ଆଜିଠାରୁ ଖୋଲିଲା ଶିରିଡି ସାଇ ମନ୍ଦିର
ମୁମ୍ବାଇ,୧୬।୧୧-ମହାମାରୀ କରୋନା ଯୋଗୁ ଦେଶରେ ଥିବା ସମସ୍ତ ଧର୍ମାନୁଷ୍ଠାନଗୁଡିକ ବନ୍ଦ ରହିଥିଲା। ତେବେ ଆଜିଠୁ ମହାରାଷ୍ଟ୍ରରେ ସବୁ ଧର୍ମାନୁଷ୍ଠାନଗୁଡିକ ଖୋଲିବା ସହ ପ୍ରସିଦ୍ଧ ସିରିଡି ସାଇ ବାବାଙ୍କ ମନ୍ଦିର ଖୋଲିଛି। କରୋନା କଟକଣାକୁ ମାନି ଶ୍ରଦ୍ଧାଳୁମାନେ ବାବାଙ୍କ ଦର୍ଶନ କରିପାରିବେ। ସେହିପରି…
ସପ୍ତମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କଲେ ନୀତୀଶ
ପାଟନା,୧୬ ।୧୧: ବିହାର ମୁଖ୍ୟମନ୍ତ୍ରୀ ଭାବେ ସପ୍ତମଥର ପାଇଁ ଶପଥ ଗ୍ରହଣ କରିଛନ୍ତି ଜନତା ଦଳ ୟୁନାଇଟେଡ(ଜେଡିୟୁ) ନେତା ନୀତୀଶ କୁମାର । ସୋମବାର ଅପରାହ୍ନରେ ରାଜଭବନ ପରିସରରେ ଆୟୋଜିତ ସମାରୋହରେ ନୀତୀଶ ଶପଥ ଗ୍ରହଣ କରିଛନ୍ତି । ବିହାର ରାଜ୍ୟପାଳ…
ଏହି ବ୍ୟକ୍ତିଙ୍କୁ ଡରି ଦେଶଛାଡି ଚାଲିଯାଇଥିଲେ ପ୍ରସିଦ୍ଧ ଅଭିନେତ୍ରୀ ମୀନାକ୍ଷୀ ଶେଷାଦ୍ରି
ବଲିଉଡ୍ ଅଭିନେତ୍ରୀ ମୀନାକ୍ଷୀ ଶେଷାଦ୍ରି ଇତିମଧ୍ୟରେ ୫୭ ବର୍ଷର ହୋଇଯାଇଛନ୍ତି। ୧୬ ନଭେମ୍ବର, ୧୯୬୩ରେ ସେ ଧନବାଦରେ ଜନ୍ମଗ୍ରହଣ କରିଥିଲେ। ଅନେକ ସଫଳ ଫିଲ୍ମରେ କାମ କରିଥିବା ମୀନାକ୍ଷୀ ଗତ ୨୪ ବର୍ଷ ହେବ ବଲିଉଡ୍ଠାରୁ ସମ୍ପୂର୍ଣ୍ଣ ଦୂରେଇ ଯାଇଛନ୍ତି। ୧୯୯୬ରେ…
ଆଣ୍ଠୁଗଣ୍ଠି ଯନ୍ତ୍ରଣାର ଘରୋଇ ଉପଚାର
ଆଜିକାଲି ଆଣ୍ଠୁଗଣ୍ଠି ସମସ୍ୟା କେବଳ ବୟସ୍କ ବ୍ୟକ୍ତି ନୁହନ୍ତି ଯୁବପିଢ଼ିଙ୍କଠାରେ ଦେଖିବାକୁ ମିଳିଲାଣି। ଏହାର ଲକ୍ଷଣ ଜାଣିବା ମାତ୍ରେ ଡାକ୍ତରଙ୍କ ସହ ପରାମର୍ଶ କରି ଚିକିତ୍ସା କରାଇନେବା ଦରକାର। ତେବେ ଏଥିରୁ ଉପଶମ ପାଇବା ପାଇଁ କେତୋଟି ଘରୋଇ ଉପଚାରକୁ ଆପଣେଇ…
ରାଜଧାନୀରୁ ୨୫ ଲକ୍ଷର ବ୍ରାଉନ୍ସୁଗାର ଜବତ: ଜଣେ ଗିରଫ
ଭୁବନେଶ୍ୱର, ୧୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଖଣ୍ଡଗିରିସ୍ଥିତ କଳିଙ୍ଗନଗର ଅଞ୍ଚଳରୁ ପୋଲିସ ସୋମବାର ୨୨୫ ଗ୍ରାମ୍ ବ୍ରାଉନ୍ସୁଗାର ଜବତ କରିଛି। ଏହାର ମୂଲ୍ୟ ପ୍ରାୟ ୨୫ ଲକ୍ଷ ଟଙ୍କା ହେବ। ଏହି କାରବାରରେ ସମ୍ପୃକ୍ତ ଜଣେ ବ୍ୟକ୍ତିଙ୍କୁ ଗିରଫ କରାଯାଇଛି। ସେ ହେଲେ…
ଗଣମାଧ୍ୟମ କଣ୍ଠରୋଧକାରୀଙ୍କୁ ମୋଦି ସରକାରଙ୍କ କଡ଼ା ବିରୋଧ: ଶାହା
ନୂଆଦିଲ୍ଲୀ,୧୬।୧୧: ଗଣମାଧ୍ୟମ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ। ଏହାର ସ୍ବତନ୍ତ୍ରତାରେ ବାଧା ଦେଉଥିବା ତଥା କଣ୍ଠରୋଧକାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର କଡ଼ା ବିରୋଧ କରୁଛନ୍ତି ବୋଲି ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଜାତୀୟ ପ୍ରେସ୍ ଦିବସ ଅବସରରେ ସୋମବାର କହିଛନ୍ତି। ଶାହା ଟୁଇଟ୍…
କୋଲେଷ୍ଟରଲକୁ ସନ୍ତୁଳିତ ରଖେ ଭିଟାମିନ୍ ‘ଇ’
ଆବଶ୍ୟକ ମୁତାବକ ଭିଟାମିନ୍ ‘ଇ’ଯୁକ୍ତ ଖାଦ୍ୟ ଖାଇଲେ ତାହା ସ୍ବାସ୍ଥ୍ୟ ପାଇଁ ବେଶ୍ ଲାଭଦାୟକ ସାବ୍ୟସ୍ତ ହୋଇଥାଏ। ଖାସ୍ କଥା ହେଲା, ଏହି ଭିଟାମିନ୍ ଆମ ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ବଢ଼ାଇବାରେ ସାହାଯ୍ୟ କରେ। ଏହା ଚର୍ବି ସହ ମିଶି…
ପୃଥିବୀକୁ ସର୍ବଦା ଶାନ୍ତି-ଅହିଂସା-ବନ୍ଧୁତ୍ୱର ମାର୍ଗ ପ୍ରଦର୍ଶିତ କରିଛି ଭାରତ: ମୋଦି
ନୂଆଦିଲ୍ଲୀ,୧୬।୧୧: ଭାରତ ସବୁବେଳେ ବିଶ୍ୱ ଭାତୃତ୍ୱରେ ବିଶ୍ୱାସ କରେ। ପୃଥିବୀକୁ ଶାନ୍ତି,ଅହିଂସା ଓ ବନ୍ଧୁତ୍ୱର ମାର୍ଗ ପ୍ରଦର୍ଶିତ କରିବାରେ ଭାରତ ଆଗୁଆ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ସୋମବାର ରାଜସ୍ଥାନର ପାଲିରେ ଜୈନାଚାର୍ଯ୍ୟ ବିଜୟ ବଲ୍ଲଭ ସୁରିଶ୍ୱର ମହାରାଜଙ୍କ…
