.ଏ.)-ଆସିକା ଥାନା ଇଲାକାର ଜଣେ ଯୁବତୀଙ୍କ ଅଶ୍ଳୀଳ ଫଟୋ ଭାଇରାଲ କରିବା ସହ ତାଙ୍କୁ ଜୀବନରେ ମାରିଦେବା ଲାଗି ଧମକ ଦେବା ଅଭିଯୋଗରେ ଅଭିଯୁକ୍ତଙ୍କୁ ପୋଲିସ ସୋମବାର ଗିରଫ କରିଛି ା ସେ ହେଲେ ବ୍ରହ୍ମପୁର ଶଶିଭୂଷଣ ନଗର ବାସିନ୍ଦା ଆଶିଷ…

ରାଜ୍ୟରେ ସୁସ୍ଥ ହେଲେ ୧୨୯୭ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୬ା୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୨୯୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪୨ ଆକ୍ରାନ୍ତ ସୁସ୍ଥ ମୟୂରଭଞ୍ଜ ଜିଲାରୁ ୧୩୩, କଟକ ଜିଲାରୁ ୧୧୧, ବାଲେଶରରୁ ୧୦୦, ଅନୁଗୋଳରୁ ୭୬, ସୁନ୍ଦରଗଡରୁ ୭୪, ଜଗତସିଂହପୁରରୁ ୬୭, କେନ୍ଦ୍ରାପଡାରୁ ୬୨,…

ବରିଷ୍ଠ କଂଗ୍ରେସ ନେତା ମନୀଷ ତିୱାରୀଙ୍କୁ କରୋନା: ଟୁଇଟ କରି ଦେଲେ ସୂଚନା

ନୂଆଦିଲ୍ଲୀ,୧୬।୧୧-ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ମନୀଷ ତିୱାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ସୋମବାର ଟୁଇଟ କରି ସୂଚନା ଦେଇଛନ୍ତି। ତାଙ୍କ କୋଭିଡ ରିପୋର୍ଟ ପଜିଟିଭ ଆସିଛି। ନିକଟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ…

ନଦୀ ଘାଟରେ ହେବ ନାହିଁ ଛଟ୍‌ ପୂଜା: ଜାରି ହେଲା କଟକଣା

ଭୁବନେଶ୍ବର,୧୬।୧୧(ବ୍ୟୁରୋ)- ଚଳିତ ବର୍ଷ ନଦୀ ଘାଟରେ ହେବ ନାହିଁ ଛଟ୍‌ ପୂଜା। କରୋନା କାଳରେ ନଦୀ ଘାଟରେ ଅଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ନଭେମ୍ବର ୨୦ ଓ ୨୧ତାରିଖରେ ଛଟ୍‌ ପୂଜା ସମାରୋହ ପାଳନ…

ନୀତୀଶ କୁମାରଙ୍କୁ ଶୁଭେଚ୍ଛା ଜଣାଇଲେ ନବୀନ

ଭୁବନେଶ୍ବର,୧୬।୧୧(ବ୍ୟୁରୋ)-ବିହାରର ମୁଖ୍ୟମନ୍ତ୍ରୀ ଭାବେ ସପ୍ତମ ଥର ପାଇଁ ସୋମବାର ଜେଡି(ୟୁ)ର ଅଧ୍ୟକ୍ଷ ନୀତୀଶ କୁମାର ଶପଥ ଗ୍ରହଣ କରିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ କରି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟରେ ଉଲ୍ଲେଖ ରହିଛି, କ୍ରମାଗତ ଚତୁର୍ଥ ଥର…

କେଦାରନାଥରେ ଫସି ରହିଛନ୍ତି ୨ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୬।୧୧-ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଓ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ କେଦାରନାଥରେ ଫସି ଯାଇଛନ୍ତି। ପ୍ରବଳ ବରଫପାତ ଓ ଖରାପ ପାଗ ଯୋଗୁ ଉଭୟେ ସେଠାରେ ଫସି ଯାଇଥିବା ଜଣାପଡିଛି। ରବିବାର ଉତ୍ତରାଖଣ୍ଡର ରୁଦ୍ର ପ୍ରୟାଙ୍ଗ ଜିଲାର କେଦାରନାଥରେ ଚାଲିଥିବା…

ନଦୀରେ ବୁଡିଗଲେ ୩ ଯୁବକ, ଜଣଙ୍କ ମୃତଦେହ ଉଦ୍ଧାର

ରେମୁଣା, ୧୬।୧୧(ଡି.ଏନ.ଏ.)- ବାଲେଶ୍ୱର ଜିଲା ରେମୁଣା ଥାନା ବୁଢାବଳଙ୍ଗ ନଦୀର କାଠସଙ୍ଗଡା ଘାଟରେ ସୋମବାର ଅପରାହ୍ନ ସମୟରେ ଗାଧୋଉଥିବା ବେଳେ ୩ଜଣ ଯୁବକ ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ହେଲେ ଅଙ୍କିତ ପତି। ଘଟଣାସ୍ଥଳରେ…

କଲଭର୍ଟରେ ଧକ୍କା ହୋଇ ଓଲଟିପଡିଲା ବୋଲେରୋ: ୬ ମୃତ, ୪ ଆହତ

ସିଦ୍ଧାର୍ଥନଗର,୧୬।୧୧-ଉତ୍ତରପ୍ରଦେଶର ସିଦ୍ଧାର୍ଥନଗର ସଦର ପୋଲିସ ଷ୍ଟେଶନ ନିକଟରେ ସୋମବାର ଏକ ବୋଲେରୋ କଲଭର୍ଟରେ ଧକ୍କା ହୋଇ ଭାରସାମ୍ୟ ହରାଇ ଓଲଟିପଡିଛି। ଏଥିରେ ୬ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୪ ଜଣ ଆହତ ହୋଇଛନ୍ତି। ଆହତଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଡାକ୍ତରଖାନାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri