ଚାଇନାକୁ ମୁହଁତୋଡ଼ ଜବାବ ଦେବାକୁ ଭାରତୀୟ ବାୟୁସେନା ନେଲା ଏହି ପଦକ୍ଷେପ
ନୂଆଦିଲ୍ଲୀ,୧୪ା୮: ଲଦାଖର ଲାଇନ ଅଫ୍ ଆକ୍ଟୁଆଲ କଣ୍ଟ୍ରୋଲ (LAC) ଉପରେ ଭାରତ ଏବଂ ଚାଇନା ସେନା ମଧ୍ୟରେ ତିକ୍ତତା ଲାଗିରହିଛି। ଚାଇନା ଯେକୌଣସି ଚାଲବାଜି କରିପାରେ ବୋଲି ଆଶଙ୍କା କରି ଏହାର ମୁକାବିଲା ପାଇଁ ଭାରତୀୟ ବାୟୁସେନା ସମ୍ପୂର୍ଣ୍ଣ ପ୍ରସ୍ତୁତି ଚଳାଇଛି।…
ନିଜଠାରୁ ୬ ବର୍ଷ ବଡ଼ ଅଞ୍ଜଳିଙ୍କୁ ହୃଦୟ ଦେଇ ବସିଥିଲେ ସଚିନ୍: ୧୭ ବର୍ଷ ବୟସରେ ଏପରି ଆରମ୍ଭ ହୋଇଥିଲା ‘ଲଭଷ୍ଟୋରୀ’
ନୂଆଦିଲ୍ଲୀ,୧୪।୮: ମାଷ୍ଟର ବ୍ଲାଷ୍ଟର ସଚିନ ତେନ୍ଦୁଲକରଙ୍କ ପାଇଁ ଆଜିର ଦିନଟି ବେଶ ଗୁରୁତ୍ୱପୂର୍ଣ୍ଣ। ୧୯୯୦ ଅଗଷ୍ଟ ୧୪ରେ ସେ ନିଜ କ୍ୟାରିୟରର ପ୍ରଥମ ଶତକ ମାରିଥିଲେ। ଇଂଲଣ୍ଡ ବିରୋଧରେ ମଞ୍ଚେଷ୍ଟରରେ ଖେଳାଯାଉଥିବା ଟେଷ୍ଟର ପଞ୍ଚମ ଦିନରେ ସଚିନ ୧୧୯ ରନ୍ କରି…
ସୁଧୁରୁନି ପୂର୍ବତନ ରାଷ୍ଟ୍ରପତିଙ୍କ ସ୍ବାସ୍ଥ୍ୟାବସ୍ଥା
ନୂଆଦିଲ୍ଲୀ,୧୪।୮: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି ସୁଧାର ଆସୁନାହିଁ। ଦିଲ୍ଲୀ ସ୍ଥିତ ଆର୍ମି ରିସର୍ଚ୍ଚ ଆଣ୍ଡ ରେଫରାଲ ହସ୍ପିଟାଲ ପକ୍ଷରୁ ଶୁକ୍ରବାର ହେଲଥ୍ ବୁଲେଟିନ୍ ଜାରି କରାଯାଇଛି। ଏହି ହେଲଥ୍ ବୁଲେଟିନ୍ ଅନୁସାରେ ପ୍ରଣବ ମୁଖାର୍ଜୀଙ୍କ ସ୍ବାସ୍ଥ୍ୟାବସ୍ଥାରେ କୌଣସି…
ଏହି ଯୁବକଙ୍କୁ ବିବାହ କରିବାକୁ ପାଗଳପ୍ରାୟ ଝିଅମାନେ; ଆସୁଛି ଅନେକ ପ୍ରସ୍ତାବ, କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ
ବର୍ତ୍ତମାନ ଡିଜିଟାଲ ସମୟ। ଏହି ସମୟରେ ପୁସ୍ତକ ଯେମିତି ଫ୍ୟାଶନ ପାଲଟିଯାଇଛି। ପୁସ୍ତକ ସହ ଅନେକ ଲୋକ ଫଟୋ ଉଠାଇ ସୋସିଆଲ ମିଡିଆରେ ପୋଷ୍ଟ କରୁଥିବା ଆମେ ଦେଖିଛୁ। ହେଲେ ଦୃଦୟରୁ ପୁସ୍ତକୁ ଭଲ ପାଉଥିବା ଲୋକ ଖୁବ୍ କମ୍। ଏମିତି…
ବାଂଲାଦେଶ ସୀମାରୁ ଭାରତୀୟ ଯବାନଙ୍କୁ ମିଳିଲା ଏହି ଦୁର୍ଲଭ ପକ୍ଷୀ, ଦାମ୍ ଜାଣିଲେ ହେବେ ଚକିତ
ବାଂଲାଦେଶ ସୀମାରେ ନିୟୋଜିତ ଥିବା ବିଏସ୍ଏଫ୍ ଯବାନଙ୍କୁ ଏକ ଦୁର୍ଲଭ ପକ୍ଷୀ ମିଳିଛି, ଯାହାର ଦାମ୍ ୧୫ ଲକ୍ଷ ଟଙ୍କା। କଥାଟି ବିଶ୍ୱାସଯୋଗ୍ୟ ନ ହେଲେ ମଧ୍ୟ ସତ। ପକ୍ଷୀଟି ବେଲିଜର ରାଷ୍ଟ୍ରୀୟ ପକ୍ଷୀ ବୋଲି ଜଣାପଡ଼ିଛି। ଅଗଷ୍ଟ ୧୩ରେ ଯବାନମାନେ…
ଗାଲାଣ୍ଟ୍ରି ପୁରସ୍କାର ଘୋଷଣା: ଟପ୍-୩ରେ ଏହି ରାଜ୍ୟର ପୋଲିସ
ନୂଆଦିଲ୍ଲୀ,୧୪।୮: ଚଳିତ ବର୍ଷ ଗାଲାଣ୍ଟ୍ରି ସାହସିକତା ଓ ସେବା ପୁରସ୍କାର ଘୋଷଣା କରାଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଶୁକ୍ରବାର ଗାଲାଣ୍ଟ୍ରି ସାହସିକତା ଓ ସେବା ପୁରସ୍କାରର ଏକ ତାଲିକା ଜାରି କରାଯାଇଛି। ଏହି ତାଲିକାରେ ପ୍ରଥମ ନମ୍ବରରେ ଜମ୍ମୁ-କଶ୍ମୀର ପୋଲିସ ରହିଥିବା…
ଝାରସୁଗୁଡ଼ାରେ ନୂଆଁଖାଇ ପାଳନ କଟକଣା କୋହଳ: ଜାଣନ୍ତୁ କ’ଣ ରହିଛି ନିର୍ଦ୍ଦେଶାବଳୀ
ଝାରସୁଗୁଡ଼ା ଅଫିସ,୧୪ା୮: ଆସନ୍ତା ୨୩ ତାରିଖରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ ପାଳନ କରାଯିବ। ତେବେ ଏଥର ନୂଆଁଖାଇ ରବିବାର ପଡୁଥିବାରୁ ଏହିଦିନ ଶଟ୍ଡାଉନ୍ ନ କରିବା ପାଇଁ ଝାରସୁଗୁଡ଼ା ଜିଲା ପ୍ରଶାସନକୁ ବିଭିନ୍ନ ସଂଗଠନ ପକ୍ଷରୁ ଅନୁରୋଧ କରାଯାଇଥିଲା। ସେହିପରି…
ସଚିନ ତେନ୍ଦୁଲକରଙ୍କ ପାଇଁ ଅଗଷ୍ଟ ୧୪ କାହିଁକି ଗୁରୁତ୍ୱପୂର୍ଣ୍ଣ: ଜାଣନ୍ତୁ…
ନୂଆଦିଲ୍ଲୀ, ୧୪।୮: କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକରଙ୍କ ପାଇଁ ଆଜିର ଦିନ ଅର୍ଥାତ୍ ଅଗଷ୍ଟ ୧୪ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କାରଣ ଏହି ଦିନ ସେ କ୍ୟାରିୟରର ପ୍ରଥମ ଶତକ ମାରିଥିଲେ। ଇଂଲଣ୍ଡରେ ଏହି ଦିନ ସେ ଶତକ ମାରି ଟିମ୍…
୨ ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ ପରେ ବଧୂ ବେଶରେ ସଜେଇ ହେଲା ଏହି ପୋଲିସ ଷ୍ଟେଶନ, ଜାଣନ୍ତୁ କାହିଁକି
ମୁମ୍ବାଇ,୧୪ା୮: ବର୍ଷକ ତଳେ ମହାରାଷ୍ଟ୍ରର ବୁଲଧାନାରେ ଏକ ଗଣବଳାତ୍କାର ହୋଇଥିଲା। ଗୁରୁବାର ବୁଲଧାନାର ସ୍ବତନ୍ତ୍ର ଜିଲା ଏବଂ ଅଧିବେଶନ କୋର୍ଟ ଏହି ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। କୋର୍ଟଙ୍କ ନିଷ୍ପତ୍ତି ପରେ, ଚିଖାଲି ପୋଲିସ ଷ୍ଟେଶନର କର୍ମଚାରୀମାନେ ପୂରା ପୋଲିସ…
ଓଡ଼ିଶାର ୧୪ଜଣ ପାଇବେ ପୋଲିସ ମେଡାଲ, ଜାଣନ୍ତୁ ସବିଶେଷ..
ଭୁବନେଶ୍ୱର, ୧୪।୮(ବ୍ୟୁରୋ): ଗୋଟିଏ ଦିନପରେ ସ୍ବାଧୀନତା ଦିବସ। ଏହାର ଅବ୍ୟବହିତ ପୂର୍ବରୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ପୋଲିସ ପଦକ ଘୋଷଣା କରାଯାଇଛି। ଏଥିରେ ଓଡ଼ିଶାର ୧୪ଜଣ ପୋଲିସ ରାଷ୍ଟ୍ରପତି ପଦକ, ପୋଲିସ ପଦକ ପାଇବେ ବୋଲି ଜଣାପଡ଼ିଛି। ବିଶିଷ୍ଟ ସେବା…
ବନାରସୀ ଶାଢ଼ିରେ ଭାରତର ନକ୍ସା, ତ୍ରିରଙ୍ଗାର ଝଲକ
ବାରାଣସୀ,୧୪।୮: ପର୍ବଗୁଡ଼ିକରେ ପୋଷାକର ବିଶେଷ ମହତ୍ତ୍ୱ ରହିଛି। ବିଭିନ୍ନ ପର୍ବ ଅନୁଯାୟୀ ପାରମ୍ପରିକ ପୋଷାକରେ ମଧ୍ୟ ପରିବର୍ତ୍ତନ ଆସିଥାଏ। ଆଉ ଯଦି ଜାତୀୟ ପର୍ବ କଥା ପଡ଼େ ତେବେ ଜଳବାୟୁରେ ବି ଦେଶଭକ୍ତି ପରିଲକ୍ଷିତ ହେବା ସହ ତ୍ରିରଙ୍ଗା ରଙ୍ଗରେ ରଙ୍ଗେଇଯାଏ।…
୬୦ ନଂ. ଜାତୀୟ ରାଜପଥରେ ଗ୍ୟାସ ଟ୍ୟାଙ୍କରରେ ଲାଗିଲା ନିଆଁ: ଜାଣନ୍ତୁ କ’ଣ ଘଟିଲା…
ବସ୍ତା, ୧୪।୮(ଡି.ଏନ୍.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ. ଜାତୀୟ ରାଜପଥ ମଥାନୀଠାରେ ଏକ ଗ୍ୟାସ ଟ୍ୟାଙ୍କର ଇଞ୍ଜିନରେ ନିଆଁ ଲାଗିଯାଇଥିଲା। ମାତ୍ର ଏକ ବଡ଼ ଧରଣର ଦୁର୍ଘଟଣାରୁ ଗାଡ଼ିଟି ବର୍ତ୍ତିଯାଇଥିବା ଜଣାପଡିଛି l ମିଳିଥିବା ସୂଚନା ଅନୁସାରେ,…
Archives