ପାଟଣା ବିଧାୟକ ଅସୁସ୍ଥ, ଆଶୁ ଆରୋଗ୍ୟ କଲେ ବିଶିଷ୍ଟ ବ୍ୟକ୍ତି
ପାଟଣା,୧୬।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଧାୟକ ଜଗନ୍ନାଥ ନାଏକ ଗତ ଶନିବାରଠାରୁ ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ବିଧାୟକ ନାଏକ ବାଲେଶ୍ୱର ସଦର ନିର୍ବାଚନମଣ୍ଡଳୀର ବିଧାୟକ ସ୍ବରୂପ ଦାସଙ୍କ ପାଇଁ ନିର୍ବାଚନ ପ୍ରଚାରକରି ଘରକୁ…
ପାଟିର ବ୍ୟାକ୍ଟେରିଆ ନଷ୍ଟ କରିବାର ସହଜ ଉପାୟ
ଆମ ପାଟିରେ କେତେକ କାରଣରୁ ବ୍ୟାକ୍ଟେରିଆ ସୃଷ୍ଟି ହୋଇଥାଆନ୍ତି। ଏପରି କି ଏମାନେ ବଂଶବିସ୍ତାର କଲେ ଆମେ ପାଟିଜନିତ ରୋଗର ସମ୍ମୁଖୀନ ହୋଇଥାଉ। ଏହାକୁ ନଷ୍ଟ କରିବାର ଏକ ସହଜ ଉପାୟ ରହିଛି। ଆଜିକାଲି ତ ଚୁଇଙ୍ଗମ ଚୋବାଇବା ଅନେକଙ୍କର ଏକ…
କୁରାଢ଼ି ବେଣ୍ଟରେ ବଡ଼ଭାଇଙ୍କ ଜୀବନ ନେଲେ ସାନଭାଇ, ଫାଣ୍ଡିରେ କଲେ ଆତ୍ମସମର୍ପଣ
କୁଆଁରମୁଣ୍ଡା,୧୬ା୧୧(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅନ୍ତର୍ଗତ ପୁଟୁରୀଖମଣ ପଞ୍ଚାୟତ ହରପାଲି ଗ୍ରାମର ସୁଖୁ ଲାକ୍ରା(୪୦)ଙ୍କୁ ତାଙ୍କ ସାନଭାଇ ବାନ୍ଧନା ଲାକ୍ରା(୩୦) ରବିବାର କୁରାଢ଼ି ବେଣ୍ଟ ପାଇଁ ଥିବା କାଠବାଡ଼ିରେ ମରଣାନ୍ତକ ଆକ୍ରମଣ କରିଥିଲେ। ଫଳରେ ସୁଖୁ ଘଟଣାସ୍ଥଳରେ ଅଚେତ୍ ହୋଯାଇଥିଲେ।…
ନୀଳଗିରିକୁ ପଶିଲେ ଝାଡ଼ଖଣ୍ଡୀ ହାତୀପଲ
ସଜନାଗଡ଼,୧୬ା୧୧(ଡି.ଏନ୍.ଏ.): ବାଲେଶ୍ୱର ଜିଲା ନୀଳଗିରିକୁ ସୋମବାର ଭୋର୍ରୁ ୪୨ ଝାଡ଼ଖଣ୍ଡୀ ହାତୀପଲ ନୀଳଗିରିକୁ ପ୍ରବେଶ କରିଛନ୍ତି। ୨୦୧୦ ମସିହାରୁ ହାତୀପଲ ନୀଳଗିରିକୁ ଜଙ୍ଗଲ ଚିରାଚରିତ ଢଙ୍ଗରେ ପ୍ରତିବର୍ଷ ଭଳି ଏବର୍ଷ ଝାଡ଼ଖଣ୍ଡ ଦଲମା ଜଙ୍ଗଲରୁ ହାତୀପଲ ଆସି ଓଡ଼ିଶା ସୀମା ପାରହୋଇଛନ୍ତି…
Archives


